Rohit Pujari - The Sakala

ମାଆ ସମଲେଇଙ୍କ ପୀଠରେ କାମ ନ କରି ବାହାବା ନେବାକୁ ଚେଷ୍ଟା କରୁଛି ବିଜେପି ସରକାର: ବିଜେଡି
ଭୁବନେଶ୍ୱର: ରାଜ୍ୟରେ ଥିବା ବିଜେପି ସରକାର ଏକ କପି ପେଷ୍ଟ ସରକାର ଓ କେବଳ ନବୀନ ସରକାରଙ୍କ ଅମଳରେ ହୋଇଥିବା କାର୍ଯ୍ୟକୁ ବା ଯୋଜନା ଗୁଡିକୁ ନାମ ଓଡ଼ରଙ୍ଗ ପରିବର୍ତ୍ତନ କରି ଚଳାଉଛନ୍ତି ବୋଲି ବିଜେଡି ତରଫରୁ ଅଭିଯୋଗ କରାଯାଉଛି। ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ରୋହିତ ପୂଜାରୀ ବିଜେପି ସରକାରଙ୍କ ଉପରେ ବର୍ଷିଥିଲେ।

ରୋହିତ ପୂଜାରୀ ପୂଜାରୀ କହିଥିଲେ, ଓଡ଼ିଆରେ ଗୋଟେ ଢଗ ଅଛି, ଗାଲୁଆଙ୍କ ବାରବାଟୀ ଚାଷ। ଏହି ଢଗଟି ବର୍ତ୍ତମାନର ବିଜେପି ସରକାରଙ୍କ ପାଇଁ ପ୍ରଯୁଜ୍ୟ। କାରଣ ସରକାରକୁ ଆସିବାର ୧୨୦ ଦିନ ବିତି ଯାଇଥିଲେ ସୁଦ୍ଧା, କୌଣସି ନୂତନ କାମ ନକରି କେବଳ ନବୀନ ସରକାରଙ୍କ କାର୍ଯ୍ୟର ନାମ ଓ ରଙ୍ଗ ପରିବର୍ତ୍ତନ କରି ସରକାର ବାହାଦୁରି ନେବାକୁ ଚେଷ୍ଟା କରୁଛନ୍ତି। ଉଦାହରଣ ସ୍ୱରୂପ, ଗତ ଦୁଇ ଦିନ ହେଲା ସମ୍ୱଲପୁରର ମାଆ ସମଲେଇଙ୍କ ମନ୍ଦିର ସମ୍ମୁଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଫଟୋଥିବା ଏକ ପୋଷ୍ଟର ଲଗାଯାଇଛି ଓ ସମାନ ପୋଷ୍ଟର ମଧ୍ୟ ନେଲସନ ମଣ୍ଡେଲା ଛକରୁ ଛାପୁର ଛକ ପର୍ଯ୍ୟନ୍ତ ରାସ୍ତାର ବ୍ରିଜ ସମ୍ମୁଖରେ ମଧ୍ୟ ଲଗାଯାଇଛି। ସାରା ରାଜ୍ୟବାସୀ ଜାଣନ୍ତି, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୟରେ ମା ସମଲେଶ୍ୱରୀ ପୀଠର ରୁପାନ୍ତିକରଣକୁ ସଫଳତାର ସହିତ ସମ୍ପୂର୍ଣ କରାଯାଇଥିଲା। ସେହିପରି, ଛାପୁର ବ୍ରିଜ ମଧ୍ୟ ତାଙ୍କରି ସମୟରେ ହୋଇଥିଲା। ବର୍ତ୍ତମାନର ବିଜେପି ସରକାର ବ୍ୟାନର ଲଗାଇ ନିଜର ପ୍ରଚାର କରିବାକୁ ଚାହୁଁଛନ୍ତି। ଲୋକଙ୍କ ପାଇଁ କାମ କରି ପୋଷ୍ଟର ବ୍ୟାନର ଲଗାନ୍ତୁ, ସେଥିରେ ଅସୁବିଧା ନାହିଁ। କାମ ନକରି କେବଳ ପୋଷ୍ଟର ବ୍ୟାନର ଲଗାଇ ବାହାଦୁରି ନେବାକୁ ଚେଷ୍ଟାକଲେ ଲୋକ ଗ୍ରହଣ କରିବେ ନାହିଁ।

