friday rasiphala - The Sakala
ଶୁକ୍ରବାର ରାଶିଫଳ (୨୪- ୧୦ - ୨୦୨୫ )
ମେଷ: ଅଫିସ୍‌ରେ ସମସ୍ୟା ଦେଖା ଦେବ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ।
ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କୌଣସି କାର୍ଯ୍ୟ ବିଗିଡ଼ିଯାଇପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ଆଚରଣରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ। ନିବେଶ ଲାଗି ଉପଯୁକ୍ତ ସମୟ।
ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଆଇନ ସମ୍ବନ୍ଧୀୟ ମାମଲା ଆପଣଙ୍କ ସପକ୍ଷରେ ଯିବ। ଭୁଲ୍‌ କାମରୁ ଦୂରେଇ ରହିବେ। ପାରିବାରିକ ଜୀବନରେ ସୁଖଶାନ୍ତି ରହିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ।
କର୍କଟ: ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। ଗରିବଙ୍କୁ ସାହାଯ୍ୟ କରିବେ। ମାନସିକ ଶାନ୍ତି ମିଳିବ। କାର୍ଯ୍ୟ କ୍ଷେତ୍ରରେ ବରିଷ୍ଠ ଅଧ଄କାରୀଙ୍କ ମାର୍ଗଦର୍ଶନରେ ପରିଚାଳିତ ହେବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।
ସିଂହ: ଆର୍ଥିକ ସମସ୍ୟା ସୃଷ୍ଟି ହେବ। ସେଲ୍‌ସ ମାର୍କେଟିଂ କ୍ଷେତ୍ରରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ବିଶେଷ ଧ୍ୟାନ ଦେବେ। ଦୁର୍ଗା ଚାଳିଶା ପାଠ କରିବା ଭଲ। କାର୍ଯ୍ୟ ଧାରାରେ ପରିବର୍ତ୍ତନ ଆଣିବେ।
କନ୍ୟା: ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ। ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ଦିନଟିରେ ସଫଳତା ମିଳିବ। ପୈତୃକ ବ୍ୟବସାୟରୁ ଲାଭବାନ ହେବେ। ସକାରାତ୍ମକ ଚିନ୍ତାଧାରାରେ ସମସ୍ତ କାର୍ଯ୍ୟ କରିବେ। ଆର୍ଥ଄କ ଲାଭ ମିଳିବ। ବଚନରେ ମଧୁରତା ରକ୍ଷା କରିବେ।
ବିଛା: ବାଦବିବାଦରୁ ଦୂରେଇ ରହିବେ। ତରବରିଆ ଭାବେ ନିଷ୍ପତ୍ତି ନେବେ ନାହିଁ। କାମରୁ ଲାଭ ଓ ସଫଳତା ମିଳିବ। ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବେ। ପ୍ରେମ ସମ୍ପର୍କ ସୁଖମୟ ହେବ।
ଧନୁ:କାର୍ଯ୍ୟକ୍ଷେତ୍ରରେ ଆତ୍ମବିଶ୍ବାସର ଅଭାବ ରହିବ। କୌଣସି ସମସ୍ୟାରେ ପଡ଼ିପାରନ୍ତି। ପରିଶ୍ରମ ଅନୁସାରେ ସଫଳତା ମିଳିବ। ମହାଦେବଙ୍କ ପୂଜାର୍ଚ୍ଚନାରେ ସମୟ ବିତିବ।
ମକର: ବିବାହ ପ୍ରସ୍ତାବ ଆସିବ। ଧନଲାଭ ଯୋଗ ଅଛି। କୌଣସି କଥାକୁ ନେଇ ଅଧ଄କ ଚିନ୍ତା କରିବେ ନାହିଁ। ଭାଇ,ଭଉଣୀଙ୍କ ସହ ହସ ଖୁସିରେ ଦିନ କାଟିବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ।
କୁମ୍ଭ: ପରନିନ୍ଦାରୁ ଦୂରେଇ ରହିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତାନ୍ତର ଦେଖା ଦେବ। ରଣନୀତିରେ କାମ କରିବେ ଏବଂ ସଫଳତା ପ୍ରାପ୍ତି ହେବ। ସନ୍ତାନଙ୍କ କ୍ୟାରିୟରକୁ ନେଇ ଉପଯୁକ୍ତ ନିର୍ଣ୍ଣୟ ନେବେ।
ମୀନ: ଅଫିସ୍‌ରେ ପ୍ରତିଷ୍ଠା ବଢ଼ିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଶୁଭ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ  ନେବେ। ସମସ୍ତ କାମ ସହଜରେ ପୂରା କରିବେ। ବ୍ୟବସାୟୀ କୌଣସି ଶୁଭ ଖବର ପାଇବେ।
ଶୁକ୍ରବାର ରାଶିଫଳ ( ୧୦- ୧୦ - ୨୦୨୫ )
ମେଷ: ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ଘରକୁ ଅତିଥି ଆସିବେ। ପୁରୁଣା ବନ୍ଧୁଙ୍କ ସହ ଦେଖାସାକ୍ଷାତ ହେବ। ଆର୍ଥିକ ସମସ୍ୟା ଦେଖା ଦେବ।
