mohammed moquim - The Sakala
ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’ର ମୂଳଦୂଆ ପକାଇଲେ ମହମ୍ମଦ ମୋକିମ
ଭୁବନେଶ୍ୱର: ଓଡ଼ିଶାରେ ଜନ୍ମ ନେଲା ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’। ଆଜି ବିଧିବଦ୍ଧ ଭାବେ 'ଓଡ଼ିଶା ଜନତା କଂଗ୍ରେସ' ଦଳ ଗଠନ ହୋଇଛି। ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଏହି ଦଳର ମୂଳଦୂଆ ପଡ଼ିଥିବା ବେଳେ ପ୍ରଦର୍ଶନୀ ପଡ଼ିଆରେ ଶହ ଶହ ସମର୍ଥକଙ୍କ ଭିଡ଼ ଜମିଥିଲା । କଂଗ୍ରେସରୁ ବହିଷ୍କାର ହେବା ପରେ ନୂଆ ଦଳ ଗଠନ ପାଇଁ ଅଣ୍ଟା ଭିଡ଼ିଥିଲେ ମୋକିମ ।
ନୂଆ ଦଳ ଗଠନ ପରେ ମହମ୍ମଦ ମୋକିମ ଘୋଷଣା କରିଛନ୍ତି ଯେ, ଓଡ଼ିଶା ଜନତା କଂଗ୍ରେସ ପାର୍ଟି ପୌର ଓ ପଞ୍ଚାୟତ ନିର୍ବାଚନରେ ଭାଗ ନେବ । ଯୁବ ଶକ୍ତି ଆଗକୁ ଆସିବା ପାଇଁ ସମାବେଶ ସ୍ଥଳରୁ ଆହ୍ୱାନ ଦେଇଛନ୍ତି । ମୋକିମଙ୍କ ନୂଆ ଦଳ ଲୋକାର୍ପଣ ଉତ୍ସବରେ ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ ମଧ୍ୟ ଉପସ୍ଥିତ ଥିଲେ । ଶହ ଶହ ସମର୍ଥକଙ୍କ ଉପସ୍ଥିତିରେ ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହୋଇଛି ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’।
ଓଡ଼ିଶା କୈନ୍ଦ୍ରିକ ପାର୍ଟି ଗଢିବେ ମୋକିମ, ନାଁ ରହିବ 'ଓଡ଼ିଶା ଜନତା କଂଗ୍ରେସ' !
ଭୁବନେଶ୍ୱର: ନୂଆ ଦଳ ଗଢ଼ିବାକୁ ଯାଉଛନ୍ତି ମହମ୍ମଦ ମୋକିମ । ଏହାରି ମଧ୍ୟରେ ମହମ୍ମଦ ମୋକିମ୍‌ଙ୍କ ଦେଇଛନ୍ତି ବଡ଼ ସୂଚନା । ଓଡ଼ିଶା କୈନ୍ଦ୍ରିକ ପାର୍ଟି ଗଢିବେ ବୋଲି କହିଛନ୍ତି ମୋକିମ ଏବଂ ତାଙ୍କ ନୂଆ ଦଳର ନାଁ 'ଓଡ଼ିଶା ଜନତା କଂଗ୍ରେସ' କିମ୍ବା 'ଓଡ଼ିଶା ଲୋକ କଂଗ୍ରେସ' ରହିପାରେ । ସମର୍ଥକଙ୍କ ସହ ଆଲୋଚନା ପରେ ନାଁ ଫାଇନାଲ୍ ହେବ । ମାର୍ଚ୍ଚ ମାସ ଶେଷ ବେଳକୁ ଦଳର ଅନ୍ତିମ ରୂପରେଖ ପ୍ରସ୍ତୁତ ହୋଇ ସାରିଥିବ ବୋଲି କହିଛନ୍ତି ମୋକିମ ।
ମିଳିଥିବା ସୂଚନା ଅନୁସାରେ ଗତକାଲି ରାଜଧାନୀରେ ମୋକିମ ନିଜ ସମର୍ଥକଙ୍କୁ ନେଇ ଏକ ବୈଠକ କରିଥିଲେ । ଏଥିରେ ଦଳର ନାଁ ରେଜିଷ୍ଟ୍ରେସନ ନେଇ ମତାମତ ନିଆ ଯାଇଥିଲା । ଆସନ୍ତା ମାର୍ଚ୍ଚ ସୁଦ୍ଧା ଦଳ ଗଠନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବା ପରେ ବିଧିବଦ୍ଧ ଘୋଷଣା ହେବ ବୋଲି ଜଣାପଡ଼ିଛି ।
ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ: ମହମ୍ମଦ ମୋକିମ୍
ଭୁବନେଶ୍ୱର: ନୂଆ ଦଳ ଗଠନ ନେଇ ମହମ୍ମଦ ମୋକିମ୍ ଙ୍କ ବଡ଼ ସୂଚନା । ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ କହିଲେ ପୂର୍ବତନ ବିଧାୟକ ମୋକିମ। ନୂଆ ଦଳ ନେଇ ସମୀକରଣ ଚାଲିଛି, ପୂରା ରାଜ୍ୟରୁ ମତାମତ ନିଆଯାଉଛି। ମୋକିମ୍ ଆହୁରି ବି କହିଛନ୍ତି ଯେ, 'ଆସନ୍ତା ୧୨ ତାରିଖରେ ଯୁବ ସମାବେଶରେ ଉପକୂଳ ଓଡ଼ିଶାର ଅନେକ ଯୁବ ନେତା ଏକାଠି ହେବେ। ଓଡ଼ିଶାର ଭବିଷ୍ୟତ ନେଇ ଆଲୋଚନା କରିବୁ। ପରବର୍ତ୍ତୀ ସମୟରେ ମହିଳା ସମ୍ମିଳନୀ ହେବ, ଚାଷୀଙ୍କୁ ଭେଟିବୁ। ଏଜେଣ୍ଡା ଓ ଆମ କର୍ତ୍ତବ୍ୟ କ'ଣ ହେବା ଉଚିତ୍ ପ୍ରସ୍ତୁତ କରି ସାମ୍ନାକୁ ଆସିବୁ।'
ରାଜ୍ୟରେ ନୂଆ ଆଞ୍ଚଳିକ ଦଳ ଗଠନ ପାଇଁ ଅଣ୍ଟା ଭିଡୁଛନ୍ତି ବରିଷ୍ଠ ନେତା ମହମ୍ମଦ ମୋକିମ। ଏଥିପାଇଁ ସେ ଦଳର ଆଭିମୁଖ୍ୟ ମଧ୍ୟ ପ୍ରସ୍ତୁତ କରିସାରିଛନ୍ତି। ପୂର୍ବରୁ ମୋକିମ କହିଥିଲେ ଯେ, ଆଗାମୀ ଦିନରେ ଜାତୀୟ ଯୁବ ଦିବସରେ ନୂଆ ଦଳର ମୂଳଦୁଆ ପଡିବ । ମାର୍ଚ୍ଚ ଶେଷ ସପ୍ତାହରେ ଏହାର ସମ୍ପୂର୍ଣ୍ଣ ପ୍ରକ୍ରିୟା ଶେଷ ହୋଇ ନୂଆ ଦଳ ଘୋଷଣା ହେବ ।
ବିଜୟଙ୍କ ଘରେ ମହମ୍ମଦ ମୋକିମ୍‌, ନୂଆ ସମୀକରଣର ପୂର୍ବାଭାସ !
ଭୁବନେଶ୍ୱର: ଗତକାଲି କଂଗ୍ରେସରୁ ବହିଷ୍କୃତ ହେବା ପରେ ଗୁରୁବାର ପୂର୍ବତନ ବିଜେପି ନେତା ବିଜୟ ମହାପାତ୍ରଙ୍କୁ ଭେଟିଛନ୍ତି ପୂର୍ବତନ କଟକ ବିଧାୟକ ମହମ୍ମଦ ମୋକିମ୍‌। ଶ୍ରୀ ମହାପାତ୍ରଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ  ଉଭୟଙ୍କ ମଧ୍ୟରେ ଦୀର୍ଘ ସମୟ ଆଲୋଚନା ହୋଇଛି। ଯଦିଓ ଏହି ସାକ୍ଷାତକୁ ଉଭୟ ନେତା ସୌଜନ୍ୟମୂଳକ ବୋଲି କହିଛନ୍ତି, ମାତ୍ର ସାମ୍ପ୍ରତିକ ସମୟ ଓ ରାଜନୈତିକ ପାଣିପାଗକୁ ଦେଖିଲେ ଏହାକୁ କେବଳ ସାଧାରଣ ସାକ୍ଷାତ ବା ସୌଜନ୍ୟ ଆଲୋଚନା ରୂପେ କେହି ଗ୍ରହଣ କରିପାରୁ ନାହାନ୍ତି । ଗତ କିଛିଦିନ ହେଲା ରାଜ୍ୟରେ ଏକ ନୂଆ ରାଜନୈତିକ ଦଳ ଗଠନ ଆଲୋଚନା ଚାଲିଥିବା ସମୟରେ ଉଭୟଙ୍କ ସାକ୍ଷାତ ପରେ ଏହି ଚର୍ଚ୍ଚା ଦାନା ବାନ୍ଧିଛି।
ବିଜୟଙ୍କ ସହ ସାକ୍ଷାତ ପରେ ମହମ୍ମଦ ମୋକିମ କହିଛନ୍ତି, ବିଜୟ ମହାପାତ୍ର ମୋର ବଡ଼ ଭାଇ ସଦୃଶ। ସେ ନୂଆ ଲୋକ ନୁହେଁ କି ବାହାରୁ ଆସି ନାହାନ୍ତି। ଆମେ ବାରମ୍ବାର ଭେଟୁ। ସେଥିପାଇଁ ତାଙ୍କୁ ଭେଟିବାକୁ ଆସିଥିଲି । ଆମେ ବାର୍ତ୍ତାଳାପ କଲୁ। ଏଥିରେ କିଛି ନୂତନତ୍ୱ ନାହିଁ ବୋଲି ମୋକିମ୍‌ କହିଛନ୍ତି। ସେହିପରି ଏହି ସାକ୍ଷାତ ପରେ ବରିଷ୍ଠ ନେତା ବିଜୟ ମହାପାତ୍ର କହିଛନ୍ତି ଯେ ଆଗାମୀ ୨୦୨୬ ଏକ ଘଟଣା ବହୁଳ ବର୍ଷ ହେବ ବୋଲି ମୁଁ ପୂର୍ବରୁ କହିଛି। ତେବେ ମୋକିମ୍‌ ପୂର୍ବରୁ ବହୁଥର ଆସିଛନ୍ତି। ଆମ ଭିତରେ ଆଲୋଚନା ହୁଏ। ଏହି ସାକ୍ଷାତ ସମୟରେ କିଛି ରାଜନୈତିକ ଚର୍ଚ୍ଚା ହୋଇନି। କେବଳ ବ୍ୟକ୍ତିଗତ ଆଲୋଚନା ହୋଇଛି। ତେବେ ନୂଆ ଦଳ ପ୍ରସଙ୍ଗରେ ସେ ଉତ୍ତର ଦେଇ କହିଛନ୍ତି, ଯେ ନୂଆ ଦଳ ବିଷୟରେ ମୁଁ କିଛି ଜାଣିନାହିଁ୤ ହେଲେ ଏହି ବୈଠକ ସମୟରେ ବିଜେଡି କିପରି ଗଠନ ହୋଇଥିଲା ବୋଲି ଏଠାରେ ଆଲୋଚନା ହୋଇଛି ଓ ବର୍ତ୍ତମାନ ଓଡ଼ିଶା ରାଜନୀତିର ଚିତ୍ର ଅସ୍ପଷ୍ଟ ରହିଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି।
ଉଲ୍ଲେଖଯୋଗ୍ୟ ଯେ, ମହମ୍ମଦ ମୋକିମ କଂଗ୍ରେସରୁ ବରିଷ୍କୃତ ହେବା ପରେ ଏକ ନୂଆ ରାଜନୈତିକ ଦଳ ଗଠନ କରିବେ ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ଏହାସହିତ ବିଜୟ ମହାପାତ୍ର ମଧ୍ୟ ଅତୀତରେ ରାଜ୍ୟରେ ନୂଆ ଦଳ ଗଠନକୁ ନେଇ ଅସ୍ୱୀକାର କରି ନାହାନ୍ତି୤ ତେଣୁ ଉଭୟ ନେତାଙ୍କ ସାକ୍ଷାତ ପରେ ରାଜ୍ୟରେ ବିଭିନ୍ନ ଦଳରୁ ଯେଉଁ ନେତାମାନେ ଅସନ୍ତୁଷ୍ଟ ହୋଇ ରହିଛନ୍ତି, ସେମାନଙ୍କୁ ଏକାଠି କରି ଏକ ନୂଆ ରାଜନୈତିକ ସମୀକରଣ ସୃଷ୍ଟି କରିବା ନେଇ ଚେଷ୍ଟା ଆରମ୍ଭ ହୋଇଥିବା ଚର୍ଚ୍ଚା ହେଉଛି। ୨୦୨୬ରେ ଅନେକ ରାଜନୈତିକ ଘଟଣା ଘଟିବା ନେଇ ବିଜୟ ମହାପାତ୍ର ପୂର୍ବରୁ କହିଛନ୍ତି। ମହମ୍ମଦ ମୋକିମ ତାଙ୍କୁ ସାକ୍ଷାତ କରିବା ଏହି ଚର୍ଚ୍ଚାରେ ଆହୁରି ଖୋରାକ୍‌ ଯୋଗାଇଛି।
ମୋକିମ୍ ଓ ଭକ୍ତ କଳି ଦିଲ୍ଲୀରେ ହେବ ସମାଧାନ: ରାମଚନ୍ଦ୍ର କାଡାମ
ଭୁବନେଶ୍ବର: ଓଡ଼ିଶା କଂଗ୍ରେସ କଳୀ ଦିଲ୍ଲୀରେ ସମାଧାନ ହେବ। ଓଡ଼ିଶା ସଂଗଠନକୁ ଏଆଇସିସି ଫୋକସ କରିଛି। ନେତାଏ ଦିଲ୍ଲୀ ଯାଉଥିବାରୁ ସେଠାରେ ସଂଗଠନ ଉପରେ ଆଲୋଚନା କରାଯିବ । ଦଳରେ ଯେଉଁ ଅସନ୍ତୋଷ ରହିଛି ତାହା ଦୂର କରାଯିବ । ନେତାମାନେ କିପରି ଏକଜୁଟ ହୋଇ କାମ କରିବେ ତାହା ଉପରେ ଆଲୋଚନା ହେବ। ବହୁ ବର୍ଷ ପରେ ଓଡ଼ିଶା ଲୋକ କଂଗ୍ରେସ କୁ ଚାହିଁବା ଆରମ୍ଭ କରିଛନ୍ତି । ଲୋକଙ୍କ ଆଶିର୍ବାଦ ମଧ୍ୟ କଂଗ୍ରେସ ଉପରେ ରହିଛି ବୋଲି କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି।
ଖବର ଅନୁଯାୟୀ, ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବକୁ ନେଇ ପ୍ରଶ୍ନ ଉଠାଇଥିଲେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ । ଏନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ମୋକିମ । ମୋକିମ ଚିଠିରେ ଉଲ୍ଲେଖ କରିଥିଲେ ଯେ , ଓଡିଶାରେ କଂଗ୍ରେସ ନେତୃତ୍ୱ ଦୁର୍ବଳ ସ୍ଥିତିରେ ଅଛି। ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମୟରେ ଦଳ ସାଧାରଣ ନିର୍ବାଚନରେ ମାତ୍ର ୧୩ ପ୍ରତିଶତ ଭୋଟ ପାଇଥିଲା। ପରେ ୨୦୨୫ରେ ଭକ୍ତ ଦାସଙ୍କୁ ଦାୟିତ୍ବ ଦିଆଗଲା । ଏବେ ଦଳ ଆହୁରି ଦୁର୍ବଳ ହେବାରେ ଲାଗିଛି । ଭକ୍ତ ଦାସ କଂଗ୍ରେସର ସଭାପତି ରହିଲେ, ଦଳ ଓଡ଼ିଶାରେ ଉଧାଇ ପାରିବନି ବୋଲି ଚିଠିରେ ଉଲ୍ଲେଖ ଥିଲା। ପିସିସି ସଭାପତିଙ୍କ ପରିଚାଳନାଗତ ତୃଟି ପାଇଁ ନୂଆପଡ଼ାରେ କଂଗ୍ରେସ ହାରିଲା ବୋଲି ସେ ଅଭିଯୋଗ ଆଣିଥିଲେ।
