cyclonic-storm - The Sakala
ଭୁବନେଶ୍ୱର: ଆଜି ସ୍ଥଳଭାଗ ଛୁଇଁପାରେ ଅତି ଭୀଷଣ ସାମୁଦ୍ରିକ ଝଡ଼ ମୋକା । ଅପରାହ୍ମରେ ଏହା ବାଙ୍ଗଲାଦେଶ ଓ ମିଆଁମାର ସୀମାରେ ଲ୍ୟାଣ୍ଡଫଲ କରିବାର ଆଶଙ୍କା ରହିଛି । ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୭୦ରୁ ୧୮୦ କିମି ରହିବ । ସ୍ଥଳବିଶେଷରେ ଏହା ଘଣ୍ଟା ପ୍ରତି ୨୦୦ କିମି ଛୁଇଁଯିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଶନିବାର ସକାଳେ ‘ମୋକା’ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବା ବେଳେ ଘଣ୍ଟା ପ୍ରତି ୧୪କିମି ବେଗରେ ଉତ୍ତରପୂର୍ବ ଦିଗରେ ଗତି କରି ‌ବାଂଲାଦେଶ, ମିଆଁମାର ମୁହାଁ ହେଇଛି । ଏହା ଧୀରେଧୀରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଉତ୍ତର ମିଆଁମାର ଉପକୂଳ ମଧ୍ୟ ଦେଇ ଅତ୍ୟନ୍ତ ଭୀଷଣ ବାତ୍ୟା ରୂପରେ ସ୍ଥଳଭାଗ ଛୁଇଁବ ।
ବାତ୍ୟା ପ୍ରଭାବରେ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ ଅଞ୍ଚଳରେ ଗତକାଲିଠୁ ପ୍ରବଳ ବର୍ଷା ହେଉଛି । ଓଡ଼ିଶାରେ ଏହାର ପ୍ରଭାବ ପଡ଼ିବାକୁ ନଥିବାବେଳେ ଉପକୂଳ ଜିଲ୍ଲାଗୁଡ଼ିକରେ ପାଗ ମେଘୁଆ ସହିତ କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହୋଇପାରେ । ଏହି ସମୟରେ ୩୫ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ତେବେ ଉତ୍ତର ଓ ପଶ୍ଚିମ ଦିଗରୁ ଗରମ ବାୟୁ ପ୍ରବାହ ଫଳରେ ବିଭିନ୍ନ ସ୍ଥାନରେ ଖରାର ପ୍ରକୋପ ଜାରି ରହିବ । ଖରା ସହିତ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିବ ।
ଭୁବନେଶ୍ୱର: ଅତି ଭୀଷଣ ବାତ୍ୟାର ରୂପ ନେଲା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ ‘ମୋକା’ । ଘଣ୍ଟା ପ୍ରତି ୯ କି.ମି ବେଗରେ ଉତ୍ତର ଆଡ଼କୁ ଗତି କରୁଛି ‘ମୋକା’ । ୧୪ ମଧ୍ୟାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁବ ବୋଲି ଆଶଙ୍କା କରାଯାଉଛି ।
ବାତ୍ୟା ‘ମୋକା’ ଲ୍ୟାଣ୍ଡଫଲ କରିବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୫୦ରୁ ୧୬୦ କିଲୋମିଟର ରହିବ । କେତେକାଂଶରେ ଏହା ୧୭୫ କିଲୋମିଟର ବେଗରେ ପହଞ୍ଚିବା ଆଶଙ୍କା ରହିଛି । ମୋକା ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଆକାଶ ମେଘୁଆ ରହିବ । ଆଜି ଓ ଆସନ୍ତା କାଲି ସାମାନ୍ୟ ତାତିରୁ ସାମାନ୍ୟ ନିସ୍ତାର ମିଳିବ । ୧୫ରୁ ଅସହ୍ୟ ଗରମ ହେବ ବୋଲି କହିଛି ପାଣିପାଗ ବିଭାଗ ।
ଆସନ୍ତା ୧୨ରେ ଭୟଙ୍କର ରୂପ ନେଇ ବାଂଲାଦେଶ ଓ ମିଆଁମାର ମୁହାଁ ହୋଇପାରେ ବାତ୍ୟା: IMD ଡିଜି
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହାେଇଛି ଲଘୁଚାପ । ଅଧିକ ସକ୍ରିୟ ହୋଇ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଆସନ୍ତାକାଲି ଏହା ଅବପାତର ରୂପ ନେବ । ଏହାପରେ ଅଧିକ ଘନୀଭୂତ ହୋଇ ୧୦ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସାମୁଦ୍ରିକ ଝଡର ରୂପ ନେଇପାରେ । ଏହାପରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି ୧୨ରେ ଭୟଙ୍କର ରୂପ ନେଇ ବାଂଲାଦେଶ ଓ ମିଆଁମାର ମୁହାଁ ହୋଇପାରେ ସମ୍ଭାବ୍ୟ ବାତ୍ୟା । ଏ ନେଇ ପୂର୍ବାନୁମାନ କରିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।
ଏହା ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇପାରେ। ପ୍ରଭାବରେ ଆଜିଠୁ ଆଣ୍ଡାମାନ ନିକୋବରରେ ବର୍ଷା ଆରମ୍ଭ ହେବ। କାଲିଠୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ୧୦ତାରିଖରେ ବର୍ଷା ପବନ ବଢିବ। ଏହାର ପ୍ରଭାବରେ ୧୨ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ତେଣୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର, ଆଣ୍ଡାମାନ ସାଗରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
ଅନ୍ୟପଟେ ଓଡ଼ିଶା ସହ ଅନ୍ୟ ପୂର୍ବ ଉପକୂଳ ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସତର୍କତା ଜାରି କରାଯାଇନି । ବର୍ଷା, ପବନ ନେଇ ମଧ୍ୟ ଓଡ଼ିଶା, ଆନ୍ଧ୍ରପ୍ରଦେଶ କିମ୍ବା ପଶ୍ଚିମବଙ୍ଗକୁ ଓ୍ବାର୍ଣ୍ଣିଂ ଦିଆଯାଇନି ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ ତାରିଖ ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା
ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୮ତାରିଖ ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ୯ ତାରିଖ ସକାଳ ଆଡ଼କୁ ସେହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ୯ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରବର୍ତ୍ତୀ ସମୟରେ ସାମୁଦ୍ରିକ ଝଡର ରୂପ ନେବ । ପରବର୍ତ୍ତୀ ସମୟରେ ଏହା ସାମୁଦ୍ରିକ ଝଡ଼ର ରୂପ ନେବାର ଆଶଙ୍କା ରହିଛି । ଏନେଇ ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ ।
ତେବେ ଏବେ ସୁଦ୍ଧା ଏହାର ଗତିପଥ ସ୍ପଷ୍ଟ ହୋଇନାହିଁ । ଲଘୁଚାପ ସୃଷ୍ଟି ହେଲେ ଗତିପଥ ସ୍ପଷ୍ଟ ହେବ । ବର୍ତ୍ତମାନ କୌଣସି ଉପକୂଳ ପାଇଁ କୌଣସି ଚେତାବନୀ ନାହିଁ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଯାଇ ଏହି ସାମୁଦ୍ରିକ ବାତ୍ୟା ଗତିପଥ ଓ ତୀବ୍ରତା ସଂକ୍ରାନ୍ତ ସବିଶେଷ ତଥ୍ୟ ଜଣାଇ ଦିଆଯିବ ବୋଲି ପାଣିପାଗ ବିଭାଗ କହିଛି।
ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ଏବଂ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବିକ୍ଷିପ୍ତ ବର୍ଷା ସାଙ୍ଗକୁ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୦ ତାରିଖ ଦିନ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ କହିଛି।
ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୬ରେ ଘନୀଭୂତ ହେବ ଲଘୁଚାପ
ଭୁବନେଶ୍ୱର : ଯାହା ଆଶଙ୍କା କରାଯାଉଥିଲା ତାହା ହେଲା। ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟିହେଲା ଘୂର୍ଣ୍ଣିବଳୟ । ସକାଳ ୫ଟା ୩୦ରେ ଘୁର୍ଣ୍ଣିବଳୟ ସୃଷ୍ଟି ନେଇ ଟ୍ୱିଟ୍ କରି ସୂଚନା ଦେଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ସମାନ ଅଂଚଳରେ ୬ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟିହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ତାରିଖ ସୁଦ୍ଧା ସମାନ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ବର୍ତ୍ତମାନ ପର୍ଯ୍ୟନ୍ତ ଆଇଏମଡି ପକ୍ଷରୁ  ଲଘୁଚାପ ସମ୍ପର୍କରେ ସ୍ପଷ୍ଟ କରାଯାଇଥିବା ବେଳେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବ ବୋଲି କୁହାଯାଇଛି। ଅନ୍ୟପଟେ ମଙ୍ଗଳବାର ଆଇଏମ୍‍ଡି ପକ୍ଷରୁ ଉତ୍ତର ଭାରତ ମହାସାଗରର ଗତିବିଧି ସମ୍ପର୍କରେ ପ୍ରକାଶ ପାଇଥିବା ଆନ୍ତର୍ଜାତିକ ବୁଲେଟିନ୍‍ରେ ଅବପାତ ହେବା ସମ୍ପର୍କରେ ଆଶଙ୍କା କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ ୬ ତାରିଖରେ ଲଘୁଚାପ ସୃଷ୍ଟି ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ଶକ୍ତିଶାଳୀ ହେବ ଓ ୭-୮ ତାରିଖ ମଧ୍ୟରେ ଏହା ଅବପାତରେ ପରିଣତ ହେବାନେଇ ଯଥେଷ୍ଟ ଆଶଙ୍କା ରହିଛି। ଅନ୍ୟପଟେ ବିଭାଗ ପକ୍ଷରୁ ଜାରି ହୋଇଥିବା ସାଟେଲାଇଟ୍‍ ଚିତ୍ରରେ ଆଣ୍ଡାମାନ ସାଗର ଅଞ୍ଚଳରେ ମେଘଖଣ୍ଡ ଏକତ୍ରିତ ହେଉଥିବା ଦେଖିବାକୁ ମିଳିଛି। ଯାହାକି ଆଗାମୀ ଦିନେ ଦୁଇ ଦିନ ମଧ୍ୟରେ ସମୁଦ୍ରରେ ପ୍ରବଳ ବର୍ଷା ସାଙ୍ଗକୁ ପବନର ବେଗ ବୃଦ୍ଧି ହେବା ନେଇ ବିଭାଗ କରିଥିବା ଆକଳନକୁ ବଳ ଯୋଗାଇଛି।ସମୟ ଗଡ଼଼ିବା ସହିତ ସ୍ଥିତି ମଧ୍ୟ ବଦଳିବାରେ ଲାଗିଛି।
ମଙ୍ଗଳବାର ଆଇଏମଡି କହିଛି ଯେ ସମ୍ଭାବ୍ୟ ପାଣିପାଗ ଜନିତ ସ୍ଥିତି ପାଇଁ ୪ ଓ ୫ ତାରିଖରେ ନିକୋବର ଦ୍ୱୀପପୁଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେହିପରି ୬ ଓ ୭ ତାରିଖରେ ଆଣ୍ଡାମାନ ଦ୍ୱୀପପୁଞ୍ଜରେ ବର୍ଷାର ପ୍ରକୋପ ଅଧିକ ରହିବ। ତେବେ ୪ ଓ ୫ ତାରିଖରୁ ପବନର ବେଗ ବୃଦ୍ଧି ପାଇବ। ଦକ୍ଷିଣ ଆଣ୍ଡାମାନସାଗର ଓ ଏହାର ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏହି ଦୁଇ ଦିନ ପବନର ବେଗ ୪୦-୫୦ କିମି ପହଞ୍ଚିବା ସହିତ ଏହାର ଝଟକା ୬୦ କିମି ଛୁଇଁବ। ୬ ତାରିଖରୁ ପୁଣି ପବନର ବେଗ ବଢ଼଼ି ଆଣ୍ଡାମାନସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ୫୦-୫୦ କିମି ବେଗରେ ପବନ ବହିବ। ବେଳେ ବେଳେ ଏହା ୭୦ କିମି ପହଞ୍ଚିବ। ୭ ତାରିଖରେ ଲଘୁଚାପ ଶକ୍ତିଶାଳୀ ହେବା ସହିତ ପବନର ବେଗ ୬୦-୭୦ କିମି ଓ ଏହାର ଝଟକା ୮୦ କିମି ପହଞ୍ଚିବ। ସେହିଦିନ ମୁଖ୍ୟତଃ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନସାଗରରେ ପବନର ସର୍ବାଧିକ ପ୍ରଭାବ ରହିବ। ତେଣୁ ଏବେଠାରୁ ସମ୍ପୃକ୍ତ ଅଞ୍ଚଳକ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପାଣିପାଗ କେନ୍ଦ୍ର ପକ୍ଷରୁ ବାରଣ କରାଯାଇଛି।
ଅନ୍ୟପଟେ ସମୟ ପାଖେଇ ଆସୁଥିବାରୁ ବିଭିନ୍ନ ବିଭିନ୍ନ ବିଦେଶୀ ମଡେଲ୍‍ଙ୍କ ମଧ୍ୟରେ ଧୀରେ ଧୀରେ ସହମତି ଆସୁଛି। ପ୍ରାୟ ସମସ୍ତ ମଡେଲ୍‍ ବାତ୍ୟା ଆଶଙ୍କାକୁ ପକ୍କା କରି ସାରିଥିବା ବେଳେ କିଛି କିଛି ମଡେଲ୍‍ ବାତ୍ୟାର ଗତିପଥକୁ ନେଇ ଭିନ୍ନ ଭିନ୍ନ ମତ ଦେଉଛନ୍ତି। ଆଇଏମ୍‍ଡି ପକ୍ଷରୁ ଶେଷ ୫ ଦିନକୁ ଆକଳନ ପରିଧି ମଧ୍ୟରେ ନିଆଯାଉଥିବାରୁ ସମ୍ଭବତଃ ୬ ତାରିଖ ସୁଦ୍ଧା ସମସ୍ତ ଆକଳନ ଜାରି କରାଯିବାର ସମ୍ଭାବନା ରହିଛି। ଅନ୍ୟପଟେ ବିଭାଗ ମଧ୍ୟ ଏହି ପାଣିପାଗ ଜନିତ ସ୍ଥିତି (ସିଷ୍ଟମ)କୁ ଗୁରୁତ୍ୱର ସହ ନେଇ ଟୁଇଟ୍‍ ଯୋଟେ ଟିକିନିକ୍‍ ତଥ୍ୟ ପ୍ରଦାନ କରୁଛି। ପ୍ରାଥମିକ ସ୍ତରରେ ଯେଉଁ ସତର୍କତା ଅବଲମ୍ବନ କରିବା କଥା ତାହା ବିଭାଗ ଆଗୁଆ ସୂଚନା ଦେଉଥିବା ବେଳେ ଶେଷ ସମୟ ପର୍ଯ୍ୟନ୍ତ ଅପେକ୍ଷା କରାଯାଇଛି।