ସେହିପରି, ପଶ୍ଚିମ ଓଡ଼ିଶାରେ ଉଚ୍ଚ ନ୍ୟାୟାଳୟର ବେଞ୍ଚ ପ୍ରତିଷ୍ଠା ନେଇ ବିଜେପି ସରକାର କୌଣସି ଆନ୍ତରିକତା ଦେଖାଇ ନାହାନ୍ତି। ପ୍ରଥମେ ଏପରି କୌଣସି ପ୍ରସ୍ତାବ ସରକାରଙ୍କ ପାଖରେ ନାହିଁ ବୋଲି କହିଥିଲେ, ପରେ ଏହା ବିଚାରାଧୀନ ଅଛି ବୋଲି କହିଲେ। ସରକାର ସ୍ପଷ୍ଟ କରନ୍ତୁ, କେବେ ଏହି ବେଞ୍ଚ ପ୍ରତିଷ୍ଠା ହେବ। ସମ୍ୱଲପୁର ବିଶ୍ୱବିଦ୍ୟାଳୟକୁ ସେଣ୍ଟ୍ରାଲ ୟୁନିଭରସିଟିର ମାନ୍ୟତା, ଭିସୁଟ୍‌କୁ ଆଇଆଇଟିର ମାନ୍ୟତା ଇତ୍ୟାଦିର କାମ ରହିଛି। ଏହି ସବୁ କାମ କରି ସରକାର ନିଜର ପ୍ରଚାର କରନ୍ତୁ, ମନା ନାହିଁ। କିଛି କାମ ନକରି କେବଳ ପୋଷ୍ଟର ବ୍ୟାନର ମାରିଲେ ଲୋକେ ଗ୍ରହଣ କରିବେ ନାହିଁ। ଛତିଶଗଡ଼ ସରକାରଙ୍କ ଦ୍ୱାରା କରାଯାଇଥିବା ବ୍ୟାରେଜ ଗୁଡିକ ହୀରାକୁଦ ଡ୍ୟାମ ପ୍ରତି ବିପଦ ସୃଷ୍ଟି କରୁଛି। ବର୍ତ୍ତମାନ ଓଡିଶା ଛତିଶଗଡ଼ ଓ କେନ୍ଦ୍ରରେ ବିଜେପି ସରକାର ଥିବାରୁ ଏହି ସମସ୍ୟା ସମାଧାନ ପାଇଁ ରାଜ୍ୟ ସରକାର ପଦକ୍ଷେପ ନିଅନ୍ତୁ। ଏହି ସମସ୍ୟାକୁ ସମାଧାନ ପାଇଁ ଉଦ୍ୟମ ନକରି ପ୍ୟାକେଜ ଘୋଷଣା କେବଳ ଧର୍ମକୁ ଆଖିଠାର ସଦୃଶ୍ୟ ହୋଇଛି ବୋଲି ଶ୍ରୀ ପୂଜାରୀ କହିଥିଲେ।

ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଭେଟିଲେ ପ୍ରଣବ ଓ ରୋହିତ
ସମ୍ବଲପୁର: ବିଶିଷ୍ଟ ସଙ୍ଗୀତ ସାଧକ, ଗୀତିକାର, କବି ତଥା ନାଟ୍ୟକାର ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଭେଟିଛନ୍ତି ବିଜୁ ଜନତା ଦଳର ସାଂଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଓ ସମ୍ବଲପୁର ବିଧାନସଭା ପ୍ରାର୍ଥୀ ରୋହିତ ପୂଜାରୀ ।

ଆଜି ସକାଳେ ଉଭୟେ ଶ୍ରୀ ଦାସ ଓ ଶ୍ରୀ ପୂଜାରୀ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ଘରକୁ ଯାଇ ତାଙ୍କୁ ଭେଟିବା ସହିତ ସମ୍ବର୍ଦ୍ଧିତ କରିଥିଲେ। ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ପ୍ରଣବ ପ୍ରକାଶ। ତାଙ୍କର ଜୀବନବ୍ୟାପୀ ସାଧନାକୁ ପ୍ରଣାମ କରିବା ସହିତ ଭାଷା ସାହିତ୍ୟ ପାଇଁ ତାଙ୍କର ଅବଦାନ ଚୀରସ୍ମରଣୀୟ ହୋଇ ରହିବ ବୋଲି କହିଥିଲେ।

ପଦ୍ମଶ୍ରୀ ବିନୋଦ ପଶାୟତ ବୃତ୍ତିରେ ଜଣେ ବାରିକ ଅଟନ୍ତି। ସମ୍ବଲପୁରୀ ସାହିତ୍ୟ ରଚନା କରିବାର ନିଶା ଆଜି ତାଙ୍କୁ ସାରା ଦେଶରେ ସ୍ୱତନ୍ତ୍ର ପରିଚୟ ଆଣିଦେଇଛି। ପ୍ରକାଶ ଥାଉକି ପଦ୍ମଶ୍ରୀ ବିନୋଦ ପଶାୟତ ତାଙ୍କର ସେଲୁନ ଦୋକାନରେ ହିଁ ସାହିତ୍ୟ ସାଧନା କରୁଥିଲେ। ବିଶିଷ୍ଟ ସମ୍ବଲପୁରୀ ନାଟକ ମୁଇଁ ନାଇଁ ମରେଁ ତାଙ୍କୁ ଖ୍ୟାତି ଆଣିଦେଇଥିଲା।

ତାଙ୍କ ରଚିତ ୧୨ ଗୋଟି ସମ୍ବଲପୁରୀ ନାଟକ ମଧ୍ୟରୁ ଉଖି, ଲିତା, ଚିହ୍ନା, ଭରନା ଆଦି ନାଟକରେ ଉଚ୍ଚକୋଟିର ସାହିତ୍ୟ ସୃଷ୍ଟି ସର୍ଜନା ପରିଲକ୍ଷିତ ହୁଏ। ସମର୍ପଣ, ଆଦିବାସୀ ଓ ପରସ୍ତ୍ରୀ ଭଳି ଓଡିଆ ସିନେମାରେ ସେ ମଧ୍ୟ ଗୀତ ଲେଖିଛନ୍ତି। ତାଙ୍କର ଅନେକ କାବ୍ୟ କବିତା ଓ ଗୀତ ଆଜି ବି ଜନମାନସରେ ଚୀରସବୁଜ ହୋଇ ରହିଛି। ତାଙ୍କ ଭଳି ଜଣେ ମହାନ ବ୍ୟକ୍ତିତ୍ୱଙ୍କୁ ସାକ୍ଷାତ କରି ଗର୍ବ ଅନୁଭବ କରୁଥିବା ପ୍ରଣବ ପ୍ରକାଶ ଦାସ କହିଥିଲେ।

ଜୟନାରାୟଣ ମିଶ୍ରଙ୍କୁ ଟାର୍ଗେଟ୍ କଲେ ବିଜେଡି ବିଧାୟକ ରୋହିତ ପୂଜାରୀ
ଭୁବନେଶ୍ୱର: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ରୋହିତ ପୂଜାରୀ । ଜୟନାରାୟଣ ଏକାଧିକ ଅପରାଧିକ ମାମଲାରେ ସଂଶ୍ଲିଷ୍ଟ । ତାଙ୍କ ବିରୋଧରେ କୋର୍ଟରେ ୧୬ଟି ଚାର୍ଜସିଟ୍ ଦାଖଲ ହୋଇଛି । ସମ୍ଭବତଃ ଜୟନାରାୟଣ ଏହି ଚାର୍ଜସିଟ୍ ବିଷୟରେ କହୁଛନ୍ତି ବୋଲି ସେ ଟ୍ବିଟର ହ୍ୟାଣ୍ଡେଲରେ ଟାର୍ଗେଟ କରି କହିଛନ୍ତି।

assaulting an on-duty lady Police officer. We don't want to comment on his mental health but appeal to the media to keep safe distance from him while covering his media bites.@jnarayanmishra

— Rohit Pujari (@rohitpujaribjd) September 4, 2023

ମହିଳାଙ୍କୁ ଆକ୍ରମଣ କରୁଥିବା ଲୋକ ବିଷୟରେ ଆମର କିଛି କହିବାର ନାହିଁ । କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଛନ୍ତି ଜୟନାରାୟଣ । ତାଙ୍କର ମାନସିକ ସ୍ୱାସ୍ଥ୍ୟ ନେଇ କୌଣସି ପ୍ରତିକ୍ରିୟା ଦେବାକୁ ଚାହୁଁନୁ । ତାଙ୍କଠାରୁ ଦୂରେଇ ରହିବାକୁ ଗଣମାଧ୍ୟମକୁ ସେ ଆହ୍ବାନ ଦେଇଛନ୍ତି ।

ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ସୁପାରିସ୍
ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ସୁପାରିସ । ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ପାଇଁ ବାଦ ପଡିଥିବା ଜଣାପଡ଼ିଛି । ଏଥିପାଇଁ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ବାର୍ଷିକ ବିଭାଗୀୟ ସମୀକ୍ଷା କରିଥିଲେ । ନୈରାଶ୍ୟଜନକ ପ୍ରଦର୍ଶନ ଯୋଗୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ଅନୁଯାୟୀ, ରୋହିତ ପୂଜାରୀ ୨୦୨୨ ଜୁନ ୫ ତାରିଖରେ ନବୀନଙ୍କ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇଥିଲେ।

ନିଷ୍ପତ୍ତି ନେଲେନି ବିଶ୍ୱବିଦ୍ୟାଳୟ: ଦ୍ୱୈତ ଡିଗ୍ରୀକୁ ନେଇ ଦ୍ୱନ୍ଦ୍ୱରେ ଛାତ୍ରଛାତ୍ରୀ
ଭୁବନେଶ୍ୱର: ଏକକାଳୀନ ଦୁଇଟି ଡିଗ୍ରି ହାସଲ କରିବେ ଛାତ୍ରଛାତ୍ରୀ। ଇଚ୍ଛା ମୁତାବକ ଦୁଇଟି ଭିନ୍ନ ପାଠ୍ୟକ୍ରମରେ ଡିଗ୍ରୀ ହାସଲ କରିବା ନେଇ ୟୁଜିସି(ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ) ବିଗତ ବର୍ଷରେ ମାର୍ଗଦର୍ଶିକା ଜାରି କଲା। ରାଜ୍ୟର ଛାତ୍ରଛାତ୍ରୀ ଏହାକୁ ନେଇ ଉତ୍ସାହିତ ହୋଇଥିଲେ ମଧ୍ୟ ଓଡ଼ିଶାର କୌଣସି ବିଶ୍ୱବିଦ୍ୟାଳୟ ଏସଂକ୍ରାନ୍ତରେ ଏଯାଏଁ ନିଷ୍ପତ୍ତି ଗ୍ରହଣ କରି ନାହାନ୍ତି। ଉଚ୍ଚଶିକ୍ଷା ବିଭାଗ ମଧ୍ୟ ଏ ସମ୍ପର୍କରେ କୌଣସି ନୀତିଗତ ନିଷ୍ପତ୍ତି ଗ୍ରହଣ କରିନି। ଫଳରେ ରାଜ୍ୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏନେଇ ଅସନ୍ତୋଷ ଦେଖା ଦେବା ସହ ନୂଆ ଶିକ୍ଷାବର୍ଷ ଆରମ୍ଭରୁ ଉଚ୍ଚଶିକ୍ଷା ବିଭାଗ ଏ ସମ୍ପର୍କରେ ନୀତିଗତ ନିଷ୍ପତ୍ତି ଗ୍ରହଣ କରିବା ପାଇଁ ପିଲାମାନେ ଦୃଢ଼ ଦାବି କରିଛନ୍ତି।

ଏକକାଳୀନ ଦୈତ ଡିଗ୍ରି ବ୍ୟବସ୍ଥା ୟୁଜିସିର ନିଷ୍ପତ୍ତି ଅନୁଯାୟୀ ଡିପ୍ଲୋମା, ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର(ପିଜି)ରେ ଲାଗୁ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ଦ୍ୱୈତ ଡିଗ୍ରୀ ଅଧ୍ୟୟନ ବାଧ୍ୟତାମୂଳକ ହେବନି। ଦ୍ୱୈତ ଡିଗ୍ରୀ ପାଇଁ ଆଶାୟୀ ଛାତ୍ରଛାତ୍ରୀମାନେ ହିଁ ନାମ ଲେଖାଇ ପାରିବେ। ଦ୍ୱୈତ ଡିଗ୍ରୀ ପାଠ୍ୟକ୍ରମରେ ନାମଲେଖା ସମ୍ପର୍କିତ ମାର୍ଗଦର୍ଶିକା ଅନୁଯାୟୀ କେବଳ ଅନଲାଇନ୍‌‌ କିମ୍ବା ଦୂର ନିରନ୍ତର(ଡିସଣ୍ଟାସ) ନୁହଁ, ଦୁଇଟି ଯାକ ଡିଗ୍ରୀ ରେଗୁଲାର୍‌‌ ମୋଡ୍‌‌ରେ ହୋଇ ପାରିବ। ଦୁଇଟି ରେଗୁଲାର୍‌‌ ପାଠ୍ୟକ୍ରମ ପାଇଁ ଅଲଗା ଅଲଗା କ୍ଲାସ ସମୟ ରହିବା ଆବଶ୍ୟକ। ଡିପ୍ଲୋମା, ୟୁଜି ଓ ପିଜି ଆଦି ଡିଗ୍ରୀ ସ୍ତରରେ ଏହି ବ୍ୟବସ୍ଥା ଲାଗୁ ହେବାକୁ ଥିବାବେଳେ ଏମଫିଲ୍‌‌ ଓ ପିଏଚ୍‌‌ଡିରେ ଦ୍ୱୈତ ଡିଗ୍ରୀ ବ୍ୟବସ୍ଥା ଲାଗୁ ହେବ ନାହିଁ ବୋଲି ୟୁଜିସି କହିଥିଲା।

