School & Mass Education - The Sakala
ରାଜ୍ୟରେ ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ
ଭୁବନେଶ୍ବର: ପାଣିପାଗ ବିଭାଗର ସୂଚନାକୁ ଆଧାର କରି ରାଜ୍ୟ ସରକାର ସମସ୍ତ ସରକାରୀ ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ୨୧ ତାରିଖ ଯାଏ ଦିନ ସକାଳ ୬ଟା ୩୦ ମିନିଟ୍‌ରୁ  ୧୦ଟା ୩୦ ମିନିଟ୍ ପର୍ଯ୍ୟନ୍ତ  ବିଦ୍ୟାଳୟ ଖୋଲା ରହିବ । ଆସନ୍ତା ୨୨ ତାରିଖଠାରୁ ସମସ୍ତ ବିଦ୍ୟାଳୟଗୁଡ଼ିକ ସ୍ଵାଭାବିକ ଭାବେ ପରିଚାଳନା କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ ।
ସୂଚନା ଅନୁଯାୟୀ, ପୂର୍ବରୁ ରାଜ୍ୟରେ ସ୍କୁଲ ଖୋଲିବା ପ୍ରସଙ୍ଗକୁ ନେଇ ପାଣିପାଗ ବିଭାଗ ସୂଚନାକୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଜିଲ୍ଲାପଳମାନେ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବେ ବୋଲି କୁହାଯାଇଥିଲା। ଅନୁକୂଳ ପାଣିପାଗ ଥିବା ଜିଲ୍ଲାରେ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ଯନ୍ତ ବିଦ୍ୟାଳୟ ସମୟ ରଖିବେ ବୋଲି ନିର୍ଦ୍ଦେଶ ଦିଆଯାଇଥିଲା।
ଭୁବନେଶ୍ବର: ରାଜ୍ୟରେ ସ୍କୁଲ ଖୋଲିବା ପ୍ରସଙ୍ଗକୁ ନେଇ ପାଣିପାଗ ବିଭାଗ ସୂଚନାକୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାପଳମାନେ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବେ। ଅନୁକୂଳ ପାଣିପାଗ ଥିବା ଜିଲ୍ଲାରେ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ଯନ୍ତ ବିଦ୍ୟାଳୟ ସମୟ ରଖିବେ ବୋଲି ନିର୍ଦ୍ଦେଶ ଦିଆଯାଇଥିଲା। ଏହି ନିର୍ଦ୍ଦେଶ ୨୦ ଜୁନ ପର୍ଯ୍ୟନ୍ତ ବଳବତ୍ତର ରହିବ।
ଏହାରି ମଧ୍ଯରେ  ଗ୍ରୀଷ୍ମ ଲହରି ଜାରି ଥିବାରୁ ଗଞ୍ଜାମ, ଭଦ୍ରକ, ସୁବର୍ଣ୍ଣପୁର ଓ ବରଗଡ଼ ଜିଲ୍ଲାରେ ଆସନ୍ତା ତିନି ଦିନ ସ୍କୁଲ ଛୁଟି ଘୋଷଣା ହୋଇଛି। ଅର୍ଥାତ ଜୁନ୍‌ ୧୮ରୁ ଏହି ୪ ଜିଲ୍ଲାରେ ସ୍କୁଲ ଖୋଲିବ ନାହିଁ। ଏଠାକାର ଜିଲ୍ଲାପାଳମାନେ ୨୦ ତାରିଖ ଯାଏଁ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।
ବାଲେଶ୍ୱରରେ ଓ କେନ୍ଦ୍ରାପଡ଼ା ଆସନ୍ତାକାଲି ଦିନକ ପାଇଁ ସ୍କୁଲ ଛୁଟି ରହିବ। ୧୯ ତାରିଖରୁ ସକାଳ ସାଢେ ୬ଟାରୁ ସାଢେ ୧୦ଟା ଯାଏଁ କ୍ଲାସ୍ ହେବ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ଜଗତସିଂହପୁର, ଦେବଗଡ, ନବରଙ୍ଗପୁର, ଅନୁଗୁଳରେ ଆସନ୍ତାକାଲିଠାରୁ ସକାଳୁଆ ସ୍କୁଲ ଖୋଲିବ। ଏ ନେଇ ଜିଲ୍ଲାପାଳମାନେ ନିଷ୍ପତ୍ତି ନେଇଛନ୍ତି।
ରାଜ୍ୟରେ ସ୍କୁଲ ଖୋଲିବା ପ୍ରସଙ୍ଗ, ଜିଲ୍ଲାପାଳ ନେବେ ଖରାଛୁଟି ନିଷ୍ପତ୍ତି
ଭୁବନେଶ୍ୱର: ରାଜ୍ୟରେ ସ୍କୁଲ ଖୋଲିବା ପ୍ରସଙ୍ଗ । ପାଣିପାଗ ବିଭାଗ ସୂଚନାକୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ନିର୍ଦ୍ଦେଶ ଅନୁଯାୟୀ, ଜିଲ୍ଲାପାଳ ମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବେ। ଅନୁକୂଳ ପାଣିପାଗ ଥିବା ଜିଲ୍ଲାରେ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ସମୟ ରଖିବେ। ଏହି ନିର୍ଦ୍ଦେଶ ୨୦ ଜୁନ ପର୍ଯ୍ୟନ୍ତ ବଳବତ୍ତର ରହିବ ।
ଗ୍ରୀଷ୍ମ ପ୍ରବାହ: ଆସନ୍ତାକାଲିଠୁ ରାଜ୍ଯର ସମସ୍ତ ସ୍କୁଲ ୫ଦିନ ଯାଏ ଛୁଟି ଘୋଷଣା
ଭୁବନେଶ୍ବର: ରାଜ୍ଯରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ତାପମାତ୍ରା ଉପରମୁହାଁ ରହିଛି। ଏଭଳି ସ୍ଥିତିରେ ବିଦ୍ଯାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ରାଜ୍ଯର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ କାଲିଠାରୁ ୫ଦିନ ଯାଏଁ ଛୁଟି ଘୋଷଣା କରାଯାଇଛି। ଅର୍ଥାତ ୩୦ ତାରିଖ ଯାଏ ରାଜ୍ଯର ସମସ୍ତ ସ୍କୁଲ ଛୁଟି ରହିବ।  ମାଟ୍ରିକ ଓ +୨ ପିଲାଙ୍କ ପରୀକ୍ଷା ଚାଲୁ ରହିବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।