orange warning - The Sakala

ଜାରି ରହିବ କାଳବୈଶାଖୀ : ଆଜି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର : ଓଡ଼ିଶା ଉପରେ ଗୋଟିଏ ଟ୍ରଫ୍‌-ଲାଇନ୍‌ର ପ୍ରଭାବ ରହୁଛି। ଏହାସହ ରାଜ୍ୟକୁ ବଙ୍ଗୋପସାଗର ପଟୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ସ୍ଥିତି ପାଇଁ ପାଗ ଅନୁକୂଳ ରହିଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ବର୍ଷା ପବନ ହୋଇଛି। ରାଜଧାନୀ ଭୁବନେଶ୍ୱର ସମେତ କଟକରେ ପ୍ରାୟ ୪୫ ମିନିଟରୁ ଅଧିକ ସମୟ ଧରି ବର୍ଷା ପବନ ଲାଗି ରହିଥିଲା। କାଳବୈଶାଖୀ ପ୍ରଭାବରେ କଟକରେ ସର୍ବାଧିକ ୭୭.୮ମିମି ବର୍ଷା ସହ ଭାରୀ ବର୍ଷା ରେକର୍ଡ ହୋଇଛି। ସେହିପରି ଭୁବନେଶ୍ୱରରେ ଚନ୍ଦ୍ରଶେଖରପୁର ପଟେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଏହାବ୍ୟତୀତ ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। ଏହି ସବୁ ଜିଲ୍ଲାର କିଛି କିଛି ସ୍ଥାନରେ କୁଆପଥର ସହ ଘଣ୍ଟା ପ୍ରତି ପବନର ବେଗ ୩୦-୪୦ କିମି ଅନୁଭୂତ ହୋଇଛି।

ସେପଟେ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ। କୁଆପଥର ମାଡ଼ ସହ କିଛିକିଛି ସ୍ଥାନରେ ୫୦ରୁ ୬୦ କିମି ବେଗରେ ପବନ ବହିବା ନେଇ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟରେ ଅଧିକାଂଶ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

ଏଥି ସହିତ ପ୍ରବଳ ବର୍ଷା ପାଇଁ ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେ ସବୁ ଜିଲ୍ଲା ହେଉଛି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ। ଏହି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଅନ୍ୟପଟେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆସନ୍ତା ୭ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ଜାରି ରହିବ। ଏହି ସମୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ବିଜୁଳି ଘଡ଼ଘଡ଼ି ସହ ପବନ ବହିବାର ସମ୍ଭାବନା ରହିଛି। ୧୬ତାରିଖରେ ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ମୁଖ୍ୟତଃ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ବର୍ଷା ହେବ ବୋଲି କେନ୍ଦ୍ର କହିଛି।

ବର୍ଷା-ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା-ବଜ୍ରପାତ ସମ୍ଭାବନା ରହିଛି। ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ରାଜ୍ୟରେ ଜାରି ରହିଛି ବର୍ଷା: ଆସନ୍ତା ୨୪ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ଭୁବନେଶ୍ବର: ଗତକାଲିଠୁ ସାରା ରାଜ୍ୟରେ କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଜି ବିଭିନ୍ନ ସ୍ଥାନରେ ଘଡଘଡି ସହ ବିଜୁଳି ଓ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ପଶ୍ଚିମାବାୟୁ ସ୍ରୋତରେ ସୃଷ୍ଟିହୋଇଥିବା ନିମ୍ନଚାପ ରେଖା ଯୋଗୁ ବର୍ଷା ଲାଗିରହିଛି। ଏହାସହ ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ସୃଷ୍ଟିହୋଇଥିବା ନିମ୍ନଚାପ ରେଖା ସହ ଜଡିତ ପଶ୍ଚିମା-ଶୁଷ୍କବାୟୁ ସହ ବଙ୍ଗୋପସାଗର ଅଞ୍ଚଳରୁ ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟମଧ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପରସ୍ପର ସଂସ୍ପର୍ଶରେ ଆସି ପ୍ରତିକ୍ରିୟାଶୀଳ ପରିସ୍ଥିତି ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା, କୁଆପଥର, ଝଡପବନ ତଥା ଭାରିବର୍ଷା ଲାଗିରହିଛି।

ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଛି। ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା – ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ । ସେହିପିର ୟେଲୋ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଉଛି – ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ।

ରାଜ୍ୟରେ ୧୬ ତାରିଖ ଯାଏଁ ଲାଗି ରହିବ ବର୍ଷା, ଆଜି ପାଇଁ ୫ ଜିଲ୍ଲାକୁ ରେଡ୍ ଓ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି
ଭୁବନେଶ୍ବର: ଘନୀଭୁତ ହେଉଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେବ ଓ୍ବେଲମାର୍କ ଲୋପ୍ରେସରର ରୂପ । ପରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଦକ୍ଷିଣ ଛତିଶଗଡ ଦେଇ ଅତିକ୍ରମ କରିବ । ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଅତି ଭୀଷଣ ବର୍ଷା ନେଇ ୫ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର ଏବଂ ବଲାଙ୍ଗିରରେ ୨ଶହ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ଥିବାରୁ ରେଡ ଆଲର୍ଟ ଜାରି କରାଯାଇଥିବା ବେଳେ ୭୦ ରୁ ୨୦୦ ମିଲିମିଟର ବର୍ଷା ନେଇ ନବରଙ୍ଗପୁର, ନୂଆପଡା, ବରଗଡ, ସମ୍ବଲପୁର, ନୟାଗଡ, କଟକ, ଅନୁଗୁଳ ଏବଂ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ଉପକୂଳ ଓଡ଼ିଶାର ପୁରୀ, ଖେର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ଦେବଗଡ, ଝାରସୁଗୁଡା, ଗଜପତି, ରାୟଗଡା, ଢେଙ୍କାନାଳ ଏବଂ କୋରାପୁଟକୁ ସତର୍କତା ଜାରି କରାଯାଇଛି ।

ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କଳହାଣ୍ଡି, ନୂଆପଡା, ବଲାଙ୍ଗିର, ବରଗଡ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନବରଙ୍ଗପୁର ଏବଂ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ । ୧୭ ଏବଂ ୧୮ ତାରିଖରେ ବର୍ଷାର ପରିମାଣ କମିବା ସହ ପୁଣି ୧୯ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।

ତେବେ ରେଡ ଏବଂ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲା ଗୁଡିକରେ ଫ୍ଳାସ ଫ୍ଳଡ୍ ସହ ଜଳମଗ୍ନ ପରିସ୍ଥିତି ଦେଖାଦେବ । ବର୍ଷା ସମୟରେ ଦୃଶ୍ୟମାନ କ୍ଷମତା କମିବା ସହ ଦକ୍ଷିଣ ଓଡ଼ିଶାରେ ନଦୀ ଫୁଲିବ । କିଛି ସ୍ଥାନରେ ଭୂସ୍ଖଳନ ହେବା ନେଇ ସତର୍କତା ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩.୩ ମିଲିମିଟର ବର୍ଷା ହୋଇଥିବା ବେଳେ ଏହା ସ୍ବାଭାବିକ ତୁଳନାରେ ୧୫୮ ପ୍ରତିଶତ ଅଧିକ । ରାୟଗଡାର ଆମ୍ବାଦୋଳାରେ ୧୮୭.୫ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ କଳାହାଣ୍ଡିର ଲାଞ୍ଜିଗଡରେ ୧୫୬.୪, କନ୍ଧମାଳର ଦାରିଂବାଡିରେ ୧୨୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ତେବେ ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ୯ଟି ଜିଲ୍ଲାରେ ୨୦ ରୁ ୩୮ ପ୍ରତିଶତ ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୨୧ ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା : ୩ଟି ଜିଲ୍ଲାକୁ ଅରେଞ୍ଜ ଓ ୧୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର – ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ- କେନ୍ଦ୍ରୀୟ ଭାଗରେ ଲଘୁଚାପ ସୃଷ୍ଟି ହୋଇଛି।  ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି। ଏଥିସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି। ଏହାଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଥିବା ବେଳେ ବର୍ଷାର ପରିମାଣ ଆହୁରି ବଢିବ।

ସୃଷ୍ଟି ହେଲା #ଲଘୁଚାପ!!

ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ସୃଷ୍ଟି ହେଲା #ଲଘୁଚାପ କ୍ଷେତ୍ର l ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି l pic.twitter.com/QWHuNu4exr

— Meteorological Centre, Bhubaneswar (@mcbbsr) September 5, 2023

ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥି ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୬ ସେପ୍ଟେମ୍ବର ବୁଧବାର ଅପରାହ୍ନ ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ଥିବା ବେଳେ ୧୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି।

Warning for Day-1 to Day-4: Day-5: NIL pic.twitter.com/mlXvMjNexR

— Meteorological Centre, Bhubaneswar (@mcbbsr) September 5, 2023

ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୩ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ଏଥି ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆସୁଛି ବଡ଼ ବର୍ଷା : ୫ ଜିଲ୍ଲାକୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ବର : ବାଂଲାଦେଶ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଅବସ୍ଥିତ ରହିଛି ଏବଂ ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ।

#Weather briefing (In #Hindi) by Scientist-C: Dr. Sanjeev Dwivedi for next five days, based on 0830 Hrs IST observation of #03rd July, 2022.https://t.co/u8cInY6Wau

— Meteorological Centre, Bhubaneswar (@mcbbsr) July 3, 2022

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୫ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୪ ତାରିଖ, ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିପାଇଁ ଏହି ୫ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

pic.twitter.com/B0YmF75QCO

— Meteorological Centre, Bhubaneswar (@mcbbsr) July 3, 2022

ସେହିପରି ଏହି ସମୟ ମଧ୍ୟରେ ବୌଦ୍ଧ, କଳାହାଣ୍ଡି, ନୂଆପଡା, କନ୍ଧମାଳ, ମାଲକାନଗିରି, କୋରାପୁଟ, ସୋନପୁର, ନବରଙ୍ଗପୁର, ଭଦ୍ରକ, ଯାଜପୁର, କଟକ, ଦେବଗଡ, ଢ଼େଙ୍କାନାଳ, ମୟୂରଭଞ୍ଜ, ଝାରସୁଗୁଡା, ବାଲେଶ୍ୱର ଓ ଅନୁଗୁଳ ପ୍ରଭୃତି ୧୭ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।