Odisha Budget 2022-23 - The Sakala
ବଜେଟରେ ସ୍ବସ୍ଥ୍ଯକୁ ଗୁରୁତ୍ବ: ସ୍ୱାସ୍ଥ୍ୟ ସେବା ନିମନ୍ତେ ୧୨,୬୨୪ କୋଟି, ପୂର୍ବବର୍ଷଠାରୁ ବ୍ୟୟ ଅଟକଳ ୨୫% ଅଧିକ
ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଧାନ୍ୟ ଦେଉଛନ୍ତି। ଏହି ଲକ୍ଷ୍ୟରେ ଜନସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ବଜେଟରେ ୧୨,୬୨୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ପୂର୍ବ ବର୍ଷ ତୁଳନାରେ ଏଥର ୨୫% ଅଧିକ ଅନୁଦାନ ମିଳିଛି। ସେଥିରୁ ବିଏସ୍‍କେୱାଇ ପାଇଁ ୨୬୬୪ କୋଟି ଟଙ୍କା ଦିଆଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନ୍‍ ନିମନ୍ତେ ୨୩୨୫ କୋଟି, ପରିବାର କଲ୍ୟାଣ ଯୋଜନା ପାଇଁ ୫୧୪ କୋଟି, ଆନୁସଙ୍ଗିକ ସ୍ୱାସ୍ଥ୍ୟ ସେବା ପାଇଁ ୬୫୨ କୋଟି, ଜାତୀୟ ସ୍ୱାସ୍ଥ୍ୟ ମିଶନ୍‍ ପାଇଁ ୨୧୫୬ କୋଟି ଏବଂ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ମାନବ ସମ୍ବଳ ଏବଂ ମେଡିକାଲ ଶିକ୍ଷା ପାଇଁ ୩୧୨ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।
ଭୁବନେଶ୍ୱର: ବିଧାନସଭାରେ ଆଗତ ହେଲା ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ଚଳିତ ଆର୍ଥିକ ବର୍ଷରେ ବ୍ୟୟ ଅଟକଳ ୨ ଲକ୍ଷ କୋଟି ଟଙ୍କା ଆକଳନ କରାଯାଇଥିବା ବେଳେ ମୋଟ କାର୍ଯ୍ୟକ୍ରମ ବ୍ୟୟ ବରାଦ ୧ ଲକ୍ଷ କୋଟି ଟଙ୍କା ହେବ । ଚଳିତ ବଜେଟ୍‌ରେ କୃଷି ଉପରେ ଅଧିକ ଫୋକସ କରିଛନ୍ତି ରାଜ୍ୟ ସରକାର। ଏଥିରେ କୃଷି ପାଇଁ ମୋଟ ୨୧ ହଜାର ୧୬୬ କୋଟି ଟଙ୍କା ବ୍ୟୟ ବରାଦ ପ୍ରସ୍ତାବ ଆଗତ ହୋଇଛି । ତେବେ ଆସନ୍ତୁ ନଜର ପକାଇବା ରାଜ୍ୟ ବଜେଟରେ କେଉଁ ବିଭାଗ ଓ କ୍ଷେତ୍ରକୁ ମିଳିଛି କେତେ କେତେ ଟଙ୍କା ?
-ମୋଟ୍ ବଜେଟର ପରିମାଣ- ୨ ଲକ୍ଷ କୋଟି
-କୃଷିକ୍ଷେତ୍ର ପାଇଁ- ୨୧, ୧୬୬ କୋଟି
-ସ୍ୱାସ୍ଥ୍ୟକ୍ଷେତ୍ର ପାଇଁ- ୧୨, ୬୨୪ କୋଟି
-ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ- ୨୭, ୩୨୪ କୋଟି
-ମିଶନ ଶକ୍ତି ପାଇଁ- ୨୦୦୦ କୋଟି
-ବିପର୍ଯ୍ୟୟ ପରିଚାଳନା ପାଇଁ- ୩୨୬୨ କୋଟି
-ଧାର୍ମିକ ଓ ସାଂସ୍କୃତିକ ସ୍ଥଳ ପାଇଁ -୧,୯୫୦ କୋଟି ଟଙ୍କା
-ସଡକ ଓ ଭିତ୍ତିଭୂମି ପାଇଁ- ୧୪, ୪୫୪ କୋଟି
-ପର୍ଯ୍ୟଟନ କ୍ଷେତ୍ର ପାଇଁ- ୫୯୦ କୋଟି
-କ୍ରୀଡା ଓ ଯୁବସେବା ବିଭାଗ ପାଇଁ- ୯୧୧ କୋଟି
-ଶକ୍ତି କ୍ଷେତ୍ର ପାଇଁ- ୩୪୮୨ କୋଟି
-ଶିଳ୍ପ, ଏମଏସଏମଇ, ଉଦ୍ୟୋଗ ପାଇଁ- ୧୨୬୯ କୋଟି
-ଜଙ୍ଗଲ ଓ ପରିବେଶ ପାଇଁ- ୨୨୧୭ କୋଟି
-ଇସ୍ପାତ ଓ ଖଣି ପାଇଁ- ୧୮୩ କୋଟି
-ଆଇଟି ଓ ଇଲେକ୍ଟ୍ରୋନିକ୍ ପାଇଁ- ୩୦୨ କୋଟି
୨୦୨୨-୨୩ ବଜେଟ୍‌ରେ କୃଷକଙ୍କ ବିକାଶକୁ ଫୋକସ, ଜାଣନ୍ତୁ କେଉଁ ଯୋଜନା ପାଇଁ କେତେ ହୋଇଛି ବ୍ୟୟବରାଦ?
ଭୁବନେଶ୍ୱର: ବିଧାନସଭାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି । ଚଳିତ ଆର୍ଥିକ ବର୍ଷ ପାଇଁ ମୋଟ ୨ଲକ୍ଷ କୋଟି ଟଙ୍କାର ବଜେଟ୍‌ ଉପସ୍ଥାପିତ ହୋଇଛି। ଚଳିତ ବଜେଟ୍‌ରେ କୃଷି ଉପରେ ଅଧିକ ଫୋକସ କରିଛନ୍ତି ରାଜ୍ୟ ସରକାର। କୃଷି କ୍ଷେତ୍ର ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ । ଏଯାବତ ସର୍ବାଧିକ ୨୧,୧୬୬ କୋଟି ଟଙ୍କା ବ୍ୟୟବରାଦ କେବଳ କୃଷି ପାଇଁ ରଖାଯାଇଛି । ଓଡିଶା କୃଷି ବହୁଳ ରାଜ୍ୟ ହୋଇଥିବାରୁ ରାଜ୍ୟ ସରକାର ଫୋକସ୍ କରିଛନ୍ତି କୃଷି ଉପରେ । କୃଷିର ବିକାଶ ପାଇଁ ବୈଶୟିକ ପଦ୍ଧତିକୁ ଗୁରୁତ୍ୱ ଦିଆଯାଇଛି । ବଡ଼ ଜଳ ସେଚନ ପ୍ରକଳ୍ପ ପୁରା କରିବାକୁ ଲକ୍ଷ୍ୟ ରଖାଯାଇଛି । ଉଦ୍ୟାନ କୃଷିକୁ ୩୧୨ କୋଟି ଟଙ୍କାର ବ୍ୟୟବରାଦ ରଖାଯାଇଛି । ଜଳ ସେଚନ ପ୍ରକଳ୍ପକୁ ୨୪୯୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।
୨ ଲକ୍ଷ ୮୦ ହଜାର ଜମି ଜଳସେଚନ ଲକ୍ଷ୍ଯ ରଖାଯାଇଛି । କାଳିଆ ଯୋଜନା ପାଇଁ ୧୮୭୪ କୋଟି ବ୍ୟୟବରାଦ ରଖାଯାଇଛି । କାଳିଆ ଯୋଜନାରେ ଚାଷୀକୁ ୫୦ ହଜାର ଯାଏଁ ବିନା ସୁଧରେ ଋଣ ଦିଆଯିବାକୁ ବ୍ୟବସ୍ଥା କରାଯାଇଛି । ଚାଷୀଙ୍କ ଋଣ ପାଇଁ ୮୯ କୋଟି ବ୍ୟବସ୍ଥା କରାଯାଇଛି । ଅଣଧାନ ଶସ୍ୟକ୍ରୟ ପାଇଁ ୧୦୦ କୋଟିର କର୍ପସ ପାଣ୍ଠି ରହିଛି ।ଭୂମିହୀନଙ୍କ ପାଇଁ ବଳିଆ ଯୋଜନାରେ ସହାୟତା ଦିଆଯାଉଛି । ରାଜ୍ୟରେ ୧୨ ହଜାର ୫୦୦ ଗଭୀର ନଳକୂପ ଖନନ ହେବ । ୨ ପ୍ରତିଶତ ସୁଧରେ ୫୦ ହଜାରରୁ ୩ଲକ୍ଷ ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବାକୁ ଯୋଜନା ରଖାଯାଇଛି । ପିଏମ କୃଷି ସିଞ୍ଚାଇ ଯୋଜନା ଅଧୀନ ପ୍ରକଳ୍ପ ପାଇଁ ୨୪୯୩ କୋଟି । ଅତିରିକ୍ତ ୨ ଲକ୍ଷ ୮୦ ହଜାର ହେକ୍ଟର ଜମିକୁ ଜଳ ସେଚନ ଲକ୍ଷ୍ୟ ରଖାଯାଇଛି ।
କୃଷିକ୍ଷେତ୍ରକୁ ୨୧,୧୬୬ କୋଟି ଟଙ୍କା ବ୍ୟୟବରାଦ
-ଉଦ୍ୟାନ କୃଷି ବିକାଶ କାର୍ଯ୍ୟକ୍ରମ ପାଇଁ ୩୦୧୨ କୋଟି
-ଜାତୀୟ ଉଦ୍ୟାନ କୃଷି ମିଶନ ପାଇଁ ୧୨୨ କୋଟି
-ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା ପାଇଁ ୩ ଶହ କୋଟି
-ପ୍ରଧାନମନ୍ତ୍ରୀ କୃଷି ସିଞ୍ଚନ ଯୋଜନା ପାଇଁ ୨୪୯୩ କୋଟି
-ବୃହତ ଉଠା ଜଳସେଚନ ପ୍ରକଳ୍ପ ପାଇଁ ୧୦,୭୫୯ କୋଟି
-ଜଳନିଧି ଯୋଜନା ପାଇଁ ୨୩୪ କୋଟି ଟଙ୍କା
-ବିଜୁ କୃଷକ ବିକାଶ ଯୋଜନା ପାଇଁ ୪ ଶହ କୋଟି ବରାଦ
-ଚାଷୀଙ୍କ ସୁଧ ରିହାତି ଯୋଜନା ୮୯୩ କୋଟି ବରାଦ
-ସମବାୟ ସଂସ୍ଥାଗୁଡିକୁ ଆର୍ଥିକ ସହାୟତା ପାଇଁ ୩୭ କୋଟି
-ସଘନ ଓ ଆଭ୍ୟନ୍ତରୀଣ ମାଛ ଚାଷ ପାଇଁ ୧୮୨ କୋଟି
ପ୍ରଗତିଶୀଳ, ଗରିବ ସ୍ୱାର୍ଥ ଏବଂ ବିକାଶଶୀଳ ଅଭିମୁଖୀ ବଜେଟ: ନବୀନ
୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟରେ ରାଜ୍ୟ ସରକାର ସବୁ ଦିଗକୁ ଗୁରୁତ୍ୱ ଦେଇଛନ୍ତି । ରାଜ୍ୟର ବିକାଶ ରଥକୁ ଏ ବଜେଟ୍ ଆହୁରି ଆଗକୁ ନେବ । ଗରିବ ପରିବାର ଗୁଡିକର ଆୟ ବୃଦ୍ଧି ସହ କୃଷକ ପରିବାରର ଆର୍ଥିକ ସ୍ଥିତିକୁ ଆହୁରି ମଜବୁତ କରିବ । ସବୁ ଦିଗକୁ ଫୋକସ୍ କରି ଏକ ସମତୁଲ ବଜେଟ୍ ଆଣିଛନ୍ତି ସରକାର । ରାଜ୍ୟ ବଜେଟକୁ ନେଇ ଏଭଳି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ନବୀନ ଦର୍ଶାଇଛନ୍ତି ଚଳିତ ବଜେଟରେ ପାଣ୍ଠି ବରାଦର ପରିମାଣ ୨ ଲକ୍ଷ କୋଟିକୁ ବଢିଛି । କାର୍ଯ୍ୟକ୍ରମ ଖର୍ଚ୍ଚ ବାବଦରେ ଖର୍ଚ୍ଚ ହେବ ୧ ଲକ୍ଷ କୋଟି । ଏହା ସବୁ ଦୃଷ୍ଟିରୁ ଏକ ଐତିହାସିକ ବଜେଟ୍ । ବଜେଟରେ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା, ଉନ୍ନତମାନର ଶିକ୍ଷା, ସ୍କୁଲ ରୂପାନ୍ତରଣ, ମହିଳା ଶସକ୍ତିକରଣ, ଭିତ୍ତିଭୂମି ବିକାଶକୁ ଅଗ୍ରାଧିକାର ମିଳିଛି । ଉନ୍ନତ ଜୀବନ ସହ ଜୀବିକା ଯୋଗାଣକୁ ମଧ୍ୟ ସରକାର ବଜେଟରେ ଫୋକସ୍ କରିଛନ୍ତି । ରାଜ୍ୟର ଅଭିବୃଦ୍ଧି ହାରକୁ ଦୃତ ଗତିରେ ଆଗକୁ ନେବାକୁ ପୁଞ୍ଜି ବ୍ୟୟକୁ ସରକାର ୫୬ ପ୍ରତିଶତକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିଭଳି ମିଶନ ଶକ୍ତି ପାଇଁ ୨ହଜାର କୋଟିର ସ୍ୱତନ୍ତ୍ର ବଜେଟ୍ ବରାଦ କରିଛନ୍ତି । ଏହା ରାଜ୍ୟର ୭୦ଲକ୍ଷ୍ୟ ମହିଳାଙ୍କ ଆର୍ଥିକ ସ୍ୱାଧିନତାକୁ ଅଧିକ ସୁଦୃଢ କରିବ । ଭବିଷ୍ୟତରେ କୌଣସି ଦୁର୍ବିପାକ ବେଳେ ଆର୍ଥିକ ମୁକାବିଲା ପାଇଁ ସରକାର ‘ବଜେଟ୍ ଷ୍ଟାବିଲାଇଜେସନ ଫଣ୍ଡ’ ଗଠନ କରିଛନ୍ତି । ଯାହା ସଙ୍କଟ ସମୟରେ ରାଜ୍ୟର ଆର୍ଥିକ ପରିଚାଳନାକୁ ଆହୁରି ସୁଦୃଢ କରିବ । ୫ ଟି ଓ ମୋ ସରକାର ଆଧାରରେ ବଜେଟ ପ୍ରସ୍ତୁତ ହୋଇଛି । ଏ ବଜେଟ୍ ରାଜ୍ୟବାସୀଙ୍କ ଆଶା ଆକାଂଖ୍ୟାକୁ ନିଶ୍ଚୟ ପୂରଣ କରିବ ବୋଲି ମୁଖ୍ୟମନ୍ତ୍ରୀ ନିଜ ପ୍ରତିକ୍ରିୟା ରଖିଛନ୍ତି ।
୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ: ମିଶନ ଶକ୍ତି ପାଇଁ ୨ ହଜାର କୋଟି ଟଙ୍କା ବ୍ୟବବରାଦ
ଭୁବନେଶ୍ୱର: ବିଧାନସଭାରେ ଆଗତ ହେଲା ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ଚଳିତ ଆର୍ଥିକ ବର୍ଷରେ ବ୍ୟୟ ଅଟକଳ ୨ ଲକ୍ଷ କୋଟି ଟଙ୍କା ଆକଳନ କରାଯାଇଥିବା ବେଳେ ମୋଟ କାର୍ଯ୍ୟକ୍ରମ ବ୍ୟୟ ବରାଦ ୧ ଲକ୍ଷ କୋଟି ଟଙ୍କା ହେବ । ଚଳିତ ବଜେଟରେ ମହିଳା ସଶକ୍ତିକରଣ ପାଇଁ ମିଶନ ଶକ୍ତିକୁ ଗୁରୁତ୍ୱ ଦିଆଯାଇଛି । ମିଶନ ଶକ୍ତି ପାଇଁ ୨ ହଜାର କୋଟି ଟଙ୍କା ବ୍ୟବବରାଦ ହୋଇଛି । ବଜେଟ୍ ଉପସ୍ଥାପନ ବେଳେ ମନ୍ତ୍ରୀ କହିଛନ୍ତି, ‘ମହିଳା ସଶକ୍ତିକରଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଦେଖିଥିବା ସ୍ବପ୍ନ ପୂରଣ ହୋଇଛି । ମାତ୍ର ଦୁଇ ଦଶଦ୍ଧିରେ ମିଶନ ଶକ୍ତି ୬ ଲକ୍ଷରୁ ଅଧିକ ସ୍ବୟଂ ସହାୟକ ଗୋଷ୍ଠୀରେ ୭୦ ଲକ୍ଷ ମହିଳାଙ୍କୁ ଏକାଠି କରିପାରିଛି । ଲକ୍ଷ ଲକ୍ଷ ମହିଳାଙ୍କ ଯୋଗଦାନରେ ଗଠିତ ଏସଏଚଜିମାନଙ୍କ ପାଇଁ ସ୍ଥାନୀୟ ଜୀବିକା ଉପାର୍ଜନ ସୁଯୋଗ ସୁନିଶ୍ଚିତ ହୋଇପାରିଛି  । ମିଶନ ଶକ୍ତି ମହିଳାଙ୍କୁ ନୂଆ ପରିଚୟ ଦେଇପାରିଛି  । ଜନ୍ମଦାତ୍ରୀରୁ ଏବେ ମା’ମାନଙ୍କୁ ନିର୍ଣ୍ଣୟକାରୀ ଭାବେ ଗ୍ରହଣ କରାଗଲାଣି ।’
-ମହିଳା ସଶକ୍ତିକରଣ ପାଇଁ ମିଶନ ଶକ୍ତିକୁ ଗୁରୁତ୍ୱ
-ମିଶନ ଶକ୍ତି ପାଇଁ ୨ ହଜାର କୋଟି ଟଙ୍କା
-ମିଶନ ଶକ୍ତି ଯୋଜନାରେଏସଏଚଜିଙ୍କୁ ଅର୍ଥ ସହାୟତା ପାଇଁ ୭୭୩ କୋଟି
-ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୃହ ନିର୍ମାଣ ପାଇଁ ୧୭୬ କୋଟି
-ମମତା ଯୋଜନା ଲାଗି ୨୪୭ କୋଟି
-ବିଜୁ ସୁରକ୍ଷା ଓ ଆଶୀର୍ବାଦ ଯୋଜନା ଲାଗି ୪୩ କୋଟି
-ପିଲାଙ୍କୁ ୟୁନିଫର୍ମ ଲାଗି ୭୮ କୋଟି ଟଙ୍କା
ବିଧାନସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟିର ରାଜ୍ୟ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ
ଭୁବନେଶ୍ୱର: ବିଧାନସଭାରେ ଆଗତ ହେଲା ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ଚଳିତ ଆର୍ଥିକ ବର୍ଷରେ ବ୍ୟୟ ଅଟକଳ ୨ ଲକ୍ଷ କୋଟି ଟଙ୍କା ଆକଳନ କରାଯାଇଥିବା ବେଳେ ମୋଟ କାର୍ଯ୍ୟକ୍ରମ ବ୍ୟୟ ବରାଦ ୧ ଲକ୍ଷ କୋଟି ଟଙ୍କା ହେବ । ପ୍ରାରମ୍ଭିକ ବଜେଟ ଭାଷଣରେ ନିରଞ୍ଜନ ପୁଜାରୀ କହିଛନ୍ତି, ମହିଳାଙ୍କ ବିକାଶକୁ ଅଧିକ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର  । ମିଶନ ଶକ୍ତି ଜରିଆରେ ମହିଳାଙ୍କ ବିକାଶକୁ ଗୁରୁତ୍ୱ ଦିଆଯାଇଛି । ରାଜ୍ୟ ସରକାରଙ୍କ ମୋ ସରକାର ଏବଂ ୫ଟି ଆଧାରରେ ସବୁ କ୍ଷେତ୍ରରେ ପରିବର୍ତ୍ତନ କରାଯାଉଛି  । କାଳିଆ ଯୋଜନା ଆଧାରରେ କୃଷକଙ୍କୁ ୫୦ ହଜାର ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ ।
ଜାଣନ୍ତୁ କେଉଁ କ୍ଷେତ୍ର ପାଇଁ କେତେ ବ୍ୟୟବରାଦ କରାଯାଇଛି…
ସ୍ୱାସ୍ଥ୍ୟ ପାଇଁ ୧୨୬୨୪ କୋଟି ଟଙ୍କା
-ଉଦ୍ୟାନ କୃଷିକୁ ୩୧୨ କୋଟି ଟଙ୍କାର ବ୍ୟୟବରାଦ ରଖାଯାଇଛି
-ଜଳ ସେଚନ ପ୍ରକଳ୍ପକୁ ୨୪୯୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି
– BSKY ଯୋଜନାକୁ ୨୬୬୪ କୋଟି
-୨ଲକ୍ଷ ୮୦ ହଜାର ଜମି ଜଳସେଚନ ଲକ୍ଷ୍ଯ
-୨୨ ବର୍ଷରେ ୧୭ ଗୁଣ ବଡିଛି ବଜେଟ୍
– ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନକୁ ୨୩୨୫ କୋଟି
-କାଳିଆ ଯୋଜନାକୁ ୮୭୪ କୋଟି
-କାଳିଆ ଯୋଜନାରେ ଚାଷୀକୁ ୫୦ ହଜାର ଯାଏଁ ଋଣ
-କୁକୁଡା ଚାଷ ପାଇଁ ୧୦୨ କୋଟି
-ଅଣଧାନ ଶସ୍ୟକ୍ରୟ ପାଇଁ ୧୦୦ କୋଟିର କର୍ପସ ପାଣ୍ଠି
-ଶିକ୍ଷା ବିଭାଗ ପାଇଁ ୩୫୮୧ କୋଟି
-ମୋ ସ୍କୁଲ ଅଭିଯାନ ପାଇଁ ୬୪୬ କୋଟି ଟଙ୍କା
-ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ୮୫୧ କୋଟି
-ମୋ କଲେଜ ଅଭିଯାନ ପାଇଁ ୧୧ କୋଟି
– ହାଇସ୍କୁଲ ରୂପାନ୍ତରଣ ପାଇଁ ୧୦୦ କୋଟି
– ଅଙ୍ଗନବାଡି କେନ୍ଦ୍ର ପାଇଁ ୨୩୯୭ କୋଟି
-ରାସ୍ତା ରକ୍ଷଣାବେକ୍ଷଣା ପାଇଁ ୨୯୭୦ କୋଟି
-ପୂର୍ତ୍ତ ବିଭାଗ ପାଇଁ ୮୩୮୩ କୋଟି
-ବିଜୁ ଏକ୍ସପ୍ରେସ ୱେକୁ ୩୦୦ କୋଟି
-ସଡକ ଭିତ୍ତିଭୂମି ବିକାଶ ପାଇଁ ୧୪,୪୫୪ କୋଟି
-ବିଜୁ ସେତୁ ଯୋଜନାକୁ ୧୬୮୮ କୋଟି
-୨୮୧ ସେତୁ ନିର୍ମାଣ ଲକ୍ଷ୍ୟ
-ସହରାଞ୍ଚଳ ବାସଗୃହ ମିଶନକୁ ୪୦୦ କୋଟି
-ଓଡିଶା ଆଦର୍ଶ ବିଦ୍ୟାଳୟ ପାଇଁ ୪୨୦ କୋଟି
-ଛାତ୍ର ବୃତ୍ତି ପାଇଁ ୬୪୨ କୋଟି
-୬୪ ଟି ନୂଆ ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ଲକ୍ଷ୍ୟ
-ବିଜୁ ପକ୍କା ଘର ପାଇଁ ୫୯୦୬ କୋଟି
-ମିଶନ ଶକ୍ତି ବିଭାଗକୁ ୨୦୦୦ କୋଟି
-ପଶୁ ଚିକିତ୍ସା ପାଇଁ ୧୯ଟି ଭ୍ରାମ୍ୟବାଣ ୟୁନିଟ ପ୍ରତିଷ୍ଠା ଲକ୍ଷ୍ୟ
-ବସୁଧା ଯୋଜନାକୁ ୧୮୫୦ କୋଟି ବ୍ୟୟବରାଦ ରଖାଯାଇଛି
-ରାସ୍ତା ନଥିବା ଗାଁକୁ ରାସ୍ତା ପାଇଁ ୧୫୦ କୋଟି
-ନୂଆ ସହର ବିକାଶ ପାଇଁ ୩୩୪ କୋଟି
-ମୁଖ୍ୟମନ୍ତ୍ରୀ ସଡକ ଯୋଜନାକୁ ୭୭୪ କୋଟି
-ଶିକ୍ଷା ଓ ଦକ୍ଷତା ବିକାଶ ଲାଗି ୨୭୩୨୪ କୋଟିର ବଜେଟ ବ୍ୟୟବରାଦ