ORHDS ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ଜାମିନ୍ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ। ଓଏଚଆରଡିସି ଦୁର୍ନୀତି ମାମଲାରେ ଜାମିନ ଦେଲେ ସୁପ୍ରିମକୋର୍ଟ । ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କଲେ କୋର୍ଟ। ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କଲେ କୋର୍ଟ । ହାଇକୋର୍ଟ ରାୟକୁ ଚାଲେଞ୍ଜ୍ କରି ସୁପ୍ରିମକୋର୍ଟ ଯାଇଥିଲେ ମୋକିମ । ମୋକିମଙ୍କୁ ୩ବର୍ଷ ଦଣ୍ଡାଦେଶ କରିଥିଲେ ଭିଜିଲାନ୍ସ କୋର୍ଟ ।
ଭିଜିଲାନ୍ସ ଦଣ୍ଡାଦେଶ ଉପରେ ହାଇକୋର୍ଟ ଯେଉଁ ରାୟ ଦେଇଥିଲେ ତାହାକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି । କିନ୍ତୁ ଏହା ଭିତରେ ତାଙ୍କୁ ଗିରଫ କରିବାକୁ ହେବାର ଯେଉଁ ଭୟ ଥିଲା ତାହା ଏବେ ଜାମିନ୍ ମଂଜୁର ପରେ ଦୂର ହୋଇଛି । ତେବେ ଜାମିନ ପରେ ବି ନିୟମ ଅନୁସାରେ ନିର୍ବାଚନ ଲଢିପାରିବେ ନାହିଁ ମୋକିମ୍ ।
ସୂଚନା ଅନୁାଯାୟୀ, ଗତ କିଛିଦିନ ତଳେ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ । ସେତେବେଳେ ନାମାଙ୍କନ ବେଳେ ସମ୍ପୂର୍ଣ୍ଣ ତଥ୍ୟ ଦେଇନଥିବା ଅଭିଯୋଗ ହୋଇଥିଲା । ପରେ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ । ଏଣୁ ହାଇକୋର୍ଟଙ୍କ ରାୟ ବିରୋଧରେ ସୁପ୍ରିମକୋର୍ଟରେ ହାଜର ହୋଇଥିଲେ ମହମ୍ମଦ ମୋକିମ । ୨୦୧୯ରେ ମୋକିମଙ୍କ ପ୍ରତିପକ୍ଷ ଥିବା ପୂର୍ବତନ ବିଜେଡି ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ଅଭିଯୋଗ ଉପରେ ଶୁଣାଣି କରି ଏହି ରାୟ ଶୁଣାଇଥିଲେ ଉଚ୍ଚ ଅଦାଲତ । କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ନିର୍ଦ୍ଧାରିତ ଫର୍ମ ଅନୁଯାୟୀ ମନୋନୟନ ପତ୍ର ଦାଖଲ କରିନଥିଲେ। ତାଙ୍କ ବିରୋଧରେ ଅପରାଧିକ ମାମଲା ଥିବା ସତ୍ତ୍ୱେ ସତ୍ୟପାଠରେ ଦର୍ଶାଇନଥିଲେ ମୋକିମ୍ । ଏହି ଅଭିଯୋଗ ଆଣି ନିର୍ବାଚନ ଫଳ ଘୋଷଣା ପରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଦେବାଶିଷ ସାମନ୍ତରାୟ । ଅଭିଯୋଗକୁ କୋର୍ଟ ଗ୍ରହଣ କରିବା ସହ ମାମଲାର ଶୁଣାଣି କରି ରାୟ ଶୁଣାଇଥିଲେ ହାଇକୋର୍ଟ । ନିର୍ବାଚନ ଅସିଦ୍ଧ ବୋଲି କହିବା ସହ ମୋକିମଙ୍କ ବିଧାୟକ ପଦକୁ ରଦ୍ଦ ଘୋଷଣା କରିଥିଲେ।
ମହମ୍ମଦ ମୋକିମଙ୍କୁ ଆଶ୍ବସ୍ତି, ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ
କଟକ: ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଆଜି ମିଳିଛି ଆଶ୍ୱସ୍ତି। ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ସୁପ୍ରିମକୋର୍ଟ।
ଖବର ଅନୁଯାୟୀ, ୨୦୧୯ ନିର୍ବାଚନ ସମୟରେ ମହମ୍ମଦ ମୋକିମଙ୍କ ନାମାଙ୍କନପତ୍ର ନିର୍ଦ୍ଧାରିତ ନିୟମ ଅନୁଯାୟୀ ଦାଖଲ ହୋଇନଥିଲା। ଜନ ପ୍ରତିନିଧି ଆଇନର ଧାରା ୩୩, କଣ୍ଡକ୍ଟ ଅଫ୍ ଇଲେକ୍ସନ ରୁଲ୍ସ, ୧୯୬୧ର ନିୟମ ୪ ଓ ଭାରତର ନିର୍ବାଚନ କମିସନଙ୍କ ନିର୍ଦ୍ଦେଶନାମା ଉଲ୍ଳଂଘନ କରି ରିଟର୍ଣ୍ଣିଂ ଅଫିସର ମହମ୍ମଦ  ମୋକିମଙ୍କ ନାମାଙ୍କନପତ୍ର ଗ୍ରହଣ କରିଥିଲେ। ଶ୍ରୀ ମୋକିମ ନାମାଙ୍କନପତ୍ରରେ ଆବଶ୍ୟକ ତଥ୍ୟ ଉଲ୍ଲେଖ କରି ନଥିଲେ। ଜନପ୍ରତିନିଧି ଆଇନର ଧାରା ୩୬ରେ ପ୍ରଦତ୍ତ କ୍ଷମତା ଅନୁସାରେ ଯାଞ୍ଚ ସମୟରେ ରିଟର୍ଣ୍ଣିଂ ଅଫିସର ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ଖାରଜ କରିବା ଉଚିତ ଥିଲା। ନାମାଙ୍କନ ବେଳେ ଶ୍ରୀ ମୋକିମ ଦାଖଲ କରିଥିବା ସତ୍ୟପାଠରେ ତାଙ୍କ ବିରୋଧରେ ଥିବା ୧୩ଟି ଅପରାଧିକ ମାମଲା ସଂକ୍ରାନ୍ତରେ ଉପଯୁକ୍ତ ତଥ୍ୟ ଓ ସଂପୂର୍ଣ୍ଣ ଘୋଷଣାନାମା ଦେଇ ନଥିଲେ। ଏଭଳି ସ୍ଥିତିରେ ୯୦-ବାରବାଟୀ-କଟକ ବିଧାନସଭା ଆସନରୁ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉଛି ବୋଲି ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଥିଲା।
ମୋକିମ ଓ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସରୁ ନିଲମ୍ବିତ ଘଟଣା: ବିଧାୟକ ସୁରେଶ ରାଉତରାୟ କହିଲେ ଉଭୟଙ୍କୁ ଫେରାଇ ଆଣିବାକୁ ପ୍ରୟାସ କରିବି
ଭୁବନେଶ୍ବର: ମୋକିମ ଓ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସର ଦୁଇ ଗୁରୁତ୍ୱପୂର୍ଣ୍ଣ ଲୋକ। ସେମାନେ ଦଳ ବିରୋଧୀ କାମ କରିଛନ୍ତି କି ନାହିଁ, ମୁଁ ଜାଣିନି।  AICC କିଛି ତଥ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ ନେଇଛି। ହେଲେ ମୁଁ ଦିଲ୍ଲୀ ଯାଇ ଖଡ଼ଗେ, ରାହୁଲ ଗାନ୍ଧୀ, ରାଜ୍ୟ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଚେଲାକୁମାରଙ୍କ ସହ ଆଲୋଚନା କରି ସମାଧାନ କରି ସେମାନଙ୍କୁ ଫେରାଇ ଆଣିବାକୁ ନିବେଦନ କରିବି। ଭୁଲ ସମସ୍ତଙ୍କ ଦ୍ୱାରା ହୁଏ। ସେମାନଙ୍କ ଦ୍ୱାରା ହୋଇଛି, ମୁଁ ବି ଭୁଲ କରେ। ତେବେ ସେମାନଙ୍କୁ ଦଳକୁ ଫେରାଇ ଆଣିବା କଥା। ୨୦୨୪ ନିର୍ବାଚନରେ ଏହାର କିଛିଟା ଫରକ ତ ପଡିବ। ହେଲେ କଂଗ୍ରେସ କାହା ପାଇଁ ଅପେକ୍ଷା କରିନି, ଏହା ୧୪୦ ବର୍ଷର ଦଳ। ସେମାନେ ଫେରି ଆସିଲେ ଭଲ ହୁଅନ୍ତା ବୋଲି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ କହିଛନ୍ତି।
ଖବର ଅନୁଯାୟୀ, ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଗତକାଲି ଏଆଇସିସି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଓ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ବାଳଙ୍କୁ ଦଳରୁ ନିଲମ୍ବିତ କରିଥିଲା। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ଏହି ଦୁଇ ନେତାଙ୍କୁ ସସପେଣ୍ଡ କରିଥିଲା AICC । ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟ ନେତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା । ତେବେ ଜାରି ହୋଇଥିବା କାରଣ ଦର୍ଶାଅ ନୋଟିସର ଉତ୍ତର ଏହି ଦୁଇ ନେତା ଏଆଇସିସିକୁ ଦେଇଥିଲେ । କିନ୍ତୁ ଏହି ଦୁଇ ନେତାଙ୍କ ଉତ୍ତରରେ ସନ୍ତୁଷ୍ଟ ନଥିଲା ଏଆଇସିସି । ତେଣୁ ଉଭୟ ନେତାଙ୍କୁ ଗତକାଲି ଏଆଇସିସି ଶୃଙ୍ଖଳା କମିଟି କଂଗ୍ରେସରୁ ସସପେଣ୍ଡ କରିଥିଲା।
ରାଜ୍ୟ କଂଗ୍ରେସରେ ନେତୃତ୍ୱ ନଥିବା ଯୋଗୁଁ ଦଳ ସୁପ୍ତ ଅବସ୍ଥାକୁ ଚାଲିଗଲାଣି- ମହମ୍ମଦ ମୋକିମ
ଭୁବନେଶ୍ବର: ପୁଣି କଂଗ୍ରେସ ନେତୃତ୍ବଙ୍କୁ ନେଇ ଆଜି ମୋକିମଙ୍କ ତେରେଛା ବାଣ ମାରିଛନ୍ତି। ଜାନକୀ ପଟ୍ଟନାୟକ, ବସନ୍ତ ବିଶ୍ୱାଳ , ହେମନନ୍ଦ ବିଶ୍ୱାଳଙ୍କ ପରେ କଂଗ୍ରେସରେ ଚେହେରା ନାହାଁନ୍ତି। ଏଭଳି ନେତୃତ୍ୱ ନ ଥିବା ଯୋଗୁଁ ଦଳ ସୁପ୍ତ ଅବସ୍ଥାକୁ ଆସିଗଲାଣି।  କଂଗ୍ରେସ ଲୋକଙ୍କ ପୁନଃ ଆସ୍ଥା ଭାଜନ ହେଲା ଭଳି ନେତା ନାହାଁନ୍ତି। ମୁଁ କଂଗ୍ରେସ ଦଳ ଭିତରେ ଅଛି। ବିଗତ ଦିନରେ ମୁଁ ସତ୍ୟ ପରିପ୍ରକାଶ କରିଛି ବୋଲି ଆଲୋଚନା ଉଠିଛି। ଆଶା କରିବି କଂଗ୍ରେସର ବରିଷ୍ଠ ନେତା ଜାଗ୍ରତ ହୁଅନ୍ତୁ।  ସମୟ କମ, ସମୟ ଚାଲି ଗଲେ କଂଗ୍ରେସ ଟ୍ରାକକୁ ଫେରିବା କଷ୍ଟ ହେବ କଂଗ୍ରେସକୁ ଟ୍ରାକକୁ ଫେରାଇବା ଭଳି ପ୍ରଚେଷ୍ଟା ଏପର୍ଯ୍ୟନ୍ତ ଦଳରେ ଆରମ୍ଭ ହୋଇନି। ବାସ୍ତବତାକୁ ଗ୍ରହଣ କରି ପରିଶ୍ରମ ନ କଲେ ସ୍ଥିତି ଆହୁରି ଖରାପ ହେବ। କଂଗ୍ରେସ ନେତା କଂଗ୍ରେସ ଭବନରେ ନ ରହି ଫିଲଡ ରେ ପରିଶ୍ରମ କରନ୍ତୁ ବୋଲି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଛନ୍ତି।
ସେପଟେ ମୋକିମଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ। କହିଲେ ସେ ଯାହା ଅନୁଭବ କରିଥିବେ ତାହା କହିଥିବେ। ପୂର୍ବରୁ ସଂଖ୍ୟା ହଉଥିଲା ବୋଲି କେହି କହୁ ନ ଥିଲେ। ଏବେ ଦଳର ସଂଖ୍ୟା ହେଉ ନ ଥିବାରୁ ସେ କହୁଛନ୍ତି। ଧିରେ ଚାଲୁଥିବା ଗାଡି ଯେ ଜୋର୍ ରେ ଚାଲିବନି ତା ନୁହେଁ। ହେଲେ ୨୦୨୪ରେ ସରକାର ଗଠନ କରିବା ଅସମ୍ଭବ ନୁହେଁ।
ଭୁବନେଶ୍ବର: ଦୁଇଟି ଉପନିର୍ବାଚନରେ ଶୋଚନୀୟ ପରାଜୟକୁ ନେଇ ଚାରିଆଡୁ ସମାଲୋଚନାର ଶିକାର ହେଉଛି କଂଗ୍ରେସ । ଜାତୀୟ ଦଳର ଏପରି ନୈରାଶ୍ୟ ଜନକ ପ୍ରଦର୍ଶନ କର୍ମୀ ଓ ସମର୍ଥକଙ୍କୁ ମର୍ମାହତ କରିଛି। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ବିସ୍ଫୋରକ ବୟାନ ଦେଇଛନ୍ତି।  ନୋଟା ସହ କଂଗ୍ରେସ ଭୋଟ ହାର ସମାନ ହେଲାଣି ବୋଲି ମୋକିମ କହିଛନ୍ତି। ଗୁରୁତର ସହ ଚିନ୍ତା କରିବାର ସମୟ ଆସିଛି।  ଦିଲ୍ଲୀରୁ ଦାୟିତ୍ୱ ଦିଆ ଯାଇଥିବା ଲୋକ କାହିଁକି ଏଠି କଂଗ୍ରେସକୁ ଜିତାଇବା ପାଇଁ ପ୍ରୟାସ କରୁନାହାନ୍ତି। ସୋ କଲଡ ସିନିୟର ଲିଡରଙ୍କ ଚେହେରା ଦେଖି ଲୋକ ଆଉ ଭୋଟ ଦେବାକୁ ଚାଁହୁ ନାହାଁନ୍ତି। ନୂଆ ପିଢ଼ିକୁ ସାମ୍ନାକୁ ଆଣିବାକୁ ପଡ଼ିବ। ନହେଲେ ଦଳ ଲୋପ ପାଇଯିବ। କଂଗ୍ରେସ ଦଳରେ ଥାଇ ବି ଆମକୁ ପରିଚୟ ଦେବାକୁ କଷ୍ଟ ଲାଗୁଛି।
ସେ ସୁର ଭାଇଙ୍କୁ ଧନ୍ୟବାଦ ଜଣାଇଛନ୍ତି।  ସେ ଯାହା କହିଛନ୍ତି ଯେ ନେତା ଯାଇ ସେଠି ଫିଲଡରେ କାମ କରିବା ପରିବର୍ତ୍ତେ ଆରାମ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଠାରୁ କଂଗ୍ରେସ ଶିଖୁ। ଧାମନଗର ପରାଜୟ ପରେ ମାଇକ୍ରୋ ମ୍ୟାନେଜମେଣ୍ଟ କରି ବିଜୟ ହାସଲ କଲା ବିଜେଡ଼ି। ରାଜ୍ଯର କଂଗ୍ରେସର ଆମୂଳ ଚୂଳ ପରିବର୍ତ୍ତନ ଦରକାର। ପ୍ରଧାନମନ୍ତ୍ରୀ ୫୪  କିମି ରାଲି କରୁଛନ୍ତି। ଆମର କିନ୍ତୁ ନାହିଁ। ଢଗ କହିଲା ଭଳି ୯ ରୁ ୯୦ କହିଲେ ହବନି। ଏଥିପାଇଁ କାମ କରିବାକୁ ପଡ଼ିବ। ଏଭଳି ଅବସ୍ଥା ଲାଗି ରହିଲେ ୟୁପି, ପଶ୍ଚିମବଙ୍ଗ ଭଳି ଓଡ଼ିଶାରେ କଂଗ୍ରେସ ଲୋପ ହୋଇଯିବ। ଦଳର ସେନାପତି ବିଶ୍ୱାସଘାତ କଲେ ଦଳ ଆଗକୁ କିପରି ଯିବ ? ଉପନିର୍ବାଚନ କଂଗ୍ରେସର କିଛି ଲୋକଙ୍କୁ ଖୁସି କରୁଛି ପକେଟ ଗରମ କରିବାର ସୁଯୋଗ ଆଣୁଛି। ଏଭଳି ହେଲେ ଆଗକୁ କଂଗ୍ରେସ ନୋଟା ସହ ଲଢେଇ କରିବ। ଦିଲ୍ଲୀରେ କଂଗ୍ରେସ ସଭାପତିଙ୍କ ପାଖରେ ମୋ କଥା ପହଞ୍ଚୁ। ଓଡ଼ିଶାରେ କଂଗ୍ରେସକୁ ସୁଦୃଢ କରିବା ପାଇଁ ରୋଡ ମ୍ୟାପ ତିଆରି ହେଉ।
ବିଧାୟକ ପଦ ରଦ୍ଦ ହେବା ଆଶଙ୍କାରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ମହମ୍ମଦ ମୋକିମ
କଟକ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଟକ ବାରବାଟୀ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି ମୋକିମ୍ । ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ ORHDC ଋଣ ଦୁର୍ନୀତି ମାମଲାରେ ୩ ବର୍ଷର ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଭିଜିଲାନ୍ସ କୋର୍ଟ । ହାଇକୋର୍ଟରେ ମୋକିମଙ୍କ ପାଇଁ ମାମଲା ଲଢ଼ିବେ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ।
ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ମୋକିମଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଥିବାରୁ ମହମ୍ମଦ ମୋକିମ୍‌ଙ୍କ ବିଧାୟକ ପଦ ରଦ୍ଦ ହେବାର ଆଶଙ୍କା ରହିଛି। ତେଣୁ ହାଇକୋର୍ଟରୁ ରହିତାଦେଶ ମିଳିଲେ ସଦସ୍ୟ ପଦ ବଜାୟ ରଖିପାରିବେ ବୋଲି ସୂଚନା ମିଳିଛି। ସୁପ୍ରିମକୋର୍ଟଙ୍କ ରାୟ ଆଧାରରେ ୩ ବର୍ଷରୁ ଅଧିକ ଜେଲ ଦଣ୍ଡରେ ଦଣ୍ଡିତ ହୋଇଥିବାରୁ ବିଧାୟକଙ୍କ ପଦ ରଦ୍ଦ ହୋଇଯାଇଥିବା କୁହାଯାଉଛି । କିନ୍ତୁ ହାଇକୋର୍ଟରେ ମାମଲାର ଶୁଣାଣି ପରେ ଆଗକୁ ଏହି ଘଟଣା ସମ୍ପର୍କିତ ସ୍ଥିତି ସ୍ପଷ୍ଟ ହୋଇଯିବ ।
ORHDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ
ଭୁବନେଶ୍ବର: ORHDC ଦୁର୍ନୀତି ମାମଲାରେ ଆଇଏଏସ୍ ବିନୋଦ କୁମାରଙ୍କୁ ପୁଣି ୩ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ORHDC-ମେଟ୍ରୋବିଲ୍‌ଡର ମାମଲାର ଆଜି ରାୟ ପ୍ରକାଶ ପାଇଛି। ORHDCର ପୂର୍ବତନ ଏମ୍‌ଡି ଥିଲେ ବିନୋଦ କୁମାର। ଏହି ମାମଲାରେ କମ୍ପାନୀ ସେକ୍ରେଟେରୀ ସ୍ୱସ୍ତି ମହାପାତ୍ରଙ୍କୁ ୩ ବର୍ଷ ଜେଲଦଣ୍ଡାଦେଶ ହୋଇଛି। ବିନୋଦ ଓ ସ୍ୱସ୍ତିଙ୍କୁ ୫୦ ହଜାର ଟଙ୍କାର ଜରିମାନା ଦେବାକୁ ପଡିବ। ଜରିମାନା ନ ଦେଲେ ଅଧିକ ୬ ମାସ ଜେଲରେ ରହିବାକୁ ପଡିବ। ଏହି ମାମଲାରେ ତତ୍‌କାଳୀନ ମେଟ୍ରୋ ବିଲ୍‌ଡରସର ନିର୍ଦ୍ଦେଶକ ଥିବା ମହମ୍ମଦ ମୋକିମଙ୍କ ସହ ପୀୟୂଷଧାରୀ ମହାନ୍ତିଙ୍କୁ ୩ ବର୍ଷ ଲେଖାଏ ଜେଲ ଦଣ୍ଡାଦେଶ ହୋଇଛି।
୨୦୦୦-୨୦୦୧ରେ ବିନୋଦ କୁମାର ORHDC ଏମ୍‌ଡି ଥିଲେ। ସ୍ୱସ୍ତି ମହାନ୍ତି ORHDCର କମ୍ପାନୀ ସେକ୍ରେଟାରୀ ଥିଲେ। ୨୦୦୦ ଜୁନ ୨୪ ତାରିଖରେ ମେଟ୍ରୋ ବିଲ୍‌ଡର ORHDCଠାରୁ ଦେଢ଼ କୋଟି ଟଙ୍କାର ଋଣ କରିଥିଲା। ନୟାପଲ୍ଲୀରେ ମେଟ୍ରୋସିଟି-୨ ପ୍ରୋଜେକ୍ଟରେ ୫୦ଟି ଫ୍ଲାଟ ନିର୍ମାଣ ପାଇଁ ଋଣ ଆବେଦନ କରାଯାଇଥିଲା। ସେହି ବର୍ଷ ଜୁଲାଇ-ଅଗଷ୍ଟ ମାସରେ ଋଣ ଦିଆଯାଇଥିଲା। କିନ୍ତୁ ପରେ ସେହି ଋଣ ପରିଶୋଧ କରିନଥିଲା ମେଟ୍ରୋ ବିଲ୍‌ଡରସ। ମେଟ୍ରୋ ବିଲ୍‌ଡରକୁ ଅହେତୁକ ଅନୁକମ୍ପା ପ୍ରଦର୍ଶନ କରାଯାଇଥିବା ଅଭିଯୋଗ ହୋଇଥିଲା। ଆଜି ସ୍ୱତନ୍ତ୍ର ଭିଜିଲାନ୍‌ସ କୋର୍ଟ ଏ ମାମଲାରେ ରାୟ ଶୁଣାଇଛନ୍ତି।