ED For 2nd Round - The Sakala

ପୁଣି ଆଜି ଇଡିରେ ହାଜର ହେବେ ସୋନିଆ ଗାନ୍ଧୀ
ମଙ୍ଗଳବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପୁଣି ଆଜି ଜେରା କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ( ଇଡି ) । ନ୍ୟାସନାଲ ହେରାଲ୍ଡ ମାମଲାରେ ତାଙ୍କୁ ଦ୍ବିତୀୟ ଥର ପାଇଁ ଜେରା କରାଯିବ । ସୋନିଆଙ୍କୁ ପୂର୍ବରୁ ଜୁଲାଇ ୨୫ରେ ହାଜର ହେବା ଲାଗି ଇଡି ସମନ କରିଥିଲା । କିନ୍ତୁ ପରେ ଏହାକୁ ୨୬ ତାରିଖକୁ ଘୁଞ୍ଚା ଯାଇଥିଲା । ଜୁଲାଇ ୨୧ରେ ୭୫ ବର୍ଷିୟ ସୋନିଆଙ୍କୁ ଇଡିର ତଦନ୍ତକାରୀ ଅଧିକାରୀ ମାନେ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଜେରା କରିଥିଲେ ।

ତେବେ ୭୫ ବର୍ଷୀୟା ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ପୂର୍ବଥର ଜେରା ବେଳେ ଆମ୍ବୁଲାନ୍ସ ବ୍ୟବସ୍ଥା କରାଯାଇଥିଲା। ଏହାବ୍ୟତୀତ ପ୍ରିୟଙ୍କା ଗାନ୍ଧୀଙ୍କୁ ମଧ୍ୟ ଇଡି କାର୍ଯ୍ୟାଳୟରେ ରହିବାକୁ ଅନୁମତି ଦିଆଯାଇଥିଲା। ଆବଶ୍ୟକସ୍ଥଳେ ସୋନିଆ ବିଶ୍ରାମ ନେବାକୁ ଚାହିଁଲେ ତାଙ୍କୁ ତୁରନ୍ତ ସେବା ଯୋଗାଇ ଦେବାକୁ ମଧ୍ୟ ବ୍ୟବସ୍ଥା କରାଯାଇଥିଲା। ସୂଚନାଯୋଗ୍ୟ ଯେ, ସୋନିଆ ନିକଟରେ କରୋନାରେ ସଂକ୍ରମିତ ହୋଇ ଚିକିତ୍ସିତ ହୋଇଥିଲା ବେଳେ କିଛି ଦିନ ପୂର୍ବରୁ ସୁସ୍ଥ ହୋଇଥିଲେ।

ସୂଚନାଯୋଗ୍ୟ, ନ୍ୟାସନାଲ ହେରାଲ୍ଡ ମାମଲାରେ କଥିତ ବିତ୍ତୀୟ ଅନିୟମିତତା ସଂପର୍କିତ ମାମଲାରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ସମେତ ଅନ୍ୟ କଂଗ୍ରେସ ନେତାଙ୍କ ବିରୋଧରେ ଇଡି ମନି ଲଣ୍ଡ୍ରିଂ ଆକ୍ଟ ଆଧାରରେ ମାମଲା ରୁଜୁ କରିଛି। ଏହି ମାମଲାରେ ପୂର୍ବରୁ ରାହୁଲ ଗାନ୍ଧୀଙ୍କୁ ଇଡି ଅନେକ ଦିନ ଧରି ପଚରା ଉଚୁରା କରି ସାରିଛି।