Odisha Legislative Assembly - The Sakala
ସେପ୍ଟେମ୍ବର ୧୮ରୁ ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୧୮ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ। ସେପ୍ଟେମ୍ବର ୨୫ ତାରିଖ ଯାଏ ଚାଲିବ ଅଧିବେଶନ। ମୌସୁମୀ ଅଧିବେଶନ ନେଇ ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସାଧାରଣତଃ ଜୁଲାଇ ଦ୍ବିତୀୟ ସପ୍ତାହରୁ ଅଗଷ୍ଟ ଦ୍ବିତୀୟ ସପ୍ତାହ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ବସି ଶେଷ ହୋଇଥାଏ । ହେଲେ ଏଥର ବିଳମ୍ବରେ ମୌସୁମୀ ଅଧିବେଶନ ବସିବାକୁ ଯାଉଛି । ଏହା ସ୍ବଳ୍ପ ସମୟ ପାଇଁ ବସିବାକୁ ଯାଉଥିବାବେଳେ ଗୃହ ବେଶ ସରଗରମ ରହିବ।
ଭୁବନେଶ୍ବର: ଜିଦ୍‌ରୁ ହଟୁନାହାନ୍ତି ବିରୋଧୀ, ଶାସକ ବି ନଇଁବାକୁ ନାରାଜ । ବାରମ୍ବାର ବାଧାପ୍ରାପ୍ତ ହେଉଛି ପ୍ରଶ୍ନକାଳ ଓ ଶୂନ୍ୟକାଳ। ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ୭ ତାରିଖରୁ ଆରମ୍ଭ ହେବାପରେ ଆଜି ପର୍ଯ୍ୟନ୍ତ ପ୍ରତିଦିନ ପ୍ରାୟ ସମାନ ପରିସ୍ଥିତି ସୃଷ୍ଟି ହେଉଛି। ଆଜି ମଧ୍ଯ ଗୃହ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ପରେ ଦିନ ୧୧ଟା ୩୦ ଯାଏଁ ଗୃହକୁ ମୁଲତବି ଘୋଷଣା କରିଥିଲେ ବାଚସ୍ପତି। ପୋଡ଼ିୟମ ଆଗରେ ବିରୋଧୀ ସଦସ୍ୟ ପ୍ରତିବାଦ କରିଥିଲେ। ପୁଣି ଆଜି ମଧ୍ୟ ଗୃହରେ ଘଣ୍ଟ ବାଡ଼େଇ କଂଗ୍ରେସ ସଦସ୍ୟ ପ୍ରତିବାଦ କରିଥିଲେ। ପ୍ଲାକାର୍ଡ ଧରି ଗୃହରେ ମଧ୍ଯ ବିଜେଡି ବିଧାୟକ ନାରାବାଜି କରିଥିଲେ।
ବିଗତ ଦିନଗୁଡ଼ିକ ପରି ଆଜି ବି ବିଧାନସଭାରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିଛନ୍ତି। ଅନୁସୂଚିତ ଜାତି, ଜନଜାତି ତଥା ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କୁ ମେଡିକାଲ ତଥା ଇଞ୍ଜିନିୟରିଂ ଶିକ୍ଷା ଓ ନିଯୁକ୍ତିରେ ୨୭% ସଂରକ୍ଷଣ ଦେବାକୁ ବିଜେଡି ଗୃହରେ ଦାବି କରିଛି। ଅନୁରୂପ ଭାବରେ ରାଜ୍ୟରେ ବଢ଼ି ଚାଲିଥିବା ଅପରାଧ ଓ ନାରୀ ନିର୍ଯାତନାକୁ ଧାରାବାହିକ ଭାବେ ପ୍ରସଙ୍ଗ କରି ଚାଲିଛି କଂଗ୍ରେସ।
୩ ଦିନର ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା
ଭୁବନେଶ୍ବର: ଆଜି ପୁଣି ସରଗରମ ହେବ ବିଧାନସଭା। ୩ ଦିନର ବିରତି ପରେ ପୁଣି ବିଧାନସଭା ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିପାରନ୍ତି ବିରୋଧୀ । ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ଅବସ୍ଥାରେ ଥିବାବେଳେ ସରକାରଙ୍କୁ ଟାର୍ଗେଟ କରିପାରନ୍ତି ବିରୋଧୀ । ଏହାସହିତ ଆଜି ଗୃହ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଛି। ତେବେ କଂଗ୍ରେସ ପ୍ରଶ୍ନକାଳକୁ ବୟକଟ କରିବ ନାଁ ପ୍ରତିବାଦ ଜାରି ରଖିବ ତାକୁ ନେଇ ସସପେନ୍ସ ଜାରି ରହିଛି ।ଶୂନ୍ୟକାଳରେ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ନାରୀ ନିର୍ଯାତନା, ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନିଲମ୍ବନ, ରାଜ୍ୟରେ ପାଣି ସଂକଟ ପରି ପ୍ରସଙ୍ଗକୁ ନେଇ ଗୃହରେ ଘମାଘୋଟ ଆଲୋଚନା ହୋଇପାରେ।
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହଜି ଯାଇଛନ୍ତି । ତେଣୁ ତାଙ୍କୁ ଖୋଜିବାକୁ ବାହାରିଛନ୍ତି ବିଜେଡି ବିଧାୟକ । ହାତରେ ଧରିଛନ୍ତି ଲଣ୍ଠନ । ବିଧାନସଭାରେ କୋଠରୀରୁ କୋଠରୀ ବୁଲି ଖୋଜୁଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ ।ଆଜି ଗୃହରେ ବିଜେପି ବିଧାୟକଙ୍କ ଗୁଣ୍ଠାରାଜ ଦେଖିବାକୁ ମିଳିଛି । ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ବୟାନକୁ ନେଇ କଂଗ୍ରେସ ବିଧାୟକମାନେ ପ୍ରତିବାଦ କରୁଥିବା ବେଳେ ବିଜେପି ବିଧାୟକ ବାଧା ଦେଇଥିଲେ । କଥା ସେତିକିରେ ସରି ନଥିଲା । ବିଜେପିର ବିବାଦୀୟ ବିଧାୟକ ଜୟନାରାୟଣ, ତାରାଙ୍କ କଲର ଧରି ଘୋଷାଡି ଦେବା ସହ ତାଙ୍କୁ ଠେଲାପେଲା କରିଥିଲେ । ଏହାକୁ ନେଇ ଉଭୟ ବିରୋଧୀ କଂଗ୍ରେସ ଓ ଶାସକ ବିଧାୟକଙ୍କ ମଧ୍ୟରେ ହାତହାତି ପର୍ଯ୍ୟନ୍ତ କଥା ଯାଇଥିଲା ।
ଗୃହ ଭିତରେ ବିଜେପି ବିଧାୟକଙ୍କ ଏମିତି ଗୁଣ୍ଡାରାଜକୁ ବିଜେଡି ବିରୋଧ କରିଛି । ଦଳର ସଦସ୍ୟମାନେ ହାତରେ ଲଣ୍ଠନ ଧରି ମୁଖ୍ୟମନ୍ତ୍ରୀଙ୍କୁ ଖୋଜିବା ଆରମ୍ଭ କରିଛନ୍ତି । ବିଜେଡିର ସମସ୍ତ ବିଧାୟକ ଲଣ୍ଠନ ଧରି ପ୍ରଥମେ ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କୁ ଖୋଜିଥିଲେ । ଏହାପରେ ବିଧାନସଭା ମଧ୍ୟରେ କୋଠରୀରୁ କୋଠରୀକୁ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଖୋଜିଛନ୍ତି । ଏନେଇ ଦଳ ପକ୍ଷରୁ କୁହାଯାଇଛି, ମୁଖ୍ୟମନ୍ତ୍ରୀ ହଜି ଯାଇଛନ୍ତି । ତାଙ୍କୁ ଖୋଜିବା ପାଇଁ ଲଣ୍ଠନ ଧରି ବାହାରିଛୁ ।
ଭୁବନେଶ୍ବର: ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ। ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି। ଗୃହର ମଧ୍ୟଭାଗକୁ ଆସି ବିରୋଧୀ ସଦସ୍ୟ ହଟ୍ଟଗୋଳ ଓ ନାରାବାଜି କରିିଥିଲେ। ଅନାହାର ମୃତ୍ୟୁ ପ୍ରସଙ୍ଗରେ ବିରୋଧୀ ବିଜେଡି ଓ କଂଗ୍ରେସ ସଦସ୍ୟ ଗୃହର ମଧ୍ୟ ଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିବାରୁ ଗୃହ କାର୍ଯ୍ୟ ଅଚଳ ହୋଇଥିଲା। ପରେ ଗୃହକୁ ୧୨ଟା ୨୫ ମିନିଟ୍ ଯାଏଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ ।
ଷୋଡଶ ବିଧାନସଭାର ଶେଷ ଅଧିବେଶନରେ ଫଟୋ ସେସନ୍, ଗୋଟିଏ ଫ୍ରେମରେ ଶାସକ ଓ ବିରୋଧୀ
ଭୁବନେଶ୍ବର: ଆଜି ଷୋଡଶ ବିଧାନସଭାର ୧୫ତମ ଅଧିବେଶନ। ବିଧାନସଭା ବିଧି ଅନୁସାରେ ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ଫୋଟୋ ଉଠାଇଥିଲେ। ଏହି ମୁହୂର୍ତ୍ତ ଥିଲା ଅତି ଭାବବିହ୍ବଳ। ଅନେକ ବରିଷ୍ଠ ରାଜନୀତିରୁ ସନ୍ନ୍ୟାସ ନେବାକୁ ନିଷ୍ପତ୍ତି ନେଇଥିବାରୁ ସମସ୍ତଙ୍କ ହାତ ମିଶାଇ ଆଗାମୀ ଦିନ ପାଇଁ ଶୁଭେଚ୍ଛା ଦେଇଥିଲେ। ସେହିପରି ୬୫ନବ ନିର୍ବାଚିତ ବିଧାୟକ ଅନେକ କିଛି ଶିକ୍ଷା ଲାଭ କରି ନିର୍ବାଚନମଣ୍ଡଳୀର ବିକାଶ ପାଇଁ କାମ କରିବାର ପ୍ରେରଣା ପାଇଥିବା କହିଛନ୍ତି। ଏହା ଭିତରେ ଓଡ଼ିଶା ପାଇଥିଲା ପ୍ରଥମ ମହିଳା ବାଚସ୍ପତି। ଗୃହ ପରିଚାଳନା ଅନୁଭୂତି ବି ତାଙ୍କ ପାଇଁ ଥିଲା ବେଶ ନିଆରା। ସେହିପରି ଅନେକ ବିଧାୟକ ଆଗାମୀ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛନ୍ତି। କେବଳ ହାଇକମାଣ୍ଡଙ୍କ ନିର୍ଦେଶକୁ ସେମାନେ ଅପେକ୍ଷା କରିଛନ୍ତି। ୨୦୧୯ ରୁ ୨୦୨୪ ଭିତରେ ଅନେକ ଉପନିର୍ବାଚନ ବି ହୋଇଛି। ଦୁଇ ବର୍ଷ ଉପରେ କୋଭିଡର ବି ପ୍ରଭାବ ପଡିଥିଲା । ହେଲେ ସାମାଜିକ ଦୂରତା ଓ ଅନ୍ୟ ନିୟମରେ ଚାଲିଥିଲା ଗୃହ କାର୍ଯ୍ୟ।
ସାଲୁଗା ପ୍ରଧାନ ହେବେ ବିଧାନସଭାର ଉପବାଚସ୍ପତି : ଦାଖଲ କଲେ ନାମାଙ୍କନ, କାଲି ନିର୍ବାଚନ
ଭୁବନେଶ୍ବର : ସାଲୁଗା ପ୍ରଧାନ ହେବେ ଓଡିଶା ବିଧାନସଭାର ପରବର୍ତ୍ତୀ ଉପ ବାଚସ୍ପତି । ଏନେଇ ଆଜି ସାଲୁଗା ବିଧାନସଭା ସଚିବଙ୍କ ନିକଟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆସନ୍ତାକାଲି ସକାଳ ୯ଟାରେ ଉପବାଚସ୍ପତି ନିର୍ବାଚନ ହେବ ।
ଜି. ଉଦୟଗିରିର ବିଧାୟକ ହେଉଛିନ୍ତି ସାଲୁଗା ପ୍ରଧାନ। ବିଜୁ ଜନତା ଦଳ ଟିକେଟରୁ ସେ ଦୁଇ ଥର ବିଧାୟକ ନିର୍ବାଚିତ ହୋଇଛନ୍ତି ସାଲୁଗା ପ୍ରଧାନ। ଜି. ଉଦୟଗିରି ବିଧାନସଭା ଆସନରୁ ସେ ପ୍ରଥମେ ୨୦୦୦ ମସିହାରେ ଏବଂ ଏହାପରେ ୨୦୧୯ ମସିହାରେ ନିର୍ବାଚିତ ହୋଇଛନ୍ତି ।
ସେପଟେ ଉପ ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିବା ପରେ ସାଲୁଗା ପ୍ରଧାନ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରିଥିବାରୁ ଧନ୍ୟବାଦ। ଉପବାଚସ୍ପତି ପଦ ଭଳି ଏକ ସାମ୍ବିଧାନିକ ପଦକୁ କିପରି ସଠିକ ଭାବେ କାର୍ଯ୍ୟକାରୀ କରିବି ତାହା ମୋ ପାଇଁ ବର୍ତ୍ତମାନ ସବୁଠୁ ବଡ଼ ଲକ୍ଷ୍ୟ ରହିବ ବୋଲି ସାଲୁଗା ପ୍ରଧାନ କହିଛନ୍ତି।
ସୂଚନାଯୋଗ୍ୟ ଗତ ୮ ତାରିଖରେ ଉପବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ରଜନୀକାନ୍ତ ସିଂହ। ସେବେଠୁ ଉପବାଚସ୍ପତି ପଦ ଖାଲି ରହିଥିଲା। କାଲି ବିଧାନସଭାର ଶୀତ ଅଧିବେଶନ ଥିବାରୁ କାଲି ସକାଳ ୯ଟାରେ ଉପବାଚସ୍ପତି ନିର୍ବାଚନ ହେବ । ଏଣେ ଆସନ୍ତାକାଲିଠାରୁ ବିଧାନସଭାର ଶୀତକାଳିନ ଅଧିବେଶନ ଆରମ୍ଭ ହେଉଥିବାରୁ ଅଧିବେଶନ କିପରି ସୁରୁଖୁରୁରେ ଚାଲିବ, ସେ ନେଇ ଆଜି ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆଜି ସର୍ବଦଳୀୟ ବୈଠକ ବସିବ।
ଆଜିଠୁ ବିଧାନସଭା ଅଧିବେଶନ, ପ୍ରଥମ ଦିନ ଆଗତ ହେବ ଅତିରିକ୍ତ ବଜେଟ
ଭୁବନେଶ୍ୱର: ଆଜି ଅର୍ଥାତ୍‌‌ ସେପ୍ଟେମ୍ବର ୨୨ ତାରିଖରୁ ଷୋଡ଼ଶ ବିଧାନସଭାର ତ୍ରୟୋଦଶ ଅଧିବେଶନ ଅର୍ଥାତ୍‌‌ ମୌସୁମୀ ଅଧିବେଶନ ଆରମ୍ଭ ହେବ। ଅକ୍ଟୋବର ୪ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ରାଜ୍ୟ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଅତିରିକ୍ତ ବଜେଟର ଆକାର ପ୍ରାୟ ୨୧ ହଜାର କୋଟିରୁ ଅଧିକ ହେବ ବୋଲି ଜଣାପଡ଼ିଛି। ଆସନ୍ତା ଅକ୍ଟୋବର ୩ ତାରିଖରେ ବ୍ୟୟମଞ୍ଜୁରୀ ବିଧେୟକ ଆଗତ ସହ ପାରିତ ହେବ।
ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି ପ୍ରଥମାର୍ଦ୍ଧରେ ଗୃହରେ ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯିବ। ଏହାପରେ ଗୃହକୁ ଦ୍ୱିତୀୟାର୍ଦ୍ଧ ଯାଏଁ ମୁଲତବୀ ରଖାଯିବ। ଦ୍ୱିତୀୟାର୍ଦ୍ଧରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଗୃହରେ ଅତିରିକ୍ତ ବଜେଟ ଆଗତ କରିବେ। ଏହାପରେ ଗୃହକୁ ୨୫ ତାରିଖ ଯାଏଁ ମୁଲତବୀ ରଖାଯିବ। ଅତିରିକ୍ତ ବଜେଟରେ ଯେଉଁ କେତେକ ଦିଗରୁ ସର୍ବାଧିକ ପ୍ରାଧାନ୍ୟ ଦିଆଯାଇଛି, ତନ୍ମଧ୍ୟରେ ଭିତ୍ତିଭୂମି ନିର୍ମାଣ, ଶିକ୍ଷା, ସ୍ୱାସ୍ଥ୍ୟ, ପରିମଳ, ଗ୍ରାମୀଣ ଯୋଗାଯୋଗ, କୃଷି, ପାନୀୟ ଜଳ ଆଦି ଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ଅନ୍ୟପକ୍ଷରେ କାର୍ଯ୍ୟଦିବସ ଦୃଷ୍ଟିରୁ ଅଧିବେଶନଟି ବେଶ୍‌‌ ସଂକ୍ଷିପ୍ତ ଥିଲେ ହେଁ ବିଭିନ୍ନ ପ୍ରସଙ୍ଗକୁ ନେଇ ଅଧିବେଶନ ବ୍ୟାପୀ ଗୃହ ସରଗରମ୍‌‌ ରହିବ ବୋଲି ଆଶା କରାଯାଉଛି।
ମୌସୁମୀ ଅଧିବେଶନ ପରିପ୍ରେକ୍ଷୀରେ ଆସନ୍ତାକାଲି ଶାସକ ବିଜେଡି ସହ ବିରୋଧୀ ବିଜେପି ଓ କଂଗ୍ରେସ ନିଜ ନିଜର ବିଧାୟକ ଦଳ ବୈଠକ କରିବେ। ମୁଖ୍ୟ ବିରୋଧୀ ଦଳ ବିଜେପି ମଧ୍ୟାହ୍ନ ୧୨ଟାରେ ନିଜ ବିଧାୟକ ଦଳ ବୈଠକ ଡାକିଥିବା ବେଳେ କଂଗ୍ରେସ ସନ୍ଧ୍ୟାରେ ବିଧାୟକ ଦଳ ବୈଠକ ଡାକିଛି। ସେପଟେ ବିଜେଡି ବିଧାୟକ ଦଳ ବୈଠକ ପୂର୍ବାହ୍ନ ୧୦ଟା ୩୦ ମିନିଟରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ସରକାରୀ ଦଳର ସଦସ୍ୟମାନେ ରାଜ୍ୟ ସରକାରଙ୍କ ବିଭିନ୍ନ ସଫଳତାକୁ ଗୃହରେ ଉପସ୍ଥାପନ କରିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।
କାଲି ରାଷ୍ଟ୍ରପତି ନିର୍ବାଚନ : ବିଧାନସଭାରେ ୧୪୬ ବିଧାୟକ ଦେବେ ଭୋଟ, ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ
ଭୁବନେଶ୍ୱର : ରାଷ୍ଟ୍ରପତି ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶା ବିଧାନସଭାରେ ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ନେଇ ବିଧାୟକ ଓ ଏମପି ମାନେ ମତଦାନ କରିପାରିବେ। ବିଧାନସଭା ଜାରି ରହିଥିବାରୁ ଉଭୟ ଅଧିବେଶନ ଏବଂ ରାଷ୍ଟ୍ରପତି ନିର୍ବାଚନକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଓଡ଼ିଶା ବିଧାନସଭାର ୧୪୬ ଜଣ ବିଧାୟକ ନିଜର ମତ ବିଧାନସଭା ପରିସରରେ ପ୍ରଦାନ କରିବେ। ବିରୋଧି ଦଳ ନେତା ପ୍ରଦୀପ୍ତ ନାଏକ ଅସୁସ୍ଥତା କାରଣରୁ ଦିଲ୍ଲୀରେ ସ୍ୱତନ୍ତ୍ର ଭାବେ ମତଦାନ କରିବେ। ରାଜ୍ୟର ସମସ୍ତ ଏମପି ଦିଲ୍ଲୀରେ ଭୋଟ ଦେବେ ବୋଲି ବିଧାନସଭା ସଚିବାଳୟ ପକ୍ଷରୁ କୁହାଯାଇଛି। ବିଧାନସଭାର ପ୍ରଥମ ମହଲାରେ ଥିବା ୫୪ ନଂ ରୁମ୍କୁ ମତଦାନ ପ୍ରକୋଷ୍ଠ କରାଯାଇଛି।
ବିଧାୟକମାନେ ନିଜ ପରିଚୟ ପ୍ରଦାନ କରି ପ୍ରିଜାଇଡିଂ ଅଫିସରଙ୍କ ଠାରୁ ବାଲଟ ଆଣି ମତଦାନ ପ୍ରଦାନ କରିବେ। ପ୍ରତି ପ୍ରମୁଖ ଦଳର ଏଜେଣ୍ଟ ମତଦାନ କେନ୍ଦ୍ର ନିକଟରେ ରହିବେ। ବିଧାୟକମାନେ ନିର୍ବାଚନ କମିସନଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା କଲମ ଦ୍ୱାରା ବାଲଟ କାଗଜରେ ଠିକ୍ ଚିହ୍ନ ମାରିବାକୁ ନିର୍ଦ୍ଦେଶ ରହିଛି। ନିର୍ବାଚନ କମିସନଙ୍କ ଦ୍ୱାରା ପ୍ରଦତ୍ତ କଲମଟିକୁ ଠିକ୍ ଚିହ୍ନ ମାରିବା ପରେ ବିଧାୟକମାନେ ନିର୍ବାଚନ ଅଧିକାରୀଙ୍କୁ ଫେରାଇବେ। କୌଣସି ପ୍ରାର୍ଥୀ ଭୋଟ ଦେବାକୁ ଚାହୁଁଥିବା ପ୍ରାର୍ଥୀଙ୍କ ନାଁ ନିକଟରେ ଥିବା ଖାଲି ସ୍ଥାନରେ ଯଦି ଭୁଲ୍ ଚିହ୍ନ ଦେଉଛନ୍ତି, ତେବେ ତାହାକୁ ନାକଚ ବୋଲି ଧରି ନିଆଯିବ। ନିର୍ବାଚନ କମିସନଙ୍କ ଦ୍ୱାରା ପ୍ରଦତ୍ତ କଲମ ବ୍ୟତୀତ ଅନ୍ୟ କୌଣସି କଲମ ଦ୍ୱାରା ଠିକ୍ ଚିହ୍ନ ମରାଯାଇଥିଲେ, ତାହାକୁ ବୈଧ ବୋଲି ବିଚାର କରାଯିବ ନାହିଁ ।
କୌଣସି ସଦସ୍ୟ ବୁଥ୍ ଭିତରକୁ ନିଜର କ୍ୟାମେରା/ମୋବାଇଲ ନେଇ ପାରିବେ ନାହିଁ। ବୁଥ୍ ଭିତରକୁ ଯିବା ପୂର୍ବରୁ ବିଧାୟକମାନେ ନିଜ ପରିଚୟ ପତ୍ର ଆଣିବାକୁ ବାଧ୍ୟ। ପ୍ରାର୍ଥୀଙ୍କ ନାମ ନିକଟରେ ନିଜ ପସନ୍ଦ ତଥା ପ୍ରିଫରେନ୍ସ ପାଇଁ ୧ କିମ୍ବା ୨ ଲେଖିପାରିବେ। ବାଲଟରେ ଥିବା ଅର୍ଡର ଅଫ ପ୍ରିଫରେନ୍ସ ତଳେ ପସନ୍ଦ ଲେଖିବା ପାଇଁ କମିସନଙ୍କ ପକ୍ଷରୁ କୁହାଯାଇଛି। ପସନ୍ଦ କଲମରେ ଠିକ୍ କିମ୍ବା ଭୁଲ୍ ଚିହ୍ନ ପ୍ରଦାନ କରିବାକୁ ବାରଣ କରାଯାଇଛି। ବାଲଟ ପେପର ଉପରେ କୌଣସି ପ୍ରାର୍ଥୀ ନିଜ ନାଁ, ଦସ୍ତଖତ କିମ୍ବା ଅନ୍ୟ କିଛି ଲେଖିବାକୁ ବାରଣ କରାଯାଇଛି। ବାଲଟ ପେପରକୁ କୌଣସି ପରିସ୍ଥିତିରେ ନଷ୍ଟ ନ କରିବାକୁ କୁହାଯାଇଛି। ବୁଥ୍ ମଧ୍ୟରୁ ବାଲଟ ପେପର ଅନ୍ୟ କୌଣସି ସ୍ଥାନକୁ ନିଆଯାଇପାରିବ ନାହିଁ। ମତଦାନ ସରିବା ପରେ ବାଲଟ ଗୁଡ଼ିକ ଏକାଠି କରି ସ୍ଥାନୀୟ ଷ୍ଟ୍ରଙ୍ଗ୍ରୁମ୍ରେ ରଖାଯିବ। ଏହାର ପରଦିନ ଅର୍ଥାତ ମଙ୍ଗଳବାର ବିମାନ ଜରିଆରେ ବାଲଟ ବକ୍ସ ନୂଆଦିଲ୍ଲୀ ପଠାଯିବ।
ପ୍ରତି ୫ ବର୍ଷରେ ହେଉଥିବା ଏହି ନିର୍ବାଚନରେ ଦେଶର ସମସ୍ତ ବିଧାୟକ ଓ ସାଂସଦ ମାନେ ମତଦାନ କରିଥାନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ମ ଥର ପାଇଁ ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିବାକୁ ଯାଉଛନ୍ତି। ସେ ୧୯୯୭ ମସିହାରୁ ଭୋଟ ଦେଇ ଆସୁଛନ୍ତି। ବିଜେଡି ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ ମଧ୍ୟ ୫ମ ଥର ପାଇଁ ମତଦାନ କରିବାକୁ ଯାଉଛନ୍ତି। ବିଧାୟକମାନଙ୍କ ମଧ୍ୟରେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ୬ଷ୍ଠ ଥର ପାଇଁ ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିବେ। ବିଜେଡି ଲୋକସଭା ସଂସଦୀୟ ଦଳ ନେତା ପିନାକୀ ମିଶ୍ର ୪ର୍ଥ ଥର ପାଇଁ, ଚନ୍ଦ୍ରଶେଖର ସାହୁ ଏବଂ ଅନୁଭବ ମହାନ୍ତି ୨ୟ ଥର ପାଇଁ ମତଦାନ କରିବେ। ବିଜେଡିର ବହୁ ସାଂସଦ ଏବଂ ବିଧାୟକ ପ୍ରଥମଥର ପାଇଁ ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିବେ। ବର୍ତ୍ତମାନ ଓଡ଼ିଶା ବିଧାନସଭାରେ ଶାସକ ବିଜେଡିର ୧୧୩ ବିଧାୟକ ରହିଛନ୍ତି। ସେହିପରି ବିଜେପିର ୨୨, କଂଗ୍ରେସର ୯, ସିପିଏମରେ ଜଣେ ଏବଂ ୨ ଜଣ ସ୍ୱାଧୀନ ବିଧାୟକ ରହିଛନ୍ତି। ୨୦୧୯ରେ ବିଜେଡି ଟିକେଟରେ ଜିତିଥିବା ଗୋପାଳପୁର ଏମଏଲଏ ପ୍ରଦୀପ ପାଣିଗ୍ରାହୀ ଦଳରୁ ନିଲମ୍ବିତ ହୋଇଥିବାରୁ ତାଙ୍କୁ ସ୍ୱାଧିନ ଭାବେ ଗଣାଯାଉଛି।
ବରିଷ୍ଠ ମହିଳା ବିଧାୟିକା ହେବେ ଓଡିଶା ବିଧାନସଭାର ପରବର୍ତ୍ତୀ ବାଚସ୍ପତି !