ଉଚ୍ଚଶିକ୍ଷାର ଚାହିଦା ବୃଦ୍ଧି ଏବଂ ନିୟମିତ ଷ୍ଟ୍ରିମ୍‌‌ରେ ସିଟ୍‌‌ ଉପଲବ୍ଧତା ସହିତ ଅନେକ ଉଚ୍ଚଶିକ୍ଷା ପ୍ରତିଷ୍ଠାନ ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ କରିବା ପାଇଁ ମୁକ୍ତ ଏବଂ ଦୂର ନିରନ୍ତର ଶିକ୍ଷା(ଓଡିଏଲ୍‌‌) ମୋଡରେ ଅନେକ କାର୍ଯ୍ୟକ୍ରମ ଆରମ୍ଭ କରିଛି। ଛାତ୍ରଛାତ୍ରୀ ଏକକାଳୀନ ବିଭିନ୍ନ ବିଷୟରେ ଜ୍ଞାନ ଆହରଣ ପାଇଁ ଆକାଂକ୍ଷା ରଖୁଛନ୍ତି। ସୁବ୍ୟବସ୍ଥା ଭିତ୍ତିରେ ଛାତ୍ରଛାତ୍ରୀଙ୍କୁ ଏକାସାଙ୍ଗରେ ଦୁଇଟି ଏକାଡେମିକ୍‌‌ ପ୍ରୋଗ୍ରାମ ପ୍ରଦାନ କରିବାକୁ ଅନୁମତି ଦିଆଯାଇଥିବା ୟୁଜିସି ଦର୍ଶାଇଥିଲା। ତେବେ ଏହି ବ୍ୟବସ୍ଥାକୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ଉଚ୍ଚତର ପ୍ରତିଷ୍ଠାନରେ ଲାଗୁ କରିବା ପାଇଁ ୟୁଜିସି ନିର୍ଦ୍ଦେଶ ଦେଇଥିଲା। ମାତ୍ର ରାଜ୍ୟର କୌଣସି ବିଶ୍ୱବିଦ୍ୟାଳୟ ଏ ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରିନାହାନ୍ତି।

ଅପରପକ୍ଷେ ଏ ସମ୍ପର୍କରେ ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀଙ୍କ କହିବା ଅନୁଯାୟୀ ନିକଟରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁଳପତି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ନୂଆ ଶିକ୍ଷାନୀତି ସମ୍ପର୍କରେ ଆଲୋଚନା କରାଯିବା ସହ ଦ୍ୱୈତ ଡିଗ୍ରୀ ସମ୍ପର୍କରେ ଆଲୋଚନା କରାଯାଇଛି। ଉଚ୍ଚ ସ୍ତରୀୟ କମିଟି ଗଠନ କରାଯାଇ ଏ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଦୁଃଖ ପ୍ରକାଶ କଲେ ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀ ରୋହିତ ପୂଜାରୀ, ତଦନ୍ତ ରିପୋର୍ଟ ପରେ ଗ୍ରହଣ କରାଯିବ ଉପଯୁକ୍ତ ପଦକ୍ଷେପ
ଭୁବନେଶ୍ବର: ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀ ରୋହିତ ପୂଜାରୀ । ସେ କହିଛନ୍ତି ଯେ, ଏହା ଏକ ସମ୍ବେଦନଶୀଳ ଘଟଣା । ଘଟଣାର ପୁଲିସ ତଦନ୍ତ କରୁଛି।  ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବେ ବୋଲି ରୋହିତ ଟ୍ବିଟ କରି ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ହଷ୍ଟେଲ ଭିତରେ ଏସିପିଙ୍କ ଟିମ୍ ଓ ମହିଳା ପୁଲିସ ୧୩୪ ଜଣ ସିନିୟର ଛାତ୍ରୀଙ୍କୁ ପଚରାଉଚରା କରୁଛନ୍ତି। ସେହି ତିନି ଜଣ କିଏ, କେବେଠୁ ସେମାନେ ରାଗିଙ୍ଗ କରୁଥିଲେ ଏବଂ କାହାର ଚାପ ଯୋଗୁ ରୁଚିକା ଆତ୍ମହତ୍ୟା କଲେ ସେନେଇ ତଦନ୍ତ ଜାରି ରଖିଛି କମିସନରେଟ୍ ପୁଲିସ। ଜୋନ୍-୪ର ଏସିପି ପରେଶ କୁମାର ରାଉତଙ୍କ କହିବା ଅନୁଯାୟୀ, ବିଜେବି କଲେଜ ହଷ୍ଟେଲରେ ପ୍ରାଥମିକ ପର୍ଯ୍ଯାୟରେ ବର୍ତ୍ତମାନ ସୁଦ୍ଧା ୩୦ ଜଣ ଛାତ୍ରୀଙ୍କ ବୟାନ ରେକର୍ଡ ହୋଇଛି। ଏହାଛଡ଼ା ଛାତ୍ରୀ ନିବାସର ଅଧୀକ୍ଷକ, ୱାର୍ଡେନ, ଆସିଷ୍ଟାଣ୍ଟ ୱାର୍ଡେନ, ଫ୍ଲୋର ଇନଚାର୍ଜ ଓ ହଷ୍ଟେଲ ଦାୟିତ୍ୱରେ ଥିବା ଏକାଧିକ ଲୋକଙ୍କୁ ପଚରାଉଚରା ସହ ସେମାନଙ୍କ ବୟାନ ରେକର୍ଡ କରିଛି ପୁଲିସ। ତିନୋଟି ଟିମ ଗଠନ କରି ତଦନ୍ତ କରୁଛି ପୁଲିସ। ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଛି, ଦୋଷୀଙ୍କ ବିରୋଧରେ ଖୁବଶୀଘ୍ର କାର୍ୟ୍ୟାନୁଷ୍ଠାନ ହେବ ବୋଲି ସେ ଦୃଢ଼ୋକ୍ତି କରିଛନ୍ତି।

ଖବର ଅନୁଯାୟୀ, ବିଜେବି କଲେଜ ଯୁକ୍ତ ୩ କଳାର ପ୍ରଥମ ବର୍ଷର ଇତିହାସ ସମ୍ମାନର ଛାତ୍ରୀ ରୁଚିକା ମହାନ୍ତି (୧୯) ଶନିବାର ଆତ୍ମହତ୍ୟା କରିଥିଲେ। ସେ ଥିଲେ। କାରୁବାକୀ ଛାତ୍ରୀ ନିବାସର ତୃତୀୟ ମହଲା ରୁମ୍‍ ନମ୍ୱର ନଂ ୨୦୧ରେ ବେକରେ ଫାଶୀ ଲଗାଇ ସେ ଆତ୍ମହତ୍ୟା କରିଥିବା ପୁଲିସ ସୂଚନା ଦେଇଥିଲା। ତାଙ୍କ ପକେଟରୁ ପୁଲିସ ଏକ ସୁଇସାଇଡ଼୍‍ ନୋଟ ଜବତ କରିଛି।

ଯେଉଁଥିରେ ୩ଜଣ ସିନିୟର ଛାତ୍ରୀଙ୍କ ମାନସିକ ନିର୍ଯାତନା ସହିନପାରି ସେ ଆତ୍ମହତ୍ୟା କରିଥିବା ଉଲ୍ଲେଖ କରିଛନ୍ତି ରୁଚିକା। ତେବେ ନିର୍ଦ୍ଦିଷ୍ଟ ଭାବରେ କେଉଁ ଛାତ୍ରୀ ତାଙ୍କୁ ନିର୍ଯାତନା ଦେଉଥିଲେ ତାହା ସେ ଉଲ୍ଲେଖ କରି ନାହାନ୍ତି। “ସିନିୟରମାନେ ହଷ୍ଟେଲରେ ମତେ ଶାନ୍ତିରେ ବଞ୍ଚିବାକୁ ଦେଲେନି। ମୋ ବାପା, ବୋଉଙ୍କ ଲୁହରେ ସେମାନେ ଭାସିଯିବେ। ଜମା ଆଗକୁ ବଢ଼ି ପାରିବେନି” ବୋଲି ଲେଖିଛନ୍ତି ରୁଚିକା ।