JagannathTemple - The Sakala

ଆଜି ଅଧରପଣା ନୀତି, ତିନିରଥରେ ଭାଙ୍ଗିବ ୯ ଅଧରହାଣ୍ଡି
ପୁରୀ: ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ତିନିରଥ ଉପରେ ଗୁରୁବାର ଅଧରପଣା ନୀତି ସମ୍ପନ୍ନ ହେବ। ଏହି ନୀତି ପାଇଁ ସ୍ୱତନ୍ତ୍ର ହାଣ୍ଡି ପ୍ରସ୍ତୁତ ହୋଇଛି। ତାହାକୁ ଅଧର ହାଣ୍ଡି କୁହାଯାଏ। ଏହି ହାଣ୍ଡିରେ ପଣା ପ୍ରସ୍ତୁତ ହୋଇ ଦାରୁବିଗ୍ରହଙ୍କ ପାଖରେ ଲାଗି ହେବ। ପ୍ରତି ଠାକୁରଙ୍କ ପାଖରେ ୩ ହାଣ୍ଡି ଲେଖାଏଁ ପଣା ଭୋଗ ହେବ। ଦାରୁବିଗ୍ରହଙ୍କ ନିକଟରେ ପଣା ଭୋଗ ପରେ ଏହି ପଣାହାଣ୍ଡିକୁ ଭାଙ୍ଗି ଦିଆଯିବାର ବିଧି ରହିଛି। ପଣା ହାଣ୍ଡି ଭାଙ୍ଗିବା ପରେ ପଣା ସବୁ ରଥ ତଳକୁ ବୋହିଯାଏ। ତାହାକୁ ଦେବଦେବୀ, ଭୂତପ୍ରେତ, କିନ୍ନର ଓ ରାକ୍ଷସମାନେ ପାଇଥାନ୍ତି ବୋଲି ବିଶ୍ୱାସ ରହିଛି। ରଥରେ ଠାକୁରଙ୍କ ମଧ୍ୟାହ୍ନ ଧୂପ ନୀତି ବଢ଼ିବା ପରେ ଅଧରପଣା ନୀତି ଅନୁଷ୍ଠିତ ହେବ। ଏହି ନୀତିକୁ ଶୃଙ୍ଖଳିତ କରିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କ ସହ ଆଲୋଚନା କରାଯାଇଛି। ଏଥିସହ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଛି।

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ସମାଧାନ ହେବ ବନକଲାଗି ବିବାଦ
ପୁରୀ: ଆଜି ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପୂର୍ବାହ୍ନ ୧୧ଟାରେ ବସିବାକୁ ଥିବା ବୈଠକରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଅଧ୍ୟକ୍ଷତା କରିବେ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ କରାଯିବ ଆଲୋଚନା। ମାସେରୁ ଅଧିକ ହେବ ମହାପ୍ରଭୁଙ୍କ ବନକଲାଗି ନୀତିକୁ ନେଇ ବିବାଦ ଚାଲିଛି। ଏଥିପାଇଁ ନୀତି ସବ୍‌‌ କମିଟି ବୈଠକ ବସିଥିଲା। ଏଥିରେ ବିଭିନ୍ନ ମତାମତ ଆସିଛି। ତେଣୁ ଏହି ମତାମତ ସବୁକୁ ପରିଚାଳନା କମିଟି ବୈଠକରେ ଉପସ୍ଥାପନ କରାଯିବ। ଯଦିଓ ଦତ୍ତମହାପାତ୍ର ନିଯୋଗ ପ୍ରଶାସନ ନିଷ୍ପତ୍ତି ଅନୁସାରେ କାମ କରିବ ବୋଲି କହିଛି କିନ୍ତୁ ପରିଚାଳନା କମିଟି ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ସମାଧାନର ସୂତ୍ର ବାହାରିବ।

ଏହାବ୍ୟତୀତ ଗତ ମେ ୨୯ ଓ ଜୁନ୍‌‌ ୧୨ ତାରିଖରେ ଅନୁଷ୍ଠିତ ପରିଚାଳନା କମିଟି ବୈଠକର ବିବରଣୀ ପଠନ ଓ ଦୃଢୀକରଣ ସହ ଗତବର୍ଷ ସେପ୍ଟେମ୍ବର ୨୭ ଓ ଡିସେମ୍ବର ୧୫ ତାରିଖରେ ଅନୁଷ୍ଠିତ ପରିଚାଳନା କମିଟି ବୈଠକର ବିବରଣୀ ଅନୁପାଳନ କରାଯିବ। ଏତଦ୍‌‌ବ୍ୟତୀତ ନିକଟରେ ଶେଷ ହୋଇଥିବା ସ୍ନାନଯାତ୍ରା ଏବଂ ରଥଯାତ୍ରାର ସମୀକ୍ଷା କରାଯିବ। କେଉଁଠି କ’ଣ ଦୋଷ ତ୍ରୁଟି ରହିଲା ଏବଂ ଯାତ୍ରା ଶୃଙ୍ଖଳିତ ହୋଇଛି କି ନାହିଁ ନୀତିକାନ୍ତି ସମ୍ପର୍କରେ ଆଲୋଚନା କରାଯିବ। ସେହିପରି ବୈଠକରେ ସେବକ ବାସଗୃହ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହେବ। ସେବକମାନଙ୍କୁ ଯୋଗାଇ ଦିଆଯିବାକୁ ଥିବା ବାସଗୃହ ନିର୍ମାଣର ଅଗ୍ରଗତି କ’ଣ ହୋଇଛି ତା’ ଉପରେ ବୈଠକରେ ସୂଚନା ଦିଆଯିବ। ଏଥିସହ ଶ୍ରୀମନ୍ଦିର ଆଦର୍ଶ ଗୁରୁକୂଳ ମଧ୍ୟ ଅନ୍ୟତମ ପ୍ରମୁଖ ପ୍ରସଙ୍ଗ ରହିବ। ସେହିପରି ବାଉଳି ମଠର ଉନ୍ନତିକରଣ ସମ୍ପର୍କରେ ମଧ୍ୟ ଆଲୋଚନା କରାଯିବ। ଏହି ମଠକୁ କିପରି ବିକଶିତ କରାଯିବ ତା’ ଉପରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ଗତ ଜାନୁୟାରୀ ୧୭ ତାରିଖରେ ଅନୁଷ୍ଠିତ ଶ୍ରୀମନ୍ଦିର ଭୂମି ଓ ପ୍ରକଳ୍ପ ସବ୍‌‌ କମିଟି ବୈଠକର ବିବରଣୀ ଅନୁମୋଦନ ଲାଭ କରିବ। ସଭାପତିଙ୍କ ଅନୁମୋଦନକ୍ରମେ ଅନ୍ୟ କିଛି ପ୍ରସଙ୍ଗ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି।

ଆଜି ଦଶମୀରେ ସମ୍ପନ୍ନ ହେବ ଚକା ବିଜେ ନୀତି, ରାଜବୈଦ୍ୟଙ୍କ ଘରୁ ବିଜେ ହେବ ଦଶମୂଳ ମହୌଷଧୀ
ପୁରୀ: ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ । ନିଶବ୍ଦ, ଅନ୍ଧକାର ଓ ରୁଦ୍ଧଦ୍ବାରର ତାଟି କୋଠରୀ ମଧ୍ୟରେ ଚାଲିଛି ଗୁପ୍ତ ଉପଚାର । ମହାପ୍ରଭୁଙ୍କ ନିକଟରେ ଷଷ୍ଠୀରୁ ଓଷ ଲାଗି ନୀତି ଚାଲିଥିବାବେଳେ ଆଜି ଦଶମୀରେ ଚକା ବିଜେ ନୀତି ସମ୍ପନ୍ନ ହେବ । ଶ୍ରୀବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଶ୍ରୀମନ୍ଦିରକୁ ବିଜେ କରିବାର ପରମ୍ପରା ରହିଛି । ଶ୍ରୀବୈଦ୍ୟଙ୍କ ଦ୍ବାରା ଏହି ଔଷଧ ପ୍ରସ୍ତୁତି କରାଯାଇଥାଏ । ବିଭିନ୍ନ ପ୍ରକାର ଆୟୁର୍ବେଦ ଚେରମୂଳିରେ ଏହି ଦିବ୍ୟ ଔଷଧ ପ୍ରସ୍ତୁତ କରାଯାଇଥାଏ ।

ଏହାପରେ ଏକାଦଶୀରେ ଦଶମୂଳ ମୋଦକ, ଖଡି ପ୍ରସାଦ ବିଜେ, ଦ୍ବାଦଶୀରେ ରାଜପ୍ରସାଦ ବିଜେ, ଖଳିଲାଗି ଓ ଘଣା ଲାଗି ନୀତି ସମ୍ପନ୍ନ ହେବ । ପରେ ମହାପ୍ରଭୁ ସୁସ୍ଥ ହୋଇ ନବଯୌବନ ବେଶରେ ଦର୍ଶନ ଦେଇ ରଥାରୂଢ଼ ହେବେ । ଗୁପ୍ତସେବା ସମୟରେ ମହାପ୍ରଭୁଙ୍କୁ ଅନ୍ନଭୋଗ ବଦଳରେ ଲାଗି ହେଉଛି ଚକଟା ଓ ପଣା ଭୋଗ । କ୍ଷୀର, ଛେନା, ସର, ଖୁଆରେ ବିଭିନ୍ନ ଫଳମୂଳ ମିଶାଇ ଚକଟା ଭୋଗ ପ୍ରସ୍ତୁତ ହେଉଛି । ପ୍ରସାଦକୁ ଦଇତାପତି ସେବାୟତ ସେବନ କରିବା ପରେ ବଳକା ଚକଟାରେ ସର୍ବସାଧାରଣଙ୍କ ପାଇଁ ପ୍ରସ୍ତୁତ ହେଉଛି ଅଣସର ପଣା ।

ବନକଲାଗି ପାଇଁ ବୁଧବାର ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
ପୁରୀ: ଶ୍ରୀମନ୍ଦିରରେ ଜ୍ୟେଷ୍ଠ କୃଷ୍ଣ ତ୍ରୟୋଦଶୀ ତିଥିରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରକୁ କେହି ବି ନେଇପାରିବେନି ମୋବାଇଲ ଫୋନ୍
ପୁରୀ: ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଆଜି ଶ୍ରୀମନ୍ଦିର ପରିଚାଳନା ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଗୁରୁକୂଳ ପ୍ରତିଷ୍ଠା ନେଇ ଏମଓୟୁ ସ୍ଵାକ୍ଷର ହୋଇଛି। ଜଗନ୍ନାଥ ବନ ପ୍ରକଳ୍ପ ନେଇ ୩୬ ହଜାରରୁ ଉର୍ଦ୍ଧ୍ବ ହେକ୍ଟରରେ ବୃକ୍ଷ ରୋପଣ ହୋଇଥିବା ବେଳେ ଆହୁରି ଅଧିକ ବୃକ୍ଷ ରୋପଣ ନେଇ ନିଷ୍ପତି ନିଆଯାଇଛି। ଗୁଣ୍ଡିଚା ମନ୍ଦିର ମରାମତି ନେଇ ବୈଠକରେ ଆଲୋଚନା ହୋଇଥିବା ବେଳେ ଆସନ୍ତା ଏପ୍ରିଲ ସୁଦ୍ଧା ମରାମତି ଶେଷ କରାଯିବ ବୋଲି ଜଣାପଡ଼ିଛ।

ଏଥିସହ ଆସନ୍ତା ଜାନୁଆରି ୧ ତାରିଖ ଠାରୁ ଶ୍ରୀମନ୍ଦିର ଭିତରକୁ କେହିବି ମୋବାଇଲ ଫୋନ୍‌ ନେଇପାରିବେ ନାହିଁ। ପୂର୍ବରୁ ଶ୍ରୀମନ୍ଦିର ଭିତରକୁ ସାଧାରଣ ଦର୍ଶକଙ୍କ ପାଇଁ ମୋବାଇଲ ଫୋନ୍‌ କଟକଣା ଥିବା ବେଳେ ଏବେ ପୁଲିସ, ସେବାୟତ ଓ କର୍ମଚାରୀଙ୍କୁ ମଧ୍ୟ ବାରଣ ହୋଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ପରେ ଶ୍ରୀମନ୍ଦିର ମୁଖ୍ୟ ଶାସନ ସଚିବ ବୀର ବିକ୍ରମ ଯାଦବ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ମୋବାଇଲ ରଖିବା ପାଇଁ ସିଂହଦ୍ବାର ଓ ଦକ୍ଷିଣ ଦ୍ବାର ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ନିୟମ ଉଲ୍ଲଂଘନ କରି ଯେଉଁମାନେ ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ୍‌ ନେଇକି ‌ଯିବେ, ସେମାନଙ୍କ ବିରୋଧରେ କଡ଼ାକାର୍ଯ୍ଯାନୁଷ୍ଠାନ ନିଆଯିବ। ଆଜିର ବୈଠକରେ ଜିଲ୍ଲପାଳ ସମର୍ଥ ବର୍ମା, ଏସ୍‌ପି କେ ବିଶାଳ ସିଂ, ପରିଚାଳନା କମିଟିର ସମସ୍ତ ପଦାଧିକାରୀ ଉପସ୍ଥିତ ଥିଲେ।

ଶ୍ରୀମନ୍ଦିର ଭିତରକୁ ପୁଲିସ କର୍ମଚାରୀଙ୍କୁ ସ୍ମାର୍ଟଫୋନ୍ ମନା
ପୁରୀ: ଶ୍ରୀମନ୍ଦିରରେ ପ୍ରବେଶ ଏବଂ ଡିୟୁଟି ସମୟରେ ପୁଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ବାରଣ କରାଯାଇଛି। ବିଶେଷ କାର୍ଯ୍ଯରେ ନିୟୋଜିତ ଥିବା କିଛି ଅଧିକାରୀଙ୍କୁ ଛାଡି ଦେଲେ ଅନ୍ୟ ସମସ୍ତ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ମନା କରାଯାଇଛି। ଏନେଇ ପୁରୀ ଏସ୍ପି ସୂଚନା ଦେଇଛନ୍ତି। । ପୂର୍ବରୁ ବିଭିନ୍ନ ସମୟରେ ଶ୍ରୀମନ୍ଦିର ଭିତରେ ମାଳମାଳ ସ୍ମାର୍ଟ ଫୋନ ପ୍ରବେଶକୁ ନେଇ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା । ସ୍ମାର୍ଟ ଫୋନର ବ୍ୟବହାର ଯୋଗୁଁ ପୁଲିସ କର୍ମୀମାନେ ଡ୍ୟୁଟିରେ ଖିଲାପ କରୁଥିବା ମଧ୍ୟ ଅଭିଯୋଗ ହୋଇଥିଲା । ତେଣୁ ପୁରୀ ଏସପିଙ୍କ ନିର୍ଦେଶ ଅନୁଯାୟୀ ଶ୍ରୀମନ୍ଦିର ଭିତରେ କାର୍ଯ୍ଯରତ ପୁଲିସ କର୍ମଚାରୀଙ୍କ ମୋବାଇଲ ବ୍ୟବହାର ଉପରେ କଟକଣା ଲାଗିଛି।

ଶ୍ରୀଜିଉଙ୍କ ନିକଟରେ ବିଶ୍ବର ମଙ୍ଗଳ ପାଇଁ ପ୍ରାର୍ଥନା କଲେ ୫ଟି ସଚିବ ଭିକେ ପାଣ୍ଡିଆନ
ପୁରୀ: ପୁରୀ ଗସ୍ତରେ ଯାଇ ଶ୍ରୀଜିଉଙ୍କ ଦର୍ଶନ କଲେ ୫ଟି ସଚିବ ଭିକେ ପାଣ୍ଡିଆନ। ଏହାସହ ଶ୍ରୀଜଗନ୍ନାଥଙ୍କ ନିକଟରେ ବିଶ୍ବର ମଙ୍ଗଳ ପାଇଁ ପ୍ରାର୍ଥନା କରିଥିଲେ। ଶ୍ରୀଜିଉଙ୍କ ଦର୍ଶନ କରିବା ପରେ ପାଣ୍ଡିଆନ ଭୁବନେଶ୍ବର ଫେରିଛନ୍ତି ।ଶ୍ରୀମନ୍ଦିରରେ ପାଖାପାଖି ୪୫ ମିନିଟ ପର୍ଯ୍ଯନ୍ତ ରହିବା ସହ ପାର୍ଶ୍ବ ଦେବଦେବୀଙ୍କ ମନ୍ଦିରକୁ ଯାଇ ଦର୍ଶନ କରିଥିଲେ।

ସୂଚନା ଅନୁଯାୟୀ, ପାଣ୍ଡିଆନ ନିୟମିତ ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରୁଛନ୍ତି। ଏହାସହ ପୁରୀ ସୌନ୍ଦର୍ଯ୍ଯକରଣ ପାଇଁ ଚାଲିଥିବା କାମର ଅଗ୍ରଗତି ମଧ୍ୟ ବୁଲି ଦେଖିଥିଲେ। ପୁରୀକୁ ବିଶ୍ବସ୍ତରୀୟ କରିବା ସହ ଅଧିକରୁ ଅଧିକ ଲୋକଙ୍କୁ ପୁରୀ ଆସିବାକୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଉନ୍ନୟନ କାମ ହାତକୁ ନେଇଛନ୍ତି।

ଆଜି ହେଉଛି ଉଭାଯାତ୍ରା, ଭକ୍ତଙ୍କୁ ମିଳିଛି ଦର୍ଶନ ସୁଯୋଗ
ପୁରୀ: ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଆଜି ହେଉଛି ଉଭାଯାତ୍ରା । ଗତକାଲି ନେତ୍ରୋତ୍ସବରେ ଲକ୍ଷାଧିକ ଭକ୍ତ ଶ୍ରୀଜିଉଙ୍କୁ ଦର୍ଶନ କରି ସୌଭାଗ୍ୟ ଲାଭ କରିଥିବାବେଳେ ଆଜି ଉଭାଯାତ୍ରାରେ ମଧ୍ୟ ସାଧାରଣ ଦର୍ଶନକୁ ଅନୁମତି ମିଳିଛି । ପ୍ରଥମେ ଭୋର ୪ଟାରୁ ୬ଟା ୩୦ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଭକ୍ତ । ପରେ ମଧ୍ୟାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ସ୍ୱତନ୍ତ୍ର ନୀତିକାନ୍ତି ପାଇଁ ଦର୍ଶନ ବନ୍ଦ ରହିଛି । ଏହାପରେ ୧୨ଟା ୩୦ରୁ ଗୋଟାଏ ୩୦ ଓ ଅପରାହ୍ନ ୩ଟା ୩୦ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜଗାଦର୍ଶନ କରିପାରିବେ ଭକ୍ତ । ଭୋଗ ଲାଗୁଥିବା ସମୟରେ ଦର୍ଶନ ବନ୍ଦ ରହିବ ।

ଘୋଷଯାତ୍ରା ପାଇଁ ଆଜି ପରମ୍ପରା ଅନୁସାରେ ସକାଳ ଧୂପ ନୀତି ପରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞାମାଳ ରଥଖଳାକୁ ବିଜେ କରିବ । ବିଜେ କାହାଳୀ ବାଜିବା ସହ ବିଧି ଅନୁସାରେ ପ୍ରଥମେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣାଯାଇ ରଥ ଖଳାରୁ ସିଂହଦ୍ୱାରକୁ ଅଣାଯିବ । ପରେପରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଓ ବଳଭଦ୍ରଙ୍କ ତାଳଧ୍ୱଜ ରଥକୁ ସିଂହଦ୍ୱାର ସମ୍ମୁଖକୁ ଅଣାଯିବ । ଦୁଇବର୍ଷ ପରେ ଏହି ତିଥିରେ ଦର୍ଶନ ମିଳୁଥିବାରୁ ଭକ୍ତଙ୍କ ଭିଡ଼ ଜମିବା ସମ୍ଭାବନା ରହିଛି । ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରିଛି ପ୍ରଶାସନ ।