RailwayStation - The Sakala

ଭୁବନେଶ୍ୱର ରେଲୱେ ଷ୍ଟେସନରୁ ଇଞ୍ଜିନିୟରିଂ ଛାତ୍ରୀ ନିଖୋଜ
ଭୁବନେଶ୍ୱର: ଭୁବନେଶ୍ୱର ରେଲୱେ ଷ୍ଟେସନରୁ ଇଂଜିନିୟରିଂ ଛାତ୍ରୀ ନିଖୋଜ । ନିଖୋଜ ଛାତ୍ରୀ ପଶ୍ଚିମବଙ୍ଗ ଚବିଶପ୍ରଗଣାର ସୁଇଟି ରଏ । ସୁଇଟି ଖଣ୍ଡଗିରିରେ ଥିବା ଏରୋ ସ୍ପେସ ଆଣ୍ଡ ଇଞ୍ଜିନିୟରିଂ କଲେଜ ଛାତ୍ରୀ । ଗତକାଲି ସୁଇଟି ହାଓ୍ୱଡାରୁ ଭୁବନେଶ୍ୱର ଆସିଥିଲେ । ଭୁବନେଶ୍ୱର ଷ୍ଟେସନରେ ପହଞ୍ଚିବା ପରେ ସେ ତାଙ୍କ ମାଙ୍କୁ ଫୋନ କରିଥିଲେ । ପରେ ତାଙ୍କ ମୋବାଇଲ ସୁଇଚ ଅଫ୍ ରହିଛି । ଶେଷ ଥର ପାଇଁ ସୁଇଟିଙ୍କ ଲୋକେସନ ଭୁବନେଶ୍ୱର ଦେଖାଉଥିବା ସୂଚନା ମିଳିଛି । ନିଖୋଜ ନେଇ ଭୁବନେଶ୍ୱର ଜିଆରପି ଥାନାରେ ଅଭିଯୋଗ କଲେ ପରିବାର । ସୁଇଟିଙ୍କ ବାପା ଜଣେ ବିଏସଏଫ ଯବାନ । ନିଖୋଜ ଝିଅଙ୍କ ବାପା ମା ଆଜି ସନ୍ଧ୍ୟାରେ ଟ୍ରେନ ଯୋଗେ ଭୁବନେଶ୍ୱର ପହଞ୍ଚିବେ । ତେବେ ତାଙ୍କୁ ଅପହରଣ କରାଯାଇଛି ନା ଏହା ପଛରେ ପ୍ରେମ ବ୍ୟାପାର ରହିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନାହିଁ ।