MonkeyPox - The Sakala
ଚିନ୍ତା ବଢ଼ାଇଲା ମଙ୍କି ପକ୍ସ: ହସ୍ପିଟାଲ ଓ ଏୟାରପୋର୍ଟକୁ ଆଲର୍ଟ ଜାରି
ନୂଆଦିଲ୍ଲୀ: ମଙ୍କି ପକ୍ସ ଭାଇରସ୍ ନେଇ ଭୟର ବାତ୍ତାବରଣ ଦେଖିବାକୁ ମିଳିଛି । ଏହାର ପ୍ରଭାବ ଭାରତରେ ମଧ୍ୟ ଦେଖିବାକୁ ମିଳିଛି । ମଙ୍କି ପକ୍ସକୁ ଦୃଷ୍ଟିରେ ରଖି ବିଭିନ୍ନ ହସ୍ପିଟାଲ ଓ ଏୟାରପୋର୍ଟ ଗୁଡ଼ିକୁ ଆଲର୍ଟ ଜାରି କରାଯାଇଛି । ହସ୍ପିଟାଲ ଗୁଡ଼ିକୁ ଜରୁରୀକାଳୀନ ୱାର୍ଡ ପ୍ରସ୍ତୁତ ରଖିବାକୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଥିବା ଜଣାପଡ଼ିଛି । ଏୟାରପୋର୍ଟ ଗୁଡ଼ିକୁ ସଂକ୍ରମଣ ରୋକିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଥିବା ଜଣାପଡ଼ିଛି ।
ଖବର ଅନୁଯାୟୀ, ଯେଉଁ ବ୍ୟକ୍ତି ଦେହରେ ନାଲି ନେଳି ଫିଳିଯାଉଥିବ ସେମାନଙ୍କୁ ଚିକ୍ନଟ କରିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ହସ୍ପିଟାଲ ଗୁଡ଼ିକୁ କୁହାଯାଇଛି । ସେମାନଙ୍କୁ ଆଇସୋଲେସନ ୱାର୍ଡରେ ରଖିବାକୁ ପରାମର୍ଶ ଦିଆଯାଇଛି ।
ସୁସ୍ଥହେଲେ ଭାରତର ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ବ୍ୟକ୍ତି
କେରଳ: ଭାରତରେ ଚିହ୍ନଟ ହୋଇଥିବା ପ୍ରଥମ ମଙ୍କିପକ୍ସ ସଂକ୍ରମିତ ସୁସ୍ଥ ହୋଇଛନ୍ତି । କେରଳ କୋଲ୍ଲାମର ଜଣେ ୩୫ ବର୍ଷୀୟ ବ୍ୟକ୍ତି ପ୍ରଥମେ ମଙ୍କିପକ୍ସରେ ଆକ୍ରାନ୍ତ ହୋଇ ଥିରୁଓ୍ବନନ୍ତପୁରମ ମେଡିକାଲ କଲେଜରେ ଭର୍ତ୍ତି ହୋଇଥିଲେ । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଥିଲା । ଏବେ ସେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୋଇଥିବା ନେଇ କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ ଭିନା ଜର୍ଜ କହିଛନ୍ତି । ତେବେ ଅନ୍ୟଦୁଇ ଜଣଙ୍କ ସ୍ଥିତିରେ ସୁଧାର ଆସିଛି ।
ସୁସ୍ଥ ହୋଇଥିବା ସମ୍ପୃକ୍ତ ବ୍ୟକ୍ତିଜଣକ ସଂଯୁକ୍ତ ଆରବ ଏମିରେଟସରୁ ଫେରିବା ପରେ ସଂକ୍ରମିତ ହୋଇଥିଲେ । ଦୁଇ ଦିନ ପରେ ତାଙ୍କ ଦେହରେ ମଙ୍କିପକ୍ସ ଭୂତାଣୁ ଚିହ୍ନଟ ହେଇଥିଲା । ତାଙ୍କୁ ସଙ୍ଗେ ସଙ୍ଗେ କୋଲ୍ଲମର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ତ୍ରିଭେନ୍ଦ୍ରମ ମେଡିକାଲ କଲେଜ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ସେ ସୁସ୍ଥ ହୋଇଛନ୍ତି । ଶନିବାର ସନ୍ଧ୍ୟାରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ ବୋଲି ସୂଚନା ମିଳିଛି ।
ଦେଶରେ ବ୍ୟାପୁଛି ମଙ୍କିପକ୍ସ : କେରଳ ପରେ ରାଜଧାନୀ ଦିଲ୍ଲୀରୁ ଚିହ୍ନଟ ହେଲା ଚତୁର୍ଥ ମାମଲା
ନୂଆଦିଲ୍ଲୀ : କେରଳ ପରେ ଦେଶର ରାଜଧାନୀ ଦିଲ୍ଲୀରେ ପ୍ରଥମ ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି। ପଶ୍ଚିମ ଦିଲ୍ଲୀରେ ରହୁଥିବା ଜଣେ ୩୨ ବର୍ଷ ବୟସ୍କ ବ୍ୟକ୍ତି ଏହି ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ତେବେ ଆଶ୍ଚର୍ଯ୍ୟଜନକ କଥା ହେଉଛି ତାଙ୍କର କୌଣସି ଭ୍ରମଣ ଇତିହାସ ନାହିଁ । ଦିଲ୍ଲୀ ମାମଲାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଭାରତରେ ମଙ୍କିପକ୍ସର ଚାରିଟି ମାମଲା ରିପୋର୍ଟ ହୋଇଛି। ଆଉ ତିନୋଟି ମାମଲା କେରଳରୁ ରିପୋର୍ଟ ହୋଇଥିଲା ଏବଂ ତିନିଜଣ ଆକ୍ରାନ୍ତ ବ୍ୟକ୍ତି ବିଦେଶରୁ ଫେରିଥିଲେ।
ଦିଲ୍ଲୀରେ ପଜିଟିଭି ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣଙ୍କ ନିକଟରେ ହିମାଚଳ ପ୍ରଦେଶ ମନାଲୀରେ ଏକ ବେଚ୍‌ଲର ପାର୍ଟିରେ ଯୋଗ ଦେଇ ଫେରିଥିଲେ। ଏହାପରେ ଜ୍ୱର ଓ ଚର୍ମରେ ସଂକ୍ରମଣ ହେବାରୁ ତାଙ୍କୁ ତିନି ଦିନ ତଳେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରୁ ତାଙ୍କ ସାମ୍ପଲକୁ ଶନିବାର ନ୍ୟାସ୍‌ନାଲ ଇନିଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜୀ ପୁଣେକୁ ପଠାଯାଇଥିଲା। ଏଠାରେ ପରୀକ୍ଷା କରିବା ପରେ ସେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତାଙ୍କୁ ମୌଲାନା ଆଜାଦ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି।
ଅନ୍ୟପଟେ ବିଶ୍ବରେ ମଙ୍କିପକ୍ସ ମାମଲା ବଢିବାରେ ଲାଗିଛି। ମଙ୍କିପକ୍ସ ମାମଲା ବିଶ୍ୱରେ ଚିନ୍ତାଜନକ ସ୍ଥିତି ସୃଷ୍ଟି କରିବା ପରେ ଏହାକୁ ଗୁରୁତର ସହ ନେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) । ସଂକ୍ରମଣକୁ ଦୃଷ୍ଟିରେ ରଖି ମଙ୍କିପକ୍ସକୁ ଅନ୍ତର୍ଜାତୀୟ ଜରୁରୀକାଳୀନ ସ୍ୱାସ୍ଥ୍ୟ ସଙ୍କଟ ଘୋଷଣା କରିଛି ଡବ୍ଲୁଏଚଓ । ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ଡବ୍ଲୁଏଚଓର ନିର୍ଦ୍ଦେଶକ ଡା. ଟେଡ୍ରସ ଏହି ଘୋଷଣା କରିଛନ୍ତି ।ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ଟ୍ରେଡୋସ ଆଧାନମ ଘେବ୍ରୟସ କହିଛନ୍ତି ମଙ୍କିପକ୍ସ ସଂକ୍ରମଣ ବିଶ୍ବରେ ଚିନ୍ତାଜନକ ଭାବେ ଏକ ଜନସ୍ବାସ୍ଥ୍ୟ ବିପଦ ସୃଷ୍ଟି କରିଛି । ସେ କହିଛନ୍ତି, ପ୍ରାୟ ମାସକ ତଳେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ଅନ୍ତର୍ଜାତୀୟ ସ୍ବାସ୍ଥ୍ୟ ନିୟମ ସଂପର୍କିତ ଜରୁରୀକାଳୀନ କମିଟି ମଙ୍କିପକ୍ସ ସଂକ୍ରମଣ ସଂପର୍କରେ ସମୀକ୍ଷା କରିଥିଲା । ମାସକ ପରେ ଏବେ ବିଶ୍ବରେ ମଙ୍କିପକ୍ସ ୭୫ଟି ଦେଶକୁ ବ୍ୟାପିଯାଇଛି ଓ ମୋଟ ୧୬ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି ଓ ୬ ଜଣ ମୃତ୍ୟୁବରଣ କରିଛନ୍ତି । ଏଣୁ ଏହାକୁ ନେଇ ଚିନ୍ତା ବଢିଯାଇଛି ।
ଚିନ୍ତାଜନକ ସ୍ଥିତିରେ ମଙ୍କିପକ୍ସ ସଂକ୍ରମଣ : ଅନ୍ତର୍ଜାତୀୟ ଜରୁରୀକାଳୀନ ସ୍ୱାସ୍ଥ୍ୟ ସଙ୍କଟ ଘୋଷଣା କଲା ‘ହୁ’
ନୂଆଦିଲ୍ଲୀ : ବିଶ୍ବରେ ମଙ୍କିପକ୍ସ ମାମଲା ବଢିବାରେ ଲାଗିଛି। ମଙ୍କିପକ୍ସ ମାମଲା ବିଶ୍ୱରେ ଚିନ୍ତାଜନକ ସ୍ଥିତି ସୃଷ୍ଟି କରିବା ପରେ ଏହାକୁ ଗୁରୁତର ସହ ନେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) । ସଂକ୍ରମଣକୁ ଦୃଷ୍ଟିରେ ରଖି ମଙ୍କିପକ୍ସକୁ ଅନ୍ତର୍ଜାତୀୟ ଜରୁରୀକାଳୀନ ସ୍ୱାସ୍ଥ୍ୟ ସଙ୍କଟ ଘୋଷଣା କରିଛି ଡବ୍ଲୁଏଚଓ । ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ଡବ୍ଲୁଏଚଓର ନିର୍ଦ୍ଦେଶକ ଡା. ଟେଡ୍ରସ ଏହି ଘୋଷଣା କରିଛନ୍ତି ।
ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ଟ୍ରେଡୋସ ଆଧାନମ ଘେବ୍ରୟସ କହିଛନ୍ତି ମଙ୍କିପକ୍ସ ସଂକ୍ରମଣ ବିଶ୍ବରେ ଚିନ୍ତାଜନକ ଭାବେ ଏକ ଜନସ୍ବାସ୍ଥ୍ୟ ବିପଦ ସୃଷ୍ଟି କରିଛି । ସେ କହିଛନ୍ତି, ପ୍ରାୟ ମାସକ ତଳେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ଅନ୍ତର୍ଜାତୀୟ ସ୍ବାସ୍ଥ୍ୟ ନିୟମ ସଂପର୍କିତ ଜରୁରୀକାଳୀନ କମିଟି ମଙ୍କିପକ୍ସ ସଂକ୍ରମଣ ସଂପର୍କରେ ସମୀକ୍ଷା କରିଥିଲା । ମାସକ ପରେ ଏବେ ବିଶ୍ବରେ ମଙ୍କିପକ୍ସ ୭୫ଟି ଦେଶକୁ ବ୍ୟାପିଯାଇଛି ଓ ମୋଟ ୧୬ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି ଓ ୬ ଜଣ ମୃତ୍ୟୁବରଣ କରିଛନ୍ତି । ଏଣୁ ଏହାକୁ ନେଇ ଚିନ୍ତା ବଢିଯାଇଛି ।
