Olatpur - The Sakala

ଉନ୍ନୟନ କମିଶନର ଓ ୫ଟି ସଚିବଙ୍କ ଓଲଟପୁର ଗସ୍ତ: ରୋଗୀଙ୍କ ସୁବିଧା, ହଷ୍ଟେଲର ଉନ୍ନତି ଓ ହସ୍ପିଟାଲ ପାରିପାର୍ଶ୍ଵିକ ଅଞ୍ଚଳର ହେବ ବିକାଶ
ଭୁବନେଶ୍ୱର: ଓଲଟପୁର ସ୍ଥିତ NIRTAR ଅସ୍ଥି ଚିକିତ୍ସା ତଥା ଥାଇଥାନ ସମ୍ପର୍କିତ ଏକ ପ୍ରସିଦ୍ଧ ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ପ୍ରତିଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଚିକିତ୍ସା ପାଇଁ ଶହ ଶହ ରୋଗୀ ଏଠାକୁ ଆସିଥାନ୍ତି। ରୋଗୀମାନେ ଯେପରି ସୁବିଧାରେ ଏହି ପ୍ରତିଷ୍ଠାନର ସ୍ୱାସ୍ଥ୍ୟ ସେବାର ସୁଯୋଗ ପାଇପାରିବେ। ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦେଶ କ୍ରମେ ଆଜି ଉନ୍ନୟନ କମିଶନର ପ୍ରଦୀପ ଜେନା ୫ଟି ସେକ୍ରେଟାରୀ ଭି କେ ପାଣ୍ଡିଆନ ଓଲଟପୁର ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ସେମାନଙ୍କ ସହିତ ପୂର୍ତ୍ତ ବିଭାଗ ସଚିବ ବୀର ବିକ୍ରମ ଯାଦବ, କଟକ ଜିଲ୍ଲାପାଳ ଭବାନୀ ଚଇନି ଓ ପୂର୍ତ୍ତ ବିଭାଗ ର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ସ୍ଥାନୀୟ ଲୋକ ଓ ରୋଗୀ ମାନଙ୍କ ସହ ଆଲୋଚନା ପରେ ନିମ୍ନୋକ୍ତ ନିଷ୍ପତ୍ତି ନିଆଯାଇଛି। ରୋଗୀ ମାନେ ଯେପରି ସୁବିଧାରେ NIRTAR ରେ ପହଞ୍ଚି ପାରିବେ ସେଥିପାଇଁ ନିଆଳି ଅଡଶପୁର ରାସ୍ତାର ବୋଇରାଇ ଛକ ଠାରୁ ଓଲଟପୁର NIRTAR ପର୍ଯ୍ୟନ୍ତ ରାସ୍ତାକୁ ଦୁଇ ଥକିଆ କରାଯିବ। NIRTAR ହସ୍ପିଟାଲ ପାର୍ଶ୍ଵ ବର୍ତୀ ଜମି ଅଧିଗ୍ରହଣ କରି ସେ ଅଞ୍ଚଳର ବିକାଶ କରାଯିବ। ହଷ୍ଟେଲର ମଧ୍ୟ ଉନ୍ନତି କରାଯିବ। ଏହି ଗସ୍ତ ଅବସରରେ ଉନ୍ନୟନ କମିଶନର ଓ ୫ଟି ସଚିବ ହସ୍ପିଟାଲର ବିଭିନ୍ନ ୱାର୍ଡ ବୁଲି ଦେଖିବା ସହ ରୋଗୀ ମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ।