Arvind Panagariya - The Sakala

ଦାରିଦ୍ର୍ୟ ହଟାଇବାରେ ଓଡ଼ିଶା ଉଦାହରଣ: ନବୀନଙ୍କୁ ନୀତି ଆୟୋଗର ପ୍ରଥମ ଉପାଧ୍ୟକ୍ଷ ପାନଗାରିଆଙ୍କ ପ୍ରଶଂସା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କୁ ଭୂୟଶୀ ପ୍ରଶଂସା କରିଛନ୍ତି ନୀତି ଆୟୋଗର ପ୍ରଥମ ଉପାଧ୍ୟକ୍ଷ ଅରବିନ୍ଦ ପାନଗାରିଆ । ଏକ ଇଂରାଜୀ ଖବରକାଗଜରେ ପାନଗାରିଆ ଦର୍ଶାଇଛନ୍ତି ଯେ, ୧୯୯୩ରେ ରାଜ୍ୟରେ ଗରିବୀ ହାର ୪୮.୬ ଥିବା ବେଳେ ୨୦୧୫ରେ ଏହା ଦ୍ରୁତଗତିରେ ହ୍ରାସ ପାଇ ୨୯.୩କୁ ଖସିଥିଲା । ଓଡ଼ିଶାର ସାମଗ୍ରିକ ବିକାଶର ଏହା ଉତ୍କୃଷ୍ଟ ଚିତ୍ର । ୨୦୦୦ ମସିହାରେ ନବୀନ ପଟ୍ଟନାୟକ ଶାସନ ଭାର ସମ୍ଭାଳିବା ବେଳକୁ ମୁଣ୍ଡପିଛା ଆୟରେ ଓଡ଼ିଶା ତଳଆଡୁ ତୃତୀୟ ସ୍ଥାନରେ ଥିଲା । ୨୦୦୦ ମସିହାରେ ରାଜ୍ୟରେ ମୁଣ୍ଡପିଛା ଆୟ ମାତ୍ର ୧୭ ହଜାର ୬୫୦ ଟଙ୍କା ଥିବା ବେଳେ ୨୦୧୯-୨୦ରେ ଏହା ୮୨ ହଜାର ୨୫୭ରେ ପହଞ୍ଚିଛି।

୧୯୯୯ ମହାବାତ୍ୟା ପରେ ରାଜ୍ୟର ଏକ ପ୍ରତିକୂଳ ସ୍ଥିତିରୁ ରାଜ୍ୟକୁ ଦେଶର ଅଗ୍ରଣୀ ରାଜ୍ୟ ପରିଣତ କରିଛନ୍ତି ନବୀନ ପଟ୍ଟନାୟକ। ନବୀନଙ୍କ ଦୂରଦୃଷ୍ଟି, ସ୍ୱଚ୍ଛ ଓ ସ୍ଥିର ସରକାର ଯୋଗୁଁ ଏହା ସମ୍ଭବ ହୋଇପାରିଛି। ନୀତି ଆୟୋଗର ପ୍ରଥମ ଉପାଧ୍ୟକ୍ଷ ଅରବିନ୍ଦ ପାନଗାରିଆଙ୍କ ସ୍ତମ୍ଭ ତଥ୍ୟ ସମ୍ଭଳିତ ଏବଂ ଓଡ଼ିଶାର ପରିବର୍ତ୍ତିତ ବିକାଶର ପ୍ରକୃତ ଚିତ୍ର ବୟାନ କରୁଛି।

Odisha shows that today’s voter rewards performance and delivery. Gone are the days when voters voted based on caste and community equations. Naveen Patnaik is returned term after term on the back of delivery of solid economic outcomes. pic.twitter.com/Ar1ix4sbEm

— Arvind Panagariya (@APanagariya) July 6, 2022