Student Drowning - The Sakala
ଜଳେଶ୍ୱର: ସୁବର୍ଣ୍ଣରେଖା ନଦୀରେ ଭାସିଯାଇ ଛାତ୍ର ନିଖୋଜ । ଗାଧୋଇବାକୁ ଯାଇ ଭାସିଗଲେ ଦଶମ ଶ୍ରେଣୀର ଛାତ୍ର । ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।
ସୂଚନାଯୋଗ୍ୟ, ଜଳେଶ୍ୱର ବ୍ଲକ ଗଡ଼ସାହି ବାଲିଆପାଳ ପଞ୍ଚାୟତର ମନୋରଞ୍ଜନ ଦାସଙ୍କ ୧୫ ବର୍ଷର ପୁଅ ସାହିଲ ଦାସ ଓ ତାଙ୍କ ଦୁଇ ଜଣ ସାଙ୍ଗ ଗତକାଲି ଗାଧେଇବାକୁ ସୁବର୍ଣ୍ଣରେଖା ନଦୀକୁ ଯାଇଥିଲେ । ଗାଧାଉ ଥିବା ବେଳେ ସାହିଲ ନିଖୋଜ ହୋଇଯାଇଥିଲ । ଦୁଇ ଜଣ ସାଙ୍ଗ ଖୋଜାଖୋଜି କରି ନପାଇବାରୁ ପରିବାର ଲୋକଙ୍କୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଦାର ପାଇଁ ସର୍ଚ୍ଚ ଅପରେଶନ ଜାରି ରଖିଛ ।
ସମୁଦ୍ରରେ ଗାଧୋଇବାବେଳେ ଭାସିଗଲେ ଦୁଇ ଛାତ୍ରୀ : ଜଣେ ମୃତ, ଅନ୍ୟ ଜଣେ ନିଖୋଜ
ଛତ୍ରପୁର: ସମୁଦ୍ରରେ ଗାଧୋଇବା ହେଲା କାଳ । ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲି ଗ୍ରାମରେ ଆଜି ସକାଳେ ସମୁଦ୍ରରେ ଗାଧୋଇବାବେଳେ ପାଣିରେ ଭାସିଯାଇଥିଲେ । ଏମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ନିଖୋଜ ଥିବା ଜଣାଯାଇଛି। ମୃତ ଛାତ୍ରୀ ହେଲେ କନିଷିର ସ୍ୱପ୍ନାରାଣୀ ପଣ୍ଡିତ ଏବଂ ନିଖୋଜ ଛାତ୍ରୀ ହେଲେ ଶେରଗଡ଼ର ଗୁଡିଲି ମିଶ୍ର। ସ୍ୱପ୍ନାରାଣୀ ଯୁକ୍ତ ତିନି ପଢୁଥିଲା ବେଳେ ଗୁଡଲି ଯୁକ୍ତ ଦୁଇ କଳାରେ ପଢ଼ୁଥିଲେ।
ସୂଚନା ଅନୁସାରେ, ଉଭୟେ ଯାତ୍ରା ଦେଖିବା ପାଇଁ ନିଜ ମାମୁଙ୍କ ଘରକୁ ଆସିଥିବା ବେଳେ ଆଜି ସକାଳ ୭ଟା ବେଳେ ୫ଜଣ ସାଙ୍ଗଙ୍କ ସହ ମିଶି ସମୁଦ୍ରକୁ ଗାଧୋଇବା ପାଇଁ ଯାଇଥିଲେ। ସେଠାରେ ସ୍ନାନ କରିବା ବେଳେ ଅସାବଧାନତା ହେତୁ ପାଣିରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୩ଜଣ ସୁରକ୍ଷିତ ଭାବେ ଉଦ୍ଧାର ହୋଇଥିବା ବେଳେ ଜଣେ ମୃତ ଏବଂ ଜଣେ ନିଖୋଜ ହୋଇଛନ୍ତି। ଖବର ପାଇ ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍ ପହଞ୍ଚି ଖୋଜାଖୋଜି କରି ସ୍ୱପ୍ନାରାଣୀଙ୍କ ମୃତଦେହ ଉଦ୍ଧାର କରିଥିଲେ। ହେଲେ ଏବେବି ଗୁଡଲି ନିଖୋଜ ଅଛନ୍ତି। ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍ ଗୁଡଲିଙ୍କୁ ଖୋଜାଖୋଜି ଜାରି ରଖିଛନ୍ତି।
ଗାଧୋଉଥିବାବେଳେ କେନାଲ୍‌ରେ ଭାସିଗଲେ ଭିସୁଟ୍ ଛାତ୍ର, ମୃତଦେହ ଉଦ୍ଧାର
ସମ୍ବଲପୁର: ସାଙ୍ଗମାନଙ୍କ ସହ ଗାଧେଇବା ହେଲା କାଳ । ସମ୍ୱଲପୁର ବୁର୍ଲା ପାଓ୍ୱାର କେନାଲରେ ସାଙ୍ଗମାନଙ୍କ ସହ ଗାଧୋଉଥିବାବେଳେ ଭାସିଗଲେ ଭିସୁଟର ଇଞ୍ଜିନିୟରିଂ ଛାତ୍ର । ତେବେ ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଂଚି ଖୋଜାଖୋଜି ଜାରି କରିଥିଲେ । ଦୀର୍ଘ ସମୟର ଖୋଜାଖୋଜି ପରେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି ।
ସୂଚନା ଅନୁସାରେ, ଆଜି ପ୍ରାୟ ୧୦ରୁ୧୨ ଜଣ ଛାତ୍ର ଏକାଠି ହୋଇ କେନାଲକୁ ଗାଧୋଇବାକୁ ଯାଇଥିଲେ । ମାତ୍ର ଗାଧୋଉଥିବାବେଳେ ଅସାବଧାନତା କାରଣରୁ ଗୋଡ ଖସି ଯିବାରୁ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ଜଣେ ଛାତ୍ର । ସେଠାରେ ଥିବା ତାଙ୍କ ସାଙ୍ଗମାନେ ଉଦ୍ଧାର କରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ମୃତ ଛାତ୍ର ଜଣକ ହେଉଛନ୍ତି ମେକାନିକାଲ ଇଂଜିନିୟରିଂର ଦ୍ୱିତୀୟ ବର୍ଷର ଛାତ୍ର ତ୍ରିଲୋଚନ ମହାରଣା । ସେପଟେ ତ୍ରିଲୋଚନଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।