ଭାରତରେ ମଧ୍ୟ ମଙ୍କିପକ୍ସ ନିଜର କାୟା ମେଲାଇ ସାରିଛି । ଭାରତରେ ଏପର୍ଯ୍ୟନ୍ତ ମୋଟ ୩ଟି ମାମଲା ଦେଖାଦେଇଛି ଓ ସମସ୍ତ ମାମଲା କେରଳରେ ଦେଖାଦେଇଛି ।ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ପୂର୍ବରୁ କହିଥିଲା ଯେ ମଙ୍କିପକ୍ସ ହେଉଛି ପଶୁଙ୍କ ଶରୀରରୁ ମଣିଷ ଶରୀରକୁ ସଂକ୍ରମିତ ହୋଇଥିବା ଏକ ଭୁତାଣୁ । ଏହା ସାଧାରଣତଃ ମିଳିମିଳା ପରି ଦେଖାଯାଇଥାଏ । ତେବେ ଏହା ସେତେଟା ମାରାତ୍ମକ ନୁହେଁ । କିନ୍ତୁ ଏବେ ଏହି ସଂକ୍ରମଣକୁ ନେଇ ସଂଗଠନ ଚିନ୍ତା ପ୍ରକାଶ କରିଛି ।
ଗୁରୁବାର ମଙ୍କିପକ୍ସ ବିଶେଷଜ୍ଞ ଏକ ଜରୁରୀ ବୈଠକରେ ମଙ୍କିପକ୍ସ ସଂକ୍ରମଣକୁ ଏକ କ୍ୟାଟେଗୋରୀ କରିବା ପାଇଁ ଡବ୍ଲୁଏଚଓକୁ ପରାମର୍ଶ ଦେଇଥିଲେ । ସୂଚନାଥାଉକି ବର୍ତ୍ତମାନ ୮୦ ଦେଶରେ ମଙ୍କିପକ୍ସ ସଂକ୍ରମଣ ବ୍ୟାପିଯାଇଛି । ଭାରତରେ ମଧ୍ୟ ଦୁଇଟି କେସ୍ ସାମ୍ନାକୁ ଆସିସାରିଛି । କରୋନା ଭଳି ଏହା ମହାମାରୀର ରୂପ ନେବା ପୂର୍ବରୁ ଏହା ଉପରେ ଅଙ୍କୁଶ ଲଗାଇବା ପାଇଁ ଏହି ଘୋଷଣା କରିଛି ବିଶ୍ୱସ୍ୱାସ୍ଥ୍ୟ ସଂଗଠନ ।ପୂର୍ବରୁ ଦୁଇଟି ମାମଲା ଭାରତରେ ଚିହ୍ନଟ ପରେ କେନ୍ଦ୍ର ସରକାର ଅନ୍ତର୍ଜତୀୟ ବିମାନବନ୍ଦରରେ ସବୁ ବିଦେଶ ଫେରନ୍ତାଙ୍କ ସ୍କ୍ରିନିଂ କରିବାର କଡା ନିର୍ଦ୍ଦେଶ ଦେଇଥିଲେ । ଏବେ ବିଦେଶ ଫେରନ୍ତାଙ୍କ ସ୍କ୍ରିନିଂ ପରେ ଘରକୁ ଛଡାଯାଉଛି । ଯାହାଙ୍କଠାରେ ସଂକ୍ରମଣ ଦେଖାଯାଉଛି ସେମାନଙ୍କୁ ମେଡିକାଲ ସ୍ଥାନାନ୍ତର କରାଯିବାର ବ୍ୟବସ୍ଥା କରାଯାଇଛି ।
କେରଳରେ ପ୍ରଥମ ମଙ୍କିପକ୍ସ ଚିହ୍ନଟ
ଥିରୁଅନନ୍ତପୁରମ: କେରଳରେ ପ୍ରଥମ ମଙ୍କିପକ୍ସ କେସ୍ । ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ରିପୋର୍ଟ କରିଛି । ଆକ୍ରାନ୍ତ ବ୍ୟକ୍ତି ନିକଟରେ ବିଦେଶରୁ ଫେରିଥିଲେ । ତାଙ୍କଠାରେ ମଙ୍କିପକ୍ସ ଲକ୍ଷଣ ଦେଖାଯିବା ପରେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ବୀଣା ଗର୍ଗ କହିଛନ୍ତି । ତେବେ ଉକ୍ତ ବ୍ୟକ୍ତିଙ୍କ ସାମ୍ପୁଲ ଟେଷ୍ଟ ପାଇଁ ପୁନେସ୍ଥିତି ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ୍ ଭାଇରୋଲୋଜିକୁ ପଠାଯାଇଛି । ପ୍ରାଣୀଙ୍କଠାରୁ ମଣିଷକୁ ବ୍ୟାପୁଥିବା ଏହି ଭୂତାଣୁ ଆକ୍ରାନ୍ତଙ୍କଠାରେ ସ୍ମଲପକ୍ସ ଭଳି ଲକ୍ଷଣ ଦେଖାଯାଇଥାଏ ବୋଲି ସତର୍କ କରାଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ।
ଭୁବନେଶ୍ବର: ମଙ୍କିପକ୍ସ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କେନ୍ଦ୍ର ସରକାର ସବୁ ରାଜ୍ୟକୁ ଆଡଭାଇଜାରି ଜାରି କରିଛନ୍ତି। ଏଥିରେ ସତର୍କ ରହିବାକୁ କହିଛନ୍ତି। ଭାରତରେ ମଙ୍କିପକ୍ସ ଏଯାଏଁ ଚିହ୍ନଟ ହୋଇନାହିଁ । ଏହା ଏବେ ଆମେରିକାରେ ଦେଖିବାକୁ ମିଳିଛି । ବର୍ତ୍ତମାନ ସୁଦ୍ଧା ଏନସିପିସି ତରଫରୁ ରାଜ୍ୟକୁ କୌଣସି ଚିଠି ଆସିନାହିଁ ବୋଲି କହିଛନ୍ତି ସ୍ୱାାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ମଙ୍କିପକ୍ସ ଭଳି କିଛି ଲକ୍ଷଣ ଥିଲେ ଅର୍ଥାତ ଜ୍ୱର ହେବା, ଦେହ ମୁଣ୍ଡ ବଥା ହେବା ଓ ଦେହସାରା ଫଳି ଯିବା, ଘା’ ହେବା ତାହା ହେଲେ ପୁନେକୁ ପରୀକ୍ଷା ଲାଗି ନମୂନା ପଠାଯିବ। ତାପରେ ତାହା ଜଣାପଡ଼ିବ ମଙ୍କିପକ୍ସ ହୋଇଛି ନା ନାହିଁ। କିନ୍ତୁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।
ଯେଉଁ ଜାଗାରେ ଏହା ଅଧିକ ପରିମାଣରେ ଦେଖା ଦେଇଛି ସେଠାରେ ଏହାର ଭାଇରଲ କଲଚର ପାଇଁ ପଠାଯାଇଛି। କଲଚରର ତଥ୍ୟ ଆସିବା ପରେ ନିଶ୍ଚିନ୍ତ ଭାବରେ ସ୍ୱାସ୍ଥ୍ୟ ପରାମର୍ଶଦାତାଙ୍କ ଠାରୁ ପରାମର୍ଶ ଗ୍ରହଣ କରାଯିବ ବୋଲି କହିଛନ୍ତି ସ୍ୱାାସ୍ଥ୍ୟ ନିର୍ଦ୍ଦେଶକ ବିିଜୟ ମହାପାତ୍ର । ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସେପରି ରୋଗୀ ଚିିହ୍ନଟ ହୋଇନାହାଁନ୍ତି । କେବଳ ଆମେରିକା ବା ଅନ୍ୟ ଦେଶ ଗୁଡ଼ିକରେ ଏହି ରୋଗୀଙ୍କୁ ଚିହ୍ନଟ କରାଯାଇଥିବା କହିଛନ୍ତି ।
ସୂଚନାଯୋଗ୍ୟ, ପ୍ରାୟ ଦୁଇ ଦଶନ୍ଧି ପରେ ପ୍ରଥମ ଥର ପାଇଁ ଆମେରିକାର ଟେକ୍ସାସରେ ଜଣେ ବ୍ୟକ୍ତି ‘ମଙ୍କିପକ୍ସ’ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଏହି ଭୂତାଣୁ ଏତେ ପ୍ରଭାବୀ ହୋଇନଥିଲେ ମଧ୍ୟ ଏହା ଜଣଙ୍କଠାରୁ ଆଉ ଜଣଙ୍କୁ ବ୍ୟାପିବାର ଆଶଙ୍କା ରହିଛି। ସାରା ବିଶ୍ୱ ଏବେ କରୋନା ଭଳି ଭୂତାଣୁ ସହ ଲଢ଼ୁଥିବା ବେଳେ ‘ମଙ୍କିପକ୍ସ’କୁ ନେଇ ଏବେ ଲୋକଙ୍କ ଚିନ୍ତା ବଢିଛି। ‘ମଙ୍କିପକ୍ସ’ ଦ୍ୱାରା ଆକ୍ରାନ୍ତ ହୋଇଥିବା ରୋଗୀ ଜଣେ ଆମେରିକୀୟ ବାସିନ୍ଦା, ଯିଏ କିଛି ଦିନ ପୂର୍ବରୁ ନାଇଜେରିଆରୁ ଫେରିଥିଲେ।
ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (‘ହୁ’) ଅନୁଯାୟୀ ‘ମଙ୍କିପକ୍ସ’ ଏକ ବିରଳ ରୋଗ, ଯାହା ମଧ୍ୟ ଏବଂ ପଶ୍ଚିମ ଆଫ୍ରିକାର ଦୁର୍ଗମ ଅଞ୍ଚଳରେ ଦେଖାଯାଏ। ଏହି ଭୂତାଣୁ ପଶୁମାନଙ୍କ ଶରୀରରେ ବାସ କରନ୍ତି। କିନ୍ତୁ ଏହା ବେଳେବେଳେ ପଶୁମାନଙ୍କଠାରୁ ମଣିଷଙ୍କ ଶରୀରକୁ ଆସିଯାଇଥାଏ। ଏହା ପୂର୍ବରୁ ୨୦୦୩ରେ ଆମେରିକାରେ ‘ମଙ୍କିପକ୍ସ’ ଦ୍ୱାରା ୪୭ଜଣ ଆକ୍ରାନ୍ତ ହୋଇଥିଲେ।