President Draupadi Murmu - The Sakala

ଆଜିଠାରୁ ଶୀତ ଅଧିବେଶନ, ଅପରାହ୍ଣରେ ରାଷ୍ଟ୍ରପତିଙ୍କ ସମ୍ବୋଧନ...
ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେବ ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତ ଅଧିବେଶନ। ଅଧିବେଶନ ପୂର୍ବରୁ ବୁଧବାର ଉଭୟ ଶାସକ ଏବଂ ବିରୋଧୀ ଦଳ ପକ୍ଷରୁ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ବିରୋଧୀ ବିଜେଡି ଓ କଂଗ୍ରେସ ନିଜ ନିଜ ବିଧାୟକ ଦଳ ବୈଠକରେ ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି। ଏପଟେ ଶାସକ ଦଳ ମଧ୍ୟ ବିରୋଧୀଙ୍କ ମୁକାବିଲା ପାଇଁ ବ୍ୟାପକ ମାନସ ମନ୍ଥନ କରିଥିବା ବେଳେ ଗୃହରେ ପ୍ରଦର୍ଶନ ନେଇ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ନିଜ ନିଜର ବିଧାୟକଙ୍କୁ ଆବଶ୍ୟକୀୟ ପରାମର୍ଶ ଦେଇଛନ୍ତି। ତେବେ ବିରୋଧୀଙ୍କ ହାତରେ ଏକାଧିକ ଗୁରତ୍ୱପୂର୍ଣ୍ଣ ପ୍ରସଙ୍ଗ ରହିଥିବା ଓ ପୂର୍ବାପେକ୍ଷା  ସରକାରଙ୍କୁ ଆହୁରି ଶାଣିତ ଆକ୍ରମଣ କରାଯିବ ବୋଲି ଦୁଇ ବିରୋଧୀଦଳଙ୍କ ଘୋଷଣା ଅଧିବେଶନକୁ ସରଗରମ କରିବ ବୋଲି ଆଶା କରାଯାଉଛି। ଅନ୍ୟପକ୍ଷରେ  ବିରୋଧୀଙ୍କ ତୀବ୍ର ବିରୋଧ ଓ ପ୍ରତିବାଦ ଯୋଗୁ ସାତ ଦିନିଆ ମୌସୁମୀ ଅଧିବେଶନ ଧୋଇ ଯାଇଥିବାବେଳେ ଶୀତ ଅଧିବେଶନରେ ବିଧାନସଭା ଉଷ୍ମ ରହିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ପ୍ରକାଶ କରିଛନ୍ତି।

ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣ ରଖିବେ।  ଏହା ଓଡ଼ିଶା ବିଧାନସଭାରେ କୌଣସି ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଏହା ପ୍ରଥମ ଓ ଐତିହାସିକ ହେବ ବୋଲି କୁହାଯାଉଛି। ଏଥିପାଇଁ ସରକାର ମଧ୍ୟ ଆବଶ୍ୟକୀୟ ପ୍ରସ୍ତୁତି କରିଛନ୍ତି। ଅନ୍ୟପକ୍ଷରେ  ପୂରା ଅଧିବେଶନରେ ସରକାରଙ୍କୁ ନାକେଦମ୍‌ କରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିଛନ୍ତି।  ରାଜ୍ୟରେ ଆଇନ ଶୃଙ୍ଖଳା, ନାରୀ ନିର୍ଯାତନା, ଚାଷୀଙ୍କ ସମସ୍ୟା, ଧାନକିଣା ସମସ୍ୟା, ନିଯୁକ୍ତି କେଳେଙ୍କାରୀ, ଲଘୁ ଖଣିଜ ସମ୍ପଦ ଚୋରୀ, ବିଜୁଳି ସମସ୍ୟା, ଦରଦାମ ବୃଦ୍ଧି, ଦାଦନ ସମସ୍ୟାକୁ ନେଇ ସରକାରଙ୍କୁ ଷଣ୍ଢୁଆସୀ ଆକ୍ରମଣ କରିବାକୁ ଉଭୟ ବିରୋଧୀ ବିଜେଡି ଓ କଂଗ୍ରେସ ରଣନୀତି ପ୍ରସ୍ତୁତି କରିଛନ୍ତି। ପ୍ରତିଟି ଘଟଣାରେ ସରକାରଙ୍କୁ ଜବାବ୍‌ ମଗାଯିବ। ସରକାର ଯଦି ଉତ୍ତର ନଦେଇ ପଳାୟନପନ୍ଥୀ ଭୂମିକା ଗ୍ରହଣ କରନ୍ତି, ଏହାର ତୀବ୍ର ବିରୋଧ କରାଯିବ ବୋଲି ବିଜେଡ଼ି ଓ କଂଗ୍ରେସ ବିଧାୟକମାନେ ଘୋଣୋ କରିଛନ୍ତି ।  ଅପରପକ୍ଷେ ସଂସଦୀୟ ବ୍ୟାପର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି ଯେ ବିରୋଧୀଙ୍କ ସମସ୍ତ ପ୍ରଶ୍ନର ଉତ୍ତର ଦେବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ପ୍ରତ୍ୟେକ ଗଠନମୂଳକ ଆଲୋଚନାକୁ ସରକାର ସ୍ୱାଗତ କରିବେ ବୋଲି ସେ ଦୃଢେ଼ାକ୍ତି ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଆସନ୍ତା ୨୮ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଅତିରିକ୍ତ ବଜେଟ ଆଗତ କରିବେ। ଅତିରିକ୍ତ ବଜେଟ ଉପରେ ଡିସେମ୍ବର ୪, ୫ ଓ ୬ ତାରିଖ ତିନିଦିନ ଧରି ଅତିରିକ୍ତ ଖର୍ଚ୍ଚଦାବି ଆଲୋଚନା ହେବ। ୭ ତାରିଖ ଛୁଟି ଥିବାବେଳେ ୮ ତାରିଖରେ ବ୍ୟୟମଞ୍ଜୁରୀ ବିଧେୟକ ଆଗତ ହେବ। ଡିସେମ୍ବର ୩୧ ତାରିଖ ଯାଏଁ ମୋଟ ୨୯ ଦିନ ଗୃହ ଚାଲିବା ନେଇ ସ୍ଥିରୀକୃତ ହୋଇଛି। ଅପରପକ୍ଷେ ବିଧାନସଭାର ଶୀତ ଅଧିବେଶନ ପୂର୍ବରୁ ବୁଧବାର ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ବାଚସ୍ପତି ସୁରମା ପାଢୀ ଶୀତ ଅଧିବେଶନ କିପରି ସୁରୁଖୁରୁରେ ସମ୍ପନ୍ନ ହେବ, ସେନେଇ ସମସ୍ତଙ୍କର ସହଯୋଗ ଲୋଡିଛନ୍ତି।

