bus accident - The Sakala

ଜମ୍ମୁ-କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଶହେ ଫୁଟ୍ ତଳକୁ ଖସିଲା ବସ୍‌, ୧୫ ମୃତ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଉଧମପୁର ନିକଟସ୍ଥ କାନୋଟେ ଗ୍ରାମରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବା ଫଳରେ ଅତିକମ୍‌ରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ଜମ୍ମୁ-କାଶ୍ମୀର ପୋଲିସର ସୂଚନା ଅନୁଯାୟୀ, ବସ୍‌ଟି ରାମନଗରରୁ ଉଧମପୁର ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।

ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜୋରଦାର ଚାଲିଛି। ଖବର ପାଇବା ମାତ୍ରେ ଡିଆଇଜି (ୟୁ-ଆର୍ ରେଞ୍ଜ) ଏବଂ ଉଧମପୁର ଏସଏସପିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଉଧମପୁର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତର ଆହତମାନଙ୍କୁ ଉନ୍ନତ ଚିକିତ୍ସା ପାଇଁ ଏୟାରଲିଫ୍ଟ (ବିମାନ ଯୋଗେ ସ୍ଥାନାନ୍ତର) କରିବାକୁ ମଧ୍ୟ ବ୍ୟବସ୍ଥା କରାଯାଉଛି।

ଏହି ହୃଦୟ ବିଦାରକ ଘଟଣାରେ ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇଦେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହ ଉଧମପୁର ଜିଲ୍ଲାପାଳ (ଡିସି) ମିଙ୍ଗା ଶେରପାଙ୍କ ସହ କଥା ହୋଇ ସ୍ଥିତିର ସମୀକ୍ଷା କରିଛନ୍ତି। ସ୍ଥାନୀୟ ପ୍ରଶାସନ ସହ ସେ ନିରନ୍ତର ଯୋଗାଯୋଗରେ ଥିବା ସୂଚନା ଦେଇଛନ୍ତି।

ଭାରସାମ୍ୟ ହରାଇ ରାସ୍ତା କଡ଼ ଖାଲକୁ ଓଲଟିଲା ଟୁରିଷ୍ଟ ବସ୍; ୫ ମୃତ, ୩୦ରୁ ଉର୍ଦ୍ଧ୍ୱ ଆହତ
ଦଶପଲ୍ଲା: ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତାକଡକୁ ଓଲଟିଲା ପିକନିକ୍ ବସ୍ । ଦୁର୍ଘଟଣାରେ ୫ମୃତ, ୩୦ରୁ ଅଧିକ ଆହତ । ସମସ୍ତ ମୃତାହତ ବ୍ରହ୍ମପୁର ଅଞ୍ଚଳର ବୋଲି ସୂଚନା । ଗୁରୁତରଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁସାରେ, ବ୍ରହ୍ମପୁର ଅଞ୍ଚଳର ପାଖାପାଖି ୫୦ଜଣ ତ୍ରିର୍ଥଯାତ୍ରା ଅନୀଲ ନାମକ ଏକ ଘରୋଇ ବସରେ ଓଡିଶାର ବିଭିନ୍ନ ତ୍ରିର୍ଥ ସ୍ଥାନ ବୁଲିବା ପାଇ ବାହାରିଥିଲେ। ପ୍ରଥମ ଦିନରେ ବ୍ରହ୍ମପୁରରୁ ବାହାରି ସମ୍ବଲପୁର ଏବଂ ବଲାଙ୍ଗୀରର ହରିଶଙ୍କର ଯାଉଥିଲେ। ରାତି ୮ଟା ସମୟରେ ନିଜ ଘର ବ୍ରହ୍ମପୁରରୁ ବାହାରି ଥିବା ସମୟରେ ରାତି 12:30 ସମୟରେ ଦଶପଲ୍ଲା ନିକଟ ଏକ ଢ଼ାବାରେ ଗାଡି ରଖି ଡ୍ରାଇଭର ଓ ପିକନିକ୍ ଯାଉଥିବା ଯାତ୍ରୀମାନେ ଖାଇଥିଲେ। ସେଠାରୁ ଖାଇସାରି  କିଛି ବାଟ ଅତିକ୍ରମ କରିବା ପରେ ଖୋର୍ଦ୍ଧା-ବଲାଙ୍ଗିର 57ନମ୍ୱର ଜାତୀୟ ରାଜପଥର ଟାକେରା ନିକଟ ପିଠାଖାଇ ଘାଟି ନିକଟରେ ରାସ୍ତା କଡକୁ ଭାରସ୍ୟାମ ହରାଇ ଓଲଟି ପଡିଥିଲା ବସ୍ ।

ଖବର ପାଇ ଦଶପଲ୍ଲା ଥାନା ପୋଲିସ ଓ ଅଗ୍ନିଶମ ବିଭାଗ ପଂହଁଚି ବସରେ ଥିବା ଆହାତ ଯାତ୍ରୀ ମାନଙ୍କୁ ଉଦ୍ଧାର କରିଥିଲେ। ଆହାତ ଯାତ୍ରୀଙ୍କୁ ଅଗ୍ନିଶମ ବିଭାଗ ଗାଡ଼ି ଓ 108 ଆମ୍ବୁଲାନ୍ସରେ ଦଶପଲ୍ଲା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ପରେ ନୟାଗଡ ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଥିଲେ। ଘଟଣା ସ୍ଥଳରେ ୫ଜଣକଙ୍କର ମୃତ୍ୟୁ ହୋଇଥିବାବେଳେ ୩୦ ଜଣରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି । ଚିକିତ୍ସା ସମୟରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ୭ ଜଣ ଗୁରୁତର ଆହତଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି । ଡ୍ରାଇଭରର ବେପରୁଆ ଗାଡିଚାଳନା କିମ୍ବା ମଦ୍ୟପାନ କରି ବସଟି ଚଳାଉଥିବା ଯୋଗୁଁ ଦୁର୍ଘଟଣା ଘଟାଇଥିବା ଅନୁମାନ କରାଯାଉଛି। ଦଶପଲ୍ଲା ଥାନା ପୋଲିସ ଦୁର୍ଘଟଣା ସ୍ଥଳକୁ ଯାଇ ତଦନ୍ତ ଚଳାଇଛି।

ନେପାଳରେ ଭୟଙ୍କର ବସ୍ ଦୁର୍ଘଟଣା: ତ୍ରିଶୂଳୀ ନଦୀରେ ବସ୍ ଖସି ୧୮ ମୃତ, ୨୫ ଆହତ
ନେପାଳ: ନେପାଳର ଧାଡିଙ୍ଗ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋମବାର ଭୋର ସମୟରେ ପୋଖରାରୁ କାଠମାଣ୍ଡୁ ଯାଉଥିବା ଏକ ଯାତ୍ରୀବାହୀ ବସ୍ ନିୟନ୍ତ୍ରଣ ହରାଇ ତ୍ରିଶୂଳୀ ନଦୀକୁ ଖସି ପଡ଼ିବାରୁ ପ୍ରାୟ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ୨୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବସ୍‌ଟି ପୃଥ୍ୱୀ ରାଜପଥ ଦେଇ ଯାଉଥିବା ବେଳେ କାଠମାଣ୍ଡୁଠାରୁ ପ୍ରାୟ ୯୦ କିଲୋମିଟର ପଶ୍ଚିମରେ ଥିବା ଗଜୁରୀ ନିକଟସ୍ଥ ଚିନାଧାରା ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ରାତି ପ୍ରାୟ ୧:୩୦ ମିନିଟ୍ ସମୟରେ ବସ୍‌ଟି ନଦୀ ଭିତରକୁ ଖସି ପଡ଼ିଥିଲା। ଦୁର୍ଘଟଣା ସମୟରେ ବସ୍‌ରେ ୩୫ରୁ ଅଧିକ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି।

ଦୁର୍ଘଟଣା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିଲା। ନେପାଳ ସେନା, ସଶସ୍ତ୍ର ପୋଲିସ ବାହିନୀ, ନେପାଳ ପୋଲିସ ଏବଂ ସ୍ଥାନୀୟ ବାସିନ୍ଦା ମିଳିତ ଭାବେ ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି। ରାତି ଅନ୍ଧକାର ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା। ହାଇୱେ ରେସ୍କ୍ୟୁ ମ୍ୟାନେଜମେଣ୍ଟ କମିଟିର ମୁଖ୍ୟ ରାଜକୁମାର ଠାକୁରୀଙ୍କ ସୂଚନା ମୁତାବକ, ୨୫ ଜଣ ଆହତ ଯାତ୍ରୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏହି ଦୁର୍ଘଟଣାରେ କିଛି ବିଦେଶୀ ନାଗରିକ ମଧ୍ୟ ଶିକାର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ନ୍ୟୁଜିଲ୍ୟାଣ୍ଡର ପୁରୁଷ ଯାତ୍ରୀ ଅଛନ୍ତି। ସେହିପରି ଆହତମାନଙ୍କ ମଧ୍ୟରେ ଜଣେ ଜାପାନୀ ଏବଂ ଜଣେ ଡଚ୍ (ନେଦରଲ୍ୟାଣ୍ଡ) ମହିଳା ଥିବା ସୂଚନା ମିଳିଛି। ଦୁର୍ଘଟଣାର ସଠିକ୍ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି ଏବଂ ପୋଲିସ ଏହାର ତଦନ୍ତ କରୁଛି।

ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ; ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବ୍ରିଜ ଉପରକୁ ଚଢିଗଲା ବସ୍, ଡ୍ରାଇଭର ମୃତ
ସୋର: ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର ମୃତ । ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ବଜାର ଉପରେ ତୀର୍ଥ ଯାତ୍ରୀ ବସ ଦୁର୍ଘଟଣା । ଆଜି ଭୋର ସମୟରେ ପଶ୍ଚିମବଙ୍ଗ ରୁ ଆନ୍ଧ୍ରକୁ ଏକ ତୀର୍ଥ ଯାତ୍ରୀ ବସ ଯାଉଥିଲା । ତେବେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବ୍ରିଜ ଉପରକୁ ଚଢିଯାଇଥିଲା । ତେଣୁ ଡ୍ରାଇଭର ଜଣକ ବ୍ରିଜରୁ ତଳକୁ ଖସିପଡ଼ିଥିଲେ । ଘଟଣାସ୍ଥଳରେ ଡ୍ରାଇଭରର ମୃତ୍ୟୁ ହୋଇଯାଇଥିଲା । ବସରେ 50 ଜଣ ଯାତ୍ରୀ ଥିବା ବେଳେ 14 ଜଣ ଗୁରୁତର ଆହତ ହୋଇ ଏବେ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ହେଉଛନ୍ତି । ଏବେ ବସଟି ପୋଲ ଉପରେ ଝୁଲି ରହିଛି ।

ସୂଚନା ମୁତାବକ, ଆଜି ସକାଳ ୫ଟା ୧୫ରେ କଲିକତାରୁ ଶ୍ରୀ ଭେଙ୍କେଟଲକ୍ଷ୍ମୀ ନାମକ ଏକ ତୀର୍ଥଯାତ୍ରୀ ବସ ପୁରୀ ଅଭିମୁଖେ ଯାଉଥିଲା ।  ସେହି ସମୟରେ ଖନ୍ତାପଡ଼ା ଥାନା ବାହାନଗା ଛକ ନିକଟରେ ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଡ଼ିଯାଇଥିଲା ବସ।ଫଳରେ ବସରେ ଥିବା ଡ୍ରାଇଭର ପୋଲକୁ ବାଡେଇ ହୋଇ ପୋଲ ତଳକୁ ଖସି ପଡ଼ିଥିବା ବେଳେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ବସରେ ୫୦ ଜଣ ଯାତ୍ରୀ ଥିବା ବେଳେ ୧୪ ଜଣ ଗୁରୁତର ଆହତ ହୋଇ ଏବେ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ହେଉଛନ୍ତି । ଘଟଣାସ୍ଥଳରେ ଖନ୍ତାପଡ଼ା ପୁଲିସ,ବାହାନଗା ଅଗ୍ନିଶମ ବିଭାଗ,ଜାତୀୟ ରାଜପଥ ପୁଲିସ ମିଳିତ ଭାବେ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ତଦନ୍ତ ଚଳାଇଛନ୍ତି।

ସ୍କୁଟିକୁ ଧକ୍କା ଦେଲା ବସ୍, ଦୁଇ ମୃତ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଉପକଣ୍ଠ ସଦର ଥାନା ଅନ୍ତର୍ଗତ ଲାଞ୍ଜିଆକାଳୀ ମନ୍ଦିର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସ୍କୁଟିକୁ ଧକ୍କା ଦେଲା ବସ୍, ୨ମୃତ । ସ୍କୁଟି ଆରୋହୀ ଜଣେ ପୁରୁଷ ଓ ଜଣେ ମହିଳା ମୃତ । ବସଟି ବ୍ରହ୍ମପୁରରୁ ଦିଗପହଣ୍ଡି ଦେଇ ଯାଉଥିବା ବେଳେ ବିପରୀତ ପାର୍ଶ୍ୱରୁ ଆସୁଥିବା ସ୍କୁଟି ଆରୋହୀଙ୍କ ସହ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଲୋକେ ବସକୁ ଅଟକାଇ ରଖିଛନ୍ତି । ମୃତକଙ୍କ ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଦେଖିବାକୁ ମିଳିଛି । ସ୍ଥାନୀୟଲୋକ ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କରିଛନ୍ତି। ସଦର ଥାନା ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ମୃତଦେହ ଜବତ କରିଥିବା ସୂଚନା ମିଳିଛି।

ହିମାଚଳ ପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଘାଟିରୁ ତଳକୁ ଖସିଲା ବସ୍‌, ୮ ମୃତ
ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶର ସିରମୌର ଜିଲ୍ଲାରେ ଶୁକ୍ରବାର ଦିନ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ବସ୍ ପାହାଡ଼ିଆ ରାସ୍ତାରୁ ନିୟନ୍ତ୍ରଣ ହରାଇ ଗଭୀର ଖାତକୁ ଖସି ପଡ଼ିବା ଫଳରେ ଅତି କମରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି।

ରିପୋର୍ଟ ଅନୁଯାୟୀ, ଦୁର୍ଘଟଣାଗ୍ରସ୍ତ ବସ୍‌ଟି କୁପଭିରୁ ଶିମଲା ଅଭିମୁଖେ ଯାଉଥିଲା। ହରିପୁରଧାର ଅଞ୍ଚଳର ଏକ ସଙ୍କୀର୍ଣ୍ଣ ରାସ୍ତାରେ ଯାଉଥିବା ସମୟରେ ବସ୍‌ଟି ଭାରସାମ୍ୟ ହରାଇ ପାହାଡ଼ ତଳକୁ ଗଡ଼ି ଯାଇଥିଲା। ଦୁର୍ଘଟଣା ସମୟରେ ବସ୍‌ରେ ପ୍ରାୟ ୩୦ରୁ ୩୫ ଜଣ ଯାତ୍ରୀ ଥିଲେ। ପାହାଡ଼ରୁ ଖସିବା ପରେ ଗାଡ଼ିଟି ସମ୍ପୂର୍ଣ୍ଣ ଭାବେ ଚୁରମାର ହୋଇଯାଇଛି।

ସିରମୌରର ପୋଲିସ ଅଧୀକ୍ଷକ ଘଟଣା ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଲିସ ଏବଂ ଅନ୍ୟ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରୁଛନ୍ତି। ସ୍ଥାନୀୟ ଲୋକମାନେ ପ୍ରଥମେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ। ଗୁରୁତର ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ପଠାଯାଇଛି।

ଡିଜେଲ ଟ୍ୟାଙ୍କରକୁ ଧକ୍କା ଦେଇ ମଝି ରାସ୍ତାରେ ଜଳିଗଲା ବସ୍‌, ୪୨ଭାରତୀୟ ତୀର୍ଥଯାତ୍ରୀ ଜୀବନ୍ତ ଦଗ୍ଧ
ନୂଆଦିଲ୍ଲୀ: ସାଉଦି ଆରବରେ ବଡ଼ ବସ୍‌ ଦୁର୍ଘଟଣା । ଡିଜେଲ ଟ୍ୟାଙ୍କରକୁ ଧକ୍କା ଦେଇ ମଝି ରାସ୍ତାରେ ଜଳିଗଲା ବସ୍‌ । ଦୁର୍ଘଟଣାରେ ୪୨ ଭାରତୀୟ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଗାଇଥିବା ସୂଚନା । ଅନେକ ଆହତ ମଧ୍ୟ ହୋଇଛନ୍ତି । ସମସ୍ତ ଯାତ୍ରୀ ହାଇଦ୍ରାବାଦର ହୋଇଥିବା ଜଣାପଡିଛି । ମଦିନା ନିକଟରେ ଡିଜେଲ୍ ଟ୍ୟାଙ୍କର ସହ ମୁହାଁମୁହିଁ ଧକ୍କା ପରେ ହୁତୁ ହୁତୁ ହୋଇ ଜଳିଗଲା ବସ୍ । ବସଟି  ମକ୍କାରୁ ମଦିନା ଅଭିମୁଖେ ଯାଉଥିବାବେଳେ ଘଟିଛି ଏପରି ଏକ ବଡ଼ ଅଘଟଣ । ଦୁର୍ଘଟଣା ପରେ ରିୟାଧାରେ ଥିବା ଭାରତୀୟ ଦୂତାବାସ ସହ ଯୋଗାଯୋଗ କରାଯାଇଥିବା ତେଲେଙ୍ଗାନା ସରକାର ପକ୍ଷରୁ ସୂଚନା ମିଳିଛି ।

ପ୍ରାରମ୍ଭିକ ରିପୋର୍ଟ ଅନୁସାରେ, ଟ୍ୟାଙ୍କ ଓ ବସ୍‌ ମଧ୍ୟରେ ଧକ୍କା ଏତେ ଭୟଙ୍କର ଥିଲା ଯେ, ବସଟି ମଝି ରାସ୍ତାରେ ଜଳିଯାଇଥିଲା । ଦୁର୍ଘଟଣା ପରେ ଜୀବନ୍ତ ଜଳିଯାଇଛନ୍ତି ୪୨ ତୀର୍ଥଯାତ୍ରୀ । ଅଧିକାଂଶ ଯାତ୍ରୀ ହାଇଦ୍ରାବାଦର ହୋଇଥିବା ଜଣାପଡିଛି । ତୀର୍ଥଯାତ୍ରୀମାନେ ଉମରା କରିବାକୁ ଯାଉଥିଲା । ମକ୍କାରୁ ମଦିନା ଯାତ୍ରା କରୁଥିବାବେଳେ ଦୁର୍ଘଟଣା ଘଟିଛି । ସ୍ଥାନୀୟ ପ୍ରଶାସନ ଓ ଜରୁରୀକାଳୀନ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟରେ ଲାଗିଥିଲେ । ଅଘଟଣକୁ ନେଇ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ଘଟଣା ବିଷୟରେ ସବିଶେଷ ତଥ୍ୟ ନେବାକୁ ମୁଖ୍ୟ ଶାସନ ସଚିବ ଓ ପୁଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ବାଇକ୍ ସହ ଧକ୍କା ହୋଇ ବସରେ ଲାଗିଗଲା ନିଆଁ, ୨୦ ଯାତ୍ରୀ ଜୀବନ୍ତ ଦଗ୍ଧ
ବିଶାଖାପାଟଣା: ବାଇକ୍ ସହ ଧକ୍କା ହୋଇ ବସରେ ଲାଗିଗଲା ନିଆଁ । ଜୀବନ୍ତ ଜଳିଗଲେ ୨୦ ଯାତ୍ରୀ । ହାଇଦ୍ରାବାଦ-ବେଙ୍ଗାଲୁରୁ ଏନ୍‌ଏଚ୍‌ରେ କାବେରୀ ଟ୍ରଭେଲସର ଏକ ଯାତ୍ରୀବାହୀ ବସ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଗତକାଲି ରାତିରେ ଆନ୍ଧ୍ରର କର୍ଣ୍ଣୁଲ ଜିଲ୍ଲା ଚିନ୍ନା ଟେକୁରୁ ଗାଁ ନିକଟରେ ଏହି ଅଘଟଣ ଘଟିଛି । ବାଇକ୍‌ ସହ ଧକ୍କା ହେବାରୁ ବସ୍‌ରେ ହଠାତ୍ ନିଆଁ ଲାଗିଯାଇଥିଲା । ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବସ୍ ଟି କିଛି ମିନିଟ୍ ମଧ୍ୟରେ ସମ୍ପୂର୍ଣ୍ଣ ଜଳିଯାଇଥିଲା । ବସ୍‌ରେ ୪୨ ଜଣ ଯାତ୍ରୀ ଥିଲେ । ବସରେ ନିଆଁ ଲାଗିଯିବାରୁ ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ । ହାଇଦ୍ରାବାଦରୁ ବେଙ୍ଗାଲୁରୁ ଅଭିମୁଖେ ଯାଉଥିଲା ଏହି ବସ୍ ।

