AnubhavMohanty - The Sakala

ବର୍ଷା-ଅନୁଭବ ବିବାହ ବିଚ୍ଛେଦ ପ୍ରସଙ୍ଗ: ସ୍ୱାମୀ ଅନୁଭବଙ୍କ ଆବେଦନ ଅନୁସାରେ ପତ୍ନୀ ବର୍ଷାଙ୍କୁ ହାଇକୋର୍ଟଙ୍କ ନୋଟିସ୍‌
କଟକ: ତାରକା-ଦମ୍ପତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ମାମଲା ହାଇକୋର୍ଟରେ ପହଞ୍ଚିଛି। ଅନୁଭବଙ୍କ ପକ୍ଷରୁ ଛାଡ଼ପତ୍ର ପାଇଁ ହୋଇଥିବା ଆବେଦନକୁ ଗତ ସେପ୍ଟେମ୍ବର ୨୨ ତାରିଖରେ କଟକ ପରିବାର ଅଦାଲତ ଖାରଜ କରିଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ତଳ କୋର୍ଟର ରାୟ ବିରୁଦ୍ଧରେ ଅନୁଭବଙ୍କ ଆବେଦନକୁ ଗ୍ରହଣ କରିଛନ୍ତି ହାଇକୋର୍ଟ।  ପ୍ରତିପକ୍ଷ ବର୍ଷାଙ୍କୁ ନୋଟିସ୍ ହୋଇଛି। ପରିବାର ଅଦାଲତକୁ ମଧ୍ୟ ରେକର୍ଡ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନଭେମ୍ବର ୯ ତାରିଖରେ ମାମଲାର ପରବର୍ତ୍ତି ଶୁଣାଣୀ ହେବ।

ସୂଚନାଯୋଗ୍ୟ, ବର୍ଷାଙ୍କ ପକ୍ଷରୁ ପତି-ପତ୍ନୀ ହୋଇ ଏକତ୍ର ରହିବା ପାଇଁ ପରିବାର ଅଦାଲତରେ ହୋଇଥିବା ଆବେଦନ ମଧ୍ୟ ଖାରଜ ହୋଇଯାଇଥିଲା। ଗତ ଜୁଲାଇ ୧୩ରେ ଛାଡ଼ପତ୍ର ମାମଲାର ଶୁଣାଣି ୩ମାସ ମଧ୍ୟରେ ଶେଷ କରିବା ପାଇଁ ପରିବାର ଅଦାଲତକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏଣୁ ପରିବାର ଅଦାଲତ ଗତ ସେପ୍ଟେମ୍ବର ୨୨ରେ ମାମଲାରେ ପୂର୍ଣ୍ଣଚ୍ଛେଦ ପକାଇଥିଲେ।

କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷାଙ୍କ ଆକାଉଣ୍ଟକୁ ୩୦ହଜାର ଟଙ୍କା ପଠାଇଲେ ଅନୁଭବ
କଟକ: କଟକ ଏସଡିଜେଏମ ଅଦାଲତଙ୍କ ନିର୍ଦ୍ଦେଶ କ୍ରମେ ସାଂସଦ ଅନୁଭବ ମହାନ୍ତି, ଆଜି ବର୍ଷାଙ୍କ ଆକାଉଣ୍ଟକୁ  ୩୦ ହଜାର ଟଙ୍କା ପଠାଇଛନ୍ତି। ଗତକାଲି କଟକ ଏସଡିଜେଏମ୍‌ କୋର୍ଟ ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁଭବଙ୍କ ପୈତୃକ ଘର ଛାଡିବାକୁ ନିର୍ଦେଶ ଦେଇଥିଲେ। ଏହାସହିତ ବର୍ଷାଙ୍କ ବିକଳ୍ପ ରହଣି ପାଇଁ ପ୍ରତି ମାସରେ ୩୦ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ। ପ୍ରଥମ କିସ୍ତି ଦେବାର ଦୁଇ ମାସ ପରେ ଘର ଛାଡ଼ିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।

ତେବେ ଗତକାଲି କୋର୍ଟଙ୍କ ନିର୍ଦେଶ ପରେ ଆଜି ସାଂସଦ ଅନୁଭବ ମହାନ୍ତି ପତ୍ନୀ ବର୍ଷାଙ୍କ ଆକାଉଣ୍ଟକୁ ୩୦ ହଜାର ଟଙ୍କା ପଠାଇଛନ୍ତି । ଅନୁଭବଙ୍କ ପୈତୃକ ଘର ଛାଡି ବାହାରେ ରହିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ଦେଇଥିଲେ ଅଦାଲତ । ତେବେ ବର୍ଷାଙ୍କୁ ଟଙ୍କା ପଠାଇବା ପରେ ଅନୁଭବ ଓ ତାଙ୍କ ଓକିଲ କୋର୍ଟଙ୍କୁ ଅବଗତ କରାଇଛନ୍ତି ।କୋର୍ଟରେ ହାଜର ହୋଇ ଟଙ୍କା ଜମା କରାଯାଇଥିବା ଅବଗତ କରିଛନ୍ତି ଅନୁଭବ । ପ୍ରତି ମାସ ୧୦ ତାରିଖ କିମ୍ବା ଏହାର ପୂର୍ବରୁ ବର୍ଷାଙ୍କ ଆକାଉଣ୍ଟକୁ ୩୦ ହଜାର ଟଙ୍କା ଜମା କରିବାକୁ ଗତକାଲି (ଗୁରୁବାର) ପାରିବାରିକ ବିବାଦର ଶୁଣାଣି କରି ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଅନୁଭବଙ୍କ ପିଟିସନକୁ କୋର୍ଟ ଗ୍ରହଣ କରି ଏପରି ନିର୍ଦ୍ଦେଶ ଦେଇଥିଲେ ।

ଅନୁଭବଙ୍କ ବାପାଙ୍କ ଦେହ ଅସୁସ୍ଥ ଥିବାରୁ ବର୍ଷା, ଅନୁଭବଙ୍କ ପୈତୃକ ଘରେ ନ ରହିବାକୁ କୋର୍ଟରେ ଆବେଦନ କରିଥିଲେ। ତେବେ ଦୁଇ ମାସ ମଧ୍ୟରେ ଏହି ଟଙ୍କା ଜମା କରିବା ପରେ ବର୍ଷା ଅନୁଭବଙ୍କ ପୈତୃକ ସମ୍ପତ୍ତି ଛାଡି ଅନ୍ୟତ୍ର ରହିବେ ବୋଲି କୋର୍ଟଙ୍କ ନିର୍ଦ୍ଦେଶ ରହିଛି ।ପ୍ରଥମ ମାସିକ ଟଙ୍କା ପୈଠ କରିବାର ଦୁଇ ମାସ ମଧ୍ୟରେ ବର୍ଷା ଅନୁଭବଙ୍କ ପୈତୃକ ସମ୍ପତ୍ତି ଛାଡି ଅନ୍ୟତ୍ର ରହିବେ ବୋଲି କୋର୍ଟଙ୍କ ନିର୍ଦେଶ ରହିଛି।