ସରିଲା ସର୍ବଦଳୀୟ ବୈଠକ; ପ୍ରଥମ ଦିନ ଅଭିଭାଷଣ ରଖିବେ ମହାମହିମ ରାଷ୍ଟ୍ରପତି...
ଭୁବନେଶ୍ବର: ସର୍ବଦଳୀୟ ବୈଠକ ଶେଷ। ସୁରୁଖୁରରେ ଶୀତ ଅଧିବେଶନ ସାରିବାକୁ ହେଲା ଆଲୋଚନା। ପ୍ରଥମ ଦିନ ମହାମହିମ ରାଷ୍ଟ୍ରପତି ରଖିବେ ଅଭିଭାଷଣ। ଦ୍ୱତୀୟ ଦିନ ଆସିବ ଆତିରିକ୍ତ ବଜେଟ। ପୁରା ଅଧିବେଶନ ସ୍ୱାଭାବିକ ଭାବେ ଚାଲିବାକୁ ଉଭୟ ଶାସକ ଏବଂ ବିରୋଧୀ ବିଧାୟକଙ୍କ ସହ ଆଲୋଚନା କରିଥିଲେ ବାଚସ୍ପତି। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବ ଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଆଇନ ମନ୍ତ୍ରୀ ଉପସ୍ଥିତ ଥିଲେ। ବିରୋଧୀ ଦଳ ପକ୍ଷରୁ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏବଂ କଂଗ୍ରେସ ବିଧାୟକ ଦଳ ନେତା ରାମ ଚନ୍ଦ୍ର କାଡାମ ଉପସ୍ଥିତ ଥିଲେ। ତେବେ ଗୃହରେ ବିରୋଧୀ ବିଧାୟକ ମାନଙ୍କୁ ଶାସକ ଦଳ ତୁଳନାରେ ସମାନ ସମୟ କହିବାକୁ ଦିଆଯାଉ ବୋଲି ସର୍ବ ଦଳୀୟ ବୈଠକରେ ଦାବି କରିଥିଲେ ବିଜେଡି ଆଉ କଂଗ୍ରେସ। ଅନ୍ୟପଟେ ବିଭିନ୍ନ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରୁଥିବା ବେଳେ କାଉଣ୍ଟର ପାଇଁ ବିଜେପି ସନ୍ଧ୍ୟାରେ ଡାକିଛି ବିଧାୟକ ଦଳ ବୈଠକ।

ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ମୁତୟନ ହେବେ ୩୩ ପ୍ଲାଟୁନ୍ ପୁଲିସ ଫୋର୍ସ..
ଭୁବନେଶ୍ବର: ଆସନ୍ତା ୨୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏଥିପାଇଁ କମିଶନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥର ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏ ନେଇ ବ୍ଲୁବୁକ ଗାଇଡ଼ ଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ପୁଲିସ କମିଶନର୍ ଏସ୍ ଦେବଦତ୍ତ ସିଂ ଏ ନେଇ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି।

ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ। ଏଥିପାଇଁ ୩୩ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇ‌ଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ। ଡିସିପି ସୁରକ୍ଷା ତଦାରଖ ଦାୟିତ୍ବରେ ଥିବା ବେଳେ ତାଙ୍କ ଅଧୀନରେ ୭ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି, ୨୬ ଜଣ ଇନ୍ସପେକ୍ଟର, ୮୮ ଜଣ ଏସଆଇ ଓ ଏଏସଆଇ ଦାୟିତ୍ୱରେ ରହିବେ।

ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି। ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍‌ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ। ୨୨୫ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ। ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା।  ଲୋୟର ପିଏମଜି ରେ ୧୪୪ ଧାରା ଜାରି କରାଯିବ। ସିସିଟିଭି ସରଭେଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗି ରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ। ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିଛନ୍ତି  ରାଷ୍ଟ୍ରପତି। ଏମ୍‌ସ ଭୁବନେଶ୍ୱର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି।

ଶ୍ରୀମତୀ ମୁର୍ମୁ ଦୁଇଦିନିଆ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏବଂ କଟକରେ ଆୟୋଜନ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଜୁଲାଇ ୧୪ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ପଞ୍ଚମ ସମାବର୍ତ୍ତନ ସମାରୋହରେ ଅଂଶଗ୍ରହଣ କରିବେ। ଏହି ସମ୍ମାନଜନକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଯୋଗଦେବେ।

ଜୁଲାଇ ୧୫ ତାରିଖରେ ଶ୍ରୀମତୀ ମୁର୍ମୁ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଅତିଥି ଭାବେ ଯୋଗଦାନ କରିବା ସହ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ତିନୋଟି ଅଟ୍ଟାଳିକାର ପୁନର୍ବିକାଶ ଲାଗି ଶିଳାନ୍ୟାସ କରିବେ। ସେ ମଧ୍ୟ ଆଦିକବି ସାରଳା ଦାସଙ୍କ ଜନ୍ମ ବାର୍ଷିକୀ ସମାରୋହରେ ଯୋଗ ଦେବା ସହିତ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି।

ଆସନ୍ତା ୩ରୁ ୭ ଯାଏଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ ଜାରି ହୋଇଛି। ଆସନ୍ତା ୩ ତାରିଖ ମଙ୍ଗଳବାର ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ବାହାରି ସନ୍ଧ୍ୟା ୫ଟା ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିମାନବନ୍ଦରରୁ ୫.୧୦ ରେ ବାହାରି ୫.୩୦ମିନିଟ ରେ ନିଳାଦ୍ରୀବିହାର ଚନ୍ଦ୍ରଶେଖରପୁର ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୁର୍ତ୍ତି ଉଦଘାଟନୀ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ସେଠାରୁ ସନ୍ଧ୍ୟା ୬ଟା ୧୦ମିନିଟରେ ବାହାରି ଭୁବନେଶ୍ୱର ସ୍ଥିତ ରାଜଭବନ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି ।

ରାଷ୍ଟ୍ରପତି ୪ ତାରିଖ ବୁଧବାର ସକାଳ ୯ଟାରେ ରାଜଭବନରୁ ବାହାରି ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ସ୍ବତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ପୂର୍ବାହ୍ନ ୯ଟା ୪୫ମିନଟରେ ପୁରୀ ତାଳବଣିଆ ହେଲିପ୍ୟାଡରେ ଅବତରଣ ପରେ ୧୦ଟା ସମୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏହାପରେ ୧୦.୫୦ରେ ପୁରୀ ସ୍ଥିତ ଶ୍ରୀ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି । ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ପୁରୀ ରାଜଭବନ ଠାରେ ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନ ୩ଟା ୩୦ମିନିଟ ସମୟରେ ନୌସେନା ଦିବସ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି। ୪ତାରିଖ ଦିନ ପୁରୀ ରାଜଭବନ ଠାରେ ରାଷ୍ଟ୍ରପତିଙ୍କ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି ।

୫ ତାରିଖ ଗୁରୁବାର ସକାଳ ୯ଟା ୩୫ମିନିଟ ସମୟରେ ପୁରୀରୁ ବାହାରି ପୁର୍ବାହ୍ନ ୧୦ଟା ୩୦ମିନିଟ ସମୟରେ ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନ ବନ୍ଦର ପହଞ୍ଚିବା ପରେ ୧୦ଟା ୫୦ମିନିଟରେ ‘ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ” ର ୪୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି। ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ରାଜଭବନରେ ମଧ୍ୟାହ୍ନ ଭୋଜନ କରିବାପରେ ସନ୍ଧ୍ୟା ୫ଟା ୧୦ମିନିଟରେ ଭୂବନେଶ୍ୱର “ଜୁଡିସିଆଲ କୋର୍ଟ କମ୍ପ୍ଲେକ୍ସ” ର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି। ସନ୍ଧ୍ୟା ୬ ଟା ୩୦ମିନିଟରେ ସେଠାରୁ ବାହାରି ରାଜଭବନ ଠାରେ ରାତ୍ରୀଯାପନ କରିବେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ।

୬ ତାରିଖ ଶୁକ୍ରବାର ଦିନ ସକାଳ ୯ଟାରେ ରାଜଭବନରୁ ବାହାରି ରାଷ୍ଟ୍ରପତି ଡକ୍ଟର ବି.ଆର୍.ଆମ୍ବେଦକରଙ୍କ ମହାପ୍ରୟାଣ ଦିବସ ଅବସରରେ ଭୁବନେଶ୍ୱର ଏ.ଜି.ଛକ ଠାରେ ବାବା ସାହେବଙ୍କ ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହାପରେ ପୂର୍ବାହ୍ନ ୯.୧୫ମିନିଟ ସମୟରେ ବିଜୁପଟ୍ଟନାୟକ ବିମାନ ବନ୍ଦରରୁ ବାୟୁସେନାର ବିମାନ ଯୋଗେ ପଶ୍ଚିମବଙ୍ଗ ସ୍ଥିତ କଲେଇକୁଣ୍ଡା ଏୟାରବେସରେ ୧୦.୧୫ମିନିଟ ସମୟରେ ଅବତରଣ ପରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡ଼ ସ୍ଥିତ ରଙ୍ଗାମାଟିଆ ଅସ୍ଥାୟୀ ହେଲିପ୍ୟାଡରେ ପୁର୍ବାହ୍ନ ୧୧ଟା ୦୫ମିନିଟରେ ଅବତରଣ କରିବେ ରାଷ୍ଟ୍ରପତି। ସେଠାରୁ ସଡକପଥରେ ନିଜ ଜନ୍ମଗାଁ ଉପରବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ସହ ଭାବବିନିମୟ କରିବେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ । ୧୨.୦୫ରେ ସେଠାରୁ ବାହାରି ଉପରବେଡା ସ୍ଥିତ ପୈତୃକ ଘରେ ପହଞ୍ଚି ଆତ୍ମୀୟସ୍ବଜନ ଓ ଗ୍ରାମବାସୀଙ୍କ ସହ ରାଷ୍ଟ୍ରପତି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ମଧ୍ୟାହ୍ନ ୧୨.୩୦ମିନିଟରେ ଉପରବେଡାରୁ ବାହାରି ସଡ଼କପଥ ରେ ରାଇରଙ୍ଗପୁର ସ୍ଥିତ ଗେଷ୍ଟ ହାଉସ ଠାରେ ପହଞ୍ଚି ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି। ଅପରାହ୍ନ ୩ଟା ସମୟରେ ସେଠାରୁ ବାହାରି ରାଇରଙ୍ଗପୁର ସ୍ଥିତ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ପହଞ୍ଚି ନିଜ ସ୍ବାମୀ ଓ ୨ପୁତ୍ରଙ୍କ ସ୍ମୃତିରେ ସ୍ଥାପନ କରିଥିବା ଏସ.ଏଲ୍.ଏସ୍. ଟ୍ରଷ୍ଟ ପକ୍ଷରୁ ଏକ ଆମ୍ବୁଲାନ୍ସ ଡାକ୍ତରଖାନାକୁ ହସ୍ତାନ୍ତର କରିବା ସହ ଯାନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହାପରେ ଅପରାହ୍ନ ୪ଟା ସମୟରେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟ ଠାରେ ପହଞ୍ଚି ବିଦ୍ୟାର୍ଥୀ ଓ ଶିକ୍ଷକଙ୍କ ସହ ଭାବବିନିମୟ କରିବେ। ସେଠାରୁ ବାହାରି ଅପରାହ୍ନ ୪ଟା ୫୦ମିନିଟ ସମୟରେ ରାଇରଙ୍ଗପୁର ସ୍ଥିତ ପୁଣ୍ୟେଶ୍ବର ଶିବମନ୍ଦିର ଠାରେ ନୂତନ ଭାବେ ସ୍ଥାପିତ ଗଣେଶ ମୁର୍ତ୍ତିକୁ ଉନ୍ମୋଚନ କରିବେ ଏବଂ ଆଳତି କରିବେ ପରେ ନିଜ ବାସଭବନକୁ ଆସି ରାତ୍ରୀଯାପନ କରିବେ।

ଏଣେ ଡିସେମ୍ବର ୭ ତାରିଖ ଶନିବାର ପୂର୍ବାହ୍ନ ୧୦ଟାରେ ରାଇରଙ୍ଗପୁର ନିଜ ବାସଭବନରୁ ବାହାରି ଦଣ୍ଡବୋଷ ହେଲିପ୍ୟାଡରୁ ହେଲିକ୍ୟାପ୍ଟର ଯୋଗେ ଆସି ୧୦ଟା ୪୫ମିନିଟ ସମୟରେ ବାଙ୍ଗରିପୋଷି ସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବେ ।ହେଲିପ୍ୟାଡରୁ ପୁର୍ବାହ୍ନ ୧୧ଟା ସମୟରେ ବାହାରି ବାଙ୍ଗରିପୋଷୀ ରେଳଷ୍ଟେସନ ସ୍ଥିତ ସଭାସ୍ଥଳରେ ପହଞ୍ଚିବେ ରାଷ୍ଟ୍ରପତି। ବାଙ୍ଗରିପୋଷୀ ସଭାସ୍ଥଳରେ ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଢାମରା- ଚାକୁଳିଆ, ବାଦାମପାହାଡ-କେନ୍ଦୁଝର ,ତିନୋଟି ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତ ସ୍ଥାପନ କରିବା ସହ ଭର୍ଚ୍ଚୁଆଲ ମୋଡରେ ରାଇରଙ୍ଗପୁର ଠାରେ ଆଦିବାସୀ ରିସର୍ଚ୍ଚ ସେଣ୍ଟର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତିକରଣ, ରାଇରଙ୍ଗପୁର ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଏକ ନୂତନ କୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତ ରଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମଧ୍ୟାହ୍ନ ୧୨ଟା ୧୫ମିନିଟରେ ବାଙ୍ଗରିପୋଷି ସଭାସ୍ଥଳରୁ ବାହାରି ବାୟୁସେନାର ହେଲିକ୍ୟାପ୍ଟର ଯୋଗେ ପଶ୍ଚିମବଙ୍ଗ ସ୍ଥିତ କଲେଇକୁଣ୍ଡା ଏୟାରବେସରେ ପହଞ୍ଚି ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀକୁ ଯାତ୍ରା କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି ।

ଆସନ୍ତା ୨୩ରୁ ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ, ସୁରକ୍ଷା ଦାୟିତ୍ୱରେ ୧୧୦ ପ୍ଲାଟୁନ ଫୋର୍ସ
ଭୁବନେଶ୍ୱର: ଆସନ୍ତା ୨୩ ତାରିଖରୁ ୩ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସୁଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଓଡ଼ିଶା ପୁଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର କରିବା ସହ ସୁରକ୍ଷାକୁ ସୁନିଶ୍ଚିତ କରାଯିବ। ଗତକାଲି ପୁଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ବୈଠକରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲୁ ବୁକ ଅନୁସାରେ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ୩ଟି ଜିଲ୍ଲାରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦାୟିତ୍ୱରେ ୧୧୦ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ କରାଯିବ।

