Nomination - The Sakala

ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ଲାଗି ନାମାଙ୍କନ ଭରିଲେ ଦୁଇ ବିଜେପି ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ କୁମାର । ଦଳର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଉଭୟ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ସେହିପରି ସ୍ଵାଧୀନ ପ୍ରାର୍ଥୀ ଭାବେ ବରିଷ୍ଠ ନେତା ଦିଲ୍ଲୀପ ରାୟ ନାମାଙ୍କନ ଭରିଛନ୍ତି।

ଆଜି ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଥିବାରୁ ସକାଳେ ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ କମନ କ୍ୟାଣ୍ଡିଡେଟ୍‌ ଡ. ଦତ୍ତେଶ୍ୱର ହୋତା ମଧ୍ୟ ନାମାଙ୍କନ ଦାଖଲ କରିଛନ୍ତି । ଆଉ ଏବେ ବିଜେପିର ଦୁଇ ପ୍ରାର୍ଥୀ ମନମୋହନ ସାମଲ ଏବଂ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ରାଜ୍ୟସଭା ୪ର୍ଥ ଆସନ ପାଇଁ ବିଜେଡି ଓ କଂଗ୍ରେସ ସମର୍ଥନରେ ଡ. ଦତ୍ତେଶ୍ୱର ହୋତା ନିର୍ବାଚନ ଲଢୁଥିବାବେଳେ ସ୍ଵାଧୀନ ପ୍ରାର୍ଥୀ ଭାବେ ଦିଲ୍ଲୀପ ରାୟଙ୍କୁ ବିଜେପି ସମର୍ଥନ ଦେବ ବୋଲି ସୂଚନା ମିଳିଛି । ତେବେ ନାମାଙ୍କନ ଦାଖଲ ପରେ ୨୦୦୨ ପରି ଜିତାପଟ ହାସଲ କରିବି ବୋଲି କହିଛନ୍ତି ଦିଲ୍ଲୀପ ।

ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ
ଭୁବନେଶ୍ୱର: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାର ଶେଷ ତାରିଖ । ଏହି ପରିପ୍ରେକ୍ଷୀରେ ରାଜ୍ୟସଭା ପାଇଁ ଓଡିଶାରୁ ଖାଲି ହେଉଥିବା ୪ ଆସନ ପାଇଁ ଆଜି ନାମାଙ୍କନ ଭରିବେ ୫ ପ୍ରାର୍ଥୀ । ପ୍ରଥମ ଓ ଦ୍ଵିତୀୟ ଆସନ ପାଇଁ ମନମୋହନ ସାମଲ ଓ ସୁଜିତ କୁମାରଙ୍କୁ ବିଜେପି ପ୍ରାର୍ଥୀ କରିଥିବାବେଳେ ତୃତୀୟ ଆସନ ପାଇଁ ବିଜେଡିର ସଂତୃପ୍ତ ମିଶ୍ର ପ୍ରାର୍ଥୀ ହୋଇଛନ୍ତି। ତେବେ ଚତୁର୍ଥ ଆସନ ପାଇଁ ଡାକ୍ତର ଦତ୍ତେଶ୍ଵର ହୋତା ଓ ଦିଲ୍ଲୀପ ରାୟ ପ୍ରାର୍ଥୀ ହୋଇଛନ୍ତି । ଚତୁର୍ଥ ଆସନରେ ବିଜେଡି କମନ୍ କ୍ୟାଣ୍ଡେଟ୍ ଭାବେ ଦତ୍ତ୍ବେଶ୍ବର ହୋତାଙ୍କ ନାଁ ଘୋଷଣା କରିଥିବାବେଳେ ସମର୍ଥନ ଘୋଷଣା କରିଛି କଂଗ୍ରେସ। ଅନ୍ୟପଟେ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ ସମର୍ଥନ କରିଛି ବିଜେପି ।

ନୂଆପଡା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ଜୟ ଢୋଲକିଆଙ୍କ ନାଁ ଘୋଷଣା କଲା ବିଜେପି
ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ସବୁ ଅପେକ୍ଷାର ଅନ୍ତ ଘଟାଇ ଜୟ ଢୋଲକିଆଙ୍କୁ ବିଜେପି ପ୍ରାର୍ଥୀ କରିଛି। ଏନେଇ ବୁଧବାର ବିଧିବଦ୍ଧ ଭାବେ ଜୟଙ୍କ ନାଁ ଭାଜପା ଘୋଷଣା କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୟ ଢୋଲକିଆ ନାମାଙ୍କନ ଭରିବେ ବୋଲି ସୂଚନା ମିଳିଛି।

ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ଭୁବନେଶ୍ୱର ସାଂସଦ ପ୍ରାର୍ଥୀ କ୍ୟାପଟେନ ମନ୍ମଥ ରାଉତରାୟ
ଭୁବନେଶ୍ୱର: ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ କ୍ୟାପଟେନ ମନଥ ରାଉତରାୟ ପ୍ରାର୍ଥୀ ପତ୍ର ଦଖଲ କଲେ। ତାଙ୍କ ସହିତ ଭୁବନେଶ୍ୱର ମେୟର, ଜିଲ୍ଲା ବିଜେଡି ସଭାପତିଙ୍କ ସହ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଅଛନ୍ତି।  ଦୌଡ଼ି ଦୌଡ଼ି ଅଭିଯାନ ଆରମ୍ଭ କରିଥିଲେ ମନ୍ମଥ ରାଉତରାୟ । ରାସ୍ତା ଦୁଇ ପାର୍ଶ୍ବରେ ଲୋକମାନେ ଶୁଭେଚ୍ଛା ଓ ସମର୍ଥନ ଜଣାଇଛନ୍ତି । ଅନ୍ୟପଟେ ସବୁଥର ନିଜେ ପ୍ରାର୍ଥିପତ୍ର ଦାଖଲ କରୁଥିବା ସୁରେଶ ଏଥର କିନ୍ତୁ ନିଜ ପୁଅ ପାଇଁ ପ୍ରସ୍ତୁତିରେ ଲାଗିପଡ଼ିଥିଲେ। ସୁସଜ୍ଜିତ ବଳଦ ଯୋଚା ହୋଇଥିବା ଶଗଡ଼, ପାଇକ ନୃତ୍ୟ , ଢୋଲ ମହୁରୀ ଶଙ୍ଖ ଆଦି ନେଇ ବାହାରିଥିଲେ ଖୋର୍ଦ୍ଧା ଜିଲ୍ଲାପାଳ ଅଫିସ ।

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିଟିଲାଗଡ ଉପଜିଲ୍ଲପାଳ କାର୍ଯ୍ୟାଳୟରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବରେ ସେ ଆଜି ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ଏହି ଆସନରୁ ସେ ପ୍ରଥମଥର ଭାବେ ତାଙ୍କର ନାମାଙ୍କନ ଭରିଛନ୍ତି। ଏହି ସମୟରେ ଭିକେ ପାଣ୍ଡିଆନ, ଅନଙ୍ଗ ଉଦୟ ସିଂଦେଓ, ବଲାଙ୍ଗୀର ବିଧାନସଭା ପ୍ରାର୍ଥୀ କଳିକେଶ ସିଂଦେଓ, ଟିଟିଲାଗଡ ବିଧାନସଭା ପ୍ରାର୍ଥୀ ଟୁକୁନି ସାହୁ ଉପସ୍ଥିତ ରହିଛନ୍ତି।

ରାଜ୍ୟସଭା ନିର୍ବାଚନ: ଆଜି ନାମାଙ୍କନ ଦାଖଲ କରିବେ ବିଜେଡିର ୪ ପ୍ରାର୍ଥୀ
ଭୁବନେଶ୍ୱର: ବିଜେଡି ପକ୍ଷରୁ ମନୋନୀତ ହୋଇଥିବା ୪ ଜଣ ରାଜ୍ୟସଭା ପ୍ରାର୍ଥୀ ଆଜି ନିଜ ନାମାଙ୍କନ ପତ୍ର ଦାଖଲ କରିବେ। ବିଧାନସଭା ସଚିବାଳୟରେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ବିଜେଡି ସାଂସଦ ପ୍ରାର୍ଥୀ ସୁଲତା ଦେଓ, ଡ. ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ ଏବଂ ନିରଞ୍ଜନ ବିଶି ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାପଡ଼ିଛି।

ଓଡ଼ିଶାର ୩ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଲାଗି ଗତ ୨୪ ତାରିଖରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ମଇ ୩୧ ତାରିଖ ଏହାର ଶେଷ ତାରିଖ ରହିଛି। ସେହିପରି ଅନ୍ୟ ଗୋଟିଏ ଆସନ ପାଇଁ ହେବାକୁଥିବା ଉପନିର୍ବାଚନ ଲାଗି ଜୁନ୍‍ ୨ ତାରିଖ ନାମାଙ୍କନ ଶେଷ ତାରିଖ ରହିଛି। ସୁବାସ ସିଂଙ୍କ ଇସ୍ତଫା ପରେ ଖାଲି ହୋଇଥିବା ରାଜ୍ୟସଭା ଆସନର ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ପଶ୍ଚିମ ଓଡ଼ିଶାର ଆଦିବାସୀ ନେତା ନିରଞ୍ଜନ ବିଶି । ତେବେ ବିଜେଡି ପକ୍ଷରୁ ଘୋଷିତ ସମସ୍ତ ୪ ଜଣ ପ୍ରାର୍ଥୀ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବୋଲି ଜଣାପଡ଼ିଛି। ତେବେ ଉପରୋକ୍ତ ୪ ଆସନରେ ବିଜୟ ଲାଭ କରିବା ପାଇଁ ଆବଶ୍ୟକୀୟ ସଂଖ୍ୟା ଶାସକ ଦଳ ବିଜେଡି ପାଖରେ ଥିବାରୁ ନିର୍ବାଚନ ଅନୁଷ୍ଠିତ ହେବାର ଆବଶ୍ୟକତା ପଡ଼ିବ ନାହିଁ ବୋଲି କୁହାଯାଉଛି।