Jagdeep Dhankhad - The Sakala

ଜଗଦୀପ ଧନଖଡ଼ ଭାରତର ଉପରାଷ୍ଟ୍ରପତି ନିର୍ବାଚିତ
ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ତଥା ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ ଭାରତର ଉପରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି। ଏନ୍‌ଡିଏରୁ ପ୍ରାର୍ଥୀ ହୋଇଥିବା ଶ୍ରୀ ଧନଖଡ଼ ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ପରାସ୍ତ କରି ଦେଶର ୧୪ ତମ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି।

ଆଜି ସକାଳ ୧୦ ଟାାର ସଂସଦରେ ଉପରାଷ୍ଟ୍ରପତି ନିର୍ବାଚନ ନେଇ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଥିଲା। ସଂନ୍ଧ୍ୟା ୫ ଟାରେ ଭୋଟ୍‌ ଗ୍ରହଣ ଶେଷ ହୋଇଥିଲା।  ମୋଟ ୭୨୫ ଜଣ ସାଂସଦ ଭୋଟ୍ ଦେଇଥିଲେ। ସନ୍ଧ୍ୟା ୬ଟା ବେଳେ ଭୋଟ୍ ଗଣତି ଆରମ୍ଭ ହୋଇଥିଲା। ନିର୍ବାଚନରେ ଧନଖଡ଼ ୫୮୦ଟି ଭୋଟ ପାଇଥିବାବେଳେ ମାର୍ଗରେଟ୍ଆ ଲଭା ୧୮୨ଟି ଭୋଟ ପାଇଥିଲେ । ୧୫ଟି ଭୋଟ ନାକଚ ହୋଇଯାଇଥିଲା।

ଆଜି ପ୍ରାୟ ୯୩% ସାଂସଦ ସେମାନଙ୍କ ମତ ସାବ୍ୟସ୍ତ କରିଥିଲେ। ନିର୍ବାଚନରେ ମୋଟ ୭୮୦ ( ରାଜ୍ୟସଭା ଓ ଲୋକସଭାକୁ ମିଶାଇ) ସାଂସଦଙ୍କ ମଧ୍ୟରୁ ୭୨୫ ଭୋଟ ଦୋଇଥିଲେ । ତୃଣମୂଳ କଂଗ୍ରେସର ମୋଟ ୩୯ ସାଂସଦଙ୍କ ମଧ୍ୟରୁ ୩୭ ଜଣ ଭୋଟ ଦେଇନଥିଲେ ଓ ୨ ଜଣ ଭୋଟ ଦେଇଥିଲେ । ସେହିପରି ଶିବସେନା ଓ ସମାଜବାଦୀ ପାର୍ଟିର ୨ ଜଣ ଲେଖାଏଁ ସାଂସଦ ଓ ବିଏସପିର ଜଣେ ସାଂସଦ ଭୋଟ ଦେଇନଥିଲେ । ଧନଖଡଙ୍କୁ ୫୨୮ ଖଣ୍ଡ ଭୋଟ୍ ମିଳିଥିବା ବେଳେ ୧୫ ଭୋଟ୍ ନାକଚ୍ ହୋଇଛି। ବିରୋଧୀ ପ୍ରାର୍ଥୀ ମାର୍ଗରେଟ୍ ଆଲଭାଙ୍କୁ ୧୮୨ ଖଣ୍ଡ ଭୋଟ୍ ମିଳିଥିଲା। ଯାହା ଫଳରେ  ଧନଖଡ ବିରୋଧୀ ପ୍ରାର୍ଥୀଙ୍କୁ ୩୪୬ ଖଣ୍ଡ ଭୋଟରେ ହରାଇଛନ୍ତି।

ସୂଚନାଯୋଗ୍ୟ ୧୯୫୧ ମସିହାରେ ରାଜସ୍ଥାନର ଝୁନଝୁନରେ ଜନ୍ମଗ୍ରହଣ କରିଥିବା ଜଣେ ସୁପ୍ରିମକୋର୍ଟ ଓକିଲ ଭାବେ ନାଁ କମାଇଥିବା ଧନଖଡ଼ ୧୯୮୯ରୁ ୧୯୯୧ ପର୍ଯ୍ୟନ୍ତ ଲୋକସଭା ସାଂସଦ ଥିଲେ । ସେ ମଧ୍ୟ ୧୯୯୦ରେ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ମନ୍ତ୍ରୀମଣ୍ଡଳରେ ଜଣେ ରାଷ୍ଟ୍ରମନ୍ତ୍ରୀ ଥିଲେ । ସେ ୩୦ ଜୁଲାଇ ୨୦୧୯ରୁ ୧୮ ଜୁଲାଇ, ୨୦୨୨ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ରାଜ୍ୟପାଳ ଥିଲେ ।

ନବୀନଙ୍କ ସହଯୋଗ ଲୋଡିଲେ ମୋଦୀ, ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ ଦେବ ବିଜେଡି
ଭୁବନେଶ୍ବର :  ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ କରିବ ବିଜୁ ଜନତା ଦଳ। ଏନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟଙ୍କ ସହିତ କଥା ହୋଇଛନ୍ତି । ଜଗଦୀପ୍‌ଙ୍କୁ ସମର୍ଥନ ଦେବା ପାଇଁ ମୋଦୀ ନବୀନଙ୍କୁ ନିବେଦନ କରିଥିଲେ । ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରାର୍ଥୀଙ୍କୁ ସମର୍ଥନ କରିବାକୁ ପ୍ରତିଶୃତି ଦେଇଛନ୍ତି । ଜୟଦୀପ ଧନକଡଙ୍କୁ ସମର୍ଥନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା  ଦିଆଯାଇଛି। ଏଥି ସହିତ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କ ନାମାଙ୍କନ ସମୟରେ ମଧ୍ୟ ବିଜେଡିର ସାଂସଦ ଉପସ୍ଥିତ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ ଗତକାଲି ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ଙ୍କୁ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ଶନିବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ବିଜେପି ସଂସଦୀୟ ବୋର୍ଡ ବୈଠକରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା,କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ନୀତିନ ଗଡ଼କରୀ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏବଂ ବିଜେପି ସାଧାରଣ ସମ୍ପାଦକ ବିଏଲ ସନ୍ତୋଷ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ଆଲୋଚନା ପରେ ଧନଖଡଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ନେଇ ନିଷ୍ପତ୍ତି ନିଆଯାଇଥିଲା।

ସୂଚନାଯୋଗ୍ୟ ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିବେ ଧନଖଡ଼ । ରାଷ୍ଟ୍ରପତି ନିର୍ବାଚନ ପରେ ଏବେ ଉପରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଏନଡିଏ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ କରିବ । ଆସନ୍ତା ଅଗଷ୍ଟ ୬ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ବିରୋଧୀଙ୍କ ପକ୍ଷରୁ କଂଗ୍ରେସର ବରିଷ୍ଠ ନେତା ମାର୍ଗରେଟ ଆଲଭା ପ୍ରାର୍ଥୀ ହୋଇଛନ୍ତି । ତେବେ ପୂର୍ବରୁ ମାଟିର ଝିଅ ତଥା ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭୋଟ ଦେବ ବୋଲି ଘୋଷଣା କରିଥିଲା । ଓଡିଶାର ସମ୍ମାନ ପାଇଁ ଦ୍ରୌପଦୀଙ୍କ ପାଇଁ ବିଜେଡି ବିରୋଧୀଙ୍କୁ ଭେଟି ଭୋଟ ଭିକ୍ଷା ମଧ୍ୟ କରିଥିଲା । ଆସନ୍ତାକାଲି ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି । ବିଜେଡିର ସମସ୍ତ ବିଧାୟକ ଓ ରାଜ୍ୟସଭା ଏବଂ ଲୋକସଭା ସାଂସଦ ଭୋଟ ଦେବେ ।