ପୋଲିସ ସୂତ୍ର ଅନୁଯାୟୀ, ବସଟି ଗୋଟିଏ ଦୁଇ ଚକିଆ ଯାନକୁ ଧକ୍କା ଦେଇଥିଲା ଏବଂ ବାଇକଟି ବସ ଚକାରେ ଚାପି ହୋଇ କିଛି ଦୂର ଘସି ହୋଇ ଯିବା ଦ୍ୱାରା ସାରା ବସରେ ନିଆଁ ଲାଗିଯାଇଥିଲା। ଏହି ଦୁର୍ଘଟଣାରେ ବସ ଝରକା ଭାଙ୍ଗି ୧୨ ଜଣ ଯାତ୍ରୀ ଖସି ପଳାଇବାରେ ସଫଳ ହୋଇଥିଲେ । ଡାକ୍ତରଖାନାରୁ ଚିକିତ୍ସାଧିନ ଜଣେ ଯାତ୍ରୀ କହିଛନ୍ତି ଯେ ସେ ଚାରି ଜଣ ଯାତ୍ରୀଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଥିଲେ , କିନ୍ତୁ ତାଙ୍କ ପରିବାରର କିଛି ସଦସ୍ୟ ନିଆଁରେ ଫସି ଯାଇଥିଲେ। ଏହି ଦୁର୍ଘଟଣାରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ହୃଦୟରୁ ସମବେଦନା ଜଣାଇଛି ।

କନ୍ଧମାଳ କଳିଙ୍ଗା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ, ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ
କନ୍ଧମାଳ: କନ୍ଧମାଳ କଳିଙ୍ଗା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା କଳିଙ୍ଗା ଘାଟିରେ ଖମ୍ବେଶ୍ଵରୀ ନାମକ ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀମାନଙ୍କୁ ୩ଟି ୧୦୮ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ସେଥିରୁ କିଛିଜଣକ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବସଟି ଛତିଶଗଡ଼ର ରାୟପୁରରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବାବେଳେ ଦୁର୍ଘଟଣା ଘଟିଥିଲା। ବସରେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଥିଲେ। ଘଟଣା ସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌, ୧୫ ଆହତ
ଖୋର୍ଦ୍ଧା: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ । ଦୁର୍ଘଟଣାରେ ୧୫ ଯାତ୍ରୀ ଆହତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଗୋପବନ୍ଧୁ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାରେ ୫ ଯାତ୍ରୀ ଗୁରୁତର ହୋଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଭୁବନେଶ୍ୱରରୁ ନୟାଗଡ଼ ଅଭିମୁଖେ ଯାଉଥିଲା ଘରୋଇ ଯାତ୍ରୀବାହୀ ବସ ନାରାୟଣୀ । ବସଟିର ପତା ଭାଙ୍ଗିଯିବାରୁ ଭାରସାମ୍ୟ ହରାଇ ଓଲଟି ପଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବୋଲି ସୂଚନା ମିଳିଛି। ସମସ୍ତ ଆହତଙ୍କୁ ଖୋର୍ଦ୍ଧା ମେଡିକାଲରେ ଚିକିତ୍ସା ପାଇଁ ପଠାଇବା ସହ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି । ଗୁରୁତର ୫ ଜଣକୁ ଖୋର୍ଦ୍ଧା ମେଡିକାଲ ଏବଂ ସେମାନଙ୍କ ମଧ୍ୟରୁ ତିନି ଜଣକୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି। ବସ୍‌ରେ ପ୍ରାୟ ୫୦ରୁ ଅଧିକ ଯାତ୍ରୀ ଥିଲେ।

ଭାରସାମ୍ୟ ହରାଇ ଡକରି ଘାଟିରେ ଓଲଟିଲା ଟୁରିଷ୍ଟ ବସ୍: ୨ମୃତ, ୧୦ରୁ ଉର୍ଦ୍ଧ୍ବ ଆହତ
କୋରାପୁଟ: ଓଲଟିଲା ତୀର୍ଥଯାତ୍ରୀ ବସ୍ । ଦୁର୍ଘଟଣାରେ ୨ଜଣ ମୃତ୍ୟୁବରଣ କରିଥିବାବେଳେ ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ଗୁପ୍ତେଶ୍ୱର ଶୈବ ପୀଠନିକଟ ଡକ୍ରୀ ଘାଟିରେ ଘଟିଛି ଏପରି ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣା । ସମସ୍ତ ଆହତଙ୍କୁ ବୈପାରୀଗୁଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି । କଟକରୁ ଗୁପ୍ତେଶ୍ୱର ଯାଉଥିଲା ବସ । ଭାରସାମ୍ୟ ହରାଇ ଘାଟିରୁ ଓଲଟି ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୁଚନା ।

ସୂଚନା ଅନୁସାରେ, କଟକ ନିଆଳି ଅଞ୍ଚଳର କିଛି ପରିବାର ଏକ ବସ୍ ଭଡ଼ା କରି ଗୁପ୍ତେଶ୍ୱର ଶୈବ ପୀଠକୁ ଯାତ୍ରା କରୁଥିଲେ । ବସ୍‌ରେ ୪୦ରୁ ଅଧିକ ଯାତ୍ରୀ ଥିଲେ। ସେମାନେ ଗତକାଲି କଳାହାଣ୍ଡିରେ ମା’ ମାଣିକେଶ୍ୱରୀଙ୍କ ଦର୍ଶନ କରିବା ପରେ କୋରାପୁଟର ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱରକୁ ଯାଉଥିଲେ। ଆଜି ସକାଳେ ସେମାନେ ବାବା ଗୁପ୍ତେଶ୍ୱରଙ୍କ ଦର୍ଶନ କରିଥା’ନ୍ତେ। ତେବେ ଭୋରରେ ବସ୍‌ଟି ଡକରି ଘାଟି ପାର ହେଉଥିବା ବେଳେ ସୁକୁ ନାଳ ନିକଟରେ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ନିର୍ବାଚନ ଡ୍ୟୁଟିରୁ ଫେରିବାବେଳେ ଓଲଟିଲା ବସ୍‌, ୯ ଯବାନ ଆହତ
ଛତିଶଗଡ: ନିର୍ବାଚନ ଡ୍ୟୁଟିରୁ ଫେରିବା ବେଳେ ଓଲଟିଲା ବସ୍‌ । ଦୁର୍ଘଟଣାରେ ୯ ଜଣ ଯବାନ ଆହତ ହୋଇଛନ୍ତି । ଛତିଶଗଡ଼ ଜଗଦଲପୁରର ରାଇକୋଟ ନିକଟରେ ଏହି ବସ୍‌ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଆହତ ଯବାନଙ୍କୁ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ସୂଚନା ଅନୁସାରେ, ଛତିଶଗଡ ଦନ୍ତେୱାଡ଼ା ଜିଲ୍ଲାର ଫରସପାଲିରୁ ନିର୍ବାଚନ କାମ ସାରି ଜଗଦଲପୁରକୁ ଯବାନଙ୍କୁ ନେଇ ଫେରୁଥିବା ବେଳେ ବସଟି ଦୁର୍ଘଟଣାଗସ୍ତ ହୋଇଛି । ଏଥିରେ ୯ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଯବାନଙ୍କୁ ଚିକିତ୍ସା ପାଇଁ ଧିମ୍ରାପାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଆଉ କିଛି ଯବାନ କମ୍ୟୁନିଟି ହେଲଥ ସେଣ୍ଟର ତୁକାପାଲର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ବସରେ ପ୍ରାୟ ୩୨ଜଣ ଯବାନ ଥିଲେ । ନିର୍ବାଚନ ଡ୍ୟୁଟି ସାରି ଦନ୍ତେୱାଡାରୁ ଜଗଦଲପୁର ମୁଖ୍ୟାଳୟକୁ ଫେରୁଥିଲେ। ତେବେ କୋଡେନାର ପୋଲିସ ଷ୍ଟେସନ ନିକଟ ମୁଖ୍ୟ ରାସ୍ତାରେ ଦୁର୍ଘଟଣା ଘଟିଥିଲା । ବସ୍ ସାମ୍ନାକୁ ଗୋରୁ ପୋଲ ଆସିଯିବାରୁ ବସଟି ନିୟନ୍ତ୍ରଣ ବାହାରକୁ ଯାଇ ରାସ୍ତା କଡ଼ରେ ଓଲଟି ପଡିଥିଲା ।