PG Admission. - The Sakala
ଭୁବନେଶ୍ୱର: ସ୍ନାତକୋତ୍ତର (ପିଜି) ନାମଲେଖା ପାଇଁ ଶୁକ୍ରବାର ଅପରାହ୍ଣ ୪ଟାରେ ମେଧା ତାଲିକା ପ୍ରକାଶ ପାଇବ। ପୂର୍ବରୁ ରାଜ୍ୟସ୍ତରୀୟ ରାଙ୍କ ପ୍ରକାଶ ପାଇଥିବା ବେଳେ ୧୮ ତାରିଖ ମଧ୍ୟରେ ଛାତ୍ରଛାତ୍ରୀମାନେ ଫି’ ଜମା କରିବା ସହ ନାମ ଲେଖାଇ ପାରିବେ। ଚୟନ ହୋଇଥିବା ଶିକ୍ଷାନୁଷ୍ଠାନରେ ପଢ଼ିବାକୁ ଆଗ୍ରହୀ ଥିଲେ ଫ୍ରିଜ୍‌ ଅପସନ୍‌ ଦେବା ସହ ଶିକ୍ଷାନୁଷ୍ଠାନକୁ ଯାଇ ନାମ ଲେଖାଇବେ। ଅନ୍ୟଥା କେବଳ ଫି’ ଦାଖଲ କରି ସ୍ଲାଇଡ୍‌ ବା ଫ୍ଲଟ୍‌ ଅପସନ୍‌ ଦେଇପାରିବେ। ୨୩ତାରିଖରେ ଦ୍ୱିତୀୟ ରାଉଣ୍ଡ ଓ ଜୁଲାଇ ୩ରେ ତୃତୀୟ ତଥା ଶେଷ ରାଉଣ୍ଡ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୩ଟି ପର୍ଯ୍ୟାୟ ସରିବା ପରେ ବଳକା ସିଟ୍‌ରେ ନାମଲେଖାଇବାକୁ ୱେଟିଂଲିଷ୍ଟ ରାଉଣ୍ଡ ହେବ। ଏଥିପାଇଁ ପିଲାମାନେ ଜୁଲାଇ ୧୪ରୁ ୧୭ ତାରିଖ ମଧ୍ୟରେ ଅନ୍‌ଲାଇନ୍‌ ଆବେଦନ କରିବେ। ଜୁଲାଇ ୧୦ ତାରିଖରୁ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ।
ସୂଚନାଯୋଗ୍ୟ, ଚଳିତବର୍ଷ ସମୁଦାୟ ୧୨୧ଟି ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ୩୧ହଜାର ୧୫୪ଟି ସିଟ୍‌ ଉପଲବ୍‌ଧ ରହିଛି। ଏଥିରେ ନାମଲେଖାଇବାକୁ ୫୯ ହଜାର ୫୩୩ ଜଣ ଆବେଦନ କରିଛନ୍ତି।
ଦ୍ବିତୀୟ ପର୍ଯ୍ୟାୟ ପିଜି ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ବର: ଦ୍ବିତୀୟ ପର୍ଯ୍ୟାୟ ପିଜି ଆଡମିଶନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୧୩ରୁ ୨୨ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ୨୮ ତାରିଖରେ ପ୍ରକାଶ ପାଇବ ପିଜି ଆଡମିଶନ ମେରିଟ୍‌ ଲିଷ୍ଟ । ଏ ନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
[wp-embedder-pack width=”100%” height=”400px” download=”all” download-text=”” attachment_id=”97556″ /]
ସେହିପରି ୟୁଜି ଆଡମିଶନ ପାଇଁ ମଧ୍ୟ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ ପାଇଛି। ୧ମ ପର୍ଯ୍ୟାୟରେ ଆଡମିଶନ କରିଥିଲେ ବି ପୁନଃ ଆବେଦନ କରିହେବ। ଦ୍ୱିତୀୟ ପର୍ଯ୍ୟାୟରେ ଆଡମିଶନ ପାଇଁ ଆବେଦନ କରିହେବ। ଛାତ୍ରଛାତ୍ରୀଙ୍କଠାରୁ ଅଭିଯୋଗ ପାଇଲା ପରେ ଏହି ସାନି ବିଜ୍ଞପ୍ତି ପ୍ରକାଶ ପାଇଛି।
ଆଜି ଅପରାହ୍ନରେ ପ୍ରକାଶ ପାଇବ ପିଜି ପ୍ରଥମ ପର୍ଯ୍ୟାୟ ସିଟ ଆବଣ୍ଟନ ତାଲିକା
ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟ ଏବଂ ଡିଗ୍ରୀ କଲେଜ ଗୁଡିକରେ ପ୍ରଦାନ କରାଯାଉଥିବା ସ୍ନାତକୋତ୍ତର ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା ଶେଷ ହୋଇଥିବା ବେଳେ ଆଜି ପ୍ରଥମ ପର୍ଯ୍ୟାୟ ସିଟ ଆର୍ଲଟମେଣ୍ଟ (ଆବଣ୍ଟନ) ତାଲିକା ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ଏହି ତାଲିକା ପ୍ରକାଶପାଇବ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ଯେଉଁମାନଙ୍କ ସିଟ ଆର୍ଲଟମେଣ୍ଟ କରାଯିବ ସେମାନେ ୧୬ ଏବଂ ୧୭ ତାରିଖରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ଯାଇ ରିପୋର୍ଟିଂ କରିବା ସହ ନାମଲେଖାଇବେ। ୧୯ ତାରିଖ ଦିନ ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିବା ପିଲାମାନେ ସ୍ଳାଇଡ ଅଫ କରିପାରିବେ। ୨୩ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ସିଟ ଆର୍ଲଟମେଣ୍ଟ ତାଲିକା ପ୍ରକାଶ ପାଇବାକୁ ଥିବାବେଳେ ୨୪ ଓ ୨୫ ତାରିଖ ସଂଧ୍ୟା ୫ଟା ପର୍ଯ୍ୟନ୍ତ ପିଲାମାନେ ନାମଲେଖାଇପାରିବେ।
ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ମେଧା ତାଲିକା ପ୍ରକାଶିତ, ୧୬ରୁ ଆରମ୍ଭ ହେବ ନାମଲେଖା
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ସ୍ୱୟଂଶାସିତ ମହାବିଦ୍ୟାଳୟରେ ପିଜି ନାମଲେଖା ପାଇଁ ମେଧା ତାଲିକା ସୋମବାର ପ୍ରକାଶ ପାଇଛି। ରାଜ୍ୟୱାରୀ ମେଧା ତାଲିକା ପ୍ରକାଶ ପାଇଥିବାବେଳେ ବାଣିଜ୍ୟରେ ପିଜି ନାମଲେଖା ପାଇଁ ୩୧୭୩ ଜଣ ଛାତ୍ରଛାତ୍ରୀଙ୍କୁ ର‍୍ୟାଙ୍କ ପ୍ରଦାନ କରାଯାଇଛି। ଆନ୍ଥ୍ରୋପୋଲଜି(ନୃତତ୍ତ୍ୱ)ରେ ନାମଲେଖା ପାଇଁ ୧୭୩, ଇଂରାଜୀରେ ପିଜି ନାମଲେଖା ପାଇଁ ୧୫୬୦, ରାଜନୀତି ବିଜ୍ଞାନରେ ୪୬୯୨, ବାୟୋଟେକନୋଲଜିରେ ୧୯୫୨, ପରିସଂଖ୍ୟାନରେ ୨୨୫ ଭଳି ବିଭିନ୍ନ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନକାରୀଙ୍କୁ ସାମ୍ସ ପକ୍ଷରୁ ର‍୍ୟାଙ୍କ୍‍ ପ୍ରଦାନ କରାଯାଇଛି।
ତେବେ ଆସନ୍ତା ୧୫ ତାରିଖରେ ପ୍ରଥମ ପର୍ଯ୍ୟାୟ ସିଟ୍‍ ଆଲମେଣ୍ଟ କରାଯିବ। ସେହିପରି ସେପ୍ଟେମ୍ବର ୧୬ ଏବଂ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ୧୯ ତାରିଖ ପର୍ଯ୍ୟନ୍ତ ପିଲାଙ୍କୁ ସ୍ଲାଇଡ୍‍ ଅପ୍‍ ପାଇଁ ସୁଯୋଗ ଦିଆଯାଇଥିବାବେଳେ ସେପ୍ଟେମ୍ବର ୨୩ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ଆଲଟମେଣ୍ଟ ତାଲିକା ପ୍ରକାଶ ପାଇବ। ୨୫ ତାରିଖ ସୁଦ୍ଧା ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଶେଷ ହେବାକୁ ଥିବାବେଳେ ସେପ୍ଟେମ୍ବର ୨୯ ତାରିଖରେ ସିଟ୍‍ ଖାଲି ଥିବା ସମ୍ପର୍କରେ ସାମ୍ସ ୱେବ ସାଇଟରେ ତଥ୍ୟ ଅପଲୋଡ ହେବ। ତେବେ ଅକ୍ଟୋବର ୧୦ ତାରିଖରେ ସ୍ପଟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଚଳିତ ବର୍ଷ ନାମଲେଖା ସମୟରେ ପିଲାଙ୍କୁ ନାମଲେଖା ଫି’ ଦାଖଲ କରିବାକୁ ପଡ଼ିବନି। ଫି’ ଦାଖଲ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ନିର୍ଦ୍ଦିଷ୍ଟ ସମୟ ନିର୍ଦ୍ଧାରଣ କରାଯିବ। ସୂଚନାଯୋଗ୍ୟ ରାଜ୍ୟର ୭୩ଟି ଅନୁଷ୍ଠାନରେ ବିଭିନ୍ନ ବିଭାଗରେ ପିଜି କୋର୍ସରେ ନାମଲେଖା ମୋଟ ୫୪ ହଜାର ୧୪ ଜଣ ଛାତ୍ରଛାତ୍ରୀ ଚଳିତବର୍ଷ ଆବେଦନ କରିଥିବା ବେଳେ ପ୍ରବେଶିକା ପରୀକ୍ଷା ଅଗଷ୍ଟ ୧୩ ତାରିଖରୁ ଶେଷ ହୋଇଛି।
ପିଜି ନାମ ଲେଖା ପାଇଁ ଆବେଦନର ଆଜି ଶେଷ ତାରିଖ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର(ପିଜି) ନାମ ଲେଖା ପାଇଁ ଆବେଦନ ଆଜି ଶେଷ ହେବ। ଛାତ୍ରଛାତ୍ରୀ ଆଜି ମଧ୍ୟରାତ୍ର ଯାଏଁ ଆବେଦନ କରିପାରିବେ। ଜୁଲାଇ ୧୮ ଓ ୧୯ ତାରିଖ ଦୁଇ ଦିନ ପିଲାଙ୍କ ଫର୍ମ ସଂଶୋଧନ ପାଇଁ ସୁଯୋଗ ଦିଆଯାଇଥିବା ବେଳେ ଶନିବାର ସଂଧ୍ୟା ସୁଦ୍ଧା ୬୨,୫୪୮ ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଛନ୍ତି। ୭୩ଟି ଶିକ୍ଷାନୁଷ୍ଠାନରେ ପିଜି ନାମଲେଖା ପାଇଁ ୫୪,୫୧୬ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିବାବେଳେ ୫୦ ହଜାର ୫୫୫ ଜଣ ଛାତ୍ରଛାତ୍ରୀ ଆବେଦନ ଫି’ ପୈଠ କରିଛନ୍ତି। ତେବେ ଅଗଷ୍ଟ ୧ରୁ ପିଜି ପ୍ରବେଶିକା ଆରମ୍ଭ ହେବାକୁ ଥିବାବେଳେ ଜୁଲାଇ ୨୫ ତରିଖ ଅପରାହ୍ଣ ୨ଟାରୁ ସେମାନଙ୍କ ଆଡ଼ମିଟ୍‍ କାର୍ଡ଼ ଅନଲାଇନରେ ଉପଲବ୍ଧ ହେବ। ତେବେ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି) ଅଗଷ୍ଟ ୧୩ ତାରିଖରେ ସରିବ। ପ୍ରତି ଦିନ ତିନୋଟି ସିଫ୍ଟରେ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ସିଫ୍ଟ ସକାଳ ୧୦ ରୁ ୧୧.୩୦ ଦ୍ୱିତୀୟ ସିଫ୍ଟ ମଧ୍ୟାହ୍ନ ୧୨.୩୦ ରୁ ୨ଟା ଓ ତୃତୀୟ ସିଫ୍ଟ ଅପରାହ୍ଣ ୩ ରୁ ୪.୩୦ ଯାଏଁ ଅନୁଷ୍ଠିତ ହେବ। ଛାତ୍ରଛାତ୍ରୀ ପରୀକ୍ଷା ସୂଚୀ ସମ୍ପର୍କିତ ସମସ୍ତ ତଥ୍ୟ www.samsodisha.gov.inରୁ ପାଇ ପାରିବେ ବୋଲି ବିଭାଗ ଦର୍ଶାଇଛି।