takes oath as RajyaSabha member from Odisha. - The Sakala

ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ନିରଞ୍ଜନ ବିଶି
ନୂଆଦିଲ୍ଲୀ: ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ନିରଞ୍ଜନ ବିଶି । ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ । ରାଜ୍ୟସଭା ଉପନିର୍ବାଚନରେ ସୁବାସ ସିଂଙ୍କ ସ୍ଥାନରେ ନିର୍ବାଚିତ ହୋଇଥିଲେ ନିରଞ୍ଜନ ବିଶି । ଉପନିର୍ବାଚନରେ କଂଗ୍ରେସ ଓ ବିଜେପି ପ୍ରାର୍ଥୀ ନ ଦେବାରୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ ନିରଞ୍ଜନ । ନିରଞ୍ଜନ ବିଶି ଜଣେ ଆଦିବାସୀ ନେତା । ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘର ମହାସଚିବ ଭାବେ ଆଦିବାସୀଙ୍କ ବିକାଶ ଲାଗି ସଂଗ୍ରାମ କରିଆସିଛନ୍ତି । ଆଦିବାସୀଙ୍କୁ ସେମାନଙ୍କର ନାର୍ଯ୍ଯ ଅଧିକାର ପ୍ରଦାନ, ସେମାନଙ୍କ ଅର୍ଥନୈତିକ ବିକାଶ ଲାଗି ସେ ବିଭିନ୍ନ ସ୍ତରରେ ସ୍ୱର ଉତ୍ତୋଳନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ସର୍ବଦା ଜନସେବାରେ ଲାଗିଛନ୍ତି । ଆଦିବାସୀ ବର୍ଗର ହୋଇଥିଲେ ମଧ୍ୟ ପଛୁଆ ବର୍ଗଙ୍କ ଅଧିକାର ଲାଗି ସର୍ବଦା ସେ ସ୍ୱର ଉତ୍ତୋଳନ କରିଆସିଛନ୍ତି ।