matric utkarsh sanman - The Sakala

ଆଜି ମାଟ୍ରିକ୍‍ ପରୀକ୍ଷାରେ ଉତ୍ତୀର୍ଣ୍ଣ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’
ଭୁବନେଶ୍ୱର: ମାଟ୍ରିକ୍‍ ପରୀକ୍ଷାରେ ଉତ୍ତୀର୍ଣ୍ଣ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’। ଆସନ୍ତାକାଲି ପୂର୍ବାହ୍ନ ୧୧ଟା ସମୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ‘ମାଟ୍ରିକ୍‍ ଉତ୍କର୍ଷ ସମ୍ମାନ ୨୦୨୨’ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ଉପକୂଳବର୍ତ୍ତୀ ୧୬ ଜିଲ୍ଲାର ଶ୍ରେଷ୍ଠ ୩ଜଣ ଲେଖାଏଁ ମୋଟ ୬୩ଜଣ କୃତୀ ଛାତ୍ରଛାତ୍ରୀ ଓ ସମ୍ପୃକ୍ତ ଜିଲ୍ଲାର କିଛି ଆଦର୍ଶ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ରୁଚିର ପରିଚାଳନା ନିର୍ଦ୍ଦେଶକ ଶରତ ସାହୁ ଅତିଥି ରୂପେ ଯୋଗ ଦେବେ। ଅନୁରୂପ ଭାବରେ ଏହି କାର୍ଯ୍ୟକ୍ରମରେ ସକାଳ ଓ ନନ୍ଦିଘୋଷ ଟିଭି ପରିବାରର ବରିଷ୍ଠ ସଦସ୍ୟମାନେ ଉପସ୍ଥିତ ରହିବେ। ଭୁବନେଶ୍ୱର ପରି ସମ୍ବଲପୁରରେ ମଧ୍ୟ ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯିବାକୁ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।