ଏଥିସହ ୫୦୦ ବରିଷ୍ଠ ପୁଲିସ ଅଧିକାରୀ, ଓଡ୍ରାଫ ଟିମ୍‌, ସ୍ପେଶାଲ ଟ୍ରାକ୍ଟିକାଲ ୟୁନିଟ୍‌ ମଧ୍ୟ ମୁତୟନ କରାଯିବ। ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବାକୁ ୩ ଜଣ ଏଡିଜି ପାହ୍ୟାର ଅଧିକାରୀଙ୍କୁ ନିୟୋଜିତ କରାଯିବ। ଅନୁରୂପ ଭାବେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ ପୁଲିସ ବ୍ୟାପକ କରିଛି। ରାଜଧାନୀରେ ୪୦ ପ୍ଲାଟୁନ ପୁଲିସ ଫୋର୍ସ ସହ କାର୍ଯ୍ୟସୂଚୀର ପ୍ରତିସ୍ଥାନରେ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯିବ। ଏହି ସମୀକ୍ଷା ବୈଠକରେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, କୋଷ୍ଟଗାର୍ଡ ଏଡିଜି ଅରୁଣ ବୋଥ୍ରା, ଏଡିଜି ଆଧୁନୀକରଣ ସୌମେନ୍ଦ୍ର ପ୍ରିୟଦର୍ଶୀ, ପୁଲିସ କମିସନର ଦେବଦତ୍ତ ସିଂ, ଅତିରିକ୍ତ ପୁଲିସ କମିସନର ଉମାଶଙ୍କର ଦାଶ, ଡିସିପି ପିନାକ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ଗତ ୨୩ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଓ ବାଙ୍ଗିରିପୋଷିରେ ରାଷ୍ଟ୍ରପତିଙ୍କ ଏକାଧିକ କାର୍ଯ୍ୟକ୍ରମ ରହିଛି। ପରଦିନ ପୁରୀକୁ ଯାଇ ମହାପ୍ରଭୁ ଜଗନ୍ନାଥ ଦର୍ଶନ କରିବେ ମହାମହିମ। ୨୫ ତାରିଖରେ ଭୁବନେଶ୍ୱର ୩ଟି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟସୂଚୀରେ ରହିଛି।

ଆଜିଠାରୁ ଦ୍ରୌପଦୀ ମୁର୍ମୁଙ୍କ ୪ ଦିନିଆ ଓଡ଼ିଶା ଗସ୍ତ
ଭୁବନେଶ୍ୱର: ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଆଜି ସନ୍ଧ୍ୟା ୬ଟା ସମୟରେ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱତନ୍ତ୍ର ବିମାନରେ ପହଞ୍ଚିବେ। ଏହାପରେ ସେ ଜୟଦେବଭବନରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ଏହାପରେ ଜୁଲାଇ ୭ ତାରିଖରେ ସେ ମହାପ୍ରଭୁ ଜଗନ୍ନାଥଙ୍କ ଗୁଣ୍ଡିଚା ଯାତ୍ରାରେ ଯୋଗ ଦେବେ। ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ। ସେହି ଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରି୍‌‌ଟ୍‌‌ କେନ୍ଦ୍ର ଉଦ୍‌‌ଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ। ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ(ନାଇଜର)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।

ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ନଜରରେ ରଖି କମିଶନରେଟ୍‌‌ ପୁଲିସ ବ୍ଲୁ-ବୁକ୍‌‌ ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି। ଶୁକ୍ରବାର ଅପରାହ୍ନରେ ପୁଲିସ ଏନେଇ ମଧ୍ୟ ରିହରସାଲ କରିଛି। ବିମାନବନ୍ଦରରୁ ଜୟଦେବ ଭବନ, ଜୟଦେବ ଭବନରୁ ରାଜଭବନ ଏବଂ ରାଜଭବନରୁ ଖଣ୍ଡଗିରି, ନାଇଜର ଏବଂ ହରିଡ଼ାମଡ଼ାକୁ କରାଯାଇଥିବା ପୁଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି। ଡିସିପିଙ୍କ ନେତୃତ୍ୱରେ ୬ ଜଣ ଅତିରିକ୍ତ ଡିସିପି, ୧୫ ଜଣ ଏସିପି ର‍୍ୟାଙ୍କ୍‌‌ର ଅଧିକାରୀ, ୨୫ ଇନ୍ସପେକ୍ଟର, ୧୦୦ ଅଫିସର ଏବଂ ୩୦ ପ୍ଲାଟୁନ୍‌‌ ପୁଲିସ ଫୋର୍ସ ମୁତୟନ ହେବେ ବୋଲି ପୁଲିସ କମିଶନର ସୂଚନା ଦେଇଛନ୍ତି। ଏଥିସହ ୪ଟା ଏସ୍‌‌ଟିଓ ଟିମ୍‌‌, ବୋମା ନିଷ୍କ୍ରିୟକାରୀ ସ୍କ୍ୱାଡ୍‌‌ ଏବଂ ଡଗ୍‌‌ ସ୍କ୍ୱାଡ୍‌‌ ମୁତୟନ ରହିବେ। ଆହୁରି ମଧ୍ୟ ବାଟରେ କୌଣସି ସମସ୍ୟା ନହେବେ ସେଥିଲାଗି ବ୍ୟବସ୍ଥା କରାଯାଇଛି। ରାଷ୍ଟ୍ରପତିଙ୍କ ଯେଉଁ ଯେଉଁ ସ୍ଥାନରେ କାର୍ଯ୍ୟକ୍ରମ ରହିଛି ଏବଂ ଯେଉଁ ରାସ୍ତା ଦେଇ ଯିବେ, ସେହି ଜାଗାରେ ନୋ ଡ୍ରୋନ୍‌‌ ଜୋନ୍‌‌ ଭାବରେ ଘୋଷଣା କରାଯାଇଛି।

ବଜେଟ୍‌ ଅଧିବେଶନ ଆରମ୍ଭ: ଅଭିଭାଷଣରେ ଉତ୍କଳମଣିଙ୍କୁ ମନେପକାଇଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ
ନୂଆଦିଲ୍ଲୀ: ଆରମ୍ଭ ହେଲା ସଂସଦରେ କାମଚଳା ବଜେଟ୍ ଅଧିବେଶନ । ପରମ୍ପରା ଅନୁସାରେ ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଅନ୍ତରୀଣ ବଜେଟ୍ ସେସନ୍‌କୁ ଆରମ୍ଭ କରିଛନ୍ତି । ନୂଆ ସଂସଦ ଭବନରେ ସମସ୍ତଙ୍କୁ ମୋର ନମସ୍କାର କହି ବକ୍ତବ୍ୟ ଆରମ୍ଭ କରିଥିଲେ ମୁର୍ମୁ । ଏହାପରେ ଓଡ଼ିଆରେ ଅଭିଭାଷଣ ଦେଇଛନ୍ତି ରାଷ୍ଟ୍ରପତି । ପ୍ରଥମ ଅଭିଭାଷଣରେ ଉଭୟ ଲୋକସଭା ଏବଂ ରାଜ୍ୟସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ନୂଆ ଭାରତ ଏବଂ ଶ୍ରେଷ୍ଠ ଭାରତ ନେଇ ସଂକଳ୍ପ ପାଇଁ ଆହ୍ବାନ ଦେଇଛନ୍ତି ରାଷ୍ଟ୍ରପତି । ଫେବ୍ରୁଆରି ୧ (ଗୁରୁବାର) ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟବର୍ତ୍ତୀକାଳୀନ ବଜେଟ୍ ଉପସ୍ଥାପନ କରିବେ।

ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି ଯେ, ଦେଶରେ ଏବେ ଗୋଟିଏ ଭାରତ, ଶ୍ରେଷ୍ଠ ଭାରତର ବାସ୍ନା ବାରି ହେଉଛି । ସମ୍ବିଧାନ ଲାଗୁ ହେବାର ୭୫ ବର୍ଷ ପୂରଣ ହୋଇଛି । ଅମୃତକାଳ ଆରମ୍ଭରେ ସଂସଦ କୋଠା ନିର୍ମାଣ କରାଯାଇଛି । ଦେଶରେ ୭୦ ହଜାରରୁ ଅଧିକ ଅମୃତ ସରୋବର ନିର୍ମାଣ ହୋଇଛି । ରାମ ମନ୍ଦିର ନିର୍ମାଣ ସ୍ବପ୍ନ ସତ ହୋଇଛି । ରାଷ୍ଟ୍ରପତି ଦୌପଦୀ ମୁର୍ମୁ ତାଙ୍କ ଅଭିଭାଷଣରେ ଉତ୍କଳମଣି ଗୋପବନ୍ଧୁଙ୍କୁ ମନେପକାଇଛନ୍ତି । ତାଙ୍କ କାଳଜୟୀ କବିତାକୁ ପ୍ରଥମେ ଓଡିଆ ଓ ପରେ ହିନ୍ଦିରେ ଗାଇ ବୁଝାଇଛନ୍ତି । ଏହି କବିତାର ପଂକ୍ତିରେ କର୍ତ୍ତବ୍ୟର ପରାକାଷ୍ଠା ଏବଂ ରାଷ୍ଟ୍ର ସର୍ବୋପରି ଦେଖିବାକୁ ମିଳିଛି ବୋଲି କହିଛନ୍ତି ରାଷ୍ଟ୍ରପତି ମୁର୍ମୁ ।

ଅଭିଭାଷଣରେ ରାଷ୍ଟ୍ରପତି କହିଛନ୍ତି, ଏସିଆନ୍ ଗେମସ୍‌ରେ ଭାରତକୁ ସଫଳତା ମିଳିଛି । କ୍ରୀଡ଼ାବିତ୍ ମାନେ ଶହେରୁ ଅଧିକ ମେଡାଲ ଜିତି ଦେଶରେ ନାଁକୁ ଗୌରାବନ୍ବିତ କରିଛନ୍ତି । ଏହା ଭାରତ ପାଇଁ ଏକ ବଡ଼ ଉପଲବ୍ଧି । ଜମ୍ମୁ-କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ପରେ ସେଠାରେ ବିକାଶର ଏକ ନିରନ୍ତର ଧାରା ଜାରି ରହିଛି । ଆତଙ୍କବାଦ ଓ ବିସ୍ତାରବାଦର ଜବାବ ଦେଉଛନ୍ତି ସେନା ବାହିନୀ । ଜମ୍ମୁ କଶ୍ମୀରରେ ଶାନ୍ତି ଫେରିଛି । ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥା ବିଶ୍ବରେ ଶ୍ରେଷ୍ଠ ସ୍ଥାନ ଅଧିକାର କରିଛି । ଆଜି ଭାରତର ଅର୍ଥ ବ୍ୟବସ୍ଥା ଶ୍ରେଷ୍ଠ ୫ରେ ରହିଛି । ୧ କୋଟି ୪୦ ଲକ୍ଷ ଲୋକ ଜିଏସଟି ଦେଉଛନ୍ତି । ପୂର୍ବ ତୁଳନାରେ ଏଫଡିଆଇ ଦୁଇ ଗୁଣା ହୋଇଛି । ଡିଜିଟାଲ୍ ଇଣ୍ଡିଆ ପାଇଁ ବ୍ୟାକିଂ ବ୍ୟବସ୍ଥା ସହଜ ହୋଇଛି ।

ମହାମହିମ ଆହୁରି କହିଛନ୍ତି ଯେ, ମେକ୍ ଇନ୍ ଇଣ୍ଡିଆ ସବୁଠୁ ବଡ଼ ଅଭିଯାନ ପାଲଟିଛି । ଭାରତ ବିଶ୍ୱର ସବୁଠୁ ବଡ଼ ମୋବାଇଲ୍ ଉତ୍ପାଦନକାରୀ ରାଷ୍ଟ୍ର ହୋଇପାରିଛି । ୫ଜି ସେବା ସାରା ଦେଶରେ ଖ୍ୟାତି ଅର୍ଜନ କରିଛି । ସମଗ୍ର ଭାରତରେ ଏୟାରପୋର୍ଟ ସଂଖ୍ୟା ୭୪ରୁ ବଢ଼ି ୧୪୯ ରେ ପହଞ୍ଚିଛି । ୫ ସହରରୁ ମେଟ୍ରୋ ବ୍ୟବସ୍ଥା ୨୫ ସହରକୁ ବୃଦ୍ଧି ପାଇଛି । ୩୯ଟି ନୂଆ ରୁଟ୍‌ରେ ବନ୍ଦେଭାରତ ଏକ୍ସପ୍ରେସ ରୁଟ୍ ପ୍ରତିଷ୍ଠା ହୋଇଛି । ୧୩୦୦ ଷ୍ଟେସନର କାୟାକଳ୍ପ ସ୍ଥିର ହୋଇଛି ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ।

ଦେଶରେ ଉଜ୍ବଳା ଯୋଜନା ପାଇଁ ୨.୫ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ୧୦ ହଜାର କିମି ଗ୍ୟାସ୍ ପାଇପ୍ ଲାଇନ୍ ବଢ଼ିଛି । ଦେଶବାସୀଙ୍କୁ ଆହୁରି ୫ବର୍ଷ ବିନା ମୂଲ୍ୟରେ ରାସନ ମିଳିବ ବୋଲି ଘୋଷଣା ହୋଇଛି । ୧୧ କୋଟି ଲୋକଙ୍କ ଘରେ ନଳ ଯୋଗେ ଜଳ ପହଞ୍ଚିଛି । ଦେଶରେ ଚାଷୀଙ୍କ ପାଇଁ ସରକାର ଅନେକ ଜନକଲ୍ୟାଣ ଯୋଜନା ଆଣିଛନ୍ତି । ଏମଏସପି ବାବଦରେ ଚାଷୀଙ୍କ ପାଇଁ ୧୮ ଲକ୍ଷ କୋଟି ଖର୍ଚ୍ଚ ହୋଇଛି । ଏମଏସପି ପ୍ରାୟତଃ ଅଢ଼େଇ ଗୁଣ ବୃଦ୍ଧି କରାଯାଇଛି ।

ଭାରତକୁ ମହାକାଶ ବିଜ୍ଞାନରେ ବଡ଼ ଶକ୍ତି କରିବାକୁ କାମ ଚାଲିଛି । ଚନ୍ଦ୍ରରେ ତ୍ରିରଙ୍ଗା ଉଡିଛି । ଖୁବଶୀଘ୍ର ଗଗନଯାନ ମଧ୍ୟ ମହାକାଶକୁ ଯିବ । ବିକଶିତ ଭାରତର ମହାନ ସ୍ଥାପନା ଚାରୋଟି ସ୍ତମ୍ଭ ଉପରେ ରହିଛି ସେସବୁ ହେଉଛି ଯୁବ ଶକ୍ତି, ମହିଳା ଶକ୍ତି, କୃଷକ ଏବଂ ଗରିବ । ଚଳିତ ଗଣତନ୍ତ୍ର ଦିବସରେ ବିଶ୍ବ ନାରୀ ଶକ୍ତି ଦେଖିଛି । ୩ ସେନା ବାହିନୀରେ ନାରୀ ଶକ୍ତି ପ୍ରଦର୍ଶନ କରିଛନ୍ତି । ପ୍ରଥମ କରି ମହିଳାଙ୍କୁ ସେନାରେ ସ୍ଥାୟୀ କମିଶନ ପଦ ମିଳିଛି ଏହାସହ ପ୍ରଥମ କରି ନୌସେନାରେ ମଧ୍ୟ କମାଣ୍ଡର କାର୍ଯ୍ୟ କରୁଛନ୍ତି ନାରୀ ଶକ୍ତି । ସବୁ କ୍ଷେତ୍ରରେ ନାରୀଙ୍କ ଭାଗିଦାରୀ ବଢ଼ିଛି ।

ନଭେମ୍ବର ୨୭ରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ: ନଭେମ୍ବର ୨୭ରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ରାଷ୍ଟ୍ରପତି ଆସନ୍ତା ୨୭ ତାରିଖ ସକାଳ ୧୦ଟାରୁ ଏହି ଉତ୍ସବରେ ଯୋଗଦେବେ। ଓଡ଼ିଆ ଜାତିର ଅନନ୍ୟ ପରମ୍ପରା, ସାଧବ ପୁଅଙ୍କର ବୀରତ୍ୱର ଗାଥା ବହନ କରୁଥିବା ଏହି ବୋଇତ ବନ୍ଦାଣ ଉତ୍ସବ ପାରାଦ୍ୱୀପ ବନ୍ଦର କର୍ତ୍ତୃପକ୍ଷ ପ୍ରତିବର୍ଷ ପାଳନ କରନ୍ତି।

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଇରଙ୍ଗପୁର: ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ ରାଷ୍ଟ୍ରପତିକୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୂରଭଞ୍ଜ ଗସ୍ତ ହୋଇଥିବାରୁ ସେଠାରେ ଲୋକଙ୍କ ଭିତରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି। ସୂଚନାଯୋଗ୍ୟ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାରଠାରୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।

ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ଡାକବଙ୍ଗଳାରେ ଅବସ୍ଥାନ କରିବେ। ୫ ତାରିଖ ଦିନ ଶିମିଳିପାଳ ଅଭୟାରଣ୍ୟ ଭ୍ରମଣ କରିବେ। ଭ୍ରମଣ ସାରି ହେଲିକପ୍ଟର ଯୋଗେ ବାରିପଦା ଯିବେ। ବାରିପଦା ସର୍କିଟ୍ ହାଉସ୍ରେ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ସାକ୍ଷାତ କରିବା ସହ ଅତିଥି ଭବନରେ ବିଶ୍ରାମ ନେବେ। ୬ ତାରିଖ ସକାଳେ ରାଷ୍ଟ୍ରପତି ବାରିପଦା ତକତପୁରସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। କାର୍ଯ୍ୟକ୍ରମ ପରେ ହେଲିକପ୍ଟର ଯୋଗେ କଲେଇକୁଣ୍ଡା ଯିବେ ଏବଂ ସେଠାରୁ ଦିଲ୍ଲୀ ଫେରିଯିବେ।

ଆଜି ମୟୂରଭଞ୍ଜ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବାରିପଦା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସି ଗୁରୁବାର ପହଞ୍ଚିବେ। ମେ ୪ରୁ ୬ ତାରିଖ ପର୍ଯ୍ୟନ୍ତ ରାଇରଙ୍ଗପୁର, ପାହାଡପୁର, ଶିମିଳିପାଳ ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତି ହେବା ପରେ ମୟୂରଭଞ୍ଜ ମାଟିର ଝିଅ ଦ୍ରୌପଦୀ ମୁର୍ମୁ ଦୀର୍ଘ ୧୧ମାସ ପରେ ପ୍ରଥମ ଥର ନିଜ ଜନ୍ମମାଟିକୁ ଆସିବାକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଗୁରୁବାର ଶାଶୂଘର ଗ୍ରାମ ପାହାଡପୁର, ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ବାଦାମପାହାଡ, ଦାଣ୍ଡବୋଷରେ ୨ଟି ହେଲିପ୍ୟାଡ ନିର୍ମାଣ କରାଯାଇଛି। ବାଦାମପାହାଡ ଓ ରାଇରଙ୍ଗପୁର ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ତେବେ ସମସ୍ତ କାର୍ଯ୍ୟ ଶୃଙ୍ଖଳାର ସହିତ ସମାପନ କରିବା ପାଇଁ ସୁରକ୍ଷା ବ୍ୟବସ୍ଥାଠାରୁ ଆରମ୍ଭ କରି ସମସ୍ତ ପ୍ରକାର ବ୍ୟବସ୍ଥା ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

ପୂର୍ବାଞ୍ଚଳ ଡିଆଇଜି ହିମାଂଶୁ ଲାଲ, ଜିଲ୍ଲାପାଳ ବୀନିତ ଭରଦ୍ୱାଜ ଓ ଏସପି ଋଷିକେଶ ଦ୍ୟାନଦେଓ ଖିଲାରୀ ରାଇରଙ୍ଗପୁରରେ ଉପସ୍ଥିତ ରହି ସମସ୍ତ ବ୍ୟବସ୍ଥାର ସମୀକ୍ଷା କରୁଛନ୍ତି। ରାଷ୍ଟ୍ରପତିଙ୍କ ସଚିବାଳୟର ସୂଚନା ମୁତାବକ, ୪ ତାରିଖ ଗୁରୁବାର ସକାଳ ୭ଟାରେ ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ ଏୟାରପୋର୍ଟରୁ ଏକ ସ୍ୱତନ୍ତ୍ର ବିମାନ ଯୋଗେ ପଶ୍ଚିମବଙ୍ଗର କୋଲେଇକୁଣ୍ଡା ଏୟାରପୋର୍ଟରେ ଅବତରଣ କରିବେ। ପରେ ସେଠାରୁ ଏକ ସ୍ୱତନ୍ତ୍ର ଆଇଏଏଫ ଏମଆଇ-୧୭ ହେଲିକେପ୍ଟରରେ ବାହାରି ୧୦ଟା ୧୫ରେ ବାଦାମପାହାଡ ହେଲିପ୍ୟାଡରେ ଅବତରଣ କରିବେ।

ସେଠାରୁ ସେ ସ୍ୱତନ୍ତ୍ର କାର ଯୋଗେ ଶାଶୂଘର ପାହାଡପୁରରେ ପହଞ୍ଚିବା ପରେ ସ୍ୱାମୀ ସ୍ୱର୍ଗତ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଗୋଷାଣି ଯିବେ।

ପରେ ନାବାର୍ଡ ଦ୍ୱାରା ନିର୍ମାଣ କରାଯିବାକୁ ଥିବା ଏସ୍‌‌ଏଲ୍‌‌ଏସ ଟ୍ରଷ୍ଟ ସ୍କୁଲରେ ଏକ କମ୍ୟୁନିଟି କେନ୍ଦ୍ର ଓ ଏଲ୍‌‌ଆଣ୍ଡଟି କମ୍ପାନୀ ପକ୍ଷରୁ ଏକ କୌଶଳ ଦକ୍ଷତା କେନ୍ଦ୍ରର ଶିଳାନ୍ୟାସ କରିବେ। ପରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କ ସହିତ ସମୟ ବିତାଇବେ। ପୂର୍ବାହ୍ନ ୧୨ଟା ୩୦ମିନିଟରେ ବାହାରି ହାଟବାଦଡା ସ୍ଥିତ ସାତପଉଟିଆରେ ଥିବା ବ୍ରହ୍ମକୁମାରୀ କେନ୍ଦ୍ରକୁ ଯାଇ ନିଶାମୁକ୍ତ ଓଡ଼ିଶା ପ୍ରଚାର କାର୍ଯ୍ୟକ୍ରମକୁ ଉଦଘାଟନ କରିବେ। ଦିନ ୧ଟାରେ ବାହାରି ରାଇରଙ୍ଗପୁର ସ୍ଥିତ ବଙ୍ଗଳାରେ ମଧ୍ୟାହ୍ନ ଭୋଜନ ଓ ବିଶ୍ରାମ ନେବା ପରେ ଅପରାହ୍ନ ୪ଟାରେ ବାହାରି ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ୪ଟା୨୫ରେ ବଡ଼ବନ୍ଧଠାରେ ଶହେ ଫୁଟର ଏକ ଜାତୀୟ ପତାକାକୁ ଉଡାଇବେ ଓ ୪ଟା ୩୫ରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ।

ପରେ ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଫିସ ପରିଦର୍ଶନ କରି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହା ପରେ ରାଇରଙ୍ଗପୁର ମ୍ୟୁନିସିପାଲିଟି ପକ୍ଷରୁ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ମହୁଲଡିହା ବଙ୍ଗଳାରେ ପହଞ୍ଚି ସନ୍ଧ୍ୟା ୬ଟା୩୦ରୁ ୭ଟା ୩୦ପର୍ଯ୍ୟନ୍ତ ଅଞ୍ଚଳବାସୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ବଙ୍ଗଳାରେ ରାତ୍ରିଯାପନ କରିବେ। ୫ ତାରିଖ ସକାଳ ୭ଟା ୫୫ ମିନିଟରେ ବାହାରି ରାଇରଙ୍ଗପୁର ବାସଭବନରେ ପହଞ୍ଚିବା ପରେ ୮ଟା ୪୦ରେ ଦାଣ୍ଡବୋଷ ହେଲିପ୍ୟାଡକୁ ଯାଇ ଜନ୍ମମାଟିରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମ ବାର୍ଷିକୀ ଉପଲକ୍ଷେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ସେଠାରୁ ୯ଟା ୧୫ରେ ହେଲିକପ୍ଟର ଯୋଗେ ବାହାରି ଦିନ ୧୦ଟାରେ ଯଶିପୁର ନିକଟ ଛେଳିଗୋଦଳୀ ହେଲିପ୍ୟାଡରେ ଅବତରଣ କରିବେ।

ପରେ ସ୍ୱତନ୍ତ୍ର ଗାଡିରେ ସଡ଼କ ପଥରେ ଶିମିଳିପାଳ ଭିତରକୁ ବୁଲିବାକୁ ଯାଇ ଚହଲାରେ ମଧ୍ୟାହ୍ନ ଭୋଜନ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ୨ଟା ୩୦ରେ ବାହାରି ବାରିପଦା ଅଭିମୁଖେ ଯାତ୍ରା କରିବେ। ୫ଟା୨୫ରେ ବାରିପଦାର ରାଣୀବନ୍ଧ ହେଲିପ୍ୟାଡରେ ପହଞ୍ଚି ପରେ ସର୍କିଟ ହାଉସ୍‌‌ରେ ରହିବେ। ସନ୍ଧ୍ୟା ୬ଟାରୁ ୭ଟା ପର୍ଯ୍ୟନ୍ତ ଅଞ୍ଚଳବାସୀଙ୍କ ସହ ଆଲୋଚନା କରିବା ପରେ ରାତ୍ରିଯାପନ କରିବେ। ତହିଁ ପରଦିନ ଅର୍ଥାତ୍‌‌ ୬ ତାରିଖ ସକାଳ ୯ଟା୪୦ରେ ବାହାରି ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ପହଞ୍ଚି ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ୧୦ଟା ୧୫ରୁ ୧୧ଟା ପର୍ଯ୍ୟନ୍ତ ପିଭିଟିଜିଏସ ପରେ ୧୧ଟା ୧୫ରୁ ୧୨ଟା ୧୫ପର୍ଯ୍ୟନ୍ତ ୧୨ତମ ସମାବର୍ତ୍ତନ ଉତ୍ସବର ମୁଖ୍ୟଅତିଥି ଭାବେ ସଭାରେ ଉଦ୍‌‌ବୋଧନ ଦେବେ।

୩ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସିବେ ରାଷ୍ଟ୍ରପତି, ୪ଟି ସ୍ଥାନରେ ହେଲିପ୍ୟାଡ୍ ସହ ବ୍ୟାପକ ପ୍ରସ୍ତୁତି
ବାରିପଦା: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିବା ନେଇ ବ୍ୟକ୍ତିଗତ ସଚିବାଳୟରୁ ସୂଚନା ପ୍ରଦାନ କରାଯାଇଛି । ପୂର୍ବରୁ ସେ ମେ’ ୮ତାରିଖରେ ଆସିବା କାର୍ଯ୍ୟକ୍ରମ ଥିବା ବେଳେ ତାହା ପରିବର୍ତ୍ତନ ହୋଇଛି । ମଇ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ରାଇରଙ୍ଗପୁର, ପାହାଡପୁର, ଶିମିଳିପାଳ ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବାର ଜଣାଯାଇଛି । ରାଷ୍ଟ୍ରପତି ହେବା ପରେ ମୟୂରଭଞ୍ଜ ମାଟିର ଝିଅ ଦ୍ରୌପଦୀ ମୁର୍ମୁ ଦୀର୍ଘ ୧୧ମାସ ପରେ ପ୍ରଥମ ଥର ନିଜ ଜନ୍ମ ମାଟିକୁ ଆସିବାକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଜୋରଦାର ଚାଲିଛି । ରାଇରଙ୍ଗପୁର ସ୍ଥିତ ବାସଭବନ, ଶାଶୁଘର ଗ୍ରାମ ପାହାଡପୁର, ଶିମିଳିପାଳ ଅଭୟାରଣ୍ୟ ଓ ବାରିପଦାସ୍ଥିତ ଶ୍ରୀରାମଚନ୍ଦ୍ର ବିଶ୍ୱ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ବାଦାମପାହାଡ, ଦାଣ୍ଡବୋଷ, ଯଶିପୁର ଓ ବାରିପଦାରେ ୪ଟି ହେଲିପ୍ୟାଡ୍ କରାଯିବ।

ତାଙ୍କ ସଚିବାଳୟର ସୂଚନା ମୁତାବକ, ୪ତାରିଖ ସକାଳ ୭ଟାରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ ଏୟାରପୋର୍ଟରୁ ଏକ ସ୍ୱତନ୍ତ୍ର ବିମାନ ଯୋଗେ ପଶ୍ଚିମବଙ୍ଗର କୋଲେଇକୁଣ୍ଡା ଏୟାରପୋର୍ଟରେ ଅବତରଣ କରି ସେଠାରୁ ଏକ ସ୍ବତନ୍ତ୍ର ଆଇଏଏଫ ଏମଆଇ-୧୭ ହେଲିକେପ୍ଟରରେ ବାହାରି ୧୦ଟା ୧୫ରେ ବାଦାମପାହାଡ ହେଲିପ୍ୟାଡରେ ଅବତରଣ କରିବେ। ସେଠାରୁ ସେ ସ୍ୱତନ୍ତ୍ର କାର ଯୋଗେ ଶାଶୁଘର ପାହାଡପୁରକୁ ଯାଇ ପହଞ୍ଚିବା ପରେ ସ୍ୱାମୀ ସ୍ବର୍ଗତ ଶ୍ୟାମ ଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଗୋଶାଣି ଯିବେ । ପରେ ନାବାର୍ଡ ଦ୍ୱାରା ନିର୍ମିାଣ କରାଯିବାକୁ ଥିବା ଏସ୍‌ଏଲ୍‌ଏସ ଟ୍ରଷ୍ଟ ସ୍କୁଲରେ ଏକ କମ୍ୟୁନିଟି କେନ୍ଦ୍ର ଓ ଏଲ୍ ଆଣ୍ଡ ଟି କମ୍ପାନି ପକ୍ଷରୁ ଏକ କୌଶଳ ଦକ୍ଷତା କେନ୍ଦ୍ରର ଶିଳାନ୍ୟାସ କରିବେ । ଏହା ପରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କ ସହିତ ସମୟ ବିତାଇବା ପରେ ଦିନ ୧୨ଟା ୩୦ମିନିଟରେ ବାହାରି ହାଟବାଦଡା ସ୍ଥିତ ସାତପଉଟିଆରେ ଥିବା ବ୍ରହ୍ମକୁମାରୀ କେନ୍ଦ୍ରକୁ ଯାଇ ‘ନିଶାମୁକ୍ତ ଓଡିଶା’ ପ୍ରଚାର କାର୍ଯ୍ୟକ୍ରମକୁ ଉଦଘାଟନ କରିବେ।

ଦିନ ୧ଟାରେ ବାହାରି ରାଇରଙ୍ଗପୁର ସ୍ଥିତ ବଙ୍ଗଳାରେ ମଧ୍ୟାହ୍ନ ଭୋଜନ ଓ ବିଶ୍ରାମ ନେବା ପରେ ଅପରାହ୍ନ ୪ଟାରେ ବାହାରି ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ୪ଟା ୨୫ରେ ବଡ଼ବନ୍ଧ ଠାରେ ଶହେ ଫୁଟର ଏକ ଜାତୀୟ ପତାକାକୁ ଉଡାଇବା ପରେ ୪ଟା ୩୫ରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ପରେ ରାଇରଙ୍ଗପୁର ମ୍ୟୁନସିପାଲିଟି ଅଫିସ ପରିଦର୍ଶନରେ ଯାଇ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଏହା ପରେ ରାଇରଙ୍ଗପୁର ମ୍ୟୁନସିପାଲିଟି ପକ୍ଷରୁ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମହୁଲଡିହା ବଙ୍ଗଳାରେ ପହଞ୍ଚି ସନ୍ଧ୍ୟା ୬ଟା ୩୦ରୁ ୭ଟା ୩୦ପର୍ଯ୍ୟନ୍ତ ଅଞ୍ଚଳବାସୀଙ୍କ ସହ ଏକ ଆଲୋଚନା କାର୍ଯ୍ୟକ୍ରମ ରହିଛି।

ବଙ୍ଗଳାରେ ରାତ୍ର ରହଣୀ ପରେ ୫ତାରିଖ ସକାଳ ୭ଟା ୫୫ ମିନିଟରେ ବାହାରି ରାଇରଙ୍ଗପୁର ବାସଭବନ ଯାଇ ୮ଟା ୪୦ରେ ଦାଣ୍ଡବୋଷକୁ ଯାଇ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମ ମାଟିରେ ଜନ୍ମ ବାର୍ଷିକୀ ଉପଲକ୍ଷେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ସେଠାରୁ ୯ଟା ୧୫ରେ ହେଲିକେପ୍ଟର ଯୋଗେ ବାହାରି ଦିନ ୧୦ଟାରେ ଯଶିପୁର ହେଲିପ୍ୟାଡରେ ଅବତରଣ କରି ସ୍ୱତନ୍ତ୍ର ଗାଡିରେ ସଡ଼କ ପଥରେ ଶିମିଳିପାଳ ଭିତରକୁ ବୁଲିବାକୁ ଯାଇ ୨ଟା ୩୦ରେ ଫେରି ୪ଟା ୩୦ରେ ଯଶିପୁର ହେଲିପ୍ୟାଡରୁ ବାରିପଦା ଅଭିମୁଖେ ଯାତ୍ରା କରିବେ । ୫ଟା ୨୫ରେ ବାରିପଦା ହେଲିପ୍ୟାଡରେ ପହଞ୍ଚିବା ପରେ ଗେଷ୍ଟ ହାଉସରେ ରହିବେ । ସନ୍ଧ୍ୟା ୬ଟାରୁ ୭ଟା ପର୍ଯ୍ୟନ୍ତ ଅଞ୍ଚଳବାସୀଙ୍କ ସହ ଆଲୋଚନା କରିବା ପରେ ରାତ୍ରି ଯାପନ କରିବେ । ୬ତାରିଖ ସକାଳ ୯ଟା ୪୦ରେ ବାହାରି ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ପହଞ୍ଚି ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ପିଭିଟିଜିଏସଙ୍କ ସହିତ ଆଲୋଚନା କରି ୧୧ଟା ୧୫ରୁ ୧୨ଟା ୧୫ପର୍ଯ୍ୟନ୍ତ ୧୨ତମ ସମାବର୍ତ୍ତନ ଉତ୍ସବର ମୁଖ୍ୟଅତିଥି ଭାବେ ଯୋଗଦେଇ ସଭାରେ ଉଦବୋଧନ ଦେବେ । ପରେ ୧୨ଟା ୨୫ରେ ସେଠାରୁ ବାହାରି ବାରିପଦା ହେଲିପ୍ୟାଡରୁ କୋଲେଇକୁଣ୍ଡା ଦେଇ ପାଲମ ଏୟାର ପୋର୍ଟ ଅଭିମୁଖେ ଫେରିବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଥାଉକି,ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପୂର୍ବରୁ ଦ୍ରୌପଦୀ ମୁର୍ମୁ ୨୦୨୨ ଜୁନ ୨୨ତାରିଖରେ ନୂଆ ଦିଲ୍ଲୀ ଯାଇଥିଲେ। ଦୀର୍ଘ ୧୧ମାସ ପରେ ନିଜ ଗାଁ ତଥା ଜିଲାକୁ ଫେରିବାର ଖବର ପ୍ରଚାରିତ ହେବା ପରେ ସମଗ୍ର ଜିଲ୍ଲାରେ ଖୁସିର ଲହରି ଖେଲିଯାଇଛି।