Matric Result - The Sakala

ମେ' ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ
ଭୁବନେଶ୍ୱର: ମେ' ମାସରେ ମାଟ୍ରିକ୍ ରେଜଲ୍ଟ । ମେ ମାସ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଶ୍ରୀକାନ୍ତ ତରାଇ । ସେ କହିଛନ୍ତି କି, ରେଜଲ୍ଟ ବାହାରିବା ପରେ ସଙ୍ଗେ ସଙ୍ଗେ ଅନ୍ଲାଇନରେ ସାର୍ଟିଫିକେଟ୍ ମିଳିବ । ଯାହାଙ୍କର ପେପର୍ ଖରାପ ଥିବ ସେମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇପାରିବେ । ଅନ୍ୟପଟେ ଆଜି ସରିବ ମାଟ୍ରିକ ପରୀକ୍ଷାର ଖାତା ଦେଖା ।

ମାର୍ଚ୍ଚ ୧୯ରୁ ଏହି ମୂଲ୍ୟାୟନ ପ୍ରକ୍ରିୟା ରାଜ୍ୟର ୩୦ଟି ଯାକ ଜିଲ୍ଲାର ୫୦ଟି ମୂଲ୍ୟାୟନ କେନ୍ଦ୍ରରେ ଚାଲିଆସୁଛି । ମାଟ୍ରିକ୍ ସହ ଆରମ୍ଭ ହୋଇଥିବା ଏସ୍ଓଏସି ଓ ମଧ୍ୟମା ଖାତା ଦେଖା ଇତି ମଧ୍ୟରେ ଶେଷ ହୋଇସାରିଥିବାର ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି ।

ମେ' ପ୍ରଥମ କିମ୍ବା ଦ୍ଵିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ: ବୋର୍ଡ ସଭାପତି
କଟକ: ସରିଲା ମାଟ୍ରିକ ପରୀକ୍ଷା। ଆସନ୍ତା ମେ ମାସରେ ବାହାରିବ ରେଜଲ୍ଟ। ମେ' ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ। ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ବୋର୍ଡ ସଭାପତିଙ୍କ ସୂଚନା ଅନୁସାରେ, ମାଟ୍ରିକ୍ OMR ଖାତା ଦେଖା ଆରମ୍ଭ ହୋଇ ସାରିଲାଣି । ଆସନ୍ତା ୧୯ରୁ ସବଜେକ୍ଟିଭ୍ ଖାତା ଦେଖା ଆରମ୍ଭ ହେବ । ମୋଟ୍ ୫୫ କେନ୍ଦ୍ରରେ ୧୫ ହଜାର ନୀରିକ୍ଷକ ନିୟୋଜିତ ହେବେ । ଫେବ୍ରୁଆରୀ ୧୯ ତାରିଖରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଥିଲା । ମାର୍ଚ୍ଚ ୨ ଅର୍ଥାତ ଆଜି ଦଶମ ପରୀକ୍ଷା ଶେଷ ହୋଇଛି । ପ୍ରାୟ ୫ ଲକ୍ଷ ୬୧ ହଜାର ୯୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ମୋଟ୍ ୩ ହଜାର ୮୨ଟି ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଥିଲା । ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଲାଗି ଅତିରିକ୍ତ ୫୦ ମିନିଟ୍ ସମୟ ଦିଆଯାଇଥିଲା ।

ଆସନ୍ତା ୨୬ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ , ଅପରାହ୍ନ ୪ଟା ସୁଦ୍ଧା ମିଳିବ ଡିଜିଟାଲ ସାର୍ଟିଫିକେଟ୍‌
ଭୁବନେଶ୍ବର: ମାଟ୍ରିକ ଫଳାଫଳ ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ। ସକାଳ ସାଢ଼େ ୧୦ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ୧୧ଟା ୩୦ ସୁଦ୍ଧା bseodisha.ac.in ୱେବସାଇଟ୍‌ରେ ରେଜଲ୍ଟ ମିଳିବ। ଇଣ୍ଟରନେଟ୍‌ ସୁବିଧା ନ ଥିଲେ ୫୬୭୬୭୫୦ ଏସ୍‌ଏମ୍‌ଏସ୍‌ କରି ରେଜଲ୍ଟ ଜାଣିପାରିବେ।  ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ। ଏ ନେଇ ପ୍ରେସ୍‌ମିଟ କରି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ମେ’ ୨୯ରୁ- ଜୁନ୧୨ ତାରିଖ ମଧ୍ୟରେ ଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ।

ଖବର ଅନୁଯାୟୀ, ଚଳିତବର୍ଷ ସାରା ରାଜ୍ୟରେ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

ମାଟ୍ରିକ ପରୀକ୍ଷାଫଳ: ଭଦ୍ରକ ଜିଲ୍ଲାରେ ପାସହାର ୯୬.୩୫ ପ୍ରତିଶତ, ଏ-୧ରେ ପାସ କଲେ ୧୭୦ଜଣ ଛାତ୍ରଛାତ୍ରୀ
ଭଦ୍ରକ: ଆଜି ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ । ଭଦ୍ରକ ଜିଲ୍ଲାରେ ମୋଟ ପାସହାର ରହିଛି ୯୬.୩୫ ପ୍ରତିଶତ । ଜିଲ୍ଲାର ୩୧୮ଟି ହାଇସ୍କୁଲର ୨୦,୯୩୩ ଜଣ ନିୟମିତ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିବା ବେଳେ ୩୮୧ ଜଣ ଅନୁପସ୍ଥିତ ଥିଲେ । ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୦,୧୬୯ ଜଣ ତଥା ୯୬.୩୫ ପ୍ରତିଶତ ହାରରେ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦,୨୩୫ ଜଣ ବାଳିକା ଥିବାବେଳେ ୯,୯୩୪ ଜଣ ବାଳକ ଅଛନ୍ତି। ଏ-୧ ରେ ୧୧୭୦ ଜଣ ସ୍ଥାନ ପାଇଥିବା ବେଳେ ଏ-୨ ରେ ୯୩୧, ବି-୧ ରେ ୨୦୫୯, ବି-୨ ରେ ୩୬୭୬, ସି ରେ ୪୭୯୫, ଡି ରେ ୪୭୬୨, ଇ ରେ ୩୭୭୬ ଜଣ ପାସ କରିଛନ୍ତି।

ତେବେ ଚଳିତ ପରୀକ୍ଷାରେ ଜିଲ୍ଲାରୁ ୩୮୦ ଜଣ ଫେଲ ହୋଇଥିବା ବେଳେ ୩ ଜଣ କପି କରି ଧରା ପଡ଼ିଥିବାରୁ ତାଙ୍କର ଫଳାଫଳ ଅପ୍ରକାଶିତ ରହିଛି । ସେହିଭଳି ଜିଲ୍ଲା ଟପ୍ପରଙ୍କ ନାଁ ସରକାରୀ ଭାବେ ଘୋଷଣା ହୋଇ ନଥିବା ବେଳେ ଭଦ୍ରକ ନୂଆବଜାର ସ୍ଥିତ ମଞ୍ଜୁଳା ମଞ୍ଜରୀ ସରସ୍ୱତୀ ଶିଶୁ/ବିଦ୍ୟା ମନ୍ଦିରର ଛାତ୍ର ସୁବ୍ରତ କୁମାର ନାୟକ ସର୍ବାଧିକ ୫୭୭ ନମ୍ବର(୯୬.୧୬%) ରଖି ଜିଲ୍ଲା ଟପ୍ପର ହୋଇଥିବା ବେସରକାରୀ ଭାବେ ଜଣାଯାଇଛି ।

ପ୍ରକାଶ ପାଇଲା ୨୦୨୩ ମାଟ୍ରିକ୍‌ ଫଳ : କଟକ ଓ ଜଗତସିଂହପୁର ଜିଲ୍ଲାରେ ପାସ ହାର ସର୍ବାଧିକ
କଟକ : ପ୍ରକାଶ ପାଇଛି ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ। ବୋର୍ଡର କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ସଚିବ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତ ଥର ମାଟ୍ରିକରେ ୯୬.୪ ପ୍ରତିଶତ ରେଜଲ୍ଟ ହୋଇଛି। ଏଥର ରାଜ୍ୟରେ କଟକ ଓ ଜଗତସିଂହପୁର ଜିଲ୍ଲା ପାସ ପ୍ରତିଶତରେ ଆଗରେ ରହିଛନ୍ତି। ଏହି ଦୁଇ ଜିଲ୍ଲାର ପାସ୍‌ ହାର ୯୭.୯୯ ପ୍ରତିଶତ ରହିଛି। ଏଥି ସହିତ ମାଲକାନଗିରି ଜିଲ୍ଲାର ଫଳାଫଳ ସର୍ବନିମ୍ନ ରହିଛି। ଏଠାରେ ପାସ୍‌ ପ୍ରତିଶତ ୯୨.୬୩ ପ୍ରତିଶତ ରହିଛି।

ଅନ୍ୟପଟେ ଏଥର ମଧ୍ୟ ରେଜଲ୍ଟରେ ଛାତ୍ରୀମାନେ ଛାତ୍ରଙ୍କୁ ପଛରେ ପକାଇଛନ୍ତି।  ଛାତ୍ରୀଙ୍କ ପାସ୍‌ହାର ୯୭.୦୫ ପ୍ରତିଶତ ରହିଥିବା ବେଳେ ଛାତ୍ରଙ୍କ ପାସହାର ୯୫.୭୫ ପ୍ରତିଶତ ରହିଛି। ତେବେ ୯୦%ରୁ ଅଧିକ ନମ୍ବର ରଖିଥିବା ଝିଅଙ୍କ ସଂଖ୍ୟା ୨,୨୫୪ ରହିଥିବା ବେଳେ ୯୦%ରୁ ଅଧିକ ନମ୍ବର ରଖିଥିବା ପୁଅଙ୍କ ସଂଖ୍ୟା ୧,୯୦୪ ରହିଛି।

ସେପଟେ ଚଳିତ ବର୍ଷର ପାସହାର ୯୬.୪୦ % ରହିଛି । ମୋଟ ୫ଲକ୍ଷ ୧୬ହଜାର ୪୨୬ ପିଲା ପାସ୍ କରିଛନ୍ତି । ୩,୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ ହୋଇଛି। A1 ରେ ୪ହଜାର ୧୫୮ ପରୀକ୍ଷାର୍ଥୀ ପାସ୍ କରିଥିବା ବେଳେ A2 ରେ ୨୯ହଜାର ୭୩୮ ପରୀକ୍ଷାର୍ଥୀ , B1ରେ  ୭୬ହଜାର ୫୬୭ ଛାତ୍ରଛାତ୍ରୀ,B2 ରେ ୧ଲକ୍ଷ ୧୮ହଜାର ୭୫୦ ,C ରେ ୧ଲକ୍ଷ ୨୧ହଜାର ୬୧୧ ପାସ,D ରେ ୯୫ହଜାର ୬ଜଣ ପରୀକ୍ଷାର୍ଥୀ ପାସ୍,E ରେ ୬୧ହଜାର ୪୭୪ ପିଲା ପାସ୍,F ରେ ୭ହଜାର ୬୪୫ ଜଣ ପରୀକ୍ଷାର୍ଥୀ ପାସ୍ ହୋଇଛନ୍ତି।

ଅନ୍ୟପଟେ ଏଥର ହେବ ସପ୍ଲିମେଣ୍ଟାରୀ ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ। ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇ ପାରି ନଥିଲା, ଏଥର ହେବ। ଫେଲ୍‌ କିମ୍ବା ଡ୍ରପଆଉଟ୍ ହୋଇଥିବା ପିଲାଙ୍କ ପାଇଁ ହେବ ପରୀକ୍ଷା।ଖୁବଶୀଘ୍ର ତାରିଖ ଘୋଷଣା ହୋଇ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ବୋଲି ମନ୍ତ୍ରୀ କହିଛନ୍ତି।

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ : ଚଳିତ ବର୍ଷ ପାସ୍‌ ହାର ରହିଛି ୯୬.୪ ପ୍ରତିଶତ
କଟକ : ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ବୋର୍ଡର କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ସଚିବ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତ ଥର ମାଟ୍ରିକରେ ୯୬.୪ ପ୍ରତିଶତ ରେଜଲ୍ଟ ହୋଇଛି। ଏଥର ରାଜ୍ୟରେ କଟକ ଓ ଜଗତସିଂହପୁର ଜିଲ୍ଲା ପାସ ପ୍ରତିଶତରେ ଆଗରେ ରହିଛନ୍ତି। ଏହାରେ ପାସ୍‌ ହାର ୯୭.୯୯ ପ୍ରତିଶତ ରହିଛି। ମାଲକାନଗିରି ଜିଲ୍ଲାର ଫଳାଫଳ ସର୍ବନିମ୍ନ ରହିଛି। ଏଠାରେ ପାସ୍‌ ପ୍ରତିଶତ ୯୨.୬୮ ପ୍ରତିଶତ ରହିଛି।

ତେବେ ମାଟ୍ରିକ ରେଗୁଲାର, ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳକୁ ମିଶାଇ ଚଳିତ ଥର ମୋଟ ପାସ ହାର ୯୬.୧୯ ପ୍ରତିଶତ ରହିଛି ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି। ମାଟ୍ରିକ ରେଗୁଲାର ପାସ ହାର ୯୬.୦୪, ମଧ୍ୟମା ପାସ୍ ହାର ୮୫.୯୪ ପ୍ରତିଶତ ଏବଂ ଷ୍ଟେଟ ଓପନ ସ୍କୁଲ ପାସ୍‌ ହାର ୭୫.୦୭ ପ୍ରତିଶତ ରହିଛି। ଚଳିତ ବର୍ଷ ମଧ୍ୟ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ହାର ଅଧିକ ରହିଛି। ଛାତ୍ରୀଙ୍କ ପାସ୍‌ହାର ୯୭.୦୫ ପ୍ରତିଶତ ରହିଥିବା ବେଳେ  ଛାତ୍ରଙ୍କ ପାସହାର ୯୫.୭୫ ପ୍ରତିଶତ ରହିଛି।

ଏଥି ସହିତ ଚିଳିବ ବର୍ଷ A1-୪ ହଜାର ୧୫୮, A2- ୨୯ ହଜାର ୮୩୮ -B1-୭୭ ହଜାର ୭୬୨, B2- ୧ ଲକ୍ଷ ୧୯ ହଜାର ୧୨୦ -C-୧ ଲକ୍ଷ ୨୨ ହଜାର ୨୭୧,D- ୯୫ ହଜାର ୯୩୪ -E-୬୨ ହଜାର ୭୯୧, ଫେଲ୍ ହୋଇଛନ୍ତି ୮ ହଜାର ୫୮୫ ପିଲା । ୩୨୨୨ ସ୍କୁଲ ଶତ ପ୍ରତିଶତ ରେଜଲ୍ଟ କରିଛନ୍ତି। ଏଥି ସହିତ ଫେଲ ହୋଇଥିବା ପିଲାମାନଙ୍କ ପାଇଁ ମଧ୍ୟ ସପ୍ଲିମେଣ୍ଟାରୀ ପରୀକ୍ଷା କରାଯିବ।

ଆଜି ସକାଳ ୭ ଟା ୩୦ରେ ପ୍ରଥମେ ପରୀକ୍ଷା ପରିଚାଳନା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇ ପରୀକ୍ଷା ଫଳକୁ ଅନୁମୋଦନ କରାଯିବା ପରେ ପୂର୍ବାହ୍ନ ୧୦ଟାରେ ରେଜଲ୍ଟ ପ୍ରକାଶ କରାଯାଇଛି। ଦିନ ୧୨ ଟା ଠାରୁ ଛାତ୍ରଛାତ୍ରୀମାନେ ବୋର୍ଡ ୱେବସାଇଟରୁ ପରୀକ୍ଷା ଫଳ ଜାଣିପାରିବେ । ବୋର୍ଡର ଦୁଇଟି ୱେବସାଇଟ୍ (www.bseodisha.ac.in) ଏବଂ (bseodisha.nic.in)ରେ ଏହି ପରୀକ୍ଷା ଫଳ ଉପଲବ୍ଧ ହେବ । ଏହାବ୍ୟତୀତ ଯେଉଁ ଅଞ୍ଚଳରେ ଇଣ୍ଟନନେଟ ସୁବିଧା ନଥିବ, ସମ୍ପୃକ୍ତ ଅଞ୍ଚଳର ଛାତ୍ରଛାତ୍ରୀମାନେ ଏସଏମଏସ ମାଧ୍ୟମରେ ନିଜର ପରୀକ୍ଷା ଫଳାଫଳ ବିଷୟରେ ଜାଣିପାରିବେ । ଏଥିନିମନ୍ତେ ମୋବାଇଲରୁ ଓଆର୧୦ ସହ ନିଜର ରୋଲ ନମ୍ବର ଲେଖି ୫୬୭୬୭୫୦କୁ ଏସଏମସ କଲେ ଫଳାଫଳ ଜାଣିହେବ । ପରୀକ୍ଷା ଫଳ ବାହାରିବା ପରେ କିଛି ଅସୁବିଧା ଥିଲେ କଣ୍ଟ୍ରୋଲ ରୁମ ନମ୍ବର ୦୬୭୧୨୪୧୫୪୬୦ ସହ ଛାତ୍ରଛାତ୍ରୀମାନେ ଯୋଗଯୋଗ କରିପାରିବେ ।

ସୂଚନାଯୋଗ୍ୟ ମାଟ୍ରିକ  ରେଜଲ୍ଟ ସହ ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ବୋର୍ଡ ସଭାପତି ସୂଚନା ଦେଇଥିଲେ । ଚଳିତ ବର୍ଷ ୫ ଲକ୍ଷ ୩୨ ହଜାର ୭୧୨ ଜଣ ପିଲା ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ୩ ହଜାର ୨୧୮ଟି କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ହୋଇଥିଲା । ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଉତ୍ତର ଖାତାର ମୂଲ୍ୟାୟନ ଏପ୍ରିଲ ୩ ତାରିଖରୁ ଆରମ୍ଭ ହୋଇ ୧୨ ଦିନ ପର୍ଯ୍ୟନ୍ତ ଚାଲିଥିଲା ।

ଆଜି ଆସିବ ମାଟ୍ରିକ ରେଜଲ୍ଟ : ଜାଣନ୍ତୁ କେମିତି ୱେବସାଇଟରେ କିମ୍ବା ଏସଏମଏସ୍ କରି ଜାଣିହେବ ପରୀକ୍ଷା ଫଳ
ଭୁବନେଶ୍ବର : ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ । ବୋର୍ଡର କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ସଚିବ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ । ପ୍ରଥମେ ପରୀକ୍ଷା ପରିଚାଳନା କମିଟିର ଏକ ବୈଠକ ସକାଳ ୭ ଟା ୩୦ ମିନିଟରେ ଅନୁଷ୍ଠିତ ହୋଇ ପରୀକ୍ଷା ଫଳକୁ ଅନୁମୋଦନ କରାଯାଇଛି । ଏହା ପରେ ପୂର୍ବାହ୍ନ ୧୦ଟାରେ ରେଜଲ୍ଟ ପ୍ରକାଶ ପାଇବ ।

ଦିନ ୧୨ ଟା ଠାରୁ ଛାତ୍ରଛାତ୍ରୀମାନେ ବୋର୍ଡ ୱେବସାଇଟରୁ ପରୀକ୍ଷା ଫଳ ଜାଣିପାରିବେ । ବୋର୍ଡର ଦୁଇଟି ୱେବସାଇଟ୍ (www.bseodisha.ac.in) ଏବଂ (bseodisha.nic.in)ରେ ଏହି ପରୀକ୍ଷା ଫଳ ଉପଲବ୍ଧ ହେବ । ଏହାବ୍ୟତୀତ ଯେଉଁ ଅଞ୍ଚଳରେ ଇଣ୍ଟନନେଟ ସୁବିଧା ନଥିବ, ସମ୍ପୃକ୍ତ ଅଞ୍ଚଳର ଛାତ୍ରଛାତ୍ରୀମାନେ ଏସଏମଏସ ମାଧ୍ୟମରେ ନିଜର ପରୀକ୍ଷା ଫଳାଫଳ ବିଷୟରେ ଜାଣିପାରିବେ । ଏଥିନିମନ୍ତେ ମୋବାଇଲରୁ ଓଆର୧୦ ସହ ନିଜର ରୋଲ ନମ୍ବର ଲେଖି ୫୬୭୬୭୫୦କୁ ଏସଏମସ କଲେ ଫଳାଫଳ ଜାଣିହେବ । ପରୀକ୍ଷା ଫଳ ବାହାରିବା ପରେ କିଛି ଅସୁବିଧା ଥିଲେ କଣ୍ଟ୍ରୋଲ ରୁମ ନମ୍ବର ୦୬୭୧୨୪୧୫୪୬୦ ସହ ଛାତ୍ରଛାତ୍ରୀମାନେ ଯୋଗଯୋଗ କରିପାରିବେ ।

ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ବୋର୍ଡ ସଭାପତି ସୂଚନା ଦେଇଥିଲେ । ଚଳିତ ବର୍ଷ ୫ ଲକ୍ଷ ୩୨ ହଜାର ୭୧୨ ଜଣ ପିଲା ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ୩ ହଜାର ୨୧୮ଟି କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ହୋଇଥିଲା । ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଉତ୍ତର ଖାତାର ମୂଲ୍ୟାୟନ ଏପ୍ରିଲ ୩ ତାରିଖରୁ ଆରମ୍ଭ ହୋଇ ୧୨ ଦିନ ପର୍ଯ୍ୟନ୍ତ ଚାଲିଥିଲା ।

ଡିସେମ୍ବର ୯ରୁ ଆରମ୍ଭ ହେବ ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା ଖାତାଦେଖା, ୧୦ ଦିନ ମଧ୍ୟରେ ସାରିବାକୁ ଲକ୍ଷ୍ୟ
ଭୁବନେଶ୍ୱର: ଶେଷ ହେଲା ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା । ଡିସେମ୍ବର ୯ରୁ ଆରମ୍ଭ ହେବ ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା ଖାତା ଦେଖା । ୧୦ ଦିନ ଭିତରେ ଖାତା ଦେଖା ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଖାତା ଦେଖାରେ ନିୟୋଜିତ ହେବେ ୧୨୪୫୦ ଜଣ ଶିକ୍ଷକ । ମୋଟ ୫୬ଟି କେନ୍ଦ୍ରରେ ହେବ ଖାତା ମୂଲ୍ୟାୟନ । ସକାଳ ୯ଟାରୁ ସଂଧ୍ୟା ୫ଟା ଯାଏଁ ଚାଲିବ ଖାତା ଦେଖା । ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି।

ଚଳିତଥର ସମ୍ମେଟିଭ-ଓ୍ୱାନ୍ ଓ ସମ୍ମେଟିଭ-ଟୁ ପରୀକ୍ଷା ସହ ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷାରୁ ପରୀକ୍ଷାର୍ଥୀଙ୍କ ମାର୍କର ମୂଲ୍ୟାଙ୍କନ କରାଯିବ। ତେଣୁ ଏହି ପରୀକ୍ଷା ଛାତ୍ରଛାତ୍ରୀଙ୍କ ପାଇଁ ବେଶ୍‌ ଗୁରୁତ୍ୱ ବହନ କରୁଛି।

ଚଳିତ ବର୍ଷ ୫ ଲକ୍ଷ ୪୦ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ସେହିପରି ମଧ୍ୟମାରେ ୨ ହଜାର ୯୧୪ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ ଟି କେନ୍ଦ୍ର ଥିବା ବେଳେ ଓପନ୍ ସ୍କୁଲ ସାର୍ଟିଫିକେଟ ପାଇଁ ୭୧୮୧ ଜଣ ପରୀକ୍ଷାର୍ଥୀ ୧୪୬ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି।

ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାର୍ଥୀ ପାଇଁ ବଡ ଖବର । ଜୁଲାଇ ପହିଲାରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ । ମାଟ୍ରିକ ପରୀକ୍ଷାଫଳକୁ ନେଇ ପରୀକ୍ଷାର୍ଥୀ ଓ ଅଭିଭାବକ ଉତ୍କଣ୍ଠିତ ରହିଥିବା ବେଳେ ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ବଡ଼ ଘୋଷଣା କରିଛନ୍ତି। ଏନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ରେଜଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ମଧ୍ୟ ହୋଇଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ରେଜଲ୍ଟ ପ୍ରକାଶ ପାଇବାର ନିର୍ଦ୍ଧାରିତ ତାରିଖ ଘୋଷଣା ହୋଇ ନ ଥିବା ବେଳେ ଖୁବ୍‌ ଶୀଘ୍ର ଏ ସମ୍ପର୍କରେ ଜଣାଇ ଦିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ।

କରୋନା ମହାମାରୀ ଯୋଗୁ ୨ ବର୍ଷ ପରେ ଏଥର ଅଫଲାଇନ୍‌ ପରୀକ୍ଷା ଦେଇଛନ୍ତି ମାଟ୍ରିକ ଛାତ୍ରଛାତ୍ରୀ । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ରାଜ୍ୟରେ ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଦୁଇ ସପ୍ତାହରେ ଖାତାଦେଖା ସରିଛି । ପରୀକ୍ଷାର୍ଥୀଙ୍କ ମାର୍କ ଅନଲାଇନରେ ଅପଲୋଡ କରାଯାଉଥିବା ବେଳେ, SOSC ଓ ମଧ୍ୟମା ପରୀକ୍ଷାର୍ଥୀଙ୍କ ମାର୍କ ଅଫଲାଇନ ମୋଡରେ ରେକର୍ଡ କରାଯାଇଛି ।