Lord Jagannth - The Sakala

ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରାବଣ ଶୁକ୍ଳ ସପ୍ତମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

ସରିଲା ଶ୍ରୀଅଙ୍ଗ ଫିଟା ନୀତି; ଜ୍ୱରରେ ପୀଡ଼ିତ ଚତୁର୍ଦ୍ଧାମୂରତିଙ୍କ ଉପଚାର ପାଇଁ ଆଜି ଲାଗି ହେବ ଫୁଲୁରୀ ତେଲ
ପୁରୀ: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଦାରୁବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିପଡ଼ିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ତେବେ ଶନିବାର ଅଣସରର ପଞ୍ଚମ ଦିବସ। ଏହିଦିନ ଠାକୁର ବର୍ଷସାରା ଲାଗି ହୋଇଥିବା ଚନ୍ଦନ, ପାଟଡୋରୀ, ଶ୍ରୀମୁଖରେ ଥିବା କନା ଆଦି କଢାଯାଇଛି। ଏହାକୁ ଶ୍ରୀଅଙ୍ଗ ଫିଟା ନୀତି କୁହାଯାଏ। ଶ୍ରୀମୁଖରୁ ଯେଉଁ କନା (ବିରୂପ) ବାହାରେ ତାକୁ ଅଲଗା ରଖାଯାଏ। ଏହି କନାକୁ ଅଣସର ଶୁଦ୍ଧସୁଆର ସେବକ ତ୍ରୟୋଦଶୀ ରାତିରେ ନେଇ କୋଇଲି ବୈକୁଣ୍ଠରେ ବିସର୍ଜନ କରିଥାନ୍ତି।

ଶ୍ରୀଅଙ୍ଗରୁ ବାହାରିଥିବା ଚନ୍ଦନ, ପାଟଡୋରୀକୁ ଦ୍ୱାଦଶୀରେ ରାଜପ୍ରସାଦ ଆକାରରେ ଶ୍ରୀନଅରକୁ ବିଜେ କରାଯାଏ। ଏହାକୁ ରାଜପ୍ରସାଦ ବିଜେ କୁହାଯାଏ। ମହାପ୍ରଭୁ କିପରି ସୁସ୍ଥ ହେବେ ସେଥିପାଇଁ ରବିବାର ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ। ପୂର୍ବ ପରମ୍ପରା ଅନୁଯାୟୀ, ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ହୋଇଥିବା ଏହି ଫୁଲୁରୀ ତେଲ ବଡ଼ଓଡିଆ ମଠ ଯୋଗାଇ ଦେବ। ରାଶି ତେଲରେ ବିଭିନ୍ନ ପ୍ରକାର ଚେର, ଔଷଧୀୟ ଫୁଲ ଆଦି ମିଶାଯାଇ ଗୋଟିଏ ବର୍ଷ ପୂର୍ବରୁ ମାଟିତଳେ ପୋତା ଯାଇଥାଏ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିବେ।