Scrub Typhus - The Sakala

ସ୍କ୍ରବ୍‌ ଟାଇଫସ୍‌ ନେଲା ଆଉ ଜଣକ ଜୀବନ; ଗଡ଼ିଲାଣି ୬ ମୁଣ୍ଡ, ଶତାଧିକ ଆକ୍ରାନ୍ତ
ବରଗଡ଼: ବରଗଡ଼ ଜିଲ୍ଲାରେ ଆତଙ୍କ ସୃଷ୍ଟି କରିଛି ସ୍କ୍ରବ୍‌ ଟାଇଫସ୍‌ । ଜଙ୍ଗଲୀ ପୋକ ପୁଣି ଜଣକ ଜୀବନ ନେଇଛି । ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ଦୁଇ ମାସରୁ ଊର୍ଦ୍ଧ୍ୱ ହେବ ଜିଲ୍ଲାର ସମସ୍ତ ୧୨ ବ୍ଲକରେ ଏହି ପୋକ ଜନିତ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି । ଅଦ୍ୟାବଧି ଜିଲ୍ଲାରେ ସ୍କ୍ରବ୍‌ ଟାଇଫସ୍‌ ୬ ଜଣଙ୍କ ଜୀବନ ନେଇସାରିଥିବା ବେଳେ ଶତାଧିକ ଆକ୍ରାନ୍ତ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ଏଭଳି ସ୍ଥିତିରେ ପ୍ରଶାସନ ପକ୍ଷରୁ କୌଣସି ସଚେତନତା କରା ନଯିବା କିମ୍ବା ଆଖିଦୃଷିଆ ପଦକ୍ଷେପ ଗ୍ରହଣ କରା ନଯିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ।

ଗତକାଲି ବରଗଡ଼ ଜିଲ୍ଲାର ପାଇକମାଳ ବ୍ଲକ ବୁକ୍ରାମୁଣ୍ଡା ପଞ୍ଚାୟତ ମହୁଲପାଲି ଗ୍ରାମର ନାରାୟଣ ଦେବତା ସ୍କ୍ରବ୍‌ ଟାଇଫସ୍‌ରେ ଆକ୍ରାନ୍ତ ହୋଇ ଜୀବନ ହାରିଛନ୍ତି। ସେ ଅନେକ ଦିନ ହେବ ଜ୍ଵରରେ ପୀଡ଼ିତ ଥିଲେ ଏବଂ ବୁକ୍ରାମୁଣ୍ଡା ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ନିଜର ଚିକିତ୍ସା କରାଇଥିଲେ । ସେଠାରେ ସ୍କ୍ରଵ୍‌ ଟାଇଫସ୍‌ ବୋଲି ପରୀକ୍ଷା ପରେ ଜଣାପଡି ନ ଥିଲା । ପରେ ଜ୍ଵର ନ ଛାଡ଼ିବାରୁ ତାଙ୍କୁ ପଦ୍ମପୁର ଏବଂ ଖେଦାପାଲି ଡାକ୍ତରଖାନାକୁ ଅଣାଯାଇଥିଲା । ସେଠାରେ ସ୍କାବ୍‌ ଟାଇଫସ୍‌ ହୋଇଥିବା ଜାଣିବାକୁ ପାଇଥିଲେ। ଜିଲ୍ଲା ସରକାରୀ ହସ୍ପିଟାଲରେ ବିଶେଷ ସୁବିଧା ନ ଥିବାରୁ ଦୁଇଦିନ ତଳେ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଥିଲେ। ଚିକିତ୍ସିତ ଅବସ୍ଥାରେ ଗତକାଲି ତାଙ୍କର ଦେହାନ୍ତ ହୋଇଯାଇଛି। ସେ ରାଜବୋଡ଼ାସମ୍ବର କୃଷକ ସଂଗଠନ ବୁକ୍ରାମୁଣ୍ଡା ପଞ୍ଚାୟତର କୋଷାଧ୍ୟକ୍ଷ ଥିଲେ ।

