Jagdeep Dhankhar - The Sakala

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ, ଛାତିରେ ଯନ୍ତ୍ରଣା ହେବାରୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କାର୍ଡିଓଲୋଜି ବିଭାଗରେ ଭର୍ତ୍ତି କରାଯାଇଛି । ଏବେ ତାଙ୍କର ସ୍ୱାସ୍ଥ୍ଯ ଅବସ୍ଥା ସ୍ଥିର ରହିଛି ଏବଂ ଡାକ୍ତରଙ୍କ ନିରୀକ୍ଷଣରେ ସେ ରହିଛନ୍ତି । ଡାକ୍ତରଙ୍କ ଏକ ଟିମ୍ ତାଙ୍କ ସ୍ୱାସ୍ଥ୍ଯବସ୍ଥା ଉପରେ ନଜର ରଖିଛନ୍ତି।

ଉପରାଷ୍ଟ୍ରପତି ଏମ୍ସର କାର୍ଡିଓଲୋଜି ବିଭାଗର ମୁଖ୍ୟ ଡକ୍ଟର ରାଜୀବ ନାରାଙ୍ଗଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ତାଙ୍କୁ କ୍ରିଟିକାଲ୍ କେୟାର ୟୁନିଟ୍ (ସିସିୟୁ) ରେ ରଖାଯାଇଛି। ଡାକ୍ତରଙ୍କ ଟିମ୍ ତାଙ୍କ ଅବସ୍ଥା ଉପରେ ନିରନ୍ତର ନଜର ରଖିଛନ୍ତି। ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ସୂଚନା ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ତାଙ୍କୁ ସାକ୍ଷାତ କରିଛନ୍ତି ।

୧୪ତମ ଉପ-ରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ
ନୂଆଦିଲ୍ଲୀ : ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ । ଭାରତର ଉପ-ରାଷ୍ଟ୍ରପତିଙ୍କୁ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନର ସେଣ୍ଟ୍ରାଲ ହଲ୍‌ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପୂର୍ବତନ ଉପ-ରାଷ୍ଟ୍ରପତି ଭେଙ୍କୟା ନାୟଡୁ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।

ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ଗତକାଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଶେଷ ହୋଇଛି । ଚଳିତ ଉପରାଷ୍ଟ୍ରପତି ନିର୍ବାଚନରେ ଜଗଦୀପ ଧନଖଡ଼ ନିଜ ପ୍ରତିଦ୍ୱନ୍ଦି ଏମ ଆଲଭାଙ୍କୁ ହରାଇ ନିର୍ବାଚନ ଜିତିଥିଲେ । ଧନଖଡ଼ଙ୍କ ସପକ୍ଷରେ ୫୨୮ଟି ଭୋଟ୍ ପଡ଼ିଥିବା ବେଳେ ଆଲଭାଙ୍କ ସପକ୍ଷରେ ୧୮୨ ଖଣ୍ଡ ଭୋଟ୍ ପଡ଼ିଥିଲା ।

ଜଗଦୀପ ଧନଖଡ଼ ଭାରତର ଉପରାଷ୍ଟ୍ରପତି ନିର୍ବାଚିତ
ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ତଥା ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ ଭାରତର ଉପରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି। ଏନ୍‌ଡିଏରୁ ପ୍ରାର୍ଥୀ ହୋଇଥିବା ଶ୍ରୀ ଧନଖଡ଼ ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ପରାସ୍ତ କରି ଦେଶର ୧୪ ତମ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି।

ଆଜି ସକାଳ ୧୦ ଟାାର ସଂସଦରେ ଉପରାଷ୍ଟ୍ରପତି ନିର୍ବାଚନ ନେଇ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଥିଲା। ସଂନ୍ଧ୍ୟା ୫ ଟାରେ ଭୋଟ୍‌ ଗ୍ରହଣ ଶେଷ ହୋଇଥିଲା।  ମୋଟ ୭୨୫ ଜଣ ସାଂସଦ ଭୋଟ୍ ଦେଇଥିଲେ। ସନ୍ଧ୍ୟା ୬ଟା ବେଳେ ଭୋଟ୍ ଗଣତି ଆରମ୍ଭ ହୋଇଥିଲା। ନିର୍ବାଚନରେ ଧନଖଡ଼ ୫୮୦ଟି ଭୋଟ ପାଇଥିବାବେଳେ ମାର୍ଗରେଟ୍ଆ ଲଭା ୧୮୨ଟି ଭୋଟ ପାଇଥିଲେ । ୧୫ଟି ଭୋଟ ନାକଚ ହୋଇଯାଇଥିଲା।

ଆଜି ପ୍ରାୟ ୯୩% ସାଂସଦ ସେମାନଙ୍କ ମତ ସାବ୍ୟସ୍ତ କରିଥିଲେ। ନିର୍ବାଚନରେ ମୋଟ ୭୮୦ ( ରାଜ୍ୟସଭା ଓ ଲୋକସଭାକୁ ମିଶାଇ) ସାଂସଦଙ୍କ ମଧ୍ୟରୁ ୭୨୫ ଭୋଟ ଦୋଇଥିଲେ । ତୃଣମୂଳ କଂଗ୍ରେସର ମୋଟ ୩୯ ସାଂସଦଙ୍କ ମଧ୍ୟରୁ ୩୭ ଜଣ ଭୋଟ ଦେଇନଥିଲେ ଓ ୨ ଜଣ ଭୋଟ ଦେଇଥିଲେ । ସେହିପରି ଶିବସେନା ଓ ସମାଜବାଦୀ ପାର୍ଟିର ୨ ଜଣ ଲେଖାଏଁ ସାଂସଦ ଓ ବିଏସପିର ଜଣେ ସାଂସଦ ଭୋଟ ଦେଇନଥିଲେ । ଧନଖଡଙ୍କୁ ୫୨୮ ଖଣ୍ଡ ଭୋଟ୍ ମିଳିଥିବା ବେଳେ ୧୫ ଭୋଟ୍ ନାକଚ୍ ହୋଇଛି। ବିରୋଧୀ ପ୍ରାର୍ଥୀ ମାର୍ଗରେଟ୍ ଆଲଭାଙ୍କୁ ୧୮୨ ଖଣ୍ଡ ଭୋଟ୍ ମିଳିଥିଲା। ଯାହା ଫଳରେ  ଧନଖଡ ବିରୋଧୀ ପ୍ରାର୍ଥୀଙ୍କୁ ୩୪୬ ଖଣ୍ଡ ଭୋଟରେ ହରାଇଛନ୍ତି।

ସୂଚନାଯୋଗ୍ୟ ୧୯୫୧ ମସିହାରେ ରାଜସ୍ଥାନର ଝୁନଝୁନରେ ଜନ୍ମଗ୍ରହଣ କରିଥିବା ଜଣେ ସୁପ୍ରିମକୋର୍ଟ ଓକିଲ ଭାବେ ନାଁ କମାଇଥିବା ଧନଖଡ଼ ୧୯୮୯ରୁ ୧୯୯୧ ପର୍ଯ୍ୟନ୍ତ ଲୋକସଭା ସାଂସଦ ଥିଲେ । ସେ ମଧ୍ୟ ୧୯୯୦ରେ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ମନ୍ତ୍ରୀମଣ୍ଡଳରେ ଜଣେ ରାଷ୍ଟ୍ରମନ୍ତ୍ରୀ ଥିଲେ । ସେ ୩୦ ଜୁଲାଇ ୨୦୧୯ରୁ ୧୮ ଜୁଲାଇ, ୨୦୨୨ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ରାଜ୍ୟପାଳ ଥିଲେ ।

ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ, ଘୋଷଣା କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା
ନୂଆଦିଲ୍ଳୀ : ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ଏନେଇ ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଶନିବାର ବିଜେପି ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା ହୋଇଥିଲା । ଏହା ପରେ ଜେପି ନଡ୍ଡା ପ୍ରେସମିଟରେ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ଙ୍କ ନାମକୁ ବିଜେପି ନେତୃତ୍ବାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ ବା ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି।

ଆଜି ଦିଲ୍ଲୀରେ ବିଜେପି ସଂସଦୀୟ ବୋର୍ଡ ବୈଠକ ବସିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା,କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ନୀତିନ ଗଡ଼କରୀ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏବଂ ବିଜେପି ସାଧାରଣ ସମ୍ପାଦକ ବିଏଲ ସନ୍ତୋଷ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ଆଲୋଚନା ପରେ ଧନଖଡଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ନେଇ ନିଷ୍ପତ୍ତି ନିଆଯାଇଥିଲା।ଗତ ଶୁକ୍ରବାରଦିନ ଧନକର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବା ପରେ ତାଙ୍କୁ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା । ତେବେ ଆଜି ଦ୍ୱିପ୍ରହରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସାକ୍ଷାତ କରିଥିଲେ ଜଗଦୀପ ଧନକଡ।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଅହି-ନକୁଳ ସମ୍ପର୍କ ପାଇଁ ସେ ଜଣାଶୁଣା । ତେବେ ଗତ ବୁଧବାର ଦିନ ମମତା ବାନାର୍ଜୀ ରାଜ୍ୟପାଳ ଧନକରଙ୍କୁ ଭେଟିଥିଲେ । ତେବେ ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା ଓ ଏହି ଅବସରରେ ରାଜନୀତି ସମ୍ପର୍କରେ ଅଥବା ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ କୌଣସି ଆଲୋଚନା ହୋଇନଥିଲା ବୋଲି ମମତା କହିଥିଲେ ।

ଅନ୍ୟପଟେ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ ବିଜୟ ହେବା ଏକପ୍ରକାର ସୁନିଶ୍ଚିତ। କାରଣ ଉପରାଷ୍ଟ୍ରପତି ନିର୍ବାଚନରେ ସାଂସଦ ଭୋଟ ଦେଇଥାନ୍ତି । ଲୋକସଭା ଏବଂ ରାଜ୍ୟସଭାର ସାଂସଦ ଭୋଟ ଦେଉଥିବା ବେଳେ ବର୍ତ୍ତମାନ ୭୮୦ ସାଂସଦ ରହିଛନ୍ତି । ଭାଜପା ପାଖରେ ୩୯୪ ସାଂସଦ ଥିବା ବେଳେ ଜିତିବା ପାଇଁ ୩୯୦ ସାଂସଦଙ୍କ ଭୋଟ ଦରକାର । ବର୍ତ୍ତମାନ ଉପରାଷ୍ଟ୍ରପତି ଥିବା ଏମ ଭେଙ୍କୟା ନାୟଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ରେ ଶେଷ ହେଉଥିବା ବେଳେ ପରବର୍ତ୍ତି ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ହେବା ସୁନିଶ୍ଚିତ ପରି ଲାଗୁଛି।

ସୂଚନାଯୋଗ୍ୟ ଉପରାଷ୍ଚ୍ରପତି ନିର୍ବାଚନ ପାଇଁ ଗତ ଜୁଲାଇ ୫ରେ ବିଜ୍ଞପ୍ତି ଜାରି ହୋଇଥିଲା । ଏଥିପାଇଁ ମନୋନୟନ ପତ୍ର ଦାଖଲର ଶେଷ ତାରିଖ ଜୁଲାଇ ୧୯ ରଖାଯାଇଛି। ଜୁଲାଇ ୨୦ ନାମାଙ୍କନ ପତ୍ର ଯାଞ୍ଚ ଏବଂ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଜୁଲାଇ ୨୨ ପର୍ଯ୍ୟନ୍ତ ରହିଛି। ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ପଦ ପାଇଁ ଭୋଟ ପଡିବ । ଏହି ଦିନ ହିଁ ବିଜୟୀ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ ।