Admit Card - The Sakala

+2 ପିଲାଙ୍କ ପାଇଁ ବଡ଼ ଖୁସି ଖବର: CHSE ଦେଲା ଶେଷ ସୁଯୋଗ, ୧୮ ଡିସେମ୍ବର ଯାଏଁ କରିପାରିବେ ଫର୍ମ ପୂରଣ
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପକ୍ଷରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କରାଯାଇଛି। ଯେଉଁ ଛାତ୍ରଛାତ୍ରୀମାନେ କୌଣସି ଅନିବାର୍ଯ୍ୟ କାରଣରୁ ଚଳିତ ବର୍ଷର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣ କରିପାରି ନାହାନ୍ତି, ସେମାନଙ୍କୁ ପରିଷଦ ପକ୍ଷରୁ ଶେଷ ସୁଯୋଗ ପ୍ରଦାନ କରାଯାଇଛି। ଏଭଳି ଛାତ୍ରଛାତ୍ରୀମାନେ ଆସନ୍ତା ଡିସେମ୍ବର ୧୮ ତାରିଖ ସୁଦ୍ଧା ଫର୍ମ ପୂରଣ କରିପାରିବେ ବୋଲି ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି।

ଫର୍ମ ପୂରଣ ତାରିଖ ବୃଦ୍ଧି ହେବା କାରଣରୁ ଆଡମିଟ କାର୍ଡ ମିଳିବା ତାରିଖରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ବଦଳରେ ଏବେ ଡିସେମ୍ବର ୧୯ ତାରିଖରେ ଆଡମିଟ କାର୍ଡ ଉପଲବ୍ଧ ହେବ। ତେବେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ପରିଷଦ ପକ୍ଷରୁ ନିୟମ କୋହଳ କରାଯାଇଛି। ବିନା ଆଡମିଟ କାର୍ଡରେ ମଧ୍ୟ ପିଲାମାନେ ଇଣ୍ଟରନାଲ ପରୀକ୍ଷା ଦେଇପାରିବେ। କେବଳ ରେଜିଷ୍ଟ୍ରେସନ ନମ୍ବର ଆଧାରରେ ଇଣ୍ଟରନାଲ ପରୀକ୍ଷା ଦେବାକୁ ଅନୁମତି ମିଳିବ। କିନ୍ତୁ ପ୍ରାକ୍ଟିକାଲ ପରୀକ୍ଷା ପାଇଁ ଆଡମିଟ କାର୍ଡ ବାଧ୍ୟତାମୂଳକ ରହିବ।

ରାଜ୍ୟରେ ଯୁକ୍ତ ଦୁଇ ସ୍ତରରେ ଡ୍ରପ୍ ଆଉଟ୍ ସଂଖ୍ୟା କମାଇବା ପାଇଁ CHSE ଏହି ପଦକ୍ଷେପ ନେଇଛି। ଏନେଇ CHSE ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ ପରିଡା ଏବଂ ଅଧ୍ୟାପକ ଝର ମେହେର ସୂଚନା ପ୍ରଦାନ କରିଛନ୍ତି। ଯେଉଁମାନେ ବଞ୍ଚିତ ହୋଇଛନ୍ତି, ସେମାନେ ତୁରନ୍ତ ଏହି ସୁଯୋଗର ଲାଭ ଉଠାଇବାକୁ ପରାମର୍ଶ ଦିଆଯାଇଛି।

ଆଜିଠୁ ମିଳିବ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ପାଇଁ ଆଡ୍‌ମିଟ୍ କାର୍ଡ
କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଦଶମଶ୍ରେଣୀ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଆସନ୍ତା ୨୯ ତାରିଖଠାରୁ ଆରମ୍ଭ ହେବ। ଏଥପାଇଁ ଆଜିଠାରୁ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ ହେବ ବୋଲି ସୂଚନା ମିଳିଛି। ଏଥିସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ସଂସ୍କୃତ ମଧ୍ୟମାର ଛାତ୍ରଛାତ୍ରୀଙ୍କ ଆଡ୍‌ମିଟ୍ କାର୍ଡ ୱେବସାଇଟରୁ ମିଳିପାରିବ। ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ସହ ମଧ୍ୟମା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ (ଏସ୍‌ଓଏସ୍‌ସି) ପରୀକ୍ଷାର୍ଥୀଙ୍କ ଆଡମିଟ୍‌ କାର୍ଡ ମଧ୍ୟ ମଙ୍ଗଳବାର ପୂର୍ବାହ୍ଣ ୧୦ଟାଠାରୁ ବୋର୍ଡ ୱେବସାଇଟ୍‌ରେ ଉପଲବ୍ଧ ହେବ । ସମସ୍ତ ସ୍କୁଲର ମୁଖ୍ୟ ବା ପ୍ରଧାନଶିକ୍ଷକମାନେ ସ୍କୁଲ କୋର୍ଡ ଏବଂ ପାସୱାର୍ଡ ଦେଇ ୱେବସାଇଟରୁ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ମୁକ୍ତ ବିଦ୍ୟାଳୟ ଏବଂ ମଧ୍ୟମା ଛାତ୍ରଛାତ୍ରୀମାନେ ନିଜ ନାମ ଏବଂ ବାପାଙ୍କ ନାମ ବୋର୍ଡ ୱେବସାଇଟରେ ଦାଖଲ କରି ଆଡ୍‌ମିଟ୍ କାର୍ଡ ପାଇପାରିବେ ।