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳର ହେବ ପରିବର୍ତ୍ତନ। ଖୁବ୍‌ ଶିଘ୍ର ଗଠନ ହେବ ନବୀନଙ୍କ ନୂଆ ଟିମ୍‌। ଏନେଇ ପକ୍ରିୟା ଆରମ୍ଭ ହୋଇଯାଇଛି। ସମସ୍ତ ୨୦ ଜଣ ମନ୍ତ୍ରୀ ସାମୁହିକ ଇସ୍ତଫା ପତ୍ର ପ୍ରଦାନ କରିଥିବା ବେଳେ ବାଚସ୍ପତି ସୂର୍ଯ୍ଯନାରାୟଣ ପାତ୍ର ବି ନିଜ ପଦରୁ ଇସ୍ତଫା ଦେଇଛନ୍ତି।  ତେବେ ଓଡିଶା ବିଧାନସଭାର ପରବର୍ତ୍ତୀ ବାଚସ୍ପତି ଜଣେ ବରିଷ୍ଠ ମହିଳା ବିଧାୟିକା ହେବା ନେଇ ଚର୍ଚ୍ଚା ଜୋର ଧରିଛି।
ସୂଚନା ଅନୁଯାୟୀ, ରାଜ୍ୟପାଳ ପ୍ରଫେସର ଗଣେଶ ଲାଲ ପୁରୀ ଗସ୍ତରେ ଅଛନ୍ତି। ସମ୍ଭବତଃ ଆଜି ରାତି ୮ ଟା ସୁଦ୍ଧା ରାଜଭବନ ପହଞ୍ଚିବେ ରାଜ୍ୟପାଳ। ଏଥିସହ ଆଜି ସନ୍ଧ୍ୟାରେ ରାଜ ଭବନରେ ପହଞ୍ଚିବ ନୂତନ ମନ୍ତ୍ରୀଙ୍କ ତାଲିକା। ଏଥର ମନ୍ତୀମଣ୍ଡଳ ତାଲିକରେ ଯୁବ ଓ ମହିଳା ବିଧାୟକଙ୍କୁ ପ୍ରାଧାନ୍ଯ ମିଳିବ ବୋଲି ଜଣାପଡ଼ିଛି।
ଓଡିଶା ରାଜନୈତିକ ଇତିହାସରେ ଆଜି ପର୍ଯ୍ଯନ୍ତ ବାଚସ୍ପତି ଭାବେ କୌଣସି ମହିଳାଙ୍କୁ ସୁଯୋଗ ମିଳିପାରିନାହିଁ । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଇତିହାସରେ ଗାର ଟାଣିବାକୁ ଯାଉଛନ୍ତି । ଦଳର ଜଣେ ବରିଷ୍ଠ ମହିଳା ବିଧାୟକଙ୍କୁ ଦେବାକୁ ଯାଉଛନ୍ତି ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । କାରଣ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ମହିଳା ସଶକ୍ତିକରଣ ପ୍ରସଙ୍ଗ ଉଠାଉଥିବାବେଳେ ୩୩ ପ୍ରତିଶତ ମହିଳାଙ୍କୁ ରାଜନୀତିରେ ସଂରକ୍ଷଣ ଦେବାକୁ ନେଇ ବାରମ୍ବାର ଦାବି ଉପସ୍ଥାପନ କରିଛନ୍ତି । ଉଚ୍ଚ ସଦନ ଠାରୁ ନିମ୍ନ ସଦନ ପର୍ୟ୍ୟନ୍ତ ଏହି ପ୍ରସଙ୍ଗ ଉଠାଇ ଆସିଛି ବିଜୁ ଜନତା ଦଳ। ତେବେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମଧ୍ୟ ବିଜେଡି ସୁପ୍ରିମୋ ମହିଳାଙ୍କୁ ୩୩ ପ୍ରତିଶତ ଆସନରେ ନିର୍ବାଚନ ଲଢିବାକୁ ସୁଯୋଗ ଦେଇଥିଲେ । ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ସରକାରରେ ପରିବର୍ତ୍ତନ କରିବାକୁ ଯାଉଥିବାବେଳେ ଜଣେ ବରିଷ୍ଠ ମହିଳାଙ୍କୁ ବାଚସ୍ପତି ଆସନ ଦେବା ନେଇ ଜୋରଦାର ଚର୍ଚ୍ଚା ହେଉଛି।
ଓଡ଼ିଶା ବିଧାନସଭାକୁ ଆଉ ଏକ ସ୍ୱୀକୃତି: ବିଧାନସଭା ପ୍ରକଳ୍ପକୁ ସିଏସ୍‍ଆଇ ଏସ୍‍ଆଇଜି ଇ-ଗଭର୍ଣ୍ଣାନ୍ସ ଆୱାର୍ଡସ ୨୦୨୧
ଭୁବନେଶ୍ୱର: ଓଡ଼ିଶା ବିଧାନସଭାକୁ ଜାତୀୟ ସ୍ତରରେ ଆଉ ଏକ ସ୍ୱୀକୃତି ମିଳିଛି। ଓଡ଼ିଶା ବିଧାନସଭା ଓ ରାଷ୍ଟ୍ରୀୟ ସୂଚନା ବିଜ୍ଞାନ କେନ୍ଦ୍ର, ଓଡ଼ିଶା ଶାଖା ଦ୍ୱାରା ପ୍ରସ୍ତୁତ ପ୍ରକଳ୍ପକୁ ସର୍ବଭାରତୀୟ ସ୍ତରରେ ସମ୍ମାନିତ କରାଯାଇଛି। ଶନିବାର ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ମୋତିଲାଲ ନେହେରୁ ନ୍ୟାସନାଲ ଇନ୍‍ଷ୍ଟିଚୁ୍‍ୟଟ୍‍ ଅଫ୍‍ ଟେକ୍ନୋଲୋଜିର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସର୍ବଭାରତୀୟ କର୍ମଶାଳାରେ ଓଡ଼ିଶା ବିଧାନସଭାକୁ କମ୍ପ୍ୟୁଟର ସୋସାଇଟି ଅଫ୍‍ ଇଣ୍ଡିଆ ପକ୍ଷରୁ ୧୯ତମ ସିଏସ୍‍ଆଇ ଏସ୍‍ଆଇଜି ଇ-ଗଭର୍ଣ୍ଣାନ୍ସ ଆୱାର୍ଡସ ୨୦୨୧ ଉତ୍କର୍ଷ ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ଏକଦିବସୀୟ କର୍ମଶାଳାରେ ଭାରତରୁ ବଛା ବଛା ଇ-ଗଭର୍ଣ୍ଣାନ୍ସ ପ୍ରକଳ୍ପଗୁଡ଼ିକୁ ମନୋନୀତ କରାଯାଇଥିଲା। ଏଥିରେ ଓଡ଼ିଶା ବିଧାନସଭାର ସଚିବ ଦାଶରଥୀ ଶତପଥୀ ଭାଗନେଇ ଓଡ଼ିଶା ବିଧାନସଭାର ପେପରଲେସ୍‍ ଅଫିସ୍‍ ଉପରେ ସବିଶେଷ ତଥ୍ୟ ଉପସ୍ଥାପନ କରି ଉଚ୍ଚ ପ୍ରଶଂସିତ ହୋଇଥିଲେ।
ବିଧାନସଭା ସଚିବ ଶ୍ରୀ ଶତପଥୀ, ରାଜ୍ୟ ସୂଚନା ବିଜ୍ଞାନ ଅଧିକାରୀ କବିତା ରାୟ ଦାସ, ବରିଷ୍ଠ ବୈଷୟିକ ନିର୍ଦ୍ଦେଶିକା ସରିତା ସାହୁ, ବିଧାନସଭାର ଉପନିର୍ଦ୍ଦେଶିକା (ଗ୍ରନ୍ଥାଗାର) ଆରତୀ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ପ୍ରୟାଗରାଜ ଉଚ୍ଚ ନ୍ୟାୟାଳୟର ନ୍ୟାୟାଧିଶ ଅଜିତ ସିଂଙ୍କ ଦ୍ୱାରା ପୁରସ୍କୃତ ହୋଇଥିଲେ। ଓଡ଼ିଶାର ପ୍ରକଳ୍ପ ଆସେମ୍ବ୍ଲି ଜର୍ଣ୍ଣି ଟୁୱାର୍ଡସ୍‍ ଡିଜିଟାଲ୍‍ ଟ୍ରାନ୍ସଫର୍ମେସନ୍‍ (ପେପରଲେସ୍‍ ଆସେମ୍ବ୍ଲି)କୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ଓଡ଼ିଶା ବିଧାନସଭା ବାଚସ୍ପତିଙ୍କ ସୌଜନ୍ୟରୁ ମୁଖ୍ୟ ଅତିଥିଙ୍କୁ ଜଗନ୍ନାଥଙ୍କର ଏକ ପ୍ରତିମୂର୍ତ୍ତି ଦିଆଯାଇ ସମ୍ୱର୍ଦ୍ଧିତ କରାଯାଇଥିଲା। ଏନେଇ ବାଚସ୍ପତି ଡ. ପାତ୍ର ଅକ୍ଳାନ୍ତ ପରିଶ୍ରମ କରି ଓଡ଼ିଶା ବିଧାନସଭାର ସମସ୍ତ ବିବରଣୀ, ଦସ୍ତାବିଜ୍‍ ଓ ନଥିପତ୍ରକୁ ଡିଜିଟାଲାଇଜ୍‍ କରିବା ସହିତ ଏହି କଷ୍ଟଲବ୍ଧ ପ୍ରକଳ୍ପକୁ ପ୍ରସ୍ତୁତ କରିଥିବା କର୍ମଚାରୀମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ଆଗାମୀ ଦିନରେ ବିଧାନସଭାରେ ଆହୁରି ଅନେକ ନୂତନତ୍ୱ ଅଣାଯିବ ବୋଲି ମତବ୍ୟକ୍ତ କରିଛନ୍ତି। ବାଚସ୍ପତିଙ୍କ ବଳିଷ୍ଠ ନେତୃତ୍ୱ, ମାର୍ଗଦର୍ଶନ ଓ ସମସ୍ତଙ୍କ ମିଳିତ ଉଦ୍ୟମ ବଳରେ ଆଜି ଓଡ଼ିଶା ବିଧାନସଭାକୁ ସମ୍ପୂର୍ଣ୍ଣ ଡିଜିଟାଲାଇଜ୍‍ କରାଯିବା ସହ ସର୍ବଭାରତୀୟ ସ୍ୱୀକୃତି ମିଳିପାରିଛି ବୋଲି ସଚିବ ଶ୍ରୀ ଶତପଥୀ ପ୍ରକାଶ କରିଛନ୍ତି।
ଓଡିଶା ବିଧାନସଭାର ୟୁଟ୍ୟୁବ ଚ୍ୟାନେଲ ଆରମ୍ଭ, ଆଗକୁ ଟିଭି ଓ ମାସିକା ପତ୍ରିକା ହେବ
ଭୁବନେଶ୍ୱର: ଓଡିଶା ବିଧାନସଭାର ୟୁଟ୍ୟୁବ ଚ୍ୟାନେଲ ଆରମ୍ଭ ହୋଇଛି । ଗତକାଲିଠାରୁ ଆରମ୍ଭ ହୋଇଛି ୟୁଟ୍ୟୁବ ଚ୍ୟାନେଲ । ବିଧାନସଭା ୟୁଟ୍ୟୁବ ଚ୍ୟାନେଲ ପରେ ପରବର୍ତ୍ତୀ ସମୟରେ ବିଧାନସଭା ଟିଭି ମଧ୍ୟ ଆରମ୍ଭ ହେବ ବୋଲି ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ବିଧାନସଭା ପତ୍ରିକା ନାମକ ମାସିକ ପତ୍ରିକା ବି ଆରମ୍ଭ ହେବ ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି ।
ତେବେ ପାର୍ଲିଆମେଣ୍ଟ ଢାଞ୍ଚାରେ କାର୍ଯ୍ଯକାରୀ ହେବ ଓଡ଼ିଶା ବିଧାନସଭା ଟିଭି ଚ୍ୟାନେଲ୍। ପ୍ରସାରଣ ହେବ ବିଧାନସଭା ସଂକ୍ରସନ୍ତୀୟ ଖବର। ଏଥିପାଇଁ ଓଡ଼ିଶା ବିଧାନସଭା ସମାଚାର ୟୁ ଟ୍ୟୁବ୍ ଚ୍ୟାନେଲ୍ ଆରମ୍ଭ ହୋଇଛି। ଶନିବାର ବିଜୁ ଜୟନ୍ତୀରେ ଏହାର ଶୁଭାରମ୍ଭ ହୋଇଛି। ଏବେ ୟୁ ଟ୍ୟୁବ୍‌ରେ ଏହାର ପ୍ରସାରଣ କରାଯିବ। ପରେ ସାଟେଲାଇଟ୍ ହେବାର ଯୋଜନା ରହିଛି। ଏଥିପାଇଁ ବିଧାନସଭା ପରିସରରେ ଏହାର ଷ୍ଟୁଡିଓ ତିଆରି ଚାଲିଛି। ପରବର୍ତ୍ତୀ ସମୟରେ ବିଧାନସଭା ଟିଭି ଆରମ୍ଭ ହେବ। ଏହା ସହ ବିଧାନସଭା ପତ୍ରିକା ନାମକ ମାସିକ ପତ୍ରିକା ପ୍ରକାଶ କରାଯିବ। ଏନେଇ ପ୍ରକ୍ରିୟ ଆରମ୍ଭ ହୋଇଛି ବୋଲି କହିଛନ୍ତି ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର।
ସେ ଆହୁରି କହିଛନ୍ତି ଯେ, ବିଧାନ ପରିଷଦ ଗଠନ ନେଇ ବିଧାନସଭା ପକ୍ଷରୁ ଲେଖା ଯାଇଥିବା ଚିଠିର ଉତ୍ତର କେନ୍ଦ୍ର ସରକାର ଦେଇଛନ୍ତି । ଚିଠି ବିଧାନସଭାରେ ପହଞ୍ଚିବା ପରେ ସଂସଦୀୟ ବ୍ୟାପାର ବିଭାଗକୁ ପଠାଇ ଦିଆଯାଇଛି। ବିଧାନପରିଷଦ ଗଠନ ନେଇ କଣ ପ୍ରକ୍ରିୟା ରହିବ ସେ ନେଇ ଚିଠିରେ ଉଲ୍ଲେଖ ରହିଛି। ସାଂସଦ ପ୍ରସନ୍ନ ଆଚାର୍ଯ୍ଯଙ୍କ ପ୍ରଶ୍ନରେ ବିଧାନସଭା ପରିଷଦ ଗଠନ ନେଇ କିଛି ପ୍ରସ୍ତାବ ଆସିନଥିବା ସଂସଦରେ ଉତ୍ତର ରଖିଥିଲେ କେନ୍ଦ୍ର ଆଇନ ମନ୍ତ୍ରୀ । କେଉଁ ପରିସ୍ଥିତିରେ ଭୁଲ ଉତ୍ତର ରଖାଗଲା ସେ ନେଇ ବିଧାନସଭା ପକ୍ଷରୁ ୨ ଟି ଚିଠି ଲେଖାଯାଇଥିଲା। ଏହାର ଉତ୍ତର କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି। ମାର୍ଚ୍ଚ ୩୧ ପୂର୍ବରୁ ବିଧାନସଭା ବଜେଟ ଅଧିବେଶନ ବସିବ। ରାଜ୍ୟପାଳଙ୍କ ଅନୁମୋଦନ ଆସିବା ପରେ ବିଧିବଦ୍ଧ ତାରିଖ ଘୋଷଣା ହେବ ବୋଲି କହିଛନ୍ତି ବାଚସ୍ପତି।