odisha 10th result - The Sakala
ପ୍ରକାଶ ପାଇଲା ମାଟ୍ରିକ୍‍ ପରୀକ୍ଷା ଫଳ, ପାସ ହାରରେ ଛାତ୍ରୀ ଆଗୁଆ
ଭୁବନେଶ୍ୱର: ପ୍ରକାଶ ପାଇଲା ମାଟ୍ରିକ୍‍ ପରୀକ୍ଷା ଫଳ। ଚଳିତ ବର୍ଷ ପାସ୍ ହାର ୯୦.୫୫% ରହିଛି। ଏ ନେଇ ଆନୁଷ୍ଠାନିକ ଭାବେ ରେଜଲ୍ଟ ପ୍ରକାଶ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ। କଟକ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫, ୧୭, ୮୪୭ ଜଣ ପାସ୍‌ କରିଥିବା ବେଳେ ୮,୬୯୯ ଜଣ ଫେଲ୍‌ ହୋଇଛନ୍ତି। ମାଲକାନଗିରିର ୨ଟି ସ୍କୁଲ୍‌ ଓ ଅନୁଗୁଳର ଗୋଟିଏ ସ୍କୁଲ୍‌ରେ ଫଳାଫଳ ଶୂନ ରହିଛି। ୧୧୭୦ ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି ।
ସୂଚନା ଅନୁଯାୟୀ,  ୨, ୫୬, ୮୭୭ଜଣ ଛାତ୍ର ପରୀକ୍ଷାରେ ଉତୀର୍ଣ୍ଣ ହୋଇଛନ୍ତି। ଏଥିସହ ଛାତ୍ରମାନଙ୍କ ପାସ୍ ହାର  ୮୮.୭୭ ପ୍ରତିଶତ ରହିଛି। ସେହିପରି  ୨, ୬୦, ୯୭୦ଜଣ ଛାତ୍ରୀ ପରୀକ୍ଷାରେ ଉତୀର୍ଣ୍ଣ ହୋଇଛନ୍ତି। ଏଥିସହ  ଛାତ୍ରୀମାନଙ୍କ ପାସ୍ ହାର ୯୨.୩୭ ପ୍ରତିଶତ ରହିଛି।
ମୋଟ ପାସ୍ ହୋଇଥିବା ପିଲାଙ୍କ ମଧ୍ୟରୁ A-୧ରେ ୮ ହଜାର ୧୧୯ ଛାତ୍ରଛାତ୍ରୀ ପାସ୍ କରିଥିବାବେଳେ । A-୨ରେ ୫୪ ହଜାର ୮୮୯ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେହପରି B-୧ରେ ୧୨୦୨୦୩ ଛାତ୍ରଛାତ୍ରୀ ପାସ କରିଥିବା ବେଳେ B-୨ରେ ୧୪୨୨୬୬ ଜଣ ଛାତ୍ରଛାତ୍ରୀ ପାସ ହୋଇଛନ୍ତି।ହେଲେ ଚଳିତଥର ସପ୍ଲିମେଣ୍ଟାରୀ ପରୀକ୍ଷା ହେବନି ବୋଲି ମନ୍ତ୍ରୀ କହିଛନ୍ତି। ତେବେ ଯେଉଁ ଛାତ୍ରଛାତ୍ରୀ ରିଚେକିଂ ଚାହୁଁଥିବେ ସେମାନଙ୍କୁ ୧୫ ଦିନ ସମୟ ମିଳିବ। ରିଚେକିଂ ପାଇଁ ଅନଲାଇନରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ୧୧ରୁ ୨୫ ପର୍ୟ୍ୟନ୍ତ ଅନଲାଇନରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ ।
ଖବର ଅନୁଯାୟୀ,  ଚଳିତ ଥର ବୋର୍ଡ଼ ପକ୍ଷରୁ ୩ଟି ମୂଲ୍ୟାୟନ ପଦ୍ଧତି ଅବଲମ୍ବନ କରାଯାଇଥିବାବେଳେ ଯେଉଁ ପଦ୍ଧତିରେ ପରୀକ୍ଷାର୍ଥୀମାନେ ସର୍ବାଧିକ ମାର୍କ ରଖିଥିବେ ତାହାକୁ ଚୂଡାନ୍ତ ମାର୍କ ବୋଲି ଗ୍ରହଣ କରାଯାଇଛି।
ଆଜି ପ୍ରକାଶ ପାଇବ ମାଟ୍ରିକ୍‍ ପରୀକ୍ଷା ଫଳ: ୱେବସାଇଟ୍ ଓ ଏସଏମସ ମାଧ୍ଯମରେ ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ
ତେବେ ଚଳିତ ଥର ବୋର୍ଡ଼ ପକ୍ଷରୁ ୩ଟି ମୂଲ୍ୟାୟନ ପଦ୍ଧତି ଅବଲମ୍ବନ କରାଯାଇଥିବାବେଳେ ଯେଉଁ ପଦ୍ଧତିରେ ପରୀକ୍ଷାର୍ଥୀମାନେ ସର୍ବାଧିକ ମାର୍କ ରଖିଥିବେ ତାହାକୁ ଚୂଡାନ୍ତ ମାର୍କ ବୋଲି ଗ୍ରହଣ କରାଯାଇଛି। ସେହିଭଳି ରାଜ୍ୟରେ ୩ ହଜାର ୫୪୦ ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ତନ୍ମଧ୍ୟରୁ ରେଗୁଲାର ବର୍ଗର ୫ ଲକ୍ଷ ୭୧ ହଜାର ୯୦୯ଜଣ, ରାଜ୍ୟ ମୁକ୍ତ ବିଦ୍ୟାଳୟର ୯ ହଜାର ୩୭୮ଜଣ ଏବଂ ସଂସ୍କୃତ ମଧ୍ୟମା ରେ ୪ ହଜାର ୪୪୩ଜଣ ପରୀକ୍ଷାର୍ଥୀ ରହିଛନ୍ତି। ରେଗୁଲାର, ଏକ୍ସ ରେଗୁଲାର୍‍, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ଅଧୀନରେ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ଫଳ ଆସନ୍ତାକାଲି ପ୍ରକାଶ ପାଇବ।
ଜୁଲାଇ ୬ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ: ୱେବସାଇଟ୍ ଓ ଏସଏମଏସ୍ ମାଧ୍ଯମରେ ଜାଣିପାରିବେ ଛାତ୍ରଛାତ୍ରୀ
ଭୁବନେଶ୍ବର : ମାଟ୍ରିକ ଫଳାଫଳ ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ।  କଟକ ବୋର୍ଡ ଅଫିସରେ ଦିନ ଗୋଟାଏ ସମୟରେ ପ୍ରକାଶ ହେବ ରେଜଲ୍ଟ। ଏହା ପରେ ୱେବସାଇଟରେ ଉପଲବ୍ଧ ହେବ ମାଟ୍ରିକ ଫଳ । ୨ଟି ୱେବସାଇଟରେ ଛାତ୍ରଛାତ୍ରୀ ରେଜଲ୍ଟ ଦେଖିପାରିବେ।  www.bseodisha.nic.in ବା www.bseodisha.ac.in ରେ ଉପଲବ୍ଧ ହେବ ପରୀକ୍ଷା ଫଳ। ଇଣ୍ଟରନେଟ ନ ଥିଲେ ଏସଏମଏସ୍ ମାଧ୍ଯମରେ ମିଳିବ ମାଟ୍ରିକ ରେଜଲ୍ଟ। OR10 ଏବଂନିଜ ରୋଲ ନମ୍ବର ଟାଇପ କରି ୫୬୭୬୭୫୦କୁ ଏସଏମଏସ୍ କଲେ ମିଳିବ ରେଜଲ୍ଟ। ପରୀକ୍ଷାଫଳ ବାହାରିବା ପରେ ଯେଉଁ ଛାତ୍ରଛାତ୍ରୀ ନିଜ ରେଜଲ୍ଟରେ ଅସନ୍ତୁଷ୍ଠ ଥିବେ ରି- ଚେକ ପାଇଁ ଆବେଦନ କରିବେ। ରି- ଚେକ ନେଇ ସମ୍ପୂର୍ଣ୍ଣ ତଥ୍ଯ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବାପରେ ଦିଆଯିବ।
ସୂଚନାଯୋଗ୍ୟ, ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍‌ ପରୀକ୍ଷା ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଆୟୋଜିତ ହୋଇଛି ଅଫଲାଇନ୍‌ ପରୀକ୍ଷା। ସୁରୁଖୁରୁାର ପରୀକ୍ଷା ସରିଥିବା ବେଳେ ଖାତାଦେଖା ଓ ଟାବୁଲେସନ୍‌ ସରି ଚୂଡ଼ାନ୍ତ ଫଳ ପ୍ରକାଶନ ପାଇଁ ପ୍ରୋସେସିଂ ଜାରି ରହିଛି । ପରୀକ୍ଷାଫଳକୁ କିପରି ସଂପୂର୍ଣ୍ଣ ନିର୍ଭୁଲ୍‌ କରାଯିବ ସେଥିପାଇଁ ସମସ୍ତ ବନ୍ଦୋବସ୍ତ ବୋର୍ଡ ପକ୍ଷରୁ କରାଯାଇଛି।
ଉଲ୍ଲେଖଯୋଗ୍ୟ, ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍‌ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ଯନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା।
ବୁଧବାର ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
ଭୁବନେଶ୍ବର : ମାଟ୍ରିକ ଫଳାଫଳ ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ।  କଟକ ବୋର୍ଡ ଅଫିସରେ ଦିନ ଗୋଟାଏ ସମୟରେ ପ୍ରକାଶ ହେବ ରେଜଲ୍ଟ। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଛାତ୍ରଛାତ୍ରୀ କେଉଁ ସାଇଟ୍‌ରୁ ରେଜଲ୍ଟ ପାଇପାରିବେ ସେ ନେଇ ଆଜି ବୋର୍ଡ କର୍ତ୍ତୃପକ୍ଷ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେବେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍‌ ପରୀକ୍ଷା ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଆୟୋଜିତ ହୋଇଛି ଅଫଲାଇନ୍‌ ପରୀକ୍ଷା ।
ସୂଚନାଯୋଗ୍ୟ କିଛି ଦିନ ପୂର୍ବରୁ ରାଜ୍ୟ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ। ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍‌ ପରୀକ୍ଷା ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଆୟୋଜିତ ହୋଇଛି ଅଫଲାଇନ୍‌ ପରୀକ୍ଷା। ସୁରୁଖୁରୁାର ପରୀକ୍ଷା ସରିଥିବା ବେଳେ ଖାତାଦେଖା ଓ ଟାବୁଲେସନ୍‌ ସରି ଚୂଡ଼ାନ୍ତ ଫଳ ପ୍ରକାଶନ ପାଇଁ ପ୍ରୋସେସିଂ ଜାରି ରହିଛି । ପରୀକ୍ଷାଫଳକୁ କିପରି ସଂପୂର୍ଣ୍ଣ ନିର୍ଭୁଲ୍‌ କରାଯିବ ସେଥିପାଇଁ ସମସ୍ତ ବନ୍ଦୋବସ୍ତ ବୋର୍ଡ ପକ୍ଷରୁ କରାଯାଇଛି।
ଉଲ୍ଲେଖଯୋଗ୍ୟ ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍‌ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା।