Commonwealth Games - The Sakala
ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଭାରତକୁ ଆଉ ଦୁଇ ପଦକ ମିଳିଛି। ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତୀୟ ଭାରୋତ୍ତୋଳନକାରୀଙ୍କ କମାଲ ପରେ ଏବେ ଚମକିଛନ୍ତି କୁସ୍ତି ଯୋଦ୍ଧା। ଆଜି ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ମିଳିଛି ସପ୍ତମ ସ୍ଵର୍ଣ୍ଣ। ତାରକା କୁସ୍ତି ଖେଳାଳି ବଜରଙ୍ଗ ପୁନିଆ ଭାରତକୁ ଏହି ସ୍ଵର୍ଣ୍ଣ ପଦକ ଜିତାଇଛନ୍ତି। ୬୫ କେଜି ବର୍ଗ କୁସ୍ତିରେ ବଜରଙ୍ଗ ଏହି ସଫଳତା ହାସଲ କରିଛନ୍ତି। ଏଥି ସହିତ ମହିଳା ୫୭ କେଜି ଫ୍ରିଷ୍ଟାଇଲ କୁସ୍ତିରେ ଭାରତର ଅଂଶୁ ମଲିକ ରୌପ୍ୟ ପଦକ ଜିତିଛନ୍ତି। ସେମି ଫାଇନାଲରେ ମାତ୍ର ୬୪ ସେକେଣ୍ଡରେ ମ୍ୟାଚ୍ ଶେଷ କରିଥିବା ଅଂଶୁ ଫାଇନାଲରେ ହାରି ଯାଇଛନ୍ତି। ସେ ଫାଇନାଲରେ ହାରିବାରୁ ରୌପ୍ୟରେ ସନ୍ତୁଷ୍ଟ ହୋଇଛନ୍ତି।
HATTRICK FOR BAJRANG AT CWG 🔥🔥🔥
Tokyo Olympics 🥉medalist, 3 time World C’ships medalist @BajrangPunia is on winning streak 🔥🔥 to bag his 3rd consecutive medal at #CommonwealthGames 🥇 🥇🥈
Utter dominance by Bajrang (M-65kg) to win 🥇 #Cheer4India #India4CWG2022
1/1 pic.twitter.com/MmWqoV6jMw
— SAI Media (@Media_SAI) August 5, 2022
ଭାରତର ତାରକା କୁସ୍ତି ଖେଳାଳି ବଜରଙ୍ଗ ପୁନିଆ ଫାଇନାଲରେ ସେ କାନାଡାର ଲଛଲନ ମ୍ୟାକଗିଲଙ୍କୁ ହରାଇ କ୍ରମାଗତ ଦ୍ଵିତୀୟ ରାଜ୍ୟଗୋଷ୍ଠୀ କ୍ରୀଡାରେ ସ୍ଵର୍ଣ୍ଣ ପଦକ ଜିତିଛନ୍ତି। ଟୋକିଓ ଅଲିମ୍ପିକର କାଂସ୍ୟ ପଦକ ବିଜେତା ବଜରଙ୍ଗ ଇଂଲଣ୍ଡର ଜର୍ଜ ରାମକୁ ୧୦-୦ରେ ହରାଇ ସହଜ ବିଜୟ ସହ ସେମି ଫାଇନାଲରେ ପ୍ରବେଶ କରିଥିଲେ। ଏହା ପୂର୍ବରୁ ଡିଫେଣ୍ଡିଂ ଚାମ୍ପିଅନ ବଜରଙ୍ଗ ପୁରୁଷ କୁସ୍ତିର ୬୫ କେଜି ବର୍ଗରେ ମରିସସର ଜିନ ଗୁଲିୟାନେ ଜୋରିସ ବାଣ୍ଡୋଉଙ୍କୁ ମାତ୍ର ଏକ ମିନିଟ୍‌ରେ ୬-୦ରେ ମାତ୍ ଦେଇ ସେମି ଫାଇନାଲରେ ପହଞ୍ଚିଥିଲେ। ତାଙ୍କୁ ସେମି ଫାଇନାଲରେ ପହଞ୍ଚିବା ପାଇଁ ଦୁଇ ମିନିଟ୍‌ରୁ କମ ସମୟ ଲାଗିଥିଲା। ସେ ଲିଗ୍ ପର୍ୟ୍ୟାୟରେ ନାଉରୁର ଲୋବେ ବିଙ୍ଘମଙ୍କୁ ତଳେ ପକାଇ ୪-୦ରେ ସହଜ ବିଜୟ ହାସଲ କରିଥିଲେ। ବଜରଙ୍ଗ ଗୋଟିଏ ମିନିଟ୍‌ରେ ନିଜର ପ୍ରତିଦ୍ଵନ୍ଦ୍ଵୀଙ୍କ ଚାଲ୍‌କୁ ବୁଝି ନେଇଥିଲେ। ଅଚାନକ ବିଙ୍ଘମକୁ ତଳେ ପକାଇ ମୁକାବିଲା ଶେଷ କରିଥିଲେ।
🥈 FOR BIRTHDAY GIRL 🥳🥳
World C’ships Silver Medalist @OLyAnshu (W-57kg) 🤼‍♀️ displayed sheer dominance on the mat to win a 🥈 on her debut at #CommonwealthGames
Making her way to the FINAL with back to back technical superiority wins, Anshu has left wrestling fans in awe 🤩🤩 pic.twitter.com/EISsZixCyD
— SAI Media (@Media_SAI) August 5, 2022
ମହିଳା ୫୭ କେଜି ଫ୍ରିଷ୍ଟାଇଲ କୁସ୍ତିରେ ଭାରତର ଅଂଶୁ ମଲିକ ରୌପ୍ୟ ପଦକ ଜିତିଛନ୍ତି। ସେମି ଫାଇନାଲରେ ମାତ୍ର ୬୪ ସେକେଣ୍ଡରେ ମ୍ୟାଚ୍ ଶେଷ କରିଥିବା ଅଂଶୁ ଫାଇନାଲରେ ହାରି ଯାଇଛନ୍ତି।ଫାଇନାଲରେ ଅଂଶଙ୍କୁ ମୁକାବିଲା ଡିଫେଣ୍ଡିଂ ଚାମ୍ପିୟନ ନାଇଜେରିଆର ଓଡୁନୋୟା ଫୋଲାସାଡେଙ୍କ ସହ ହୋଇଥିଲା। ଆରମ୍ଭରୁ ହିଁ ଓଡୁନୋୟା ୪ ପଏଣ୍ଟ ନେଇ ଅଂଶଙ୍କୁ ବ୍ୟାକଫୁଟକୁ ଠେଲି ଦେଇଥିଲେ। ଏହାପରେ ଅଂଶୁ ଆଟାକିଂ ଖେଳିଥିଲେ। ହେଲେ ସେ ତ୍ରୁଟି କରିବାରୁ ଓଡୁନୋୟାଙ୍କୁ ଆଉ ୨ ପଏଣ୍ଟ ମିଳିଥିଲା। ଶେଷ ମିନିଟରେ ଅଂଶୁ ୪ ପଏଣ୍ଟ ହାସଲ କରିଥିଲେ ମଧ୍ୟ ମ୍ୟାଚ୍‌ ଜିତିବାକୁ ଏହା ସକ୍ଷମ ହୋଇଥିଲା। ଶେଷରେ ଅଂଶୁ ସ୍ୱର୍ଣ୍ଣ ପଦକ ମ୍ୟାଚ୍‌କୁ ୪-୬ରେ ହାରି ଯାଇଛନ୍ତି। ଓଡୁନୋୟଙ୍କ ଏହା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ କ୍ରମାଗତ ତୃତୀୟ ସ୍ୱର୍ଣ୍ଣ। ସେ ୨୦୧୪ ଓ ୨୦୧୮ରେ ସ୍ୱର୍ଣ୍ଣ ଜିତିଥିଲେ।
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଦୁଇ ପଦକ : ଟେବୁଲ ଟେନିସରେ ସ୍ୱର୍ଣ୍ଣ, ଭାରତ୍ତୋଳନରେ ବିକାଶ ଠାକୁରଙ୍କୁ ରୌପ୍ୟ
