10th result - The Sakala

ମେ' ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ
ଭୁବନେଶ୍ୱର: ମେ' ମାସରେ ମାଟ୍ରିକ୍ ରେଜଲ୍ଟ । ମେ ମାସ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଶ୍ରୀକାନ୍ତ ତରାଇ । ସେ କହିଛନ୍ତି କି, ରେଜଲ୍ଟ ବାହାରିବା ପରେ ସଙ୍ଗେ ସଙ୍ଗେ ଅନ୍ଲାଇନରେ ସାର୍ଟିଫିକେଟ୍ ମିଳିବ । ଯାହାଙ୍କର ପେପର୍ ଖରାପ ଥିବ ସେମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇପାରିବେ । ଅନ୍ୟପଟେ ଆଜି ସରିବ ମାଟ୍ରିକ ପରୀକ୍ଷାର ଖାତା ଦେଖା ।

ମାର୍ଚ୍ଚ ୧୯ରୁ ଏହି ମୂଲ୍ୟାୟନ ପ୍ରକ୍ରିୟା ରାଜ୍ୟର ୩୦ଟି ଯାକ ଜିଲ୍ଲାର ୫୦ଟି ମୂଲ୍ୟାୟନ କେନ୍ଦ୍ରରେ ଚାଲିଆସୁଛି । ମାଟ୍ରିକ୍ ସହ ଆରମ୍ଭ ହୋଇଥିବା ଏସ୍ଓଏସି ଓ ମଧ୍ୟମା ଖାତା ଦେଖା ଇତି ମଧ୍ୟରେ ଶେଷ ହୋଇସାରିଥିବାର ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି ।

ମେ' ପ୍ରଥମ କିମ୍ବା ଦ୍ଵିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ: ବୋର୍ଡ ସଭାପତି
କଟକ: ସରିଲା ମାଟ୍ରିକ ପରୀକ୍ଷା। ଆସନ୍ତା ମେ ମାସରେ ବାହାରିବ ରେଜଲ୍ଟ। ମେ' ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ। ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ବୋର୍ଡ ସଭାପତିଙ୍କ ସୂଚନା ଅନୁସାରେ, ମାଟ୍ରିକ୍ OMR ଖାତା ଦେଖା ଆରମ୍ଭ ହୋଇ ସାରିଲାଣି । ଆସନ୍ତା ୧୯ରୁ ସବଜେକ୍ଟିଭ୍ ଖାତା ଦେଖା ଆରମ୍ଭ ହେବ । ମୋଟ୍ ୫୫ କେନ୍ଦ୍ରରେ ୧୫ ହଜାର ନୀରିକ୍ଷକ ନିୟୋଜିତ ହେବେ । ଫେବ୍ରୁଆରୀ ୧୯ ତାରିଖରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଥିଲା । ମାର୍ଚ୍ଚ ୨ ଅର୍ଥାତ ଆଜି ଦଶମ ପରୀକ୍ଷା ଶେଷ ହୋଇଛି । ପ୍ରାୟ ୫ ଲକ୍ଷ ୬୧ ହଜାର ୯୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ମୋଟ୍ ୩ ହଜାର ୮୨ଟି ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଥିଲା । ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଲାଗି ଅତିରିକ୍ତ ୫୦ ମିନିଟ୍ ସମୟ ଦିଆଯାଇଥିଲା ।

ଆଜି ପ୍ରକାଶ ପାଇବ ମାଟ୍ରିକ ଓ +୨ ପରୀକ୍ଷା ଫଳ
ଭୁବନେଶ୍ୱର: ଉଭୟ ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷାଫଳ ଆଜି(ରବିବାର) ପ୍ରକାଶ ପାଇବ। ପୂର୍ବାହ୍ନ ସାଢ଼େ ୧୦ଟାରେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା (ମାଟ୍ରିକ), ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇବ। ସାଢ଼େ ୧୧ଟା ସୁଦ୍ଧା ବୋର୍ଡ ୱେବସାଇଟ୍‌ bseodisha.in ରେ ଉପଲବ୍ଧ ହେବ। ଯେଉଁ ସ୍ଥାନରେ ଇଂଟରନେଟର ସୁବିଧା ନାହିଁ ସେସବୁ ସ୍ଥାନରେ ଛାତ୍ରଛାତ୍ରୀ ମାନେ ମୋବାଇଲ ମାଧ୍ୟମରେ ମେସେଜ କରି ମଧ୍ୟ ରେଜଲ୍ଟ ଜାଣିପାରିବେ । ଓଆର ୧୦ ସ୍ପେସ୍ ରୋଲ ନଂ ଟାଇପ୍ କରି ୫୬୭୬୭୫୦ ନଂକୁ ମେସେଜ କରି ପରୀକ୍ଷାଫଳ ଜାଣିପାରିବେ ଛାତ୍ରଛାତ୍ରୀ । ପରୀକ୍ଷାର୍ଥୀମାନେ ଡିଜିଟାଲ ପ୍ରମାଣପତ୍ରକୁ ବୋର୍ଡ ୱେବସାଇଟ୍ ରୁ ଅପରାହ୍ନ ୪ଟା ପରଠାରୁ ଡାଉନଲୋଡ କରିପାରିବେ।

ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍‌ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ଅପରାହ୍ନ ୩ଟାରେ ପ୍ରକାଶ ପାଇବ। www.orissaresults.nic.in ୱେବ୍‌ସାଇଟ୍‌ରେ ପରୀକ୍ଷାଫଳ ଉପଲବ୍‌ଧ ହେବ। ଛାତ୍ରଛାତ୍ରୀମାନେ ବିଦ୍ୟାଳୟର ଇ-ସ୍ପେସ୍ ଏବଂ ଡିଜିଲକର୍ ମାଧ୍ୟମରେ ମଧ୍ୟ ସେମାନଙ୍କ ଫଳାଫଳ ଦେଖି ପାରିବେ। ଚଳିତବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ।

ଆସନ୍ତା ୨୬ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ , ଅପରାହ୍ନ ୪ଟା ସୁଦ୍ଧା ମିଳିବ ଡିଜିଟାଲ ସାର୍ଟିଫିକେଟ୍‌
ଭୁବନେଶ୍ବର: ମାଟ୍ରିକ ଫଳାଫଳ ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ। ସକାଳ ସାଢ଼େ ୧୦ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ୧୧ଟା ୩୦ ସୁଦ୍ଧା bseodisha.ac.in ୱେବସାଇଟ୍‌ରେ ରେଜଲ୍ଟ ମିଳିବ। ଇଣ୍ଟରନେଟ୍‌ ସୁବିଧା ନ ଥିଲେ ୫୬୭୬୭୫୦ ଏସ୍‌ଏମ୍‌ଏସ୍‌ କରି ରେଜଲ୍ଟ ଜାଣିପାରିବେ।  ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ। ଏ ନେଇ ପ୍ରେସ୍‌ମିଟ କରି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ମେ’ ୨୯ରୁ- ଜୁନ୧୨ ତାରିଖ ମଧ୍ୟରେ ଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ।

ଖବର ଅନୁଯାୟୀ, ଚଳିତବର୍ଷ ସାରା ରାଜ୍ୟରେ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

ମାଟ୍ରିକ ପରୀକ୍ଷାଫଳ: ଭଦ୍ରକ ଜିଲ୍ଲାରେ ପାସହାର ୯୬.୩୫ ପ୍ରତିଶତ, ଏ-୧ରେ ପାସ କଲେ ୧୭୦ଜଣ ଛାତ୍ରଛାତ୍ରୀ
ଭଦ୍ରକ: ଆଜି ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ । ଭଦ୍ରକ ଜିଲ୍ଲାରେ ମୋଟ ପାସହାର ରହିଛି ୯୬.୩୫ ପ୍ରତିଶତ । ଜିଲ୍ଲାର ୩୧୮ଟି ହାଇସ୍କୁଲର ୨୦,୯୩୩ ଜଣ ନିୟମିତ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିବା ବେଳେ ୩୮୧ ଜଣ ଅନୁପସ୍ଥିତ ଥିଲେ । ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୦,୧୬୯ ଜଣ ତଥା ୯୬.୩୫ ପ୍ରତିଶତ ହାରରେ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦,୨୩୫ ଜଣ ବାଳିକା ଥିବାବେଳେ ୯,୯୩୪ ଜଣ ବାଳକ ଅଛନ୍ତି। ଏ-୧ ରେ ୧୧୭୦ ଜଣ ସ୍ଥାନ ପାଇଥିବା ବେଳେ ଏ-୨ ରେ ୯୩୧, ବି-୧ ରେ ୨୦୫୯, ବି-୨ ରେ ୩୬୭୬, ସି ରେ ୪୭୯୫, ଡି ରେ ୪୭୬୨, ଇ ରେ ୩୭୭୬ ଜଣ ପାସ କରିଛନ୍ତି।

ତେବେ ଚଳିତ ପରୀକ୍ଷାରେ ଜିଲ୍ଲାରୁ ୩୮୦ ଜଣ ଫେଲ ହୋଇଥିବା ବେଳେ ୩ ଜଣ କପି କରି ଧରା ପଡ଼ିଥିବାରୁ ତାଙ୍କର ଫଳାଫଳ ଅପ୍ରକାଶିତ ରହିଛି । ସେହିଭଳି ଜିଲ୍ଲା ଟପ୍ପରଙ୍କ ନାଁ ସରକାରୀ ଭାବେ ଘୋଷଣା ହୋଇ ନଥିବା ବେଳେ ଭଦ୍ରକ ନୂଆବଜାର ସ୍ଥିତ ମଞ୍ଜୁଳା ମଞ୍ଜରୀ ସରସ୍ୱତୀ ଶିଶୁ/ବିଦ୍ୟା ମନ୍ଦିରର ଛାତ୍ର ସୁବ୍ରତ କୁମାର ନାୟକ ସର୍ବାଧିକ ୫୭୭ ନମ୍ବର(୯୬.୧୬%) ରଖି ଜିଲ୍ଲା ଟପ୍ପର ହୋଇଥିବା ବେସରକାରୀ ଭାବେ ଜଣାଯାଇଛି ।

ବୁଧବାର ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
ଭୁବନେଶ୍ବର : ମାଟ୍ରିକ ଫଳାଫଳ ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ।  କଟକ ବୋର୍ଡ ଅଫିସରେ ଦିନ ଗୋଟାଏ ସମୟରେ ପ୍ରକାଶ ହେବ ରେଜଲ୍ଟ। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଛାତ୍ରଛାତ୍ରୀ କେଉଁ ସାଇଟ୍‌ରୁ ରେଜଲ୍ଟ ପାଇପାରିବେ ସେ ନେଇ ଆଜି ବୋର୍ଡ କର୍ତ୍ତୃପକ୍ଷ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେବେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍‌ ପରୀକ୍ଷା ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଆୟୋଜିତ ହୋଇଛି ଅଫଲାଇନ୍‌ ପରୀକ୍ଷା ।

ସୂଚନାଯୋଗ୍ୟ କିଛି ଦିନ ପୂର୍ବରୁ ରାଜ୍ୟ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ। ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍‌ ପରୀକ୍ଷା ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଆୟୋଜିତ ହୋଇଛି ଅଫଲାଇନ୍‌ ପରୀକ୍ଷା। ସୁରୁଖୁରୁାର ପରୀକ୍ଷା ସରିଥିବା ବେଳେ ଖାତାଦେଖା ଓ ଟାବୁଲେସନ୍‌ ସରି ଚୂଡ଼ାନ୍ତ ଫଳ ପ୍ରକାଶନ ପାଇଁ ପ୍ରୋସେସିଂ ଜାରି ରହିଛି । ପରୀକ୍ଷାଫଳକୁ କିପରି ସଂପୂର୍ଣ୍ଣ ନିର୍ଭୁଲ୍‌ କରାଯିବ ସେଥିପାଇଁ ସମସ୍ତ ବନ୍ଦୋବସ୍ତ ବୋର୍ଡ ପକ୍ଷରୁ କରାଯାଇଛି।

ଉଲ୍ଲେଖଯୋଗ୍ୟ ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍‌ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା।

ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାର୍ଥୀ ପାଇଁ ବଡ ଖବର । ଜୁଲାଇ ପହିଲାରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ । ମାଟ୍ରିକ ପରୀକ୍ଷାଫଳକୁ ନେଇ ପରୀକ୍ଷାର୍ଥୀ ଓ ଅଭିଭାବକ ଉତ୍କଣ୍ଠିତ ରହିଥିବା ବେଳେ ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ବଡ଼ ଘୋଷଣା କରିଛନ୍ତି। ଏନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ରେଜଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ମଧ୍ୟ ହୋଇଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ରେଜଲ୍ଟ ପ୍ରକାଶ ପାଇବାର ନିର୍ଦ୍ଧାରିତ ତାରିଖ ଘୋଷଣା ହୋଇ ନ ଥିବା ବେଳେ ଖୁବ୍‌ ଶୀଘ୍ର ଏ ସମ୍ପର୍କରେ ଜଣାଇ ଦିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ।

କରୋନା ମହାମାରୀ ଯୋଗୁ ୨ ବର୍ଷ ପରେ ଏଥର ଅଫଲାଇନ୍‌ ପରୀକ୍ଷା ଦେଇଛନ୍ତି ମାଟ୍ରିକ ଛାତ୍ରଛାତ୍ରୀ । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ରାଜ୍ୟରେ ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଦୁଇ ସପ୍ତାହରେ ଖାତାଦେଖା ସରିଛି । ପରୀକ୍ଷାର୍ଥୀଙ୍କ ମାର୍କ ଅନଲାଇନରେ ଅପଲୋଡ କରାଯାଉଥିବା ବେଳେ, SOSC ଓ ମଧ୍ୟମା ପରୀକ୍ଷାର୍ଥୀଙ୍କ ମାର୍କ ଅଫଲାଇନ ମୋଡରେ ରେକର୍ଡ କରାଯାଇଛି ।

ମାଟ୍ରିକ ଓ +୨ ପରୀକ୍ଷା ଦେଇଥିବା ଅନ୍ତେବାସୀଙ୍କ ପରୀକ୍ଷା ଫଳ ପ୍ରକାଶ
ଭୁବନେଶ୍ବର: ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ଦେଇଥିବା ଅନ୍ତେବାସୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି। ଝାରପଡା ଜେଲରେ ରହୁଥିବା ଅନ୍ତେବାସୀଙ୍କ ରେଜଲ୍ଟ ମଧ୍ଯ ପ୍ରକାଶ ପାଇଛି। ମାଟ୍ରିକ ପରୀକ୍ଷା ଦେଇଥିବା ୪୪ ଜଣଙ୍କ ମଧ୍ୟରୁ ୪୦ ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି  ଯୁକ୍ତ ୨ ପରୀକ୍ଷାରେ ୧୪ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏ ନେଇ ଝାରପଡା ଜେଲ ସୁପରି ଟେଣ୍ଡେଣ୍ଟଙ୍କ ସୂଚନା ଦେଇଛନ୍ତି।