jagannnath tample - The Sakala

ଜନ୍ମବେଦୀରେ ମହାପ୍ରଭୁ, ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ: ଜନ୍ମବେଦୀରେ ମହାପ୍ରଭୁ । ଆଡପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ବାହାରିବ ଆଡ଼ପ ଅବଢା । ଅନ୍ୟପଟେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗ ମଣ୍ଡପ ପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । କଳା, ଧଳା, ନାଲି, ହଳଦିଆ, ହରିତାଳ ପ୍ରିୟଙ୍ଗୁ, କସ୍ତୁରୀରେ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଆଡ଼ପ ମଣ୍ଡପରେ ଦର୍ଶନର ବିଶେଷ ମହତ୍ତ୍ୱ ରହିଛି ।

ଅଧିକ ଭକ୍ତଙ୍କ ସମାଗମ ହେବା ଆଶଙ୍କା ଥିବାରୁ ବ୍ୟାପକ ପ୍ରସ୍ତୁତି କରିଛି ପ୍ରଶାସନ । ଦର୍ଶନ ଓ ମହାପ୍ରସାଦ ପାଇବା ନେଇ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା । ଶୃଙ୍ଖଳିତ ରଥଯାତ୍ରା ପରେ ଗତକାଲି ଶ୍ରୀବିଗ୍ରହ ମାନଙ୍କ ଗୋଟି ପହଣ୍ଡିରେ ଆଡପ ମଣ୍ଡପ ବିଜେ ନୀତି ଅନୁଷ୍ଠିତ ହୋଇଯାଇଥିଲା । ରଥ ଉପରେ ଦୈନଦିନ ନୀତି ଶେଷ ପରେ ଚାରମାଳ ବନ୍ଧାଯାଇ ଦଇତାପତି ଓ ଅନ୍ୟ ସେବକଙ୍କ ଦ୍ବାରା ଜନ୍ମ ବେଦିକୁ ବିଜେ ନୀତି କରାଯାଇଥିଲା ।

ଆଜିଠୁ ସିଂହଦ୍ୱାର ସହ ପଶ୍ଚିମ ଦ୍ୱାର ଦେଇ ଦର୍ଶନ କରିବେ ଭକ୍ତ
ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପଶ୍ଚିମ ଦ୍ୱାର ଦେଇ ଦର୍ଶନ ବ୍ୟବସ୍ଥା କରାଯାଇଛି । ସିଂହଦ୍ୱାର ସମେତ ପଶ୍ଚିମ ଦ୍ୱାରରେ ମଧ୍ୟ ଭକ୍ତମାନେ ମନ୍ଦିର ଭିତରକୁ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଆଗକୁ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଥିବାରୁ ରଥ ଖଳାରେ ଆସନ୍ତା ଅକ୍ଷୟ ତୃତୀୟାଠାରୁ ରଥ ନିର୍ମାଣ କାର୍ଯ୍ଯ ଆରମ୍ଭ ହେବ। ଏନେଇ ବଡ଼ଦାଣ୍ଡରେ ଲାଗିଥିବା ସେଡ୍ ଗୁଡ଼ିକ ଖୋଲା ଯାଇଛି । ତେଣୁ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାରରେ ଦର୍ଶନ ବ୍ୟବସ୍ଥା କରାଯାଇଛି । ଏଥିସହ ପାନୀୟ ଜଳର ମଧ୍ୟ ବ୍ୟବସ୍ଥା କରାଯାଇଛି । ତେବେ ଦର୍ଶନ ସାରି ଭକ୍ତମାନେ ପଶ୍ଚିମ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନ କରିବାର ବ୍ୟବସ୍ଥା କରାଯାଇଛି । ଏନେଇ ଗତ ଛତିଶା ନିଯୋଗ ଓ ପରିଚାଳନା କମିଟି ବୈଠକରେ ପାରିତ ହୋଇଥିଲା ।

ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି- ପୁରୀ ଗଜପତି
ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଗଜପତି । ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ଶ୍ରୀମନ୍ଦିର ସୌନ୍ଦର୍ଯ୍ଯକରଣ କାମରେ କୌଣସି ବାଧା ସୃଷ୍ଟି ହେବା ଉଚିତ ନୁହେଁ । ସରକାର ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଏହି ପରିକ୍ରମା ପ୍ରକଳ୍ପ କାମ ହାତକୁ ନେଇଛନ୍ତି । ମହାପ୍ରଭୁଙ୍କ କାମ ସମସ୍ତଙ୍କ ଦାୟିତ୍ୱ । ଯୋଜନା କେମିତି ସୁରୁଖୁରୁରେ ଆଗେଇ ଚାଲିବ ସେ ନେଇ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ଗଜପତି ମହାରାଜ ଦିବ୍ୟ ସିଂହ ଦେବ କହିଛନ୍ତି ।

ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସହଯୋଗରେ କାମ ଜାରି ରହି କାମ ଶେଷ ହେବା ଦରକାର । କୌଣସି ଗୋଟିଏ ବ୍ୟକ୍ତି କିମ୍ବା ଦଳ କିମ୍ବା ସରକାରଙ୍କ ଏହା କାମ ନୁହେଁ । ଏହି ଧାମକୁ ବିଶ୍ୱସ୍ତରରେ ସ୍ଥାପନ କରିବା ପାଇଁ ନିତାନ୍ତ ଆବଶ୍ୟକ । ଏଥିପାଇଁ ସମସ୍ତ ଭକ୍ତ ମିଳିମିଶି ଆଲୋଚନା କରି ପ୍ରଥମେ ସମସ୍ତ ବାଧା ହଟାଇବା ଦରକାର । ସମାଧାନର ରାସ୍ତା ବାହାର କରିବା ଦରକାର ବୋଲି କହିଛନ୍ତି ଗଜପତି ମହାରାଜ ।

ଭକ୍ତଙ୍କ ଉପରେ ଲାଗିଲା କଟକଣା, ମେ ୧୫ ପର୍ଯ୍ଯନ୍ତ ବନ୍ଦ ରହିବ ଶ୍ରୀମନ୍ଦିର
ଭୁବନେଶ୍ବର: ରାଜ୍ଯରେ କରୋନା ସଂକ୍ରମଣ ମାମଲା ବଢ଼ିବାରେ ଲାଗିଛି। କରୋନା ମହାମାରୀ ପାଇଁ ଶ୍ରଦ୍ଧାଳୁଙ୍କ ଲାଗି ଜଗା ଦର୍ଶନ ବନ୍ଦ କରାଯାଇଛି। ମେ ୧୫ ତାରିଖ ପର୍ଯ୍ଯନ୍ତ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ନିଷ୍ପତ୍ତି ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏ ନେଇ ଶୀମନ୍ଦିର ପ୍ରଶାସନ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଆଜି ଏକ ଭର୍ଚୁଆଲ ବୈଠକ ବସିଥିଲା। ଏହି ବୈଠକରେ କରୋନା ସଂକ୍ରମଣ ବଢୁଥିବାରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ କରିବାକୁ ସେବାୟତମାନେ ପ୍ରସ୍ତାବ ଦେଇଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ବୈଠକରେ ପ୍ରସ୍ତାବ ଦେଇଥିଲେ ଛତିଶା ନିଯୋଗର ସମସ୍ତ ସେବାୟତ । ବିନାଭକ୍ତରେ ମହାପ୍ରଭୁଙ୍କ ନୀତିକାନ୍ତି ପାଇଁ ସେବାୟତମାନେ ପ୍ରସ୍ତାବ ଦେଇଥିେ । ଗତବର୍ଷ ଭଳି ସେବାୟତଙ୍କୁ କୋଭିଡ୍ କ୍ଷତିପୂରଣ ପ୍ରଦାନ ପାଇଁ ମଧ୍ଯ ଦାବି କରାଯାଇଥିଲା।

ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ, ଅନ୍ଯବାରରେ ସକାଳ ୬ଟାରୁ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ
ପୁରୀ: ଏଣିକି ସକାଳ ୬ଟାରୁ ଜଗା ଦର୍ଶନ କରିବେ ଭକ୍ତ। ଏହାସହ କାଲିଠୁ ସବୁ ରବିବାର ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ପ୍ରତି ରବିବାର ମନ୍ଦିର ସାନିଟାଇଜ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଅନ୍ୟ ବାରରେ ସକାଳ ୬ଟାରୁ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି। ଏ ନେଇ ଶ୍ରୀମନ୍ଦିର ପକ୍ଷରୁ ନୂଆ ଏସଓପି ଜାରି ହୋଇଛି।

ସପ୍ତାହରେ ୨ ଥର ରାତିରେ ମନ୍ଦିର ବନ୍ଦ ପରେ ମନ୍ଦିରକୁ ସାନିଟାଇଜ କରାଯିବ ବୋଲି ସୂଚନା ମିଳିଛି।

୨୦୨୧-୨୨ ପାଇଁ ୨୦୨ କୋଟିର ବଜେଟ୍ ପ୍ରସ୍ତୁତ କଲା ଶ୍ରୀମନ୍ଦିର ଅର୍ଥ ସବ କମିଟି, ରଥ ଯାତ୍ରା ପାଇଁ ୧୧ କୋଟିର ବ୍ୟୟ ବରାଦ‌
ପୁରୀ : ଶ୍ରୀମନ୍ଦିରର ୨୦୨୧ – ୨୦୨୨ ବର୍ଷର ଆର୍ଥିକ ବର୍ଷ ପାଇଁ ୨୦୨ କୋଟି ଟଙ୍କା ବଜେଟ ପ୍ରସ୍ତୁତ ହୋଇଛି । ଶ୍ରୀମନ୍ଦିର ଅର୍ଥ ସବ କମିଟି ଏହି ବଜେଟ ପ୍ରସ୍ତୁତ କରିଛି, ଯାହା ଆଗାମୀ ପରିଚାଳନା କମିଟିରେ ହେବ ଅନୁମୋଦିତ ହେବ । ଏହି ବଜେଟ୍ରେ ଆଗାମୀ ରଥଯାତ୍ରା ପାଇଁ ୧୧ କୋଟି ବ୍ୟୟ ବରାଦ ହୋଇଥିବା ବେଳେ ସେବାୟତ ଚିକିତ୍ସା ଓ ସୁରକ୍ଷା ପାଇଁ ୫୦ ଲକ୍ଷ ଟଙ୍କା ଅନୁମୋଦିତ ହୋଇଛି ।

ଏଥି ସହିତ ୫ କୋଟି ଟଙ୍କା ସେବାୟତଙ୍କ ସହାୟତା ପାଇଁ ବ୍ୟବରାଦ ହୋଇଛି। ଗୁରୁକୁଳ ସ୍କୁଲ ପ୍ରତିଷ୍ଠା ପାଇଁ ସ୍ୱତନ୍ତ୍ର ବ୍ୟୟ ବରାଦ ହୋଇଛି। ୨ଟି ଧର୍ମଶାଳା କାମ ପ୍ରାୟ ଶେଷ ହେଲାଣି। ଗୋଟିଏ ନୂଆ ଭକ୍ତ ନିବାସ ପ୍ରତିଷ୍ଠା କରାଯିବ ବୋଲି ଅର୍ଥ ସବକମିଟି ବୈଠକରେ ନିଷ୍ପତ୍ତି ହୋଇଛି। ଖଣି ଖାଦାନରୁ ୧୦ କୋଟିରୁ ଅଧିକ ରାଜସ୍ୱ ସଂଗ୍ରହ କରାଯିବ।

ଏଥି ସହିତ ଭକ୍ତଙ୍କ ଦାନ ଅର୍ଥ ବଢେଇବା ପାଇଁ ବ୍ୟବସ୍ଥା କରାଯିବ। ୨୩ ରଥଯାତ୍ରା ପୂର୍ବରୁ ସ୍ଥାୟୀ ଜମା ୧୦୦୦ କୋଟି କରିବା ପାଇଁ ଉଦ୍ୟମ କରାଯିବ। ସୁରକ୍ଷା ପାଇଁ କଡ଼ା ପଦକ୍ଷେପ ବଡ଼ଦାଣ୍ଡ ଓ ଶ୍ରୀମନ୍ଦିର ଭିତରେ ନିଆଯିବ। ଏନଏସଜି କୁ ସୁରକ୍ଷା ବ୍ୟବସ୍ଥା ନେଇ ଅବଗତ କରାଯିବ। ଶ୍ରୀମନ୍ଦିର ମୂଖ୍ୟ ପ୍ରଶାସକ କ୍ରିଷନ କୁମାର ଏନେଇ ସୂଚନା ଦେଇଛନ୍ତି। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ୟ୍ୟାଳୟରେ ବସିଥିବା ଅର୍ଥ ସବକମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି।