naveen met modi - The Sakala

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ ୩୦ ମିନିଟ୍ ହେଲା ଆଲୋଚନା
ନୂଆଦିଲ୍ଲୀ : ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ପ୍ରାୟ ଅଧ ଘଣ୍ଟାରୁ ଅଧିକ ସମୟ ଧରି ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି । ରାଜ୍ୟର ସ୍ୱାର୍ଥ ସମ୍ଭଳିତ ପ୍ରସଙ୍ଗକୁ ମୋଦିଙ୍କ ନିକଟରେ ଉତଥାପନ କରିଛନ୍ତି ନବୀନ ।

The Chief Minister of Odisha Shri Naveen Patnaik called on PM @narendramodi. @Naveen_Odisha pic.twitter.com/WTJ8xpcZII

— PMO India (@PMOIndia) May 30, 2022

ମୋଦୀଙ୍କୁ ଭେଟିବା ପରେ ନବୀନ କହିଛନ୍ତି ଯେ କୋଭିଡ ମହାମାରୀ ପରେ ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା । ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଥିବାବେଳେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରାଜ୍ୟର କିଛି ବାକିଥିବା କେନ୍ଦ୍ରୀୟ ଅନୁଦାନ ବିଷୟରେ ମଧ୍ୟ ଅବଗତ କରାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ।

Chief Minister of Odisha Naveen Patnaik called on PM Narendra Modi in Delhi.

(Pics: PMO's Twitter account) pic.twitter.com/bEoykb9LBu

— ANI (@ANI) May 30, 2022

ସେପଟେ ଆସନ୍ତା ଜୁଲାଇ ମାସରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବାବେଳେ ଦୁଇ ନେତାଙ୍କ ମଧ୍ୟରେ ଏ ପ୍ରସଙ୍ଗ ଆଲୋଚନା ହେବାନେଇ ଚର୍ଚ୍ଚା ହେଉଥିବା ବେଳେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ କୌଣସି ଆଲୋଚନା ହୋଇନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଗଣମାଧ୍ୟମକୁ କହିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ସହ ୩୦ ମିନିଟ ଆଲୋଚନା କରିବା ପରେ ୬ଟା ୩୦ରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।