Mohana - The Sakala

ସାବଧାନ ! ଗାଁରେ ବୁଲୁଛି ବାଘ: ବଳଦକୁ ମାରି ଖାଇଥିବା ଅଭିଯୋଗ, ଲୋକେ ଆତଙ୍କିତ
ମୋହନା: ଗାଁରେ ବାଘ ଆତଙ୍କ । ଚନ୍ଦ୍ରଗିରି ବନାଞ୍ଚଳ କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ । ବଳଦକୁ ମାରି ଖାଇଥିବା ନେଇ ଅଭିଯୋଗ । ଗୋଟିଏ ବଳଦକୁ ମାରି ଖାଇବା ସହ ଆଉ ଗୋଟିଏ ବଳଦକୁ ଆହତ କଲା ବାଘ । ଖବରପାଇ ଗାଁରେ ବନ ବିଭାଗ କର୍ମଚାରୀ ପହଞ୍ଚି ଯାଞ୍ଚ କରୁଥିବା ସୂଚନା । ବାଘ ଭୟରେ ୪ ଦିନ ହେଲାଣି ଗ୍ରାମବାସୀ ଭୟରେ ଗାଈ ଚରାଇବାକୁ ଯାଇନାହାନ୍ତି କି ଜଙ୍ଗଲକୁ ମହୁଲ ସଂଗ୍ରହ ପାଇଁ ଯାଇ ପାରୁ ନାହାଁନ୍ତି ।

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ !
ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଭାଲିଆଗଣି ଗାଁରେ । ମୃତକ ହେଲେ ଶlଳକ କୈଳାଶ ନାୟକ । ମୋହନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତ ଭିଣୋଇ ଉଦୟ ନାୟକକୁ କାବୁ କରିବା ସହ ଦେଶି ବନ୍ଧୁକ ଜବତ କରି ତଦନ୍ତ କରୁଛି ।

ସୂଚନା ଅନୁସାରେ, ଗତକାଲି ଅପରାହ୍ନରେ ଶାଳକ କୈଳାଶ କାଠ ଆଣିବାକୁ ଜଙ୍ଗଲକୁ ଯାଇଥିଲେ । ଏହି ସମୟରେ ଭିଣୋଇ ଉଦୟ ନିଜ ଦେଶି ବନ୍ଧୁକରେ କୈଳାଶଙ୍କୁ ଗୁଳି କରିଥିଲା । କୈଳାଶଙ୍କ ଛାତିରେ ୨ ରାଉଣ୍ଡ ଗୁଳି ବାଜିଥିବା ବେଳେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି ।

ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ
ମୋହନା: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ । ଶୁକ୍ରବାର ବିଳମ୍ବିତ ରାତିରେ ଗଜପତି ଜିଲ୍ଲା ମୋହନା ଥାନା ଏକ୍ରିକୂପା ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । RB କୋଚ୍ ନାମକ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ପଡ଼ିଥିଲା ।

ସୂଚନା ଅନୁସାରେ, ବ୍ରହ୍ମପୁରରୁ ଇନ୍ଦ୍ରାବତୀ ଯାଉଥିବା ବସଟି ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବୁଲାଣି ରାସ୍ତାରେ କଡ଼କୁ ଖସି ପଡ଼ିଥିବା ଜଣାପଡିଛି । ବସ୍ ରେ ୩୦ରୁ ଉର୍ଦ୍ଧ ଯାତ୍ରୀ ଥିବାବେଳେ ସମସ୍ତେ ସୁରକ୍ଷିତ ଅଛନ୍ତି । ଷ୍ଟିଅରିଂ ଲକ୍ ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଗାଡିଚାଳକ କହିଛନ୍ତି । ମୋହନା ପୋଲିସ ଏବଂ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଅନ୍ୟ ଏକ ଗାଡିରେ ଯାତ୍ରୀ ମାନଙ୍କୁ ନିଜ ନିଜ ଗନ୍ତବ୍ୟ ସ୍ଥଳ ଅଭିମୁଖେ ପଠାଇଥିଲେ ।

ଗୁଣି ଗାରେଡି ସନ୍ଦେହରେ ସ୍ୱାମୀ ସ୍ତ୍ରୀଙ୍କୁ ବିଭତ୍ସଭାବେ ହତ୍ୟା କଲେ ଦୁର୍ବୁତ୍ତ
ମୋହନା: ଗୁଣି ସନ୍ଦେହରେ ସ୍ୱାମୀ ସ୍ତ୍ରୀଙ୍କୁ ବିଭତ୍ସ ହତ୍ୟା । ଗଜପତି ଜିଲ୍ଲା ଅଡବା ଥାନା ଘୋଡ଼ାପଙ୍କା ଗ୍ରାମରେ ଘଟିଛି ଏହି ହତ୍ୟାକାଣ୍ଡ । ମୃତକ ଘୋଡାପଙ୍କା ଗ୍ରାମର ସ୍ୱାମୀ କପିଳେନ୍ଦ୍ର ମଳିକ ଏବଂ ସ୍ତ୍ରୀ ଶଶୀତା ମଳିକ । ସ୍ୱାମୀକୁ ଘରେ ହତ୍ୟା କରିଥିବା ବେଳେ ସ୍ତ୍ରୀକୁ ଗୋଡେଇ ଗୋଡେଇ ହତ୍ୟା କରିଛନ୍ତି ଦୁର୍ବୁତ୍ତ । ମୃତଦେହ ଜବତ କରିବା ସହ ଅଡବା ପୋଲିସ ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ, ଘୋଡାପଙ୍କା ଗ୍ରାମର କପିଳେନ୍ଦ୍ର ମଳିକ ଗୁଣି କରି ଲୋକଙ୍କୁ ମାରୁଥିବା ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଗତ ଫେବୃଆରୀ ମାସରେ ମଧ୍ୟ କପିଳେନ୍ଦ୍ରଙ୍କୁ ହତ୍ୟା ଉଦ୍ୟମ ହୋଇଥିଲା । ସେ ବାଇକ୍‌ ଯୋଗେ ଗାଁକୁ ଆସୁଥିବା ବେଳେ ତାଙ୍କୁ ପଛପଟୁ କେହି ଗୁଳିମାଡ଼ କରିଥିଲେ । ସେତେବେଳେ ସେ ଗୁରୁତର ହୋଇଥିଲେ । ଚିକିତ୍ସା ପରେ ସେ ସୁସ୍ଥ ହୋଇଥିଲେ । ଗୁଣି ଗାରେଡି ସନ୍ଦେହରେ ତାଙ୍କୁ ଗୁଳି ମାଡ଼ କରାଯାଇଥିବା କପିଳେନ୍ଦ୍ର ଥାନା ଅଭିଯୋଗ କରିଥିଲେ ।

ତେଵେ ସୋମବାର ସନ୍ଧ୍ୟାରେ କିଛି ଦୁର୍ବୃତ୍ତ କପିଳେନ୍ଦ୍ର ଏବଂ ତାଙ୍କ ସ୍ତ୍ରୀଙ୍କ ଉପରେ ମରଣାସ୍ତ୍ରରେ ଆକ୍ରମଣ କରିଥିଲେ । ଘଟଣା ସ୍ଥଳରେ କପିଳେନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ କୌଣସି ପ୍ରକାରେ ଘଟଣା ସ୍ଥଳରୁ ଖସି ଆସିଥିଲେ ସ୍ତ୍ରୀ ଶଶୀତା । ଘୋଡ଼ାପଙ୍କା ଉପର ସାହିରେ ଶଶୀତାଙ୍କୁ ରକ୍ତଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିବା ପରେ ତାଙ୍କର ମୃତ୍ୟୁ ହୋଇଥିଲା । ତେଵେ ଘଟଣା ସମ୍ପର୍କରେ ଦାମଦୁଆ ସରପଞ୍ଚଙ୍କ ସ୍ୱାମୀ ଅବଗତ ଥିବା କହିଛନ୍ତି ଗ୍ରାମବାସୀ । ତେଵେ ଏନେଇ ଗ୍ରାମବାସୀ କୌଣସି ସଠିକ ତଥ୍ୟ ଦେଉନଥିବା ବେଳେ ଅଡବା ପୋଲିସ ଗ୍ରାମରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ପାହାଡ ବ୍ଲାଷ୍ଟିଂବେଳେ ପଥର ତଳେ ଚାପି ହୋଇ ୨ ଶ୍ରମିକ ମୃତ
ମୋହନା: ବ୍ଲାଷ୍ଟିଂ ବେଳେ ପଥର ତଳେ ଚାପି ହୋଇ ୨ ଶ୍ରମିକ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ସ୍ଥିତ ବନ୍ଧlଗୁଡା କ୍ରସର ନିକଟରେ । ମୃତ ଶ୍ରମିକ ଦୁଇ ଜଣ ହେଲେ ରମ୍ଭା ଥାନା ଝରଡ଼ି ରାଧାଗୋବିନ୍ଦପୁର ଗାଁର ନାରାୟଣ ନାହକ, ମଧୁରଛୁଆ ଗାଁର ବିଷ୍ଣୁ ପ୍ରସାଦ ନାହକ। ଦୁହେଁ ସମ୍ପର୍କରେ ମାମୁଁ ଏବଂ ଭଣଜା ହେବେ ବୋଲି ଜଣାପଡିଛି ।

ସୂଚନା ଅନୁସାରେ, କ୍ରସର ନିକଟରେ ଥିବା ପଥର କୁଆଁରିରେ ବ୍ଲାଷ୍ଟିଂ ଚାଲିଥିଲା । ଏହି ସମୟରେ ଉଭୟ ମାମୁଁ ଭଣଜା ଏକ ବଡ଼ ପଥର ପଛପଟେ ବସି ବ୍ଲାଷ୍ଟି ପରିଚାଳନା କରୁଥିଲେ । ଏହି ସମୟରେ ଏକ ବିଶାଳ ପଥର ପଡ଼ି ୨ଜଣ ଶ୍ରମିକ ଚାପି ହୋଇଯାଇଥିଲେ । ଶୁକ୍ରବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ବେଳେ ଘଟଣାସ୍ଥଳରେ ମୋହନା ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିବା ଚେଷ୍ଟା ଜାରି ରଖିଛନ୍ତି।

ନଦୀ ପଠାରେ ଖେଳୁଥିବାବେଳେ ବାଲି ଅତଡ଼ା ଧସି ଚାଲିଗଲା ନାବାଳକର ଜୀବନ
ମୋହନା: ଗଜପତି ଜିଲ୍ଲା ଆର୍ ଉଦୟଗିରି ଥାନା ପାଟପାଣୀ ଗାଁରେ ଅଘଟଣ । ନଦୀରେ ଖେଳୁଥିବା ବେଳେ ଧସିଲା ବାଲି । ପୋତି ହୋଇଗଲେ ତିନି ଶିଶୁ । ସ୍ଥାନୀୟ ଲୋକେ ଶିଶୁଙ୍କୁ ଉଦ୍ଧାର କରି ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କଲେ ଭର୍ତ୍ତି । ଶ୍ବାସରୁଦ୍ଧ ଯୋଗୁଁ ଜଣେ ଶିଶୁକୁ ମୃତ ଘୋଷଣା କରିଛନ୍ତି ଡାକ୍ତର । ମୃତଶିଶୁ ଜଣକ ହେଲେ ସେହି ଗାଁର ରାମ ରଇତଙ୍କ ୧୦ ବର୍ଷର ପୁଅ ଇଶ୍ୱର ରଇତ। ଅନ୍ୟ ଦୁଇ ଜଣ ଶିଶୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ଡାକ୍ତର ସୂଚନା ଦେଇଛନ୍ତି ।

ସୂଚନା ଅନୁସାରେ, ଆଜି ଅପରାହ୍ନ ପ୍ରାୟ ୨ଟା ବେଳେ ପlଟପାଣି ଗାଁର କିଛି ନାବାଳକ ଗାଁ ନିକଟସ୍ଥ ନଦୀ ପଠାରେ ଖେଳୁଥିଲେ । ବାଲିରେ ଘର ତିଆରି କରି ଖେଳୁଥିବାବେଳେ ଧସିଥିଲା ବାଲି ଅତଡ଼ା । ଫଳରେ ୩ ଜଣ ନାବାଳକ ବାଲିରେ ପୋତି ହୋଇ ଯାଇଥିଲେ । ଅନ୍ୟ ଜଣେ ନାବାଳକ ଘଟଣା ସମ୍ପର୍କରେ ଗାଁକୁ ଆସି କହିବା ପରେ ନଦୀ ପଠାକୁ ଯାଇଥିଲେ ଗ୍ରାମବାସୀ । ସେମାନଙ୍କୁ ବାଲି ପଠାରୁ ଉଦ୍ଧାର କରି ଚନ୍ଦ୍ରଗିରି ମେଡିକାଲ ନେଇଥିଲେ । ସେଠାରେ ଜଣେ ନାବାଳକକୁ ମୃତ ଘୋଷଣା କରିଥିଲେ ଡାକ୍ତର ।

ଜେନେରେଟର୍‌ ଧୂଆଁ ହେଲା କାଳ; ଘରେ ଶୋଇଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଦୁଇ ମୃତ, ଜଣେ ଗୁରୁତର
ମୋହନା: ଜେନେରେଟର୍‌ ଧୂଆଁ ହେଲା କାଳ । ଘରେ ଶୋଇଥିବା ବେଳେ ଜେନେରେଟର୍‌ ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ଦୁଇ ଜଣଙ୍କ ଜୀବନ । ଧୂଆଁ ଯୋଗୁଁ ଅନ୍ୟ ଜଣେ ଗୁରୁତର ମଧ୍ୟ ହୋଇଛନ୍ତି । ଗଜପତି ଜିଲ୍ଲା ମୋହନାର ଆର୍ ଉଦୟଗିରି ଥାନା ଅନ୍ତର୍ଗତ ବେତେରସିଂ ଗାଁରେ ଘଟିଛି ଏହି ଅଘଟଣ । ମୃତକଙ୍କ ମଧ୍ୟରେ ଗଣେଷ ନାୟକ(୨୦) ଅମ୍ବିକା ନାୟକ (୧୨) ଥିବା ବେଳେ ଝୁମୁରି ନାୟକ(୭) ଗୁରୁତର ଥିବା ଜଣାପଡିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ବେତାରସିଂ ଗାଁର କମଳ ନାୟକଙ୍କ ପରିବାରରେ ଭୋଜି ଚାଲିଥିଲା । ହେଲେ କମଳ ନାୟକଙ୍କ ପରିବାର ଭୋଜି ଭାତ ଖାଇ ଘରେ ଶୋଇଥିଲେ । ସକାଳୁ ସେମାନେ ଘରୁ ନ ଉଠିବାରୁ ଭୋର ୪ଟା ସମୟରେ ପରିବାର ଲୋକେ ଉଠାଇଥିଲେ । ଘର ସମୁଖରେ ଗୋଟିଏ ଜେନେରେଟର୍ ଲାଗିଥିଲା । ଜେନେରେଟର୍‌ ଧୂଆଁ ଯୋଗୁଁ ସମସ୍ତେ ଶ୍ୱାସରୁଦ୍ଧ ହୋଇଥିବା ଅନୁମାନ କରାଯାଉଛି ।

ପରିବାର ଲୋକେ ଗୋଟିଏ ଅଟୋ ସାହାଯ୍ୟରେ ସକାଳୁ ସକାଳୁ ସେମାନଙ୍କୁ ଉଦ୍ଧାର କରି ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ଗଣେଶ ନାୟକ ଓ ଅମ୍ବିକା ନାୟକଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଝୁମୁରି ନାୟକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ଡାକ୍ତରଖାନାକୁ ନେବା ପାଇଁ ପରାମର୍ଶ ଦେଇଛନ୍ତି । ଏନେଇ ଡାକ୍ତରଖାନାରେ ଚନ୍ଦ୍ରଗିରି ପୋଲିସ ଫାଣ୍ଡି ଅଧିକାରୀ ପୁରୁଷୋତ୍ତମ ପାଇକ ପହଞ୍ଚି ଘଟଣାର ଅନୁଧ୍ୟାନ କରୁଛନ୍ତି ।

ନୃଶଂସ ସ୍ବାମୀର ବିଭତ୍ସ କାଣ୍ଡ; ସ୍ତ୍ରୀକୁ ପଥରରେ ଛେଚି କଲା ହତ୍ୟା
ମୋହନା: ନୃଶଂସ ସ୍ବାମୀର ବିଭତ୍ସ ହତ୍ୟାକାଣ୍ଡ। ସ୍ତ୍ରୀକୁ ଅମାନବୀୟ ଭାବେ ହତ୍ୟା କଲା ସ୍ବାମୀ । ଅତି ବୀଭତ୍ସ ଭାବେ ପଥରରେ ଛେଚି ପତ୍ନୀକୁ ହତ୍ୟା କରିଛି ସ୍ୱାମୀ । ଏପରି ହୃଦୟବିଦାରକ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଭାଲିଆଗଣି ଗାଁରେ । ପାରିବାରିକ କଳହରୁ ଏହି ହତ୍ୟା କାଣ୍ଡ ହୋଇଥିବା ସନ୍ଦେହ।ମୃତ ସ୍ତ୍ରୀ ହେଲେ ସୁକାନ୍ତି ନାୟକ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।  ହତ୍ୟାକାରୀ ସ୍ବାମୀଙ୍କୁ ଅଟକ ରଖିଛି ପୋଲିସ୍‌।

ସୂଚନା ଅନୁସାରେ, ନୃଶଂସ ସ୍ବାମୀ ଭଗବାନ ନାୟକ ଓ ତାଙ୍କ ପତ୍ନୀ ସୁକାନ୍ତି ନାୟକଙ୍କ ମଧ୍ୟରେ ଅନେକ ସମୟରେ ପାରିବାରିକ ଗଣ୍ଡଗୋଳ ଘଟିଥାଏ। କିନ୍ତୁ ଶନିବାର ରାତିରେ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଭଗବାନ ତାଙ୍କ ପତ୍ନୀ ସୁକାନ୍ତିଙ୍କୁ ଅତି ବୀଭତ୍ସଭାବେ ପଥରରେ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି।