+2 Admission - The Sakala
ଯୁକ୍ତ ଦୁଇ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା
ଭୁବନେଶ୍ୱର: ଯୁକ୍ତ ଦୁଇ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୨୨ରୁ ୨୭ତାରିଖ ମଧ୍ୟରେ ନାମ ଲେଖାଇ ପାରିବେ। ଉପରିସ୍ଥ ପସନ୍ଦର କଲେଜରେ ନାମଲେଖା ପାଇଁ ୩୦ ତାରିଖ ମଧ୍ୟରେ ଅନ୍‌‌ଲାଇନ୍‌‌ରେ ସ୍ଲାଇଡ୍‌‌ ଅପ୍‌‌ କରିବେ। ଏହାପରେ ଅଗଷ୍ଟ ୫ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରାଛାତ୍ରୀମାନେ ୭ରୁ ୧୦ ତାରିଖ ମଧ୍ୟରେ ନାମ ଲେଖାଇ ପାରିବେ। ସେହିପରି ଅଗଷ୍ଟ ୧୨ରୁ ୧୪ ତାରିଖ ମଧ୍ୟରେ ସ୍ପଟ୍‌‌ ନାମଲେଖା ପାଇଁ ଚଏସ୍‌‌ ଲକିଂ କରିପାରିବେ। ଅଗଷ୍ଟ ୨୦ ତାରିଖରେ ସ୍ପଟ୍‌‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇ ୨୨ରୁ ୨୮ ତାରିଖ ମଧ୍ୟରେ ନାମଲେଖା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଚଳିତ ବର୍ଷ ୨୩୪୪ଟି ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ସମୁଦାୟ ୫ ଲକ୍ଷ ୮ହଜାର ୧୬୨ଟି ସିଟ୍‌‌ ଉପଲବ୍ଧ ରହିଛି। ଏଥିପାଇଁ ମୋଟ୍‌‌ ୪ଲକ୍ଷ ୭୧ହଜାର ୫୮୭ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ଫଳରେ ଚଳିତ ବର୍ଷ ପ୍ରାୟ ୩୭ ହଜାରରୁ ଅଧିକ ସିଟ୍‌‌ ଖାଲି ପଡ଼ିବ। ୨୦୨୩-୨୪ ଶିକ୍ଷାବର୍ଷରେ ୫ଲକ୍ଷ ୩୦ହଜାର ୧୫୩ଜଣ ଛାତ୍ରଛାତ୍ରୀ ଦଶମ ପାସ୍‌‌ କରିଛନ୍ତି। ପାସ୍‌‌ ଛାତ୍ରଛାତ୍ରୀଙ୍କ ତୁଳନାରେ ପ୍ରାୟ ୫୯ହଜାର କମ୍‌‌ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି।
ଆସନ୍ତା ୩୦ ଯାଏଁ ବଢ଼ିଲା ଯୁକ୍ତ ଦୁଇ ଆବେଦନ ଅବଧି
ଭୁବନେଶ୍ୱର: ଯୁକ୍ତ ଦୁଇ ନାମଲେଖା ଆବେଦନ ଅବଧି ଆସନ୍ତା ୩୦ ତାରିଖ ଯାଏଁ ବୃଦ୍ଧି କରାଯାଇଛି। ଜୁଲାଇ ୬ ତାରିଖରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ୭ରୁ ୧୩ ତାରିଖ ଯାଏଁ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଅନୁଷ୍ଠିତ ହେବାକୁ ଥିବାବେଳେ ୧୪ ତାରିଖ ଯାଏଁ ପିଲାଙ୍କ ସ୍ଲାଇଡଅପ୍‌‌ ପ୍ରକ୍ରିୟା ଚାଲିବ। ସେହିପରି ୧୯ ତାରିଖ ପୂର୍ବାହ୍ଣ ସାଢ଼େ ୧୧ଟାରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ୧୯ରୁ ୨୨ତାରିଖ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଓ ଜୁଲାଇ ୨୭ତାରିଖରେ ସ୍ପଟ୍‌‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୩୧ ତାରିଖ ସୁଦ୍ଧା ସ୍ପଟ୍‌‌ ନାମଲେଖା ପ୍ରକ୍ରିୟା ଶେଷ ହେବାକୁ ଥିବାବେଳେ ଅଗଷ୍ଟ ୧ ତାରିଖରୁ ପିଲାଙ୍କ ପାଠପଢ଼଼ା ଆରମ୍ଭ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନିର୍ଦ୍ଦେଶନାମା ଜାରି କରିଛି। ତେବେ ୨୧୪୯ଟି ଶିକ୍ଷାନୁଷ୍ଠାନରେ ଏକାଦଶ ନାମଲେଖା ପାଇଁ ସୋମବାର ସଂଧ୍ୟା ସୁଦ୍ଧା ୪,୯୮,୬୦୨ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିବାବେଳେ ୪,୫୯,୬୬୬ଜଣ ଚୁଡ଼ାନ୍ତ ଫର୍ମ ଦାଖଲ କରିଛନ୍ତି।
ଭୁବନେଶ୍ୱର: ମେ’ ୨୯ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା । ନାମଲେଖା ପାଇଁ ଖୋଲିବ ସାମ୍ସ ପୋର୍ଟାଲ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମିଳିଛି ସୂଚନା । ରାଜ୍ୟରେ ଚଳିତ ବର୍ଷ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣହାର ଅଧିକ ରହିଛି । ସିବିଏସ୍ଇରେ ୯୩.୬୪%, ଆଇସିଏସଇରେ ୯୮.୫୪% ଏବଂ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଥିବା ପରୀକ୍ଷାଫଳରେ ଉତ୍ତୀର୍ଣ୍ଣ ହାର ୯୬.୪% ରହିଛି ।
ଚଳିତବର୍ଷ ଦଶମ ଶ୍ରେଣୀରେ ରେଗୁଲାର ଓ ଏକ୍ସ-ରେଗୁଲାର ପିଲାଙ୍କୁ ମିଶାଇ ମୋଟ ୫ ଲକ୍ଷ ୮ହଜାର ୪୦୪ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ରାଜ୍ୟରେ ୨୦୬୭ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା କନିଷ୍ଠ ମହାବିଦ୍ୟାଳୟ ଥିବାବେଳ ଯୁକ୍ତ ଦୁଇ ଶ୍ରେଣୀରେ ମୋଟ ୫ଲକ୍ଷ ୯ହଜାର ସିଟ ରହିଛି। ସେଥିରୁ କଳାରେ ୨ ଲକ୍ଷ ୭୭ ହଜାର ୩୮୮, ବିଜ୍ଞାନରେ ୧ ଲକ୍ଷ ୬୩ ହଜାର ୩୦୪, ବାଣିଜ୍ୟରେ ୪୫ ହଜାର ୩୩୨ ଏବଂ ସଂସ୍କୃତରେ ୧୩ ହଜାର ୩୩୨ଟି ଆସନ ରହିଛି ।
ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ବଢିଲା +2 ନାମଲେଖା ଅବଧି
ଭୁବନେଶ୍ବର: ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଅନୁମୋଦନ କ୍ରମେ ଯୁକ୍ତ ୨ ନାମଲେଖା ନିମନ୍ତେ ପରିବର୍ତ୍ତି କାର୍ଯ୍ଯସୂଚୀ ପ୍ରସ୍ତୁତ ହୋଇଛି।
ନୂତନ ସୂଚନା ଅନୁଯାୟୀ, ଯୁକ୍ତ ୨  ପ୍ରଥମ ପ୍ରର୍ଯ୍ଯାୟ ନାମଲେଖା ତାରିଖ ଅଗଷ୍ଟ ୧୯କୁ ୨୫ ତାରିଖ ସ୍ଥିର କରାଯାଇଥିବା ବେଳେ ଏହା ଅଗଷ୍ଟ ୩୦ ତାରିଖକୁ ବୃଦ୍ଧି କରାଯାଇଛି। ସେହିପରି ଦ୍ବିତୀୟ ପର୍ଯ୍ଯାୟ ନାମଲେଖା ଅବଧି ସେପ୍ଟେମ୍ବର ୫ରୁ ୭ ତାରିଖ ଥିବାବେଳେ ତାହା ସେପ୍ଟେମ୍ବର ୮ରୁ ୧୦ ତାରିଖ ପର୍ଯ୍ଯନ୍ତ ଘୁଞ୍ଚାଇ ଦିଆଯାଇଛି।  ତତକାଳ ନାମଲେଖା (  ସ୍ପଟ୍ ସିଲେକସନ) ର ଅବଧି ସେପ୍ଟେମ୍ବର ୧୫ ଓ ୧୬ ତାରିଖ ରଖାଯାଇଥିଲା। ବିଭିନ୍ନ ମହାବିଦ୍ୟାଳୟରେ ଏବେ ଏହି ତତକାଳ ନାମଲେଖା ସେପ୍ଟେମ୍ବର ୧୭ରୁ ୨୦ ତାରିଖ ମଧ୍ଯରେ ଅନୁଷ୍ଠିତ ହେବ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି।
ଜୁଲାଇ ୨୦ରୁ ଆରମ୍ଭ ହେବ +୨ ନାମଲେଖା ପାଇଁ ଆବେଦନ, ଅଗଷ୍ଟ ୧୦ ପର୍ଯ୍ୟନ୍ତ ଚାଲିବ ପ୍ରକ୍ରିୟା
ଭୁବନେଶ୍ୱର: ଆସନ୍ତା ଜୁଲାଇ ୨୦ରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆରମ୍ଭ ହେବ ଆବେଦନ । ଅଗଷ୍ଟ ୧୦ ପର୍ଯ୍ୟନ୍ତ ଚାଲିବ ଆବେଦନ ପ୍ରକ୍ରିୟା । ସାମ୍‌ସ ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ୱେବସାଇଟ୍ ରେ ଉପଲବ୍ଧ ହେବ ସମସ୍ତ ତଥ୍ୟ । ତେବେ ସିବିଏସ୍‌ସି ଓ ଆଇସିଏସ୍ଇ ରେଜଲ୍ଟ ବାହାରିନଥିବାରୁ ଆବେଦନ ତାରିଖ ବଢ଼ିପାରେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶଙ୍କ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଜୁଲାଇ ୬ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଚଳିତ ବର୍ଷ ପାସ୍ ହାର ୯୦.୫୫% ରହିଛି। ଏ ବର୍ଷ ମୋଟ ୫ ଲକ୍ଷ ୨୬ ହଜାର ୮୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫, ୧୭, ୮୪୭ ଜଣ ପାସ୍‌ କରିଥିଲେ ।