By-Election - The Sakala

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା
ନୂଆପଡ଼ା: ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚୂଡ଼ାନ୍ତ ଭୋଟର୍‌ ତାଲିକା ଗୁରୁବାର ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ପ୍ରକାଶିତ କରିଛନ୍ତି।

ସୂଚନାଯୋଗ୍ୟ, ନୂଆପଡ଼ା ବିଧାନସଭା ମଣ୍ଡଳୀ -୭୧ ନୂଆପଡ଼ା, ୧୧- କଳାହାଣ୍ଡି ପାର୍ଲିଆମେଣ୍ଟରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଟେ। ଏଥିପାଇଁ ନଭେମ୍ବର ୧୧ରେ ଉପନିର୍ବାଚନ ଘୋଷଣା କରାଯାଇଛି। ବୈଠକରେ ଜିଲାପାଳ ସମସ୍ତଙ୍କୁ ସ୍ବାଗତ କରି କହିଲେ ଯେ, ଏହି ନିର୍ବାଚନ ମଣ୍ଡଳୀରେ ମୋଟ୍‌ ୩୫୮ଟି ଭୋଟ୍‌ କେନ୍ଦ୍ର ଅଛି। ନୂଆପଡ଼ା ବିଧାନସଭାର ସର୍ବମୋଟ୍‌ ଭୋଟର ସଂଖ୍ୟା ୨,୫୩,୬୨୪। ଏଥିରୁ ପୁରୁଷ ଭୋଟର ସଂଖ୍ୟା ୧,୨୪,୧୦୮, ମହିଳା ଭୋଟର ସଂଖ୍ୟା ୧,୨୯,୪୯୫ ଏବଂ ତୃତୀୟ ଲିଙ୍ଗ ଭୋଟର ସଂଖ୍ୟା ୨୧ ଅଟେ। ଭୋଟର୍‌ମାନଙ୍କ ମଧ୍ୟରୁ ୮୫ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକ ସଂଖ୍ୟା ୧୭୮୬, ଯୁବ ଭୋଟର୍‌ ୯୪୨୯ ଏଂ ଦିବ୍ୟାଙ୍ଗ ଭୋଟର୍‌ ୩୯୮୮ ଜଣ ଅଛନ୍ତି।

ଆଜି ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି
ଧାମନଗର: ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ଆଜିଠୁ ଆରମ୍ଭ ହେବ ନାମାଙ୍କନ ପ୍ରକ୍ରିୟା । ଅକ୍ଟୋବର ୧୪ ତାରିଖ ସୁଦ୍ଧା ନାମାଙ୍କନପତ୍ର ଦାଖଲ କରିବେ ପ୍ରାର୍ଥୀ । ୧୫ ତାରିଖରେ ପାର୍ଥିପତ୍ର ଯାଞ୍ଚ କରାଯିବ । ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ଅକ୍ଟୋବର ୧୭ । ନଭେମ୍ବର ୩ ତାରିଖରେ ଭୋଟିଂ ଓ ୬ ତାରିଖରେ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ । ଗତ ସେପ୍ଟେମ୍ବର ୧୯ରେ ବିଷ୍ଣୁଙ୍କର ପରଲୋକ ହୋଇଥିଲା । ବିଷ୍ଣୁ ସେଠୀଙ୍କ ବିୟୋଗରେ ଖାଲି ପଡ଼ିଛି ଧାମନଗର ବିଧାନସଭା ଆସନ ।

