Srimandir Heritage Project - The Sakala

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ଉଭୟ ଆବେଦନକାରୀଙ୍କ ମାମଲା ରଦ୍ଦ କଲେ ମାନ୍ୟବର ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ପୁରୀ ପ୍ରକଳ୍ପକୁ ନେଇ ବିରୋଧୀଙ୍କୁ ମିଳିଛି ସୁପ୍ରିମ ଝଟକା । ପୁରୀ ପ୍ରକଳ୍ପକୁ ସୁପ୍ରିମକୋର୍ଟଙ୍କ ଗ୍ରୀନ ସିଗନାଲ୍ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ବନ୍ଦ କରିବାକୁ ହୋଇଥିବା ଆବେଦନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ଉଭୟ ଆବେଦନକାରୀଙ୍କ ମାମଲା ରଦ୍ଦ କଲେ ମାନ୍ୟବର ସୁପ୍ରିମକୋର୍ଟ । ଲକ୍ଷ ଲକ୍ଷ ଭକ୍ତଙ୍କ ସ୍ୱାର୍ଥକୁ ଦୃ୍ଷ୍ଟିରେ ରଖି ଏହି ଆବେଦନ ସବୁକୁ ରଦ୍ଦ କଲେ କୋର୍ଟ । ମାମଲା ରଦ୍ଦ ସହ ଉଭୟ ପିଟିସନରଙ୍କ ଉପରେ ଜରିମାନା । କୋର୍ଟର ବହୁମୂଲ୍ୟ ସମୟ ନଷ୍ଟ କରିଥିବାରୁ ଦୁଇ ଆବେଦନକାରୀ ଅର୍ଦ୍ଧେନ୍ଦୁ ଦାସଙ୍କୁ ଓ ସୁମନ୍ତ କୁମାର ଘୋଡାଇଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ଜରିମାନା କରିଛନ୍ତି ସୁପ୍ରିମକୋର୍ଟ । କୋର୍ଟଙ୍କ ସମୟ ଅଯଥା ନଷ୍ଟ କରିଥିବାରୁ ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।