ବୃଷ: ଘରକୁ ନୂଆ ଜିନିଷ ଆଣିବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। ଗୁରୁଜନଙ୍କ ଆଶୀର୍ବାଦ ନେବେ। ଆର୍ଥିକ କାରବାରରେ ଲାଭ ମିଳିବ। ଦୀର୍ଘଦିନର ସମସ୍ୟା ସମାଧାନ ହେବ।
ମିଥୁନ: ଆତ୍ମବିଶ୍ବାସର ସହ ସମସ୍ତ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ମିଳିବ। ବାଦବିବାଦରୁ ଦୂରେଇ ରହିବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପରିଶ୍ରମ କରିବେ। ଜୀବନସାଥୀଙ୍କୁ ସମୟ ଦେବେ।
କର୍କଟ: ମାଂସପେଶୀ ଯନ୍ତ୍ରଣା ଅନୁଭବ କରିବେ। ଇଷ୍ଟ ଦେବଙ୍କୁ ସ୍ମରଣ କରିବେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି।
ସିଂହ: ଦିନଟି ହସଖୁସିରେ କଟିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ଗରିବ ଲୋକଙ୍କୁ ସାମର୍ଥ୍ୟ ମୁତାବକ ସାହାଯ୍ୟ କରିବେ।
କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ରୋଗମୁକ୍ତ ହେବେ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ବ୍ୟବସାୟରେ ଲାଭ ହେବ। ପାରିବାରିକ ବିବାଦ ଦେଖା ଦେବ। ଜୀବନସାଥୀଙ୍କ ସହ ନୂଆ ସ୍ଥାନ ବୁଲିବାକୁ ଯିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ଯାତ୍ରା ଲାଭଦାୟକ ହେବ।
ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ସ୍ବାଦିଷ୍ଟ ଖାଦ୍ୟ ଖାଇବେ। ବନ୍ଧୁମିଳନ ଯୋଗ ଅଛି। ମାଲିମକଦ୍ଦମା ଲାଗି ସମୟ ଅନୁକୂଳ ନୁହେଁ।
ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ।
ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ।
କୁମ୍ଭ: ଭଗବାନ ଶିବଙ୍କୁ ବେଲପତ୍ର ଅର୍ପଣ କରିବେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ରେ କାର୍ଯ୍ୟଭାର କମ୍ ହେବ। ବୈବାହିକ ଜୀବନ ମଜଭୁତ୍‌ ହେବ।
ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ଭାଇଭଉଣୀଙ୍କ ମଧ୍ୟରେ ଝଗଡ଼ା ହେବ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। ଅଧିକ ଖର୍ଚ୍ଚାନ୍ତ ହେବେ।
ଶୁକ୍ରବାର ରାଶିଫଳ ( ୨୨-୦୮- ୨୦୨୫ )
ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ପ୍ରାପ୍ତ ହେବ। ନୂଆ ଯାନ କିଣିବା ଯୋଗ ଅଛି। ଅଫିସ୍‌ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।
ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିବେ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ।
ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ନାଚ, ଗୀତରେ ପ୍ରଶଂସା ମିଳିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ।
କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ବ୍ୟସାୟରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନ-କୌଶଳ ଉପଯୋଗ କରିବେ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ।
ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।
କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ କ୍ରୀଡ଼ା ପ୍ରତିଯୋଗିତାରେ ସାମିଲ ହେବେ।
ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ପ୍ରାପ୍ତ ହେବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟା ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ।
ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଭାଇଭଉଣୀଙ୍କଠାରୁ ଉପହାର ପାଇବେ। ଅଫିସ୍‌ କାମରେ ଦୂର ସ୍ଥାନକୁ ଯାତ୍ରା କରିବେ।
ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଆଇନଜୀବୀଙ୍କୁ ସଫଳତା ମିଳିବ।
ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନ କଥା କହିବେ।
ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହେବ।
ଶୁକ୍ରବାର ରାଶିଫଳ ( ୧୧-୦୭- ୨୦୨୫ )
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସମସ୍ୟା ଦେଖାଦେଇ ପାରେ । ବୈବାହିକ ଜୀବନ ସୁଖମୟ ହେବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।
ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। କୌଣସି ବି ପରିସ୍ଥିତିରେ ହାର୍‌ ମାନନ୍ତୁନି। କଠିନ ପରିଶ୍ରମ କରି ସଫଳ ହୋଇପାରନ୍ତି। ଆୟ ଓ ବ୍ୟୟ ସମାନ ରହିବ। ବିଦ୍ୟାର୍ଥୀମାନେ ଖେଳକୁଦରେ ଅଧିକ ସମୟ ବିତାଇବେ।
ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିପାରନ୍ତି। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଯାନବାହନ କ୍ରୟ କରିପାରନ୍ତି।
କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ଆଇଟି ଚାକିରିଆଙ୍କ ପାଇଁ ଦିନଟି ଭଲ। ଜୀବନସାଥିଙ୍କ ସହଯୋଗ ଲୋଡିବେ। ଦିନର ଆରମ୍ଭରୁ ଥକ୍କା ଅନୁଭବ କରିପାରନ୍ତି। ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହେବେ।
ସିଂହ: ଅଚାନକ ଧନପ୍ରାପ୍ତି ଯୋଗ ରହିଛି। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅତିଥି ସତ୍କାର କରିପାରନ୍ତି। ଅଯଥା ଖର୍ଚ୍ଚ ବଢ଼ିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।
କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ ।
ତୁଳା: ପୁରୁଣା ରୋଗରୁ ଆରାମ ମିଳିବ। ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। କର୍ମକ୍ଷେତ୍ରରେ ନୂତନ ସହଯୋଗୀଙ୍କ ସାହାଯ୍ୟ ମିଳିବ।
ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ।
ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ଯାତାୟତ ସମୟରେ ସତର୍କତା ଅବଲମ୍ବନ କରନ୍ତୁ।
ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତା କରିବେ। ପିଲାମାନଙ୍କ କାର୍ଯ୍ୟ କଳାପରେ ଦିନଟି ଭଲରେ ବିତିବ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।
ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ ।
ଶୁକ୍ରବାର ରାଶିଫଳ ( ୨୦-୦୬- ୨୦୨୫ )
ମେଷ: ବ୍ୟବସାୟଜନିତ ସମସ୍ୟା ଦେଖା ଦେବ। କ୍ୟାରିୟରକୁ ନେଇ ଆଗକୁ ବଢ଼ିବେ। ବୈବାହିକ ଜୀବନ ସୁଖମୟ ହେବ। ଆର୍ଥିକ ଦୃଷ୍ଟିରୁ ଦିନଟି ଭଲରେ କଟିବ।
ବୃଷ: ସମାଜରେ ମାନସମ୍ମାନ ବୃଦ୍ଧି ପାଇବ। ପରିବାରର ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖା ଦେବ।
ମିଥୁନ:କାର୍ଯ୍ୟକ୍ଷେତ୍ରରେ ଅଧିକ କାମ କରିବାକୁ ପଡ଼ିବ। ବ୍ୟବସାୟରେ ଲାଭ ମିଳିବ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ବିଦେଶୀ ଭାଷା ଶିଖିବା ପ୍ରତି ଆଗ୍ରହ ବଢ଼ିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କର୍କଟ: ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ପ୍ରତିଯୋଗିତାମୂଳକ ପରୀକ୍ଷା ପ୍ରସ୍ତୁତି ଲାଗି ବିଦ୍ୟାର୍ଥୀଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ।
ସିଂହ: କାର୍ଯ୍ୟରେ ସଫଳତା ମିଳିବ। ଦିନଟି ବ୍ୟସ୍ତତା ଭିତରେ କଟିବ। ଜୀବନସାଥୀଙ୍କ ସହ ସମ୍ପର୍କ ମଧୁର ହେବ। ସାମାଜିକ କାର୍ଯ୍ୟରେ ସହଯୋଗ କରିବେ। ମନୋରଞ୍ଜନରେ ସମୟ ଅତିବାହିତ କରିବେ।
କନ୍ୟା: ସହକର୍ମୀଙ୍କ ସହ ଉତ୍ତମ ବୁଝାମଣା ରହିବ। ଖର୍ଚ୍ଚ ବୃଦ୍ଧି ପାଇବ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ଗବେଷଣା କରୁଥିବା ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ।
ତୁଳା: ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କଠାରୁ ପ୍ରଶଂସା ପାଇବେ। ଏମ୍‌ବିଏ ଛାତ୍ରଛାତ୍ରୀଙ୍କୁ ଚାକିରିର ସୁଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ଧନ ଲାଭର ଯୋଗ ଅଛି।
ବିଛା: ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ଆଇନ ମାମଲାରେ ସଫଳତା ମିଳିବ। ସନ୍ତାନଙ୍କ ବ୍ୟବହାରକୁ ନେଇ ଚିନ୍ତାରେ ରହିବେ।
ଧନୁ: ଖେଳକୁଦ ପ୍ରତି ବିଦ୍ୟାର୍ଥୀଙ୍କ ଆଗ୍ରହ ପରିଲକ୍ଷିତ ହେବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ଜୀବନସାଥୀଙ୍କଠାରୁ ଉପହାର ମିଳିବ। ଘରକୁ ଅତିଥିଙ୍କ ଆଗମନ ହେବ।
ମକର: ଦିନଟି କର୍ମତତ୍ପର ରହିବେ। ବ୍ୟବସାୟକୁ ଆଗକୁ ନେବା ଲାଗି ନୂଆ ଯୋଜନା କରିବେ। ଉତ୍ତମ ସ୍ବାସ୍ଥ୍ୟ ପାଇଁ ଖାଦ୍ୟପାନୀୟ ଉପରେ ଧ୍ୟାନ ଦେବେ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ।
କୁମ୍ଭ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଅଯଥା କାମକୁ ନେଇ ଚିନ୍ତାରେ ରହିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ବିବାହ ପ୍ରସ୍ତାବ ଆସିବ।
ମୀନ: ଚାକିରିରେ ନୂଆ ସୁଯୋଗ ଜୁଟିବ ଏବଂ ସହକର୍ମୀଙ୍କ ସହଯୋଗ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ।
ଶୁକ୍ରବାର ରାଶିଫଳ ( ୦୬- ୦୬- ୨୦୨୫ )
ମେଷ: ଅଟକି ଥବା କାର୍ଯ୍ୟ ପୂରଣ କରିବେ। ଆପଣଙ୍କ ପାଇଁ ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଧନ ପ୍ରାପ୍ତି ହୋଇପାରେ। ଦାନଧର୍ମରେ ସମୟ ଅତିବାହିତ ହେବ।
ବୃଷ: ନୂତନ ବ୍ୟବସାୟରେ ନିବେଶ କରିବାକୁ ଅନୁକୂଳ ସମୟ। ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ଉଧାର ଟଙ୍କା ଫେରି ପାଇବେ।
ମିଥୁନ:କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ସମସ୍ୟା ରହିପାରେ। କଥା କହିବା ସମୟରେ ସଂଯମତା ରକ୍ଷା କରନ୍ତୁ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।
ସିଂହ: ଆୟ ଅନୁସାରେ ବ୍ୟୟ ହେବ। ଅକସ୍ମାତ୍‌ ଧନ ଲାଭ ଯୋଗ ରହିଛି। ନିର୍ଦ୍ଧାରିତ ଯୋଜନା ମୁତାବକ କାମ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ଜୀବନସାଥୀଙ୍କଠାରୁ ମୂଲ୍ୟବାନ ଉପହାର ପାଇପାରନ୍ତି।
କର୍କଟ: ସାହିତ୍ୟ ସମାବେଶରେ ପ୍ରଶଂସିତ ହୋଇପାରନ୍ତି। ସମୟର ସଦୁପଯୋଗ କରନ୍ତୁ। ମାତାପିତାଙ୍କ କଥାକୁ ପାଳନ କରନ୍ତୁ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ । ମନ ଉଣା ରହିବ।
କନ୍ୟା: କାର୍ଯ୍ୟକ୍ଷେତ୍ରରେ ନିଜ ଟାର୍ଗେଟ୍‌କୁ ପୂରା କରନ୍ତୁ। ନୂତନ ଯାନବାହନ କ୍ରୟ କରିପାରନ୍ତି। ଅଯଥାରେ କାହା ସହିତ ଯୁକ୍ତିତର୍କ କରନ୍ତୁନି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କାର୍ଯ୍ୟରୁ ସଫଳତା ମିଳିବ।
ତୁଳା: ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଉତ୍ତମ ବୁଦ୍ଧିରେ କାର୍ଯ୍ୟ ପୂରା କରିବେ। ନିଜ ବ୍ୟକ୍ତିଗତ ମାମଲା ବିଷୟରେ ପରିବାର ଲୋକଙ୍କ ସହ ଆଲୋଚନା କରନ୍ତୁ। ପ୍ରତିକୂଳ ପରିସ୍ଥିତିରେ ଭାଙ୍ଗି ପଡ଼ନ୍ତୁନି।
ବିଛା: ଅଟକି ଥିବା ଦିଗରୁ ଧନ ମିଳିପାରେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପରିବାରର ଚାପ ଆପଣଙ୍କ ଉପରେ ଅଧିକ ରହିବ। ପିଲାମାନେ ଖେଳକୁଦରେ ସମୟ ବିତାଇବେ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ।
ଧନୁ: ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କଠିନ ପରିଶ୍ରମ କରିବେ। ଆଜି ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି।
ମକର: ସରକାରୀ ଚାକିରିଆଙ୍କ ପାଇଁ ଆଜିର ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ପିଲାମାନେ ପଢ଼ା ପ୍ରତି ଅଧିକ ଧ୍ୟାନ ଦେବେ । କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଅତିଥÒ ସତ୍କାର କରିବେ।
କୁମ୍ଭ: ଅଚାନକ ଆପଣଙ୍କ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକି ପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଦୀର୍ଘ ଦିନର ଆଶା ପୂରଣ ହେବ।
ମୀନ: ପାରିବାରିକ ମତଭେଦ ଦେଖା ଦେଇପାରେ । ଅନ୍ୟକୁ ଅଧିକ ବିଶ୍ବାସ କରନ୍ତୁ ନାହିଁ। ମହିଳାମାନେ ଅଯଥା ଖର୍ଚ୍ଚ କରିବେ। କ୍ୟାରିୟରରେ ଉନ୍ନତି ହେବ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।
ଶୁକ୍ରବାର ରାଶିଫଳ (୩୦- ୦୫- ୨୦୨୫ )
ମେଷ: ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। ବ୍ୟବସାୟରେ ସମସ୍ୟା ଦେଖା ଦେବ। କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାମରେ ପରିବାରର ସହଯୋଗ ମିଳିବ। କଥାରେ ମଧୁରତା ରଖିବେ।
ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କାର୍ଯ୍ୟରେ ପଦୋନ୍ନତି ସମ୍ଭାବନା ରହିବ। ଛାତ୍ରଛାତ୍ରୀଙ୍କୁ ଶୁଭଫଳ ମିଳିବ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଘରେ ପୂଜାପାଠ ଆୟୋଜନ କରିବେ।
ମିଥୁନ: ନିଜ ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଧନ ବ୍ୟୟର ଯୋଗ ରହିଛି। ଭାଇ, ଭଉଣୀଙ୍କ ମନୋମାଳିନ୍ୟ ଦୂର ହେବ। ରାଜନୀତିରେ ସଫଳତା ମିଳିବ।
କର୍କଟ: ଚାକିରିଆଙ୍କୁ ଧନ ପ୍ରାପ୍ତି ଯୋଗ ଅଛି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଯାନବାହନ କିଣିପାରନ୍ତି। କୌଣସି ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ସିଂହ: ଦୂର ସ୍ଥାନକୁ ଯାତ୍ରା କରିବେ। ନୂଆ ଲୋକଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଅଧିକ ଖର୍ଚ୍ଚାନ୍ତ ହେବେ। ଛାତ୍ରଛାତ୍ରୀ ବିଦେଶ ଯାତ୍ରା କରିବେ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ।
କନ୍ୟା: ବନ୍ଧୁଙ୍କ ସହାୟତାରେ ଆୟର ନୂଆ ମାର୍ଗ ଉନ୍ମୁକ୍ତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପୂଜାପାଠରେ ସାମିଲ ହେବେ। ପ୍ରେମ ଜୀବନରେ ମଧୁରତା ଆସିବ।
ତୁଳା: ପୈତୃକ ସମ୍ପତ୍ତିରେ ବିବାଦ ଦେଖା ଦେବ। ପୂର୍ବରୁ କରିଥିବା ନିବେଶରୁ ଲାଭ ମିଳିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ।
ବିଛା: ବ୍ୟାଙ୍କ ଚାକିରିଆଙ୍କୁ କୌଣସି ଖୁସି ଖବର ମିଳିବ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ପରିବାର ସହ କୌଣସି ସ୍ଥାନକୁ ବୁଲିବାକୁ ଯିବେ। ସ୍ବାସ୍ଥ୍ୟରେ ସୁଧାର ହେବ।
ଧନୁ: ଅର୍ଥ ସଞ୍ଚୟ କରିବେ। ଭବିଷ୍ୟତର କୌଣସି ଯୋଜନାକୁ ନେଇ ଚିନ୍ତାରେ ରହିବେ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।
ମକର: ସମୟ ପୂର୍ବରୁ କାର୍ଯ୍ୟ ଶେଷ କରିବେ। ବ୍ୟବସାୟରେ ପରିବର୍ତ୍ତନ ଆଣିବା ଲାଗି ଘରର ଗୁରୁଜନଙ୍କ ସହ ଆଲୋଚନା କରିବେ। ଜମି କିଣାବିକାକୁ ନେଇ ନୂଆ ଯୋଜନା କରିବେ।
କୁମ୍ଭ: ପ୍ରେମ ଜୀବନରେ ପ୍ରଗାଢ଼ତା ଆସିବ। ଭବିଷ୍ୟତ ଲାଗି ଅର୍ଥ ନିବେଶ କରିବେ। ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦେଖା ଦେବ।
ମୀନ: ଭଜନ, କୀର୍ତ୍ତନରେ ସାମିଲ ହେବେ। କୌଣସି କାମରେ ପରିବାରର ସହଯୋଗ ମିଳିବ। ବିରୋଧୀଙ୍କଠାରୁ ଦୂରତ୍ବ ରକ୍ଷା କରିବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। ଉଧାର ଟଙ୍କା ଫେରିପାଇବେ।
ଶୁକ୍ରବାର ରାଶିଫଳ ( ୧୬-୦୫-୨୦୨୫ )
ମେଷ: ଚିନ୍ତାରେ ରହିବେ ଏବଂ ପେଟ ଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ।
ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।
ମିଥୁନ: କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶରୁ ଲାଭ ପାଇବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।
କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ମାନସିକ ଚିନ୍ତା ଦୂର ହେବ। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।
କନ୍ୟା: ଦୀର୍ଘଦିନରୁ ଚାଲଥ଄ବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।
ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ଚକ୍ଷୁ ସମସ୍ୟା ଦେଖା ଦେବ।
ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ।
କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିପାରନ୍ତି।
ବୃଷ: ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ ହେବ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପୈତୃକ ସମ୍ପତ୍ତିକୁ ନେଇ ଭାଇଭାଇଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇପାରେ।
ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ।
କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କ୍ରୀଡ଼ାବିତ୍‌ଙ୍କୁ ଶୁଭ ଖବର ମିଳିବ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଦୂରଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।
ସିଂହ: ଇଚ୍ଛା ମୁତାବକ କାମ ହେବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଅଚାନକ ଖୁସି ଖବର ପାଇପାରନ୍ତି। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।
ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ବିଛା: ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବନ୍ଧୁଙ୍କ କଥା ଖରାପ ଲାଗିବ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଆୟ ସହ ଖର୍ଚ୍ଚ ବଢ଼ିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିବାରେ।
ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିପାରନ୍ତି। ନିଜ ଲୋକ ଶତ୍ରୁ ସାଜିବେ। ମାପିଚୁପି କଥା କୁହନ୍ତୁ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ଉଦର ଜନିତ ସମସ୍ୟା ଦେଖା ଦେବ। ଆୟ ବ୍ୟୟ ସମାନ ରହିବ।
ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଦୀର୍ଘ ଦିନର ଆଶା ପୂରଣ ହେବ। ଅନ୍ୟଙ୍କୁ କଟୁ କଥା କୁହନ୍ତୁନି।
କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ। ମହିଳାମାନଙ୍କ ଦାୟିତ୍ବ ଅଧିକ ବଢ଼ିବ।
ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ। ଅର୍ଥ ସଞ୍ଚୟ ଯୋଜନା କରିବେ।
ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ବୃଷ: ଦିନଟି ଚିନ୍ତାଜନକ ରହିବ। କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। ପ୍ରିୟଜନଙ୍କଠାରୁ ଉପହାର ପାଇବେ।
ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଜମି ବିବାଦ ମାମଲା ସମାଧାନ ହେବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।
କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।
ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। କିଛି କ୍ଷେତ୍ରରେ ଅସଫଳ ରହିବେ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ। ଯୋଗ, ବ୍ୟାୟାମ ପ୍ରତି ଆଗ୍ରହ ପ୍ରକାଶ କରିବେ।
କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ଅଫିସ୍‌ରେ ନୂଆ ପ୍ରୋଜେକ୍ଟରେ ସାମିଲ ହେବେ।
ତୁଳା: ବ୍ୟବସାୟରୁ ଲାଭ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ଦୂର ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଋଣ ସମସ୍ୟା ଦୂର ହେବ। ଧାର୍ମିକ ଯାତ୍ରା କରିପାରନ୍ତି।
ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କୋର୍ଟକଚେରୀ ମାମଲା ବିଜୟ ଲାଭ କରିବେ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। କମ୍ ସମୟରେ ଅଧିକ କାମ କରିବେ।
ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ। ଅଫିସ୍‌ରେ ନୂଆ ଦାୟିତ୍ବ ତୁଲାଇବେ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ନିବେଶ ପାଇଁ ଅନୁକୂଳ ସମୟ।
କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଛାତ୍ରଛାତ୍ର ଦିନଚର୍ଯ୍ୟାରେ ପରିବର୍ତ୍ତନ ଆଣିବେ। ଅଫିସ୍‌ କାମରେ ବିଦେଶ ଯାତ୍ରା ଯୋଗ ରହିବ।
ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଅଫିସ୍‌ରେ ନୂଆ କାମ ଆରମ୍ଭ କରିବେ। ଘରେ ଶୁଭ କାର୍ଯ୍ୟ ଆୟୋଜନ କରିବେ।
ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।
ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।
କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ସିଂହ: ଚାକିରିରେ ସଫଳତା ମିଳିବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।
କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ଚାକିରିରେ ବନ୍ଧୁଙ୍କ ସହାୟତା ମିଳିବ। ଭାବିଚିନ୍ତି ନିବେଶ କରନ୍ତୁ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ। ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ।
ଶୁକ୍ରବାର ରାଶିଫଳ ( ୧୪- ୦୬- ୨୦୨୪ )
ମେଷ: ଦିନଟି ଭଲରେ କଟିବ। ପରିବାରର ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଘରେ ପୂଜାପାଠର ଆୟୋଜନ କରିବେ। ଯାନବାହନ କିଣିପାରନ୍ତି। ଆୟ ଅନୁସାରେ ବ୍ୟୟ ହେବ।
ବୃଷ: ନୂତନ ଜମି କ୍ରୟ କରିପାରନ୍ତି। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। କୌଣସି ଶୁଭ ସମାଚାର ପ୍ରାପ୍ତ ହେବ। ସେୟାର ବଜାରରେ ନିବେଶ କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ମିଥୁନ: ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ। ବ୍ୟବସାୟରେ ପରିବର୍ତ୍ତନ ଆସିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଧାର୍ମିକ ପୁସ୍ତକ ପ୍ରତି ରୁଚି ବଢ଼ିବ। ରାଜନୀତିରେ ସକ୍ରିୟ ରହିପାରନ୍ତି।
କର୍କଟ : ଦିନଟି ବ୍ୟସ୍ତତା ଭିତରେ କଟିବ। ଛାତ୍ରଛାତ୍ରୀ ପଢ଼ାରେ ମନୋନିବେଶ କରିବେ। ଉଚ୍ଚଶିକ୍ଷା ପାଇଁ ଅନୁକୂଳ ସମୟ। କଥାବାର୍ତ୍ତାରେ ମଧୁରତା ରଖିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ।
ସିଂହ: ପରିବାର ସହ ଯାତ୍ରାଯୋଗ ରହିଛି। ଘରକୁ ଅତିଥି ଆଗମନ କରିବେ। ଦିନଟି ହସଖୁସିରେ ଅତିବାହିତ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ।
କନ୍ୟା: ପରିବାରରେ କୌଣସି ସଦସ୍ୟଙ୍କୁ ନେଇ ଚିନ୍ତାରେ ରହିବେ। ବ୍ୟବସାୟକୁ ଆଗକୁ ବଢ଼ାଇବାରେ ସଫଳ ହେବେ। ବନ୍ଧୁଙ୍କ ଦ୍ବାରା ଧନପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ରହିବ।
ତୁଳା: ବ୍ୟସ୍ତତା ଭିତରେ ପରିବାର ପାଇଁ ସମୟ ବାହାର କରିବେ। ମନ ପ୍ରସନ୍ନ ରହିବ। ମନପସନ୍ଦର କୌଣସି କାର୍ଯ୍ୟ କରିବେ। ବିବାହକୁ ନେଇ ଶୁଭ ସମାଚାର ମିଳିବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ବିଛା: ବରିଷ୍ଠ ଅଧିକାରୀଙ୍କ ସହ କଥାବାର୍ତ୍ତା ସମୟରେ ସଂଯମତା ରକ୍ଷା କରନ୍ତୁ। ପ୍ରଶାସନିକ କ୍ଷେତ୍ରରେ ସଫଳତା ପାଇବେ। ବୈବାହିକ ଜୀବନରେ ମନୋମାଳିନ୍ୟ ଆସିବ।
ଧନୁ: ପ୍ରେମ ଜୀବନରେ ପ୍ରଗାଢ଼ତା ଆସିବ। ନୂଆ ଯାନବାହନ କିଣିବାର ଯୋଗ ଅଛି। କୌଣସି ନୂଆ କାମ ମିଳିବ। କାମ ପାଇଁ ପ୍ରଶଂସିତ ହେବେ। ମହିଳାମାନେ ଘରକାମରେ ବ୍ୟସ୍ତ ରହିପାରନ୍ତି।
ମକର: ରାଜନୀତିରେ କ୍ୟାରିୟର ପାଇଁ ଭଲ ସମୟ ରହିବ। ନୂଆ ଲୋକଙ୍କୁ ଭେଟିବାର ସୁଯୋଗ ଜୁଟିବ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ।
କୁମ୍ଭ: ସଫଳତା ପାଇଁ ଅଧିକ ପରିଶ୍ରମ କରିବେ। ପରିବାରର ସହଯୋଗ ମିଳିବ। ଚାକରିେର ପଦୋନ୍ନତି ସମ୍ଭାବନା ରହିଛି। ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ମୀନ: ବିବାହ ସ୍ଥିର ହେବ। ଫୋନ୍‌ରେ କଥାବାର୍ତ୍ତାରେ ଅଧିକ ସମୟ ଅତିବାହିତ କରିବେ। କୌଣସି ନୂଆ ବିଷୟ ପ୍ରତି ଆଗ୍ରହ ବଢ଼ିବ। ବିଦେଶ ଯାତ୍ରା ଯୋଗ ରହିବ।