ସୂଚନା ଅନୁଯାୟୀ, ନଭେମ୍ବର ୩ରେ ଓଡ଼ିଶା ସମେତ ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ଉପନିର୍ବାଚନ ହେବ । ଏସବୁ ଉପନିର୍ବାଚନ ପାଇଁ ୨୦୨୨ ଜାନୁଆରୀ ପହିଲା ସୁଦ୍ଧା ଭୋଟର ତାଲିକାରେ ନାଁ ଥିବା ଭୋଟର ଭୋଟ ଦେଇପାରିବେ । ତାରିଖ ଘୋଷଣା ପରଠାରୁ ଗଡ଼ ଦଖଲ କରିବାକୁ ରଣନୀତି ପ୍ରସ୍ତୁତି ଜୋରଦାର କରିଛନ୍ତି ସବୁ ଦଳ । ବାଲେଶ୍ୱର ପରି ଧାନନଗରରେ ବଡ଼ ବିଜୟ ବ୍ୟବଧାନରେ ଜିତିବାକୁ ବିଜେଡି ଆରମ୍ଭ କରିଛି ସମରସଜ୍ଜା । ଧାମନଗରରେ ପୁଣି ଥରେ କିପରି ଶଙ୍ଖ ବାଜିବ, ସେନେଇ ସେନାପତିଙ୍କୁ ଗୁରୁମନ୍ତ୍ର ଦେଇଛି ଦଳ । ଅନ୍ୟପଟେ ଉପନିର୍ବାଚନରେ ଭଲ ପ୍ରଦର୍ଶନ କରିବା ପାଇଁ ଉଭୟ ବିଜେପି ଓ କଂଗ୍ରେସ ମଧ୍ୟ ଜୋରଦାର ପ୍ରୟାସ କରିଛନ୍ତି ।

ବ୍ରଜରାଜନଗର ଉପନିର୍ବାଚନ: ପ୍ରାପ୍ତ ବୟସ୍କ ଓ ଭିନ୍ନକ୍ଷମ ଘରେ ବସି କରିପାରିବେ ମତଦାନ
ଭୁବନେଶ୍ୱର: ମେ’ ୩୧ରେ ଅନୁଷ୍ଠିତ ହେବ ବ୍ରଜରାଜନଗର ଉପନିର୍ବାଚନ । ଜୁନ ୩ ରେ ଭୋଟ୍ ଗଣତି ହେବ । ଆଜିଠୁ ଆରମ୍ଭ ହୋଇଛି ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ମେ ୧୧ ପର୍ଯ୍ଯନ୍ତ ଆଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ । ମେ ୧୨ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ । ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ହେଉଛି ମେ ୧୨ । ଜୁନ ୫ ମଧ୍ୟରେ ଉପନିର୍ବାଚନର ସମସ୍ତ ପ୍ରକ୍ରିୟା ଶେଷ ହେବ । ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ।

ନିର୍ବାଚନ ନେଇ ଆଚରଣବିଧି ଲାଗୁ ହୋଇଥିବା କହିଛନ୍ତି ସିଇଓ ସୁଶୀଲ କୁମାର ଲୋହାନି । ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରେ ଆଜି ସୁଦ୍ଧା ୨ ଲକ୍ଷ ୧୪ ହଜାର ୭୪୫ ଭୋଟର ରହିଛନ୍ତି । ସେମାନଙ୍କ ୨୭୯ଟି ବୁଥରେ ମତଦାନ ବ୍ୟବସ୍ଥା କରାଯିବ । ସେହିଭଳି ପ୍ରାପ୍ତ ବୟସ୍କ ଓ ଭିନ୍ନକ୍ଷମ ପୋଷ୍ଟାଲ ବାଲଟ୍ ମାଧ୍ୟମରେ ଘରେ ବସି ସେମାନେ ମତଦାନ କରିପାରିବେ ।

ଅନ୍ୟପଟେ ପ୍ରାର୍ଥୀ ଅପରାଧ ରେକର୍ଡ ନେଇ ପ୍ରଶାସନକୁ ସତ୍ୟପାଠ ଦେବ। ଭୋଟରଙ୍କ ସୂଚନା ନିମନ୍ତେ ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦିଆଯିବ । କୋଭିଡ୍ ନିୟମ ଅନୁଯାୟୀ ନିର୍ବାଚନ ଅନୁଷ୍ଠିତ ହେବ ବୋଲି କହିଛନ୍ତି ସିଇଓ ସୁଶୀଲ କୁମାର ଲୋହାନି । ଆଜିଠୁ ଆରମ୍ଭ ହୋଇଛି ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ପ୍ରଥମ ଦିନରେ ସିପିଆଇ ଦଳ ପକ୍ଷରୁ ରମେଶ ତ୍ରିପାଠୀ ପ୍ରାର୍ଥିପତ୍ର କିଣିଛନ୍ତି । ଦିବଙ୍ଗତ ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ ପରେ ବ୍ରଜରାଜନଗର ଆସନ ଫାଙ୍କା ପଡ଼ିଥିବା ବେଳେ ଉପନିର୍ବାଚନ ଲାଗି ଆରମ୍ଭ ହୋଇଛି ପ୍ରକ୍ରିୟା ।

ପଶ୍ଚିମବଙ୍ଗରେ ବିଜେପିକୁ ଝଟକା: ଆସାନସୋଲ ଲୋକସଭା ଆସନ ଓ ବାଲିଗଞ୍ଜ ବିଧାନସଭା ଆସନରେ ଟିଏମସିର ଜଲଓ୍ବା
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ବିଜେପିକୁ ଲାଗିଛି ଜୋରଦାର ଝଟକା । ୪ଟି ରାଜ୍ୟର ୫ଟି ଆସନରେ ହୋଇଥିବା ଉପ-ନିର୍ବାଚନ ଫଳାଫଳ ଆସି ସାରିଛି। ପଶ୍ଚିମବଙ୍ଗର ଆସାନସୋଲ ଲୋକସଭା ଆସନରୁ ଟିଏମ୍‌ସିର ଶତ୍ରୁଘ୍ନ ସିହ୍ନା ଓ ବାଲିଗଞ୍ଜ ବିଧାନସଭା ଆସନରୁ ବାବୁଲ ସୁପ୍ରିୟୋ ଜିତିଛନ୍ତି। ପଶ୍ଚିମବଙ୍ଗର ଆସନସୋଲ ଲୋକସଭା ଆସନରେ ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଶତ୍ରୁଘ୍ନ ସିହ୍ନା ତାଙ୍କର ନିକଟତ ପ୍ରତିଦ୍ୱନ୍ଦୀ ବିଜେପିର ଅଗ୍ନିମିତ୍ରା ପଲଙ୍କୁ ଦୁଇଲକ୍ଷରୁ ଅଧିକ ଭୋଟରେ ପରାଜିତ କରିଛନ୍ତି । ସେହିଭଳି ବାଲିଗଞ୍ଜ ବିଧାନସଭା ଆସନରୁ ଟିଏମସି ପ୍ରାର୍ଥୀ ତାଥା ବିଜେପିର ପୂର୍ବତନ ସାଂସଦ ବାବୁଲ ସୁପ୍ରିୟୋ ତାଙ୍କର ନିକଟତ ପ୍ରତିଦ୍ୱନ୍ଦୀ ସିପିଆଇ(ଏମ) ପ୍ରାର୍ଥୀ ସାଇରା ହାଲିମଙ୍କୁ ୯ ହଜାର ଭୋଟରେ ପରାଜିତ କରିଛନ୍ତି ।

ତେବେ ପଶ୍ଚିମବଙ୍ଗରେ ଟିଏମସି, ବିହାରରେ ଆରଜେଡି, ଛତିଶଗଡ ଓ ମହାରାଷ୍ଟ୍ରରେ କଂଗ୍ରେସ ପ୍ରାର୍ଥୀ ଆଗୁଆ ରହିଛନ୍ତି । ମତଗଣନା ଚାଲିଥିଲେ ମଧ୍ୟ ସବୁଠି ବିଜେପିର ପରାଜୟ ଏକପ୍ରକାର ନିଶ୍ଚିତ ଲାଗୁଛି । କାରଣ ବିପକ୍ଷ ପ୍ରାର୍ଥୀ ଅଦିକ ଭୋଟରେ ଆଗୁଆ ଅଛନ୍ତି । ଏପରିକି ଟିଏମସି ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସାନସୋଲ ଲୋକସଭା ଓ ବାଲିଗଞ୍ଜ ବିଧାନସଭା ଆସନର ମତାଦାତାଙ୍କୁ ଧନ୍ୟବାଦ ଜମାଇଛନ୍ତି ।