ସୁନ୍ଦରଗଡ଼ରେ ଆଉ ୬ ନୂଆ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୩୬୧କୁ ବୃଦ୍ଧି
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବେକାବୁ ସ୍କ୍ରବ ଟାଇଫସ । ୨୪ ଘଣ୍ଟାରେ ପୁଣି ୬ ଆକ୍ରାନ୍ତ ଚିହ୍ନଟ। ୪୩ଟି ରକ୍ତ ନମୁନା ପରୀକ୍ଷାରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୧କୁ ବୃଦ୍ଧି ପାଇଛି । ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯଥେଷ୍ଟ ଔଷଧ ମହଜୁଦ ରହିଛି। ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଥିବା ନେଇ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କାହ୍ନୁଚରଣ ନାୟକ କହିଛନ୍ତି ।

ତେବେ ସ୍କ୍ରବ ଟାଇଫସରେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

ରାଜ୍ୟରେ ୨ ହଜାରରୁ ଉର୍ଦ୍ଧ୍ବ ଲୋକ ସ୍କ୍ରବ୍ ଟାଇଫସ୍‌ରେ ଆକ୍ରାନ୍ତ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର: ରାଜ୍ୟରେ ସ୍କ୍ରବ୍ ଟାଇଫସ୍ ସଂକ୍ରମଣ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।  ସେ କହିଛନ୍ତି, ଏବେ ସୁଦ୍ଧା ସ୍କ୍ରବ୍ ଟାଇଫସ୍‌ରେ ୨ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି । ୨୦ ହଜାରରୁ ଅଧିକ ଟେଷ୍ଟ ହୋଇଛି । କେନ୍ଦ୍ରୀୟ ଟିମ୍ ଓଡିଶା ଗସ୍ତରେ ଆସି ୪ଟି ଜିଲ୍ଲାରେ ଅନୁଧ୍ୟାନ କରି ଫେରିଛନ୍ତି । ଓଡିଶା ସରକାରଙ୍କ ପଦକ୍ଷେପରେ ସନ୍ତୋଷ ପ୍ରକାଶ କରିଛନ୍ତି । ସ୍କ୍ରବ୍ ଟାଇଫସ୍ ହେଲେ ଜ୍ୱର ହେବା ସହ ପୋକ କାମୁଡିଥିବା ସ୍ଥାନରେ ଘା’ ସୃଷ୍ଟି ହୋଇଥାଏ । ଏଥିପାଇଁ କେଉଁ ମେଡିସିନ ରୋଗୀଙ୍କୁ ଦିଆଯିବ ତାହା ମଧ୍ୟ ନିର୍ଦ୍ଧାରିତ କରାଯାଇଛି ।

ସୂଚନା ଅନୁଯାୟୀ, ସୁନ୍ଦରଗଡ଼ରେ ୨୪ ଘଣ୍ଟାରେ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦୮ ନମୁନା ପରୀକ୍ଷାରୁ ୨୫ଜଣଙ୍କ ପଜିଟିଭ ରିପୋର୍ଟ ଆସିଛି। ଏଥିସହ କେବଳ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୫ କୁ ବୃଦ୍ଧି ହୋଇଛି।

ସ୍କ୍ରବ୍ ଟାଇଫସ ସ୍ଥିତି ସମୀକ୍ଷା ପାଇଁ ସୁନ୍ଦରଗଡ଼ରେ ୬ ଜଣିଆ କେନ୍ଦ୍ରୀୟ ସ୍ବାସ୍ଥ୍ୟ ବିଭାଗ ଟିମ୍
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ୬ ଜଣିଆ କେନ୍ଦ୍ରୀୟ ସ୍ବାସ୍ଥ୍ୟ ବିଭାଗ ଟିମ । ସ୍କ୍ରବ ଟାଇଫସ ସ୍ଥିତି ସମୀକ୍ଷା ପାଇଁ ସୁନ୍ଦରଗଡ଼ ଆସିଲେ ଜାତୀୟ ସ୍ବାସ୍ଥ୍ୟ ମିଶନର ଛଅ ଜଣିଆ ଟିମ । ଜିଲ୍ଲାରେ ସ୍କ୍ରବ ଟାଇଫସ ସ୍ଥିତି ସମ୍ପର୍କରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଆଲୋଚନା କରୁଛନ୍ତି କେନ୍ଦ୍ରୀୟ ଟିମ୍ । ଛଅ ଜଣିଆ ଟିମରେ ୪ ଜଣ କେନ୍ଦ୍ରରୁ ଏବଂ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ୨ ଜଣ ଅଧିକାରୀ ସାମିଲ । ସିଡିଏମଓଙ୍କ କାର୍ଯ୍ୟାଳୟ କନଫରେନସ ହଲରେ ଚାଲିଛି ସମୀକ୍ଷା ।

ସୁନ୍ଦରଗଡ଼ରେ ଆଉ ୧୩ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ, ପଜିଟିଭ ସଂଖ୍ୟା ୨୬୩କୁ ବୃଦ୍ଧି
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩ ନୂଆ ସ୍କ୍ରବ୍ ଟାଇଫସ୍‌ ଆକ୍ରାନ୍ତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୬୩କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ଭାବେ ICUରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏହି ରୋଗ ଏକ ନିର୍ଦ୍ଦିଷ୍ଟ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି। ଲକ୍ଷଣ ଜଣା ପଡ଼ିଲେ ଡାକ୍ତର ପରାମର୍ଶ ନେବା ପାଇଁ CDMO ପରାମର୍ଶ ଦେଇଛନ୍ତି ।

ସୁନ୍ଦରଗଡ଼ରେ ପୁଣି ୧୪ ନୂଆ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୪୪କୁ ବୃଦ୍ଧି
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୪୮ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୪ ନୂଆ ସ୍କ୍ରବ୍ ଟାଇଫସ୍‌ ଆକ୍ରାନ୍ତ । ୮୬ଟି ରକ୍ତ ନମୁନା ମଧ୍ୟରୁ ୧୪ଟି ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୪୪କୁ ବୃଦ୍ଧି ପାଇଛି । ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ଭାବେ ICUରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏହି ରୋଗ ଏକ ନିର୍ଦ୍ଦିଷ୍ଟ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି। ଲକ୍ଷଣ ଜଣା ପଡ଼ିଲେ ଡାକ୍ତର ପରାମର୍ଶ ନେବା ପାଇଁ CDMO ପରାମର୍ଶ ଦେଇଛନ୍ତି ।

ଦିନକୁ ଦିନ ବେକାବୁ ହେଉଛି ସ୍କ୍ରବ ଟାଇଫସ, ସୁନ୍ଦରଗଡ଼ରେ ଆଉ ୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ କାୟା ମେକାଉଛି ସ୍କ୍ରବ ଟାଇଫସ । ୨୪ ଘଣ୍ଟା ମଧ୍ୟରେ ପୁଣି ୯ ଜଣ ଆକ୍ରାନ୍ତ ଚିହ୍ନଟ। ୪୯ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପରେ ୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୦କୁ ବୃଦ୍ଧି । ପୂର୍ବରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ICUରେ ଚିକିତ୍ସାଧୀନ ଅଛନ୍ତି । ଯଥେଷ୍ଟ ଔଷଧ ମହଜୁଦ ରହିଛି । ଭୟ କରିବାର କିଛି ନାହିଁ। ଲକ୍ଷଣ ଜଣା ପଡ଼ିଲେ ଡାକ୍ତର ପରାମର୍ଶ ନେବା ପାଇଁ CDMOଙ୍କ ପରାମର୍ଶ ଦେଇଛନ୍ତି ।

ସେହିପରି ଗତକାଲି ବଲାଙ୍ଗୀର ଜିଲ୍ଲାରେ ଗତ ଦୁଇମାସ ଭିତରେ ମୋଟ୍ ୩୩୭ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟରେ ସର୍ବାଧିକ। ଗତ ଅଗଷ୍ଟ ମାସରେ ୧୭୨ ଓ ସେପ୍ଟେମ୍ବର ମାସରେ ଏଯାଏ ୧୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଭାରପ୍ରାପ୍ତ ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ କୁବେର ଚନ୍ଦ୍ର ମହନ୍ତ ସୂଚନା ଦେଇଥିଲେ। ସେ କହିଛନ୍ତି ଯେ ଏହା ଏକ ବର୍ଷାକାଳୀନ ରୋଗ। ଆଗରୁ ଏହା ଥିଲା। ପୁଣି ଏହି ରୋଗ ଫେରିଛି। ଏଥିଲାଗି ଭୟଭୀତ ନ ହୋଇ ବରଂ ଡାକ୍ତରଙ୍କ ପରାମର୍ଶ ନେଇ ଚିକିତ୍ସା ନିଅନ୍ତୁ।

ସୁନ୍ଦରଗଡ଼ରେ ଆଉ ୧୦ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ, ପଜିଟିଭ ସଂଖ୍ୟା ୨୨୧କୁ ବୃଦ୍ଧି
ସୁନ୍ଦରଗଡ଼: ଚିନ୍ତା ବଢ଼ାଇଲାଣି ସ୍କ୍ରବ ଟାଇଫସ । ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୦ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫୧ ଜଣଙ୍କ ରକ୍ତ ନମୁନା ମଧ୍ୟରୁ ୧୦ ପଜିଟିଭ ଚିହ୍ନଟ। ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୧କୁ ବୃଦ୍ଧି ହୋଇଛି । ପୂର୍ବରୁ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ICUରେ ଚିକିତ୍ସାଧୀନ ଅଛନ୍ତି।

ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ପଦକ୍ଷେପ ନିଆ ଯାଉଥିବା ନେଇ ସିଡିଏମଓ ସୂଚନା ଦେଇଛନ୍ତି । ତେବେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାକୁ ଲାଗିଥିବା ବେଳେ ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ବିଭାଗ ପାଇଁ ଚିନ୍ତା ବଢାଇଛି। ଅନ୍ୟପଟେ ଆଶା, ଅଙ୍ଗନବାଡ଼ି କର୍ମୀଙ୍କ ଜରିଆରେ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ବ୍ୟାପକ ପରୀକ୍ଷା କରାଯାଉଥିବା, କୌଣସି ବ୍ୟକ୍ତିଙ୍କଠାରେ ଏହି ରୋଗର ଲକ୍ଷଣ ଦେଖାଗଲେ, ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ପାଇଁ CDMO ପରାମର୍ଶ ଦେଇଛନ୍ତି । ଆବଶ୍ୟକ ପଡ଼ିଲେ, ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଥିବା ଡାକ୍ତରଖାନା ସୂତ୍ରରୁ ପ୍ରକାଶ ପାଇଛି। ଯଥେଷ୍ଟ ଔଷଧ ମହଜୁଦ ରହିଛି । ଭୟ କରିବାର କିଛି ନାହିଁ ବୋଲି କହିଛନ୍ତି ସିଡିଏମଓ ।

ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୦ ନୂଆ ଆକ୍ରାନ୍ତ
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୯୩କୁ ବୃଦ୍ଧି ପାଇଛି । ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ମହଜୁଦ ଥିବା ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଏହାସହ ଲୋକଙ୍କୁ ସଚେତନ କରାଯିବା ସହ ଟେଷ୍ଟିଂ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ହୋଇରହିଛନ୍ତି । ସେହିଭଳି ଜିଲ୍ଲପାଳଙ୍କ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାର ସମସ୍ତ ଏଏନଏମ , ପିଏସଚସି ଓ ସିଏଚସି ଏବଂ ଜିଲ୍ଲା ମୁଖ୍ୟଚିକିତ୍ସାଳୟର ସ୍ଥିତିକୁ ନଜରରେ ରଖି ତ୍ୱରିତ ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।

ଚିନ୍ତା ବଢ଼ାଉଛି ସ୍କ୍ରବ୍ ଟାଇଫସ, ସୁନ୍ଦରଗଡ଼ରୁ ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବଢ଼ୁଛି ସ୍କ୍ରବ ଟାଇଫ୍‌ସ। ଆଜି ପୁଣି ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏଥିସହ ସଂଖ୍ୟା ୧୮୦ରେ ପହଞ୍ଚିଛି। ୫୪ଟି ନମୁନା ମଧ୍ୟରୁ ୧୧ ସ୍କ୍ରବ ଟାଇଫସ୍ ଚିହ୍ନଟ ହେବା ସ୍ବାସ୍ଥ୍ୟ ବିଭାଗକୁ ଚିନ୍ତାରେ ପକାଇଛି। ୧୪ ତାରିଖରେ ଜିଲ୍ଲାରେ ରାଜ୍ୟର ସର୍ବାଧିକ ୩୦ ଜଣ ଚିହ୍ନଟ ହୋଇଥିବାବେଳେ ୧୫ ତାରିଖରେ ୭ ଚିହ୍ନଟ ହୋଇଥିଲେ।

ଅନ୍ୟପଟେ ଆଶା, ଅଙ୍ଗନବାଡ଼ିକର୍ମୀଙ୍କ ଜରିଆରେ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ବ୍ୟାପକ ପରୀକ୍ଷା କରାଯାଉଛି। କୌଣସି ବ୍ୟକ୍ତିଙ୍କଠାରେ ଏହି ରୋଗର ଲକ୍ଷଣ ଦେଖାଗଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଇଛି। ଆବଶ୍ୟକ ପଡ଼ିଲେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଛି।

ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ସଂକ୍ରମଣ ଆରମ୍ଭ ହୋଇଥାଏ ଏହି ସ୍କ୍ରବ୍ ଟାଇଫ୍‌ସ। ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସର୍ବସାଧାରଣ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଛି । ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହେଉଛନ୍ତି। ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଶରୀରରେ ତୀବ୍ର ଜ୍ବର ସାଙ୍ଗକୁ ମୁଣ୍ଡ ବୁଲାଇବା, ମାଂସପେଶୀ ଦରଜ ହୋଇଥାଏ। କୀଟ କାମୁଡ଼ିଥିବା ସ୍ଥାନର ଚର୍ମ କୁଣ୍ଡେଇ ହେବା ସହ କିଛି ସମୟ ପ‌ରେ କଳା ପଡ଼ିଯାଏ। ପରେ ପରେ ରୋଗୀ ଜ୍ବରରେ ପଡ଼େ। ଲକ୍ଷଣ ପ୍ରକାଶ ପାଇବା କ୍ଷଣି ଠିକ ସମୟରେ ପରୀକ୍ଷା କରି ଚିକିତ୍ସା କରାଗଲେ ରୋଗୀଙ୍କ ଜୀବନ ବିପଦମୁକ୍ତ ହୋଇଥାଏ ବୋଲି କହିଛନ୍ତି ଡାକ୍ତର।

ଚିନ୍ତା ବଢ଼ାଉଛି ସ୍କ୍ରବ୍ ଟାଇଫସ, ୨୪ ଘଣ୍ଟାରେ ସୁନ୍ଦରଗଡ଼ରେ ଆଉ ୭ ଜଣ ଆକ୍ରାନ୍ତ ଚିହ୍ନଟ
ସୁନ୍ଦରଗଡ଼: ଦିନକୁ ଦିନ ଚିନ୍ତା ବଢ଼ାଉଛି ସ୍କ୍ରବ୍ ଟାଇଫସ । ସୁନ୍ଦରଗଡ଼ ଜିଲ୍ଲାରେ ୨୪ ଘଣ୍ଟାରେ ପୁଣି ୭ ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯କୁ ଛୁଇଁଛି । ସ୍କ୍ରବ ଟାଇଫସରେ ବର୍ତ୍ତମାନ ସୁଦ୍ଧା ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି ।

ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି ଯେ, ଆକ୍ରାନ୍ତଙ୍କ ପାଇଁ ମହଜୁଦ ରହିଛି ଔଷଧ, ପ୍ରସ୍ତୁତ ଅଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଦଳ। ଲୋକଙ୍କୁ ଜ୍ୱର, ମୁଣ୍ଡ ବିନ୍ଧା ଓ ଛାତି ଦରଜ ହେଉଥିବା ଲକ୍ଷଣ ଦେଖାଯାଉଛି। ଏଥିସହିତ ଲୋକଙ୍କୁ ସଚେତନ କରିବା ପାଇଁ ଆଶା କର୍ମୀ ଓ ANM ମାନଙ୍କୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି।

ସୂଚନାଯୋଗ୍ୟ, ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ୱାରା ଲୋକଙ୍କ ଶରୀରରେ ଏହି ସଂକ୍ରମଣ ଆରମ୍ଭ ହୋଇଥାଏ । ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସାଧାରଣତତଃ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଥାଏ । ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହୋଇଥାନ୍ତି ।

ଚିନ୍ତା ବଢ଼ାଉଛି ମଙ୍କିପକ୍ସ, ସ୍କ୍ରବ୍‌ ଥାଇପସ୍‌ ଓ ଟମାଟୋ ଫ୍ଲୁ
ନୂଆଦିଲ୍ଲୀ: ପ୍ରାୟ ଦୁଇ ବର୍ଷରୁ ଅଧିକ ସମୟ ଧରି କରୋନା ମହାମାରୀ ସାରା ବିଶ୍ବରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଆସିଥିଲା ବେଳେ ଏବେ ମଧ୍ୟ ଏହାର ପ୍ରାଦୁର୍ଭାବ ଅନେକ ରାଷ୍ଟ୍ରରେ ଜାରି ରହିଛି। ଚୀନ୍‌, ଦକ୍ଷିଣ କୋରିଆ ଭଳି ରାଷ୍ଟ୍ରମାନଙ୍କରେ ଏବେ ମଧ୍ୟ ସ୍ଥିତି ଗମ୍ଭୀର ରହିଛି। କିନ୍ତୁ ଏହା ମଧ୍ୟରେ ଆଉ କିଛି ଭୂତାଣୁକୁ ନେଇ ବିଶ୍ବର ବିଭିନ୍ନ ଭାଗରେ ଚିନ୍ତା ଦ୍ବିଗୁଣିତ ହୋଇଛି।

ମଙ୍କିପକ୍ସ, ସ୍କ୍ରବ୍‌ ଥାଇପସ୍‌ ଏବଂ ଟୋମାଟୋ ଫିଭର ଭଳି ଜ୍ବର ଭାରତ ସମେତ ଅନେକ ରାଷ୍ଟ୍ରରେ ସମସ୍ୟା ବଢାଇବାରେ ଲାଗିଛି। ମଙ୍କିପକ୍ସ ବର୍ତ୍ତମାନ ୧୧ ଟି ରାଷ୍ଟ୍ରରେ ସଂକ୍ରମଣ ବଢାଇଥିବା ବେଳେ ଟୋମାଟୋ ଫିଭର ଏବଂ ସ୍କ୍ରବ ଥାଇପସ୍‌ ଏବେ ଭାରତରେ ଚିନ୍ତାର କାରଣ ହୋଇଛି। କେରଳରେ ଏବେ ଛୋଟ ପିଲାଙ୍କ ନିକଟରେ ଟୋମାଟୋ ଫିଭର ଦେଖାଯାଇଛି। ଏହି ଭୂତାଣୁ ଦ୍ବାରା ବର୍ତ୍ତମାନ ସୁଦ୍ଧା ୮୦ ରୁ ଅଧିକ ୫ ବର୍ଷରୁ କମ୍‌ ବୟସ୍କ ଶିଶୁ ଆକ୍ରାନ୍ତ ହୋଇଛନ୍ତି। ଏହି ଭୂତାଣୁ ଦ୍ବାରା ଆକ୍ରାନ୍ତ ହେବା ଦ୍ବାରା ଜ୍ବର ଏବଂ ପ୍ରବଳ ମୁଣ୍ଡ ବିନ୍ଧା ହୋଇଥାଏ। ବେଳେ ବେଳେ ଜ୍ବର ମଧ୍ୟ ଜଣାପଡ଼ି ନଥାଏ। ତେବେ ଶିଶଙ୍କୁ ଏହି ଭୂତାଣୁ ସର୍ବାଧିକ ଆକ୍ରନ୍ତ କରୁଥିବାରୁ ଏହା ଚିନ୍ତାଜନକ ହୋଇପଡ଼ିଛି। ସେହିପରି ପଶ୍ଚିମବଙ୍ଗରେ ସ୍କ୍ରବ ଥାଇପସ୍‌ ରୋଗ କେତେକ ଜିଲ୍ଲାରେ ଚିନ୍ତା ବଢାଇଛି। ଭାରତରେ ଏବେ ମଙ୍କିପକ୍ସରେ କେହି ଆକ୍ରାନ୍ତ ହେବା ଜଣାପଡ଼ି ନଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ୨୦ ଟି ରାଷ୍ଟ୍ରରେ ୨୦୦ଟି ମାମଲା ଚିହ୍ନଟ ହୋଇଥିବା ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି।

ଇରାକରେ ବଢୁଛି ସିସିଏଚଏଫ ଜ୍ବର, ୧୯ ଜଣଙ୍କ ମୃତ୍ୟୁ

ପଶୁଙ୍କ ଠାରୁ ମଣିଷକୁ ସଂକ୍ରମିତ ହେଉଥିବା ‘ କ୍ରମିଆନ-କଙ୍ଗୋ ହାମୋରେଜିକ୍‌ ଫିଭର’(ସିସିଏଚଏଫ) ଏବେ ଇରାକରେ ବ୍ୟାପିବାରେ ଲାଗିଛି। ଏହି ଜ୍ବର ହେବାରେ କିଛି ଦିନ ପରେ ନାକରୁ ଭୀଷଣ ରକ୍ତ ବାହାରି ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଚଳିତ ବର୍ଷ ପ୍ରାରମ୍ଭରୁ ଇରାକରେ ଏଭଳି ଜ୍ବର ଦେଖାଯାଇଥିଲା ବେଳେ ଏବେ ଏହା ଇରାକରେ ବିଭିନ୍ନ ସହରରେ ଦେଖାଯାଇଛି।

ବର୍ତ୍ତମାନ ସୁଦ୍ଧା ଏହି ଜ୍ବରରେ ୧୯ ଜଣଙ୍କ ମୃତ୍ୟୁ ହୋଇସାରିଥିବା ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ‘ହୁ’ ସୂଚନା ଅନୁସାରେ ଏହା ଏକ ଭୂତାଣୁଜନିତ ରୋଗ ଏବଂ ଏପର୍ଯ୍ୟନ୍ତ ଏହି ଭୂତାଣୁ ପାଇଁ ଟିକା ପ୍ରସ୍ତୁତ ହୋଇପାରି ନାହିଁ। ଇରାକ୍‌ରେ ପ୍ରଥମେ ଗାଇକୁ କୀଟନାଶକ ସିଞ୍ଚନ କରିବା ପରେ ଜଣେ ସ୍ୱାସ୍ଥ୍ୟକର୍ମୀ ଏହି ଭୂତାଣୁ ଦ୍ବାରା ସଂକ୍ରମିତ ହୋଇଥିଲେ। ଏହି ଘଟଣା ପରେ ଇରାକର ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ କର୍ମୀମାନେ ସୁରକ୍ଷା ପୋଷାକ ପିନ୍ଧି କାମ କରିବାକୁ ବାଧ୍ୟ ହୋଇଛନ୍ତି। ଏହି ଭୂତାଣୁ ପଶୁମାନଙ୍କଠାରୁ ମଣିଷକୁ ଶୀଘ୍ର ବ୍ୟାପୁଥିବା ସେଠାକାର ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ କହୁଛନ୍ତି।