Choudwar - The Sakala

ବିରୂପା ନଦୀରୁ ଦୁଇ ଭାଇଙ୍କ ମୃତଦେହ ଉଦ୍ଧାର, ଦୁଇଦିନ ତଳୁ ନିଖୋଜ ଥିଲେ
କଟକ: ବିରୂପା ନଦୀ ବ୍ୟାରେଜ୍ ନିକଟରୁ ୨ ଭାଇଙ୍କ ମୃତଦେହ ଉଦ୍ଧାର । ଯୁବକ ଦୁଇ ଜଣ ହେଲେ ଚୌଦ୍ବାର ମଣ୍ଡାପଡ଼ା ଅଞ୍ଚଳର ଦେବାଶିଷ ସାହୁ ଓ ଶୁଭାଶିଷ ସାହୁ । ଦୁଇ ଭାଇ ଗତ ଦୁଇ ଦିନ ତଳୁ ନିଖୋଜ ଥିଲେ । ଆଜି ଚୌଦ୍ବାର ବିରୂପା ବ୍ୟାରେଜ୍ ଏକ ନମ୍ବର ଗେଟ ନିକଟରେ ତାଙ୍କ ମୃତଦେହ ଭାସୁଥିବାର ଦେଖି  ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଚୌଦ୍ବାର ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ କଟକ ଏସସିବିକୁ ପଠାଇଛି । ତେବେ ମୃତ୍ୟୁର କାରଣ ଜଣାପଡିନଥିବା ବେଳେ ଅଧିକ ତଦନ୍ତ କରୁଛି ପୋଲିସ୍।

ବିରୂପା ନଦୀରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର, କାଲି ଭାରସାମ୍ୟ ହରାଇ ନଦୀକୁ ଖସିପଡ଼ିଥିଲା କାର୍
ଜଗତପୁର: ବିରୂପା ନଦୀରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ପ୍ରାୟ ୧୬ ଘଣ୍ଟାର ସର୍ଚ୍ଚ ଅପରେସନ୍ ପରେ ନିଖୋଜ ଥିବା ଯୁବକ ଅତୁଲ ସାହୁ ଓରଫ ଉଦିତଙ୍କ ମୃତଦେହକୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ । ଗତକାଲି ଭାରସାମ୍ୟ ହରାଇ ବିରୂପା ନଦୀକୁ ଖସିପଡ଼ିଥିଲା କାର୍ । ଜଣକୁ ସାଙ୍ଗେ ସାଙ୍ଗେ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣେ ଯୁବକ ନିଖୋଜ ଥିଲେ। ଆଜି ସକାଳୁ ସର୍ଚ୍ଚ ଅପରେସନ ପରେ ତାଙ୍କର ମୃତଦେହ ନଦୀରୁ ମିଳିଛି।

ସୂଚନାଯୋଗ୍ୟ, ବୁଧବାର ଜଗତପୁର ଥାନା ଅନ୍ତର୍ଗତ ବିରୂପା ନଦୀ କୂଳରେ ଘଟିଥିଲା ଏଭଳି ଅଘଟଣ । ବ୍ୟାଟେରୀ ଚାଳିତ ଧଳା ରଙ୍ଗର କାର୍ ଭାରସାମ୍ୟ ହରାଇ ସ୍ଥାନୀୟ ଆଇବି ରୋଡ ସ୍ଥିତ ଡାକବଙ୍ଗଳା ପାଶ୍ୱର୍ ଫକୀରପୁର(ପଣ୍ଡାସାହି) ନିକଟରେ ବିରୂପା ନଦୀକୁ ପଶିଯାଇଥିଲା । କାରରେ ଥିବା ଦୁଇ ଜଣ ଯୁବକଙ୍କ ମଧ୍ୟରୁ ଜଣେ ଉଦ୍ଧାର ହୋଇଥିବା ବେଳେ ଅନ୍ୟ ଜଣେ ଯୁବକ କାର୍ ସହ ପାଣିରେ ନିଖୋଜ ହୋଇଯାଇଥିଲେ । ପାଖାପାଖି ସାଢ଼େ ୫ ଘଣ୍ଟାର ଅପରେସନ୍ ପରେ ଗାଡ଼ିଟି ବାହାରକୁ ବାହାର କରାଯାଇଥିଲା, କିନ୍ତୁ ଯୁବକଙ୍କ ପତ୍ତା ମିଳି ନଥିଲା । ଆଜି ସକାଳୁ ପୁଣିଥରେ ଉଦ୍ଧାରୀକାରୀ ଟିମ୍ ନଦୀ ଭିତରେ ଖୋଜାଖୋଜି କରି ଉଦିତଙ୍କ ମୃତ ଶରୀରକୁ ଉଦ୍ଧାର କରିଛି । ପୁଲିସ ଉଦିତଙ୍କ ମୃତଦେହ ଜବତ କରିବା ପରେ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ଜଣାପଡିଛି।

କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣା: ହେଲ୍ପଲାଇନ୍ ନମ୍ବର ଜାରି କଲା ରେଳ ବିଭାଗ
ଚୌଦ୍ବାର: ଚୌଦ୍ଵାର ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କିଛି ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ୩ଟି ଟ୍ରେନ୍‌ର ଦିଗ ପରିବର୍ତ୍ତନ କରିଛି ରେଳ ବିଭାଗ। ୧୨୮୨୨ ଧଉଳୀ ଏକ୍ସପ୍ରେସ, ୧୨୮୭୫ ନୀଳାଚଳ ଏକ୍ସପ୍ରେସ ଓ ୨୨୬୦୬ ପୁରୁଲିଆ ଏକ୍ସପ୍ରେସର ଗତିପଥ ବଦଳା ଯାଇଛି । କାମାକ୍ଷା ଏକ୍ସପ୍ରେସ୍‌ରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ଅନ୍ୟ ଏକ ଟ୍ରେନ୍‌ରେ ଗନ୍ତବ୍ୟ ସ୍ଥଳରୁ ପଠାଯିବା ପାଇଁ ରେଳବାଇ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଘଟଣା ସ୍ଥଳରେ ଖୋର୍ଦ୍ଧା ରୋଡ୍‌ ଡିଆର୍‌ଏମ୍‌, ଜିଏମ୍‌ଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି ।

ରେଳ ବିଭାଗ ପକ୍ଷରୁ ହେଲପ୍ ଲାଇନ ନମ୍ବର ଜାରି କରାଯାଇଛି । ହେଲପ୍ ଲାଇନ ଡେସ୍କ ନମ୍ବର ୮୧୧୪୩ ୮୨୩୭୧ ଜାରି କରାଯାଇଛି ।

-କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮

-କଟକ ପାଇଁ ମୋବାଇଲ୍ ନଂ- ୭୨୦୫୧୪୯୫୯୧

-ଭୁବନେଶ୍ବର ୧ନଂ ପ୍ଲାଟଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା

-ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନଂ ଜାରି

-ଖୋର୍ଦ୍ଧା ରୋଡ୍ ପାଇଁ ହେଲ୍ପ ଡେସ୍କ- ୦୬୭୪୨୪୯୨୨୪୫

-ଭଦ୍ରକ ପାଇଁ ହେଲ୍ପ ଲାଇନ୍ ନଂ- ୯୪୩୭୪୪୩୪୬୯

ମଙ୍ଗୁଳି ଷ୍ଟେସନ ନିକଟ ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ, ଜଣେ ମୃତ
ଚୌଦ୍ଵାର: କାମାକ୍ଷା ଏକ୍ସପ୍ରେସ ଲାଇନ୍‌ଚ୍ୟୁତ । ଚୌଦ୍ବାରର ମଙ୍ଗୁଳି ଷ୍ଟେସନ ନିକଟ ନିର୍ଗୁଣ୍ଡିରେ ବେଙ୍ଗାଲୁରୁ-ଗୌହାଟୀ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଥିବା ସୂଚନା ମିଳିଛି । ର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ପରେ ଲୋକେ ଭୟଭୀତ ହୋଇପଡିଛନ୍ତି । ଘଟଣାସ୍ଥଳରେ ରେଳବାହିନୀ ଟିମ୍ ପହଞ୍ଚି ଥିବା ଜଣାପଡିଛି। ଆର୍‌ପିଏଫ୍ ଏବଂ ଜିଆର୍‌ପିଏଫ ଏବଂ ସ୍ଥାନୀୟଲୋକ ଉଦ୍ଧାର କରୁଥିବା ଜଣାପଡିଛି। କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହେବା ପରେ ଘଟଣାସ୍ଥଳରେ ସମସ୍ତ ଟ୍ରେନ ଚଳାଚଳ ବନ୍ଦ ରହିଛି । ହେଲେ ଟ୍ରେନ କିପରି ଲାଇନଚ୍ୟୁତ ହେଲା ତାହାର କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ ।

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ସ୍କୁଲ ବସ୍, ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ
କଟକ: ଓଲଟିଲା ସ୍କୁଲ ବସ୍, ଅଳ୍ପକେ ବର୍ତ୍ତିଲେ ଛାତ୍ରୀ । ଚୌଦ୍ୱାର ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଏକ ଘରୋଇ ସ୍କୁଲ ବସ୍। ପିଲାଙ୍କୁ ଆଣିବାକୁ ଯାଉଥିବା ସମୟରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୧୦ ଜଣ ଛାତ୍ରଛାତ୍ରୀ। ମଣ୍ଡାପଡ଼ା ରାସ୍ତା ପୋଟଳେଇ ନିକଟରେ ଏହି ସ୍କୁଲ୍ ବସଟି ଓଲଟି ଥିବା ସୂଚନା ମିଳିଛି।

ସୂଚନା ଅନୁସାରେ, ସ୍କୁଲ ପିଲାଙ୍କୁ ଆଣିବାକୁ ଯାଉଥିବା ସମୟରେ କଟକ ଚୌଦ୍ବାର ପୋଟଲେଇ ନିକଟରେ ଘରୋଇ ସ୍କୁଲ ବସ୍‌ଟି ରାସ୍ତା କଡକୁ ଖସିପଡିବାରୁ ଦୁର୍ଘଟଣା ଘଟିଛି । ବସ୍ ଭିତରେ ଫସି ରହିଥିବା ୧୦ ଜଣ ଛାତ୍ରଛାତ୍ରୀଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରିଛନ୍ତି। ଦୁର୍ଘଟଣା ଯୋଗୁଁ କାହାର କିଛି କ୍ଷତି ହୋଇ ନ ଥିବା ସୂଚନା ମିଳିଛି ।ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ବସ୍ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।