weather odisha - The Sakala
୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ..
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। କାଲି ପର୍ଯ୍ୟନ୍ତ ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲାଗୁଡିକ ହେଲା ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା। ସେହିପରି ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, କୋରାପୁଟ, ନବରଙ୍ଗପୁରକୁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ଯୋଗୁ ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି। ବୁଧବାର କଟକ ଭୁବନେଶ୍ୱର ସମେତ ଭାବନୀପାଟଣା, କୋରାପୁଟ, ମାଲକାନଗିରି, ଢେଙ୍କାନାଳ ଆଦି ଜିଲ୍ଲାରେ ବର୍ଷା ହୋଇଛି। ଗୁରୁବାର କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ, ତେବେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାରେ ମଧ୍ୟ ବର୍ଷା ଆଶଙ୍କା ରହିଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ବୁଧବାର ସକାଳ ସୁଦ୍ଧା ଆନ୍ଧ୍ର ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୨୨-୨୩ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଦ୍ୱିତୀୟ ଲଘୁଚାପ ଦ୍ୱାରା ରାଜ୍ୟରେ ବିସ୍ତୃତ ଓ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ସୃଷ୍ଟ ଲଘୁଚାପଟି ଉତ୍ତରକୁ ଗତି କରି ୧୬ରେ ଓଡ଼ିଶା ଉପକୂଳ ଏବଂ ୧୯ରେ ପଶ୍ଚିମ ଓଡ଼ିଶା ଅତିକ୍ରମ କରି ଛତିଶଗଡ଼ ଦେଇ ମଧ୍ୟପ୍ରଦେଶ ଯିବାର ସମ୍ଭାବନା ରହିଛି। ଏହାଦ୍ୱାରା ୧୪ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସହ ବଲାଙ୍ଗିର, ସମ୍ବଲପୁରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇପାରେ। ଅନ୍ୟପଟେ ଚତୁର୍ଥ ସପ୍ତାହରେ ସମ୍ଭାବ୍ୟ ଲଘୁଚାପ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇ ୨୬ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ବା ଆଭ୍ୟନ୍ତରୀଣରେ ରହିବ। ଏହାଦ୍ୱାରା ସେହି ଦକ୍ଷିଣ ଓଡ଼ିଶା ସମେତ ସାରା ରାଜ୍ୟରେ ବର୍ଷା ହେବ। ଅଗଷ୍ଟ ୧୫ରେ ପୁରୀ, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର, ଜୟପୁର, ସକାଳ ଓଳି ପାଗ ଶୁଖିଲା ରହିବ। ଭୁବନେଶ୍ୱରରେ ସକାଳ ୧୦ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସମ୍ଭାବନା ଅଛି ଓ ମଧ୍ୟାହ୍ଣରେ ବର୍ଷାର ସମ୍ଭାବନା ଅଧିକ ରହିଛି ବୋଲି ପ୍ରଫେସର ପଶୁପାଳକ କହିଛନ୍ତି। ଅନ୍ୟପଟେ ଲଘୁଚାପ ଯୋଗୁଁ ସମୁଦ୍ର ମଧ୍ୟରେ ପବନର ବେଗ ଅଧିକ ରହିଛି। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଥିବା ଯୋଗୁଁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।
ରାଜ୍ୟରେ ଉପରମୁହାଁ ପାରଦ, ଆସନ୍ତା ୨୮ରୁ ଆହୁରି ବଢିବ ତାତି
ଭୁବନେଶ୍ବର: ସାରା ରାଜ୍ୟରେ ଉପରମୁହାଁ ହୋଇଛି ପାରଦ । ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଛି ତାତି। ଆସନ୍ତା ୨୮ ତାରିଖରୁ ଆହୁରି ଜଳିବ ଓଡ଼ିଶା। ପଶ୍ଚିମ ଓଡ଼ିଶାରେ ତାତି ୪୦ ଡିଗ୍ରୀ କିମ୍ବା ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ, କଳାହାଣ୍ଡି, କନ୍ଧମାଳ, ଗଜପତି, ମାଲକାନଗିରି ଜିଲ୍ଲା ସମେତ ଟୁଇନ୍ସିଟି କଟକ ଏବଂ ଭୁବନେଶ୍ବରରେ ହଟ୍ ଓ୍ବେଦର କଣ୍ଡିସନ ଦେଖାଦେବ।
ଏବେ ରାଜ୍ୟରେ ମେଘ ମୁକ୍ତ ଆକାଶ ସହ ଶୁଖିଲା ପାଗ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଇଛି। ପ୍ରଭାବରେ ତାତି ବଢିଛି । ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରୀରୁ ୩୮ ଡିଗ୍ରୀରେ ପହଞ୍ଚିଛି। ଆସନ୍ତା ୨ ଦିନ ପର୍ୟ୍ୟନ୍ତ ରାଜ୍ୟରେ ତାତି ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶା ବା ପଶ୍ଚିମ ଓଡ଼ିଶାରେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ।
ଆଜି ରାଜ୍ୟରେ ଏକ ପଶ୍ଚିମା ଝଡ ସକ୍ରିୟ ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆଜି ଓ କାଲି ଉତ୍ତର ଓଡ଼ିଶାର ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲ୍ଲାରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ବାକି ଓଡିଶାର ଜିଲ୍ଲା ଗୁଡିକରେ ପାଗ ଶୁଖିଲା ରହିବା ସହ ତାତି ଅନୁଭୁତ ହେବ । ୨୭, ୨୮, ୨୯ ଏବଂ ୩୦ ତାରିଖରେ ସାରା ରାଜ୍ୟରେ ଅସମ୍ଭାଳ ତାତି ନେଇ ଆକଳନ କରାଯାଇଛି । ବର୍ତ୍ତମାନ ରାଜ୍ୟରେ ପାଗ ଶୁଖିଲା ରହିଥିଲେ ମଧ୍ୟ ରାଜ୍ୟକୁ ପ୍ରବେଶ କରୁଥିବା ପ୍ରଚୁର ପରିମାଣର ସାମୁଦ୍ରିକ ପବନ ପ୍ରଭାବରେ ତାତି ଯେତିକି ବୃଦ୍ଧି ହେବା କଥା ତାହା ହେଉନାହିଁ।
ରାଜ୍ୟରେ ଜାରି ରହିଛି ଝିପ୍‌ଝିପ୍‌ ବର୍ଷାକୁ କୋହଲା ପାଗ: ଘନ କୁହୁଡ଼ି ନେଇ ଆସନ୍ତା ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟରେ ଗତକାଲି ଠାରୁ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ଝିପଝିପ ବର୍ଷା । ଜାରି ରହିଛି କୋହଲା ପାଗକୁ ଝିପିଝିପି ବର୍ଷା। ଦକ୍ଷିଣ ଉପକୂଳ ଓଡିଶା ସମେତ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା । ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ତାରିଖ ଯାଏଁ ରହୁଥିବାରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ ।
୨୬ରୁ ପାଗରେ ପରିବର୍ତ୍ତନର ସମ୍ଭାବନା ରହିଛି । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱରରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା । ଯାହା ଜନଜୀବନକୁ କିଛି ମାତ୍ରାରେ ପ୍ରଭାବିତ କରିଛି । ସେହିପରି ଆଗାମୀ ୩ ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ଘନ କୁହୁଡ଼ିର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ଅନୁଗୁଳ, ଢେଙ୍କାନାଳ, ବାଲେଶ୍ଵର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର,ସମ୍ବଲପୁରକୁ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ପାଣିପାଗ ବିଭାଗ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ବର: ସୃଷ୍ଚି ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର – ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ- କେନ୍ଦ୍ରୀୟ ଭାଗରେ ଲଘୁଚାପ ସୃଷ୍ଟି ହୋଇଛି।  ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି। ଏଥିସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି। ଏହାଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ। ବର୍ଷାର ପରିମାଣ ବଢିବ।
ସୂଚନା ଅନୁଯାୟୀ, ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ତୀବ୍ର-ବୃଷ୍ଟିପାତ ଲାଗିରହିବ। ଅପରପକ୍ଷେ ୫ ତାରିଖ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର,ମୟୂରଭଞ୍ଜ, କଳାହାଣ୍ଡି, ସୋନପୁର ଏବଂ ସମ୍ବଲପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଜି ୬ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ରହୁଛି। ଅଧିକ ତାପମାତ୍ରା ସାଙ୍ଗକୁ ରାଜ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ପାଇଁ ପାଗ ଅନୁକୂଳ ରହୁଛି। ରବିବାର ରାଜ୍ୟର କିଛି ସ୍ଥାନରେ ଏହି ସ୍ଥିତିରେ ବର୍ଷା ହୋଇଥିବା ବେଳେ ସୋମବାର ୬ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦିରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ଅନ୍ୟପଟେ ମଙ୍ଗଳବାର ମଧ୍ୟ କିଛି ଜିଲ୍ଲାରେ ଏହି ସ୍ଥିତି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ୨୧ ମିମି ବର୍ଷା ହୋଇଥିବା ବେଳେ ଜଗତସିଂହପୁରରେ ୧୯ ଓ ତାଳଚେରରେ ୧୫ ମିମି ବର୍ଷା ରେକର୍ଡ କରାଯାଇଛି।
ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଆରମ୍ଭ ହୋଇଯାଇଛି। ପରବର୍ତ୍ତୀ ଦୁଇ ଦିନ ପର୍ଯ୍ୟନ୍ତ ଏହି ପଶ୍ଚିମା ଝଡ଼ର ପ୍ରଭାବ ରହିବାକୁ ଥିବା ବେଳେ ଏହା ଦ୍ୱାରା ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ସହିତ ପବନର ବେଗ ମଧ୍ୟ ୩୦-୪୦ କିମି ପର୍ଯ୍ୟନ୍ତ ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପଶ୍ଚିମା ଝଡ଼ ପ୍ରକୋପରେ ବର୍ଷା ହୋଇଛି। ବର୍ଷା ସାଙ୍ଗକୁ ଭଦ୍ରକରେ ପବନର ବେଗ ୬୦ କିମିରୁ ଅଧିକ ଟପିଛି। ଭଦ୍ରକ ସମେତ ବଲାଙ୍ଗୀର, ନୟାଗଡ଼, ହୀରାକୁଦ, ବାଲେଶ୍ୱର ଆଦିରେ ବର୍ଷା ପବନ ହୋଇଛି। ନୟାଗଡ଼ରେ ସର୍ବାଧିକ ୨୮ ମିମି ବର୍ଷା ହୋଇଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ସୋମବାର ମଧ୍ୟ ଏହି ସ୍ଥିତି ଜାରି ରହିବା ନେଇ ପାଣିପାଗ କେନ୍ଦ୍ର କହିଛି।
ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହା ସହିତ ଏହି ସବୁ ଅଞ୍ଚଳରେ ପବନର ବେଗ ମଧ୍ୟ ୩୦-୪୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି।
କୁହୁଡ଼ି ପାଇଁ ଆଜି ରାତି ଓ କାଲି ସକାଳ ପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ବର: ରାଜ୍ୟରେ ବଢିବ ରାତ୍ରି ତାପମାତ୍ରା କମିବ ଶୀତ। ଉଷ୍ମ-ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ସହ ଆଗାମୀ ୨ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବା ସହ ଶୀତ ପ୍ରକୋପ କମିବାର ସମ୍ଭାବନା ରହିଛି । ହେଲେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନକୁହୁଡି ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ରାତି ଓ କାଲି ସକାଳ ପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଉକ୍ତ ୬ ଜିଲ୍ଲାଗୁଡିକ ହେଲା ଅନୁଗୁଳ, ଢେଙ୍କାନାଳ,କଟକ, କେନ୍ଦୁଝର, ଯାଜପୁର ଓ  ଖୋର୍ଦ୍ଧା । ଏହି ସବୁ ଜିଲ୍ଲାରେ ଘନକୁହୁଡି ଅନୁଭୂତ ଅଞ୍ଚଳରେ ଦୃଶ୍ୟମାନ ଦୂରତା ୨୦୦ରୁ ୫୦ ମିଟର ଭିତରେ ରହିବେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ରାଜ୍ୟରେ ଶୀତ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟରେ ବଢିଛି ଶୀତ। ତେବେ ୨ ରୁ ୩ ଦିନ ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଅନେକ ସ୍ଥାନରର ରାତ୍ରି ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୩ ରୁ୫ ଡିଗ୍ରୀ ଯାଏଁ କମ ରହିବାର ସମ୍ଭାେନା ରହିଛି। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଶୀତ ଲହରୀକୁ ଦୃଷ୍ଟିରେ ରଖି ୯ ତାରିଖ ସକାଳା ଯାଏଁ ବିଭିନ୍ନ ଜିଲ୍ଲାକୁ ୟୋଲେ ୱର୍ଣ୍ଣିଂ ଜାରି କରାଯାଇଛି। ୮ ତାରିଖ ପାଇଁ ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଏବଂ ଢେଙ୍କାନାଳ ଜିଲ୍ଲାର ଗାଟିଏରୁ ଦୁଇଟି ସ୍ଥାନ ପାଇଁ ୟୋଲେ ୱର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ଶୀତ ପାଇଁ ୯ ତାରିଖ ସକାଳ ୮ଟା ୩୦ ଯାଏଁ-  ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ସମ୍ବଲପୁର, ସୋନପୁର,ବୌଦ୍ଧ, କନ୍ଧମାଳ, ମୟୁରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଏବଂ ଢେଙ୍କାନାଳ ଜିଲ୍ଲାର ଗାଟିଏରୁ ଦୁଇଟି ସ୍ଥାନରେ ଶୀତ
ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି।
ରାଜ୍ୟରେ ବଢୁଛି ଶୀତ, ଆସନ୍ତା ୨ ଦିନ ମଧ୍ଯରେ ଆହୁରି ଖସିବ ପାରଦ
ଭୁବନେଶ୍ୱର: ରାଜ୍ୟରେ ଶୀତର ପ୍ରକୋପ ବଢିଛି। ଆସନ୍ତା ୨ ଦିନ ମଧ୍ୟରେ ପାରଦ ୩ରୁ ୫ ଡିଗ୍ରୀ ଯାଏ ଖସିବା ସହ ଥଣ୍ଡାର ପ୍ରକୋପ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଉତ୍ତରା ପବନ ଧୀରେଧୀରେ ସକ୍ରିୟ ହେଉଥିବାରୁ ରାଜ୍ୟକୁ ଥଣ୍ଡା ଓ ଶୁଷ୍କବାୟୁ ଅଧିକ ପ୍ରବାହିତ ହେବ। ଏହାସହ ରାଜ୍ୟର କିଛି କିଛି ଅଞ୍ଚଳରେ କୁହୁଡ଼ି ମଧ୍ୟ ଦେଖାଯିବ। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ କଟକ ଆଦି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଅନ୍ଧାର ହେବ କୁଆଁର ପୁନେଇ, ୮ରେ ଆସୁଛି ଆଉ ଏକ ଲଘୁଚାପ !
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ଘୂର୍ଣ୍ଣିବଳୟ ଦୁର୍ଗା ପୂଜା ମଉଜକୁ ଫିକା କରି ଦେଇଛି। ଅଷ୍ଟମୀରୁ ଭସାଣି ପର୍ଯ୍ୟନ୍ତ ପ୍ରତି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଫଳରେ ଦୁର୍ଗାଙ୍କ ଆବାହନଠାରୁ ବିସର୍ଜନ ପର୍ଯ୍ୟନ୍ତ ଆୟୋଜକ ଓ ଶ୍ରଦ୍ଧାଳୁଙ୍କ ପାଇଁ ବିଭିନ୍ନ ସମସ୍ୟା ସୃଷ୍ଟି ହୋଇଥିଲା। ବିଶେଷକରି କଟକ ଓ ଭୁବନେଶ୍ୱରରେ ମହାଆଡ଼ମ୍ବରରେ ଦଶହରା ଆୟୋଜନ ହେଉଥିବା ବେଳେ ଚଳିତବର୍ଷ ବର୍ଷା ଏହାକୁ ଫିକା କରି ଦେଇଛି। ଲଘୁଚାପ ଯୋଗୁଁ ନବମୀ ପର୍ଯ୍ୟନ୍ତ ବର୍ଷା ଲାଗି ରହିଥିବା ବେଳେ ଘୂର୍ଣ୍ଣିବଳୟ ପ୍ରଭାବରେ ଦଶହରା ଓ ଭସାଣିରେ ଭାରୀ ବର୍ଷା ଅନୁଭୂତ ହୋଇଛି। ଏମିତି କି ଦଶହରାରେ ଆୟୋଜିତ ହୋଇଥିବା ରାବଣ ପୋଡ଼ି ଅଧିକାଂଶ ସ୍ଥାନରେ ଅସମ୍ପୂର୍ଣ୍ଣ ରହିଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଶୁକ୍ରବାରଠାରୁ ବର୍ଷାର ପ୍ରକୋପ କମିଲେ ମଧ୍ୟ କିଛି ଜିଲ୍ଲାରେ ବର୍ଷା ଜାରି ରହିବ। ମାତ୍ର ୯ ତାରିଖ ଅର୍ଥାତ କୁମାର ପୂର୍ଣ୍ଣିମାରେ ରାଜ୍ୟର କିଛି ସ୍ଥାନରେ ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ସକାଳେ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ତାମିଲନାଡୁ ଓ ସଂଲଗ୍ନ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳକୁ ମୁହାଁଇବ। ୮ ତାରିଖରେ ଏହାର ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଦକ୍ଷିଣ ଆନ୍ଧ୍ର ଉପକୂଳକୁ ମୁହାଁଇବ ଓ ୧୧ ତାରିଖ ପର୍ଯ୍ୟନ୍ତ ସେହି ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ରହିବ। ଏହାପରେ ପରେ ଆଉ ଏକ ଘୂର୍ଣ୍ଣିବଳୟ ସେହି ଦକ୍ଷିଣ ବଙ୍ଗୋପସାଗରରେ ହିଁ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଉଣା ଅଧିକେ ବର୍ଷା ଲାଗି ରହିବ। ଏହି ସମୟରେ ଉପକୂଳରେ ଅଧିକ ବର୍ଷା ହେବାକୁ ଥିବା ବେଳେ କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମରେ ବର୍ଷାର ପରିମାଣ ସବୁଠାରୁ ଅଧିକ ରହିବ। ଏହି ୩ ଟି ଜିଲ୍ଲାରେ ସାଧାରଣତଃ ଭାବେ ସ୍ୱଳ୍ପ ଓ ୭,୧୧, ଏବଂ ୧୪ରେ ସ୍ଥାନେ ସ୍ଥାନେ ମଧ୍ୟମ ଧରଣର ବର୍ଷା ହେବ। ଅନ୍ୟାନ୍ୟ ସ୍ଥାନରେ ସାଧାରଣତଃ ହାଲୁକା ଓ ସ୍ଥାନେ ସ୍ଥାନେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇପାରେ। ଆସନ୍ତା ୨୫ ପାର୍ଯ୍ୟନ୍ତ ରାଜ୍ୟରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବାର ସମ୍ଭାବନା ନ ଥିବା ବେଳେ ଉତ୍ତର ପୂର୍ବ ମୌସୁମୀ ଆସିବାରେ ବିଳମ୍ବ ହେବ। ଏହାସହିତ ଉତ୍ତରା ପବନ ନ ଆସିବାରୁ ୨୫ ପର୍ଯ୍ୟନ୍ତ ତାପମାତ୍ରାରେ କମିବ ନାହିଁ ବୋଲି ଶ୍ରୀ ପଶୁପାଳକ କହିଛନ୍ତି।
ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଗତ ୩୬ ଘଣ୍ଟାରେ କଟକରେ ୬୫ ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ ୬୬ ମିମି ବର୍ଷା ହୋଇଛି। ସେହିପରି ବାଲେଶ୍ୱରରେ ୫୪ ମିମି. ବର୍ଷା ହୋଇଥିବା ବେଳେ ନୟାଗଡ଼ରେ ୪୧, ଭଦ୍ରକରେ ୮୫, ଢେଙ୍କାନାଳରେ ୫୨, ଯାଜପୁରରେ ୩୭ ମିମି ବର୍ଷା ହୋଇଛି। ଏହା ବାଦ ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ବର୍ଷା ଅନୁଭୂତ ହୋଇଛି। ସେହିପରି ୯ ତାରିଖରେ ପ୍ରବଳ ବର୍ଷା ଆଶଙ୍କା କରି ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଯେ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ପୂର୍ବ ଦିଗରୁ ରାଜ୍ୟକୁ ଶକ୍ତିଶାଳୀ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ଏହା ପ୍ରଭାବରେ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସମେତ ଏହାର ପାର୍ଶ୍ବବର୍ତ୍ତୀ ଜିଲ୍ଲାରେ ବର୍ଷାର ପ୍ରକୋପ ଅଧିକ ରହୁଛି। ଅନ୍ୟପଟେ ଚଳିତ ଅକ୍ଟୋବରରେ ପାଣିପାଗଜନିତ ସ୍ଥିତି ଯୋଗୁଁ ସାମୁଦ୍ରିକ ପରିବେଶ ଅନୁକୂଳ ଥିବାରୁ ବଙ୍ଗୋପସାଗର ଅଶାନ୍ତ ରହିବ ବୋଲି ଜଣାପଡ଼ିଛି।
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ : କାଲିଠୁ ୩ ଦିନ ପ୍ରବଳ ବର୍ଷିବ, ପାଣିପାଗ ବିଭାଗ ପକ୍ଷରୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୪.୫ ରୁ ୫.୬ କିମି ମଧ୍ୟରେ ଆଜି ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨୦ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।
ସୃଷ୍ଟି ହେଲା ଘୁର୍ଣ୍ଣିବଳୟ !!!
୨୦ବେଳକୁ ଲଘୁଚାପ !! pic.twitter.com/UfMEc0fLN7
— Meteorological Centre, Bhubaneswar (@mcbbsr) September 17, 2022
ପାଣିପାଗ ବିଭାଗର ସୂଚନା ମୁତାବକ, ଆସନ୍ତା ୧୯ ଓ ୨୦ତାରିଖର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।
#Warning for Day-1 to Day-5 pic.twitter.com/p2FqIyg2v3
— Meteorological Centre, Bhubaneswar (@mcbbsr) September 17, 2022
୧୮ ତାରିଖ ଦିନ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷିବ । ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସୃଷ୍ଟି ହେଲା ଘୁର୍ଣ୍ଣିବଳୟ !!!
୨୦ବେଳକୁ #ଲଘୁଚାପ !!
ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୪.୫ ରୁ ୫.୬ କିମି ମଧ୍ୟରେ ଆଜି ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି, ପ୍ରଭାବରେ ୨୦ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା pic.twitter.com/eCWhZ2euxt
— Meteorological Centre, Bhubaneswar (@mcbbsr) September 17, 2022
୨୦ ତାରିଖରୁ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଓ ସୋନପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏଥିସହ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ନୟା‌ଗଡ଼, ଢେଙ୍କାନାଳ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, ରାୟଗଡ଼ା ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।