taking bribe - The Sakala
ଭିଜିଲାନ୍ସ ଜାଲରେ ଆଙ୍ଗନବାଡ଼ି ସୁପରଭାଇଜର
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଆଙ୍ଗନବାଡ଼ି ସୁପରଭାଇଜର । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ଆଙ୍ଗନବାଡ଼ି ସୁପରଭାଇଜର ରେଣୁକା ପଟ୍ଟନାୟକ ଲାଞ୍ଚ ନେଉଥିବାବେଳେ ଭିଜାଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଲକ୍ଷ୍ମୀପୁର ବ୍ଲକରେ ନୂଆ କରି ଅଙ୍ଗନବାଡ଼ିରେ ଯୋଗ ଦେଇଥିବା ଜଣେ କର୍ମଚାରୀଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଯଦି ଟଙ୍କା ନ ଦିଅନ୍ତି ତାଙ୍କୁ କାମରେ ହଇରାଣ କରିବେ ବୋଲି ଧମକ ଦେଇଥିଲେ। ଅଭିଯୋଗକାରୀ ଏହି ରାଶି ଦେବାକୁ ଅକ୍ଷମତା ପ୍ରକାଶ କରି ସେ  ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଆଉ ଆଜି ଯୋଜନା ମୁତାବକ ଲାଞ୍ଚ ଟଙ୍କା ନେବାବେଳେ ଆଙ୍ଗନବାଡ଼ି ସୁପରଭାଇଜରଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍। ଏଥିସହ ତାଙ୍କ ଠାରୁ ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ଉଦ୍ଧାର କରାଯାଇଛି। ଅପରପକ୍ଷରେ ତାଙ୍କ ପାଖରେ ଆୟ ବହିର୍ଭୁତ ସମ୍ପତ୍ତି ଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୩ଟି ସ୍ଥାନରେ ଚଢାଉ କରାଯାଇଛି।
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ)  ଓ ତାଙ୍କ ସ୍ବାମୀ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY)ର ଜଣେ ହିତାଧିକାରୀଙ୍କ ଠାରୁ ଲାଞ୍ଚ ମାଗି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବରଗଡ଼ ଜିଲ୍ଲା ପଦ୍ମପୁରର ଜ୍ଞାନ ପଞ୍ଚାୟତର ପିଇଓ ନୁପୂର ସେଠୀ ଓ ତାଙ୍କ ସ୍ବାମୀ ପ୍ରକାଶ ବିଶ୍ବାଳ। ଉକ୍ତ ହିତଧିକାରୀଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେ ୧୦ ହଜାର ଟଙ୍କା ଦେବାକୁ ରାଜି ହୋଇ ନ ଥିଲେ। ପରେ ତାଙ୍କୁ ୫ ହଜାର ଟଙ୍କା ଦେବା ପାଇଁ କହିଥିଲେ। ଉକ୍ତ ହିତାଧିକାରୀ ଜଣଙ୍କ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଆଜି ପିଇଓ ଏବଂ ତାଙ୍କ ସ୍ବାମୀ  ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଥିଲା ଭିଜିଲାନ୍ସ। ଲାଞ୍ଚ ଟଙ୍କାକୁ ଜବତ କରିଛି ଭିଜାଲାନ୍ସ।
ଭିଜିଲାନ୍ସ ଜାଲରେ ସରକାରୀ ଡାକ୍ତର : ଏଲଆଇସି କ୍ଲେମ୍ କ୍ଲିୟରାନ୍ସ ପାଇଁ ନେଉଥିଲେ ୧୧ ହଜାର ଲାଞ୍ଚ
ଢେଙ୍କାନାଳ : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର । ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମେଡିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ ଲାଞ୍ଚ ନେଇ ଧରାପଡ଼ିଛନ୍ତି। ଏଲଆଇସି କ୍ଲେମ୍ କ୍ଲିୟରାନ୍ସ ପାଇଁ ୧୧ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଲାଞ୍ଚ ଟଙ୍କା ସହ ଲାଞ୍ଚୁଆ ଡାକ୍ତରଙ୍କୁ ଏକ ଘରୋଇ କ୍ଲିନିକରୁ କାବୁ କରିଛି ଭିଜିଲାନ୍ସ । ସେ ଲାଞ୍ଚ ନେଇଥିବା ରାସାୟନିକ ବୋଳା ୧ ୧ହଜାର ଟଙ୍କା ତାଙ୍କଠାରୁ ଭିଜିଲାନ୍ସ ଜବତ କରିଛି । ଏହି କ୍ଲିନିକରୁ ଡାକ୍ତର ବାବୁଙ୍କ ସମେତ ତାଙ୍କର ଏକ ଇକୋ ସ୍ପୋର୍ଟ କାରକୁ ମଧ୍ୟ ଉଠାଇ ନେଇଛି ଭିଜିଲାନ୍ସ ।
ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ,ଆଜି ଅପରାହ୍‌ଣ ସମୟରେ ମେଡିସିନ ବିଭାଗର ମୁଖ୍ୟ ଡାକ୍ତର ଉମାକାନ୍ତ ଖେଜୁରିଆ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରିବା ପାଇଁ ୧୧ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଡାକ୍ତରଖାନା ସମ୍ମୁଖରେ ଏକ କ୍ଲିନିକରେ ଲାଞ୍ଚ ନେବାବେଳେ ତାଙ୍କୁ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ଧରିଥିଲେ।
ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଭେଷଜ ବିଶେଷଜ୍ଞ ଉମାକାନ୍ତ ଖେଜୁରିଆ ଜଣେ ଏଲାଇସି ଏଜେଣ୍ଟ ବୈକୁଣ୍ଠ ଚରଣ ସାହୁଙ୍କ ଠାରୁ ଆଜି ୧୧ ହଜାର ଟଙ୍କା ଲାଞ୍ଚ ନେଉଥିବା ତାଙ୍କୁ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ଧରିଥିଲେ। ନନ୍ଦିନୀ ନାୟକ ନାମକ ଏଲ୍‌ଆଇସି ପଲିସିଧାରୀଙ୍କ ମୃତ୍ୟୁ ପରେ ତାଙ୍କର ୮ ବର୍ଷୀୟ ଝିଅ ନମିତା ନାୟକଙ୍କୁ ନୋମିନି ଭାବେ ଉପସ୍ଥାପିତ କରିବା ପାଇଁ ଏକ ଡେଥକ୍ଲେମ ବାବଦକୁ ତାଙ୍କ ଏଜେଣ୍ଟ ବୈକୁଣ୍ଠଙ୍କ ଠାରୁ ୧୧ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସଂପୃକ୍ତ ପଲିସିଧାରୀଙ୍କ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରିବା ପାଇଁ ଡାକ୍ତର ପୂର୍ବରୁ ୧୧ ହଜାର ଟଙ୍କା ଦାବି କରିଥିଲେ। ଏନେଇ ବୈକୁଣ୍ଠ ଚରଣ ସାହୁ ଭିଜିଲାନ୍ସ ବିଭାଗକୁ ସୂଚନା ଦେଇଥିଲେ। ଆଜି ଶ୍ରୀ ସାହୁଙ୍କ ଠାରୁ ୧୧ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଡାକ୍ତର ଶ୍ରୀ ଖେଜୁରିଆ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ।