Banakalagi Rituals - The Sakala

ଆଜି ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ: ଶ୍ରୀମନ୍ଦିରରେ କାର୍ତ୍ତିକ ମାସ କୃଷ୍ଣ ତ୍ରୟୋଦଶୀ ତିଥିରେ ଅର୍ଥାତ୍‌ ବୁଧବାର ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ସାଢେ଼ ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି। ନୀତି ପାଇଁ ୫ ଘଣ୍ଟା ଦର୍ଶନ ବନ୍ଦ ରଖିବାକୁ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ଏହି ବନକ ଲାଗି ନୀତିରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ। ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସୂଚନା ଦେଇଛି ।

ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରାବଣ ଶୁକ୍ଳ ସପ୍ତମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ: ବୁଧବାରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ,ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ପ୍ରାୟ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସମ୍ବନ୍ଧୀତ ସୂଚନା:

ଆସନ୍ତାକାଲି (୧୯.୪.୨୦୨୩, ବୁଧବାର) ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ରୁ ରାତ୍ର ଘ.୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଙ୍କ ପାଇଁ ଦର୍ଶନ ବନ୍ଦ ରହିବ।

— I & PR Department, Odisha (@IPR_Odisha) April 18, 2023

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ।

ଜନ୍ମବେଦୀରେ ଦର୍ଶନ ଦେଉଛନ୍ତି ଦାରୁଦିଅଁ: ଆଜି ହେବ ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ପୁରୀ: ଜନ୍ମବେଦୀରେ ଦର୍ଶନ ଦେଉଛନ୍ତି ଦାରୁଦିଅଁ। ରବିବାର ଆଡପମଣ୍ଡପରେ ଲକ୍ଷାଧିକ ଶ୍ରଦ୍ଧାଳୁ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଛନ୍ତି। ପ୍ରବଳ ଖରା ଓ ଗୁଳୁଗୁଳି ସତ୍ତ୍ବେ ଲମ୍ବା ଲାଇନରେ ଘଣ୍ଟା ଘଣ୍ଟା ଛିଡା ହୋଇ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଥିଲେ ଶ୍ରଦ୍ଧାଳୁ। ଅନ୍ୟପଟେ ରାସମଣ୍ଡପରେ ରବିବାର ଦାରୁଦିଅଁଙ୍କୁ ଲାଗି ହୋଇଛି ଅନ୍ନ ପ୍ରସାଦ। ଶ୍ରଦ୍ଧାଳୁ ବି ପାଇଛନ୍ତି ଆଡପ ଅବଢ଼ା। ଆଜି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି କରାଯିବ। ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ଦାରୁବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଇଥାଏ ।

ରବିବାର ସକାଳ ୬ଟା ୪୦ରେ ଦ୍ୱାର ଫିଟାଯାଇ ୭ଟା ୩୦ରେ ମଙ୍ଗଳ ଆଳତି କରାଯାଇଥିଲା। ପରେ ଅନ୍ୟାନ୍ୟ ନୀତି ବଢ଼ି ସକାଳ ସାଢେ ୮ଟାରେ ଅବକାଶ ସରିଥିଲା। ଏହାପରେ ସାହାଣମେଲା ଦର୍ଶନ ହୋଇଥିଲା। ପ୍ରଥମ ଦିନରେ ଲକ୍ଷାଧିକ ଶ୍ରଦ୍ଧାଳୁ ଆଡପ ଦର୍ଶନ କରି ଆଡପ ଅବଢ଼ା ପାଇଥିଲେ। ସକାଳ ଧୂପରେ କମ୍‍ ଅବଢ଼ା ବାହାରିଥିବାବେଳେ ଭୋଗମଣ୍ଡପରେ ପର୍ଯ୍ୟାପ୍ତ ମହାପ୍ରସାଦ ବାହାରିଥିଲା। ବର୍ଷକୁ ଥରେ ଆଡପ ଅବଢ଼ା ମିଳୁଥିବାରୁ ଶ୍ରଦ୍ଧାଳୁମାନେ ଉତ୍କଣ୍ଠାର ସହ ପାଇବା ସହ ସାଙ୍ଗରେ ନେଇଯାଉଥିଲେ।

ଅନ୍ୟପକ୍ଷରେ ଆସନ୍ତା ମଙ୍ଗଳବାର ହେରାପଞ୍ଚମୀ। ପରମ୍ପରା ଅନୁଯାୟୀ ସୋମବାର ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ପଛ ଭୋଗମଣ୍ଡପ ଶେଷ ହୋଇ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ପ୍ରାୟ ୪ ଘଣ୍ଟା ଅର୍ଥାତ୍‍ ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଆପାତତଃ ଦର୍ଶନ ବନ୍ଦ ରହିବ।

ଆଜି ମହାପ୍ରଭୁଙ୍କ ବନକଲାଗି, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି
ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି। ଆଜି ଅଣସର ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡିପ୍ରସାଦ ବିଜେ କରାଯିବ। ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜଙ୍କୁ ପ୍ରସାଦ ଅର୍ପଣ କରିବେ। ଏଥିପାଇଁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଗତକାଲି ତ୍ରୟୋଦଶୀ ତିଥିରେ ଶ୍ରୀଜିଉଙ୍କ ଘଣା ଲାଗି ନୀତି ଅନୁଷ୍ଠିତ ହୋଇଛି । ଆଜି ଚତୁର୍ଦ୍ଦଶୀ ତିଥିରେ ବନକଲାଗି ଅନୁଷ୍ଠିତ ହେବ । ସେପଟେ ରଥ ଖଳାରେ ଶେଷ ପର୍ଯ୍ୟାୟରେ ନିର୍ମାଣ କାମ । ଚିତ୍ରକର ସେବକ ରଙ୍ଗ କାର୍ଯ୍ୟ ଜାରି ରଖିଥିବା ବେଳେ ଆଜି ରଥରେ ପାର୍ଶ୍ୱଦେବାଦେବୀ ଲଗାଯିବା ସହ ଅନ୍ୟାନ୍ୟ କାର୍ଯ୍ୟ କରାଯିବ ।

ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଖଳି ଲାଗି ହୋଇଛି। ଶନିବାର ପତିମହାପାତ୍ର ଏବଂ ଦଇତାପତି ସେବାୟତ ମହାପ୍ରଭୁଙ୍କ ସୁସ୍ଥତାର ଖବର ଗଜପତି ମହାରାଜାଙ୍କୁ ପ୍ରଦାନ କରିବା ସହ ଶୃଙ୍ଖଳିତ ରଥଯାତ୍ରା ନେଇ ଆଲୋଚନା କରିଥିଲେ। ତ୍ରୟୋଦଶୀରେ ଘଣାଲାଗି ଲାଗି କରାଯାଇଛି। ପାଟରା ସେବକଙ୍କଠାରୁ ଆସିଥିବା ନାଗନାଗୁଣୀ ଘଣା ଦାରୁବିଗ୍ରଙ୍କ ଶରୀର (ପେଟ)ରେ ଲାଗି କରାଯାଇ ଗଡ଼ାବସ୍ତ୍ର ଦିଆଯାଇ ସିଲ୍‍ କରାଯାଇଥିଲା। ଏହି ନୀତି ବଢ଼ିବା ପରେ ଅଣସର ଶୁଦ୍ଧସୁଆରଙ୍କ ଘରୁ ଘଣ୍ଟ, ଛତା, କାହାଳୀ ସହ ଖଳି ହାଣ୍ଡି ଶ୍ରୀମନ୍ଦିରକୁ ବିଜେ କରାଯାଇଥିଲା। ଶୁଦ୍ଧସୁଆରଙ୍କ ଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଙ୍ଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିଥିଲେ। ଏହାପରେ ଶ୍ରୀମୁଖ ଓତା କପଡ଼ା ପକାଯାଇଥିଲା। ଏହି ନୀତି ସମ୍ପନ୍ନ ପରେ ଦତ୍ତମହାପାତ୍ରଙ୍କ ଘରୁ ଖଡ଼ି ପ୍ରସାଦ ଅଣାଯାଇ ଲାଗି କରାଯାଇଥିଲା। ପତି ମହାପାତ୍ର ସଂସ୍କାର କରିବା ପରେ ଦତ୍ତମହାପାତ୍ର ସେବକମାନେ ଖଡ଼ି ଲାଗି କରିଥିଲେ। ଏହାପରେ ଅଣସର ଦ୍ୱାର ବନ୍ଦ କରାଯାଇ ଦଶାବତାର ଠାକୁରଙ୍କ ଆଳତି, ଅବକାଶ ଓ ଭୋଗମଣ୍ଡପ ବଢ଼ିଥିଲା।