ବର୍ମିଂହାମ : ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଭାରତକୁ ଆଉ ଦୁଇ ପଦକ। ପୁରୁଷ ଟେବୁଲ ଟେନିସ ଟିମ୍‌ ସିଙ୍ଗାପୁରକୁ ହରାଇ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ୯୬ କିଲୋ ଭାରତ୍ତୋଳନରେ ବିକାଶ ଠାକୁରଙ୍କୁ ରୌପ୍ୟ ପଦକ ମିଳିଛି । ଏହା ସହ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପଦକ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଏଥିରେ ୫ ସ୍ୱର୍ଣ୍ଣ, ୪ ଟି ରୌପ୍ୟ ଓ ୩ ବ୍ରୋଞ୍ଜ ପଦକ ରହିଛି।
ଭାରତୀୟ ପୁରୁଷ ଦଳ ଟେବୁଲ୍ ଟେନିସରେ ଚମତ୍କାର ପ୍ରଦର୍ଶନ କରି ସ୍ଵର୍ଣ୍ଣ ପଦକ ହାସଲ କରିଛି। ଫାଇନାଲ୍ ମୁକାବିଲାରେ ଭାରତ ସିଙ୍ଗାପୁରକୁ ୩-୧ରେ ହରାଇ ଏହି ସଫଳତା ପାଇଛି। ଭାରତପକ୍ଷରୁ ହରମୀତ ଦେଶାଇ ଏବଂ ଜି ସାଥିୟାନ ଡବଲ୍ସ ମ୍ୟାଚ୍ ଜିତି ଭାରତକୁ ଦମଦାର ଆରମ୍ଭ ଦେଇଛନ୍ତି। ଦୁଇ ଖେଳାଳି ନିଜ ନିଜ ମୁକାବିଲା ଜିତି ଭାରତକୁ ସ୍ଵର୍ଣ୍ଣ ପଦକ ଜିତାଇଛନ୍ତି।
3⃣rd GOLD FOR MEN'S TEAM 🏓🏓 at #CommonwealthGames 🔥🔥🔥#TeamIndia🇮🇳 defeat Team Singapore 🇸🇬 3️⃣-1️⃣ in the FINAL, defending their 2018 CWG 🥇
Bringing home 1️⃣1️⃣th Medal for India at @birminghamcg22
Superb Champions!!#Cheer4India#India4CWG2022
1/1 pic.twitter.com/MgIcBmMl2o
— SAI Media (@Media_SAI) August 2, 2022
ଆଜିର ସ୍ୱର୍ଣ୍ଣ ଲଢ଼େଇର ପ୍ରଥମ ଟାଇରେ ହରମିତ ଦେଶାଇ ଓ ସାଥିୟାନ ଗଣଶେଖରନଙ୍କ ଯୋଡ଼ି ୩-୦ରେ ସିଙ୍ଗାପୁରର ୟୋଙ୍ଗ ଇଜାକ କ୍ୟୁ ଓ ୱା ପାଙ୍ଗଙ୍କୁ ହରାଇଥିଲେ। ତେବେ ଦ୍ୱିତୀୟ ଟାଇରେ ଅଭିଜ୍ଞ ଶରତ କମଲ ୩-୧ ସେଟରେ ହାରି ଯାଇଥିଲେ। ଫଳରେ ସ୍ଥିତି ୧-୧ରେ ବରାବର ହୋଇ ଯାଇଥିଲେ।ଏହାପରେ ସାଥିୟାନ ନିଜର ଏକକ ବର୍ଗରେ ଦମଦାର ପ୍ରଦର୍ଶନ କରି ୩-୧ରେ ଟାଇକୁ ଜିତି ପୁଣି ଭାରତକୁ ଆଗୁଆ କରି ଦେଇଥିଲେ। ୪ର୍ଥ ଟାଇରେ ଦେଶାଇଙ୍କ ମୁକାବିଲା ଶରତ କମଲଙ୍କୁ ହରାଇଥିବା ଝେ ଚେୱିଙ୍କ ସହ ହୋଇଥିଲା। କିନ୍ତୁ ଦେଶାଇ ନିଜର ଜଲୱା ଦେଖାଇ ତାଙ୍କୁ ୩-୦ରେ ପରାସ୍ତ କରି ଦେଇଥିଲେ। ଏଥିସହ ଆଉ ଗୋଟିଏ ଟାଇ ପୂର୍ବରୁ ହିଁ ଭାରତୀୟ ଟିମ୍‌ ସ୍ୱର୍ଣ୍ଣ ପଦକୁ କବଜା କରି ନେଇଥିଲା।
1️⃣2️⃣th 🏅 FOR INDIA 🇮🇳 🥳@thakur671 wins his 3rd Consecutive medal 🥈🥉🥈 at #CommonwealthGames 🔥 🔥
Vikas clinched 🥈 in Men's 96kg Final with a total lift of 346Kg 🏋‍♂️ at #B2022
Snatch- 155kg
C&J- 191kg
With this #TeamIndia🇮🇳 wins its 8️⃣th Medal in 🏋‍♀️ 💪#Cheer4India pic.twitter.com/eSuHjBRoPF
— SAI Media (@Media_SAI) August 2, 2022
ସେହିପରି ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ଭାରତ୍ତୋଳନେର ଆଉ ଗୋଟିଏ ସଫଳତା ପାଇଛି । ୯୬ କିଲୋ ଭାରତ୍ତୋଳନରେ ବିକାଶ ଠାକୁରଙ୍କୁ ରୌପ୍ୟ ପଦକ ମିଳିଛି । ୩୪୬ କେଜି ଭାର ଉଠାଇ ସେ ଦେଶ ପାଇଁ ପଦକ ହାସଲ କରିଛନ୍ତି । ସ୍ନାଚରେ ସେ ୧୫୫ କିଲୋ ଭାର ଉଠାଇଥିବା ବେଳେ କ୍ଲିନ ଆଣ୍ଡ ଜର୍କରେ ୧୯୧ କେଜି ଭାର ଉଠାଇଥିଲେ ।
ପ୍ରଶଂସକଙ୍କ ପାଇଁ ଦୁଃଖଦ ଖବର: ଅସୁସ୍ଥତା କାରଣରୁ କମନ୍‌ୱେଲ୍‌ଥ ଗେମ୍ସରେ ଭାଗ ନେବେ ନାହିଁ ନୀରଜ
ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ର ଆମେରିକାର ଓରଗନ୍‌ ଚାଲିଥିବା ବିଶ୍ବ ଦୌଡ଼କୁଦ ଚାମ୍ପିୟନସିପରେ ଆୟୋଜିତ ପୁରୁଷ ଜାଭଲିନ୍ ଥ୍ରୋ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିଣି ଭାରତୀୟ ଖେଳାଳି ନୀରଜ ଚୋପ୍ରା ଇତିହାସ ସୃଷ୍ଟି କରିଥିଲେ। ଏବେ ତାଙ୍କ ପ୍ରଶଂସକଙ୍କ ପାଇଁ ଏକ ଦୁଃଖଦ ଖବର ଆସି ପହଞ୍ଚିଛି। ତାଙ୍କର ଶାରୀରିକ ଅସୁସ୍ଥତା ହେତୁ ସେ ଆଗାମୀ ୨୮ ତାରିଖରେ ହେବାକୁ ଥିବା ୨୦୨୨ କମନ୍‌ୱେଲ୍‌ଥ ଗେମ୍ସରେ ଖେଳିପାରିବେ ନାହିଁ ବୋଲି ଜଣାପଡ଼ିଛି.
ଭାରତୀୟ ଅଲମ୍ପିକ୍‌ ଆସୋସିଏସନ୍‌ର ସାଧାରଣ ସଂପାଦକ ରାଜୀବ ମେହେତା ଗଣମାଧ୍ୟମରେ ସୂଚନା ଦେଇ କହିଛନ୍ତି ଯେ, ନୀରଜ ସମ୍ପୂର୍ଣ୍ଣ ସୁସ୍ଥ ନ ଥିବାରୁ ସେ କମନ୍‌ୱେଲ୍‌ଥ ଗେମ୍ସରେ ଖେଳିବ‌େ ନାହିଁ। ତାଙ୍କୁ ୨୦ ଦିନ ବିଶ୍ରାମ ନେବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି। ସେ ବିଶ୍ବ ଆଥଲେଟିକ୍ ଚାମ୍ପିୟନସିପରେଆହତ ହୋଇଥିଲେ।
ସୂଚନାଯୋଗ୍ୟ, ‘ୱାଲ୍‌ର୍ଡ ଆଥଲେଟିକସ ଚାମ୍ପିୟନସିପ’ ପଦକ ଜିଣିବାରେ ନୀରଜ ହେଉଛନ୍ତି ଦ୍ବିତୀୟ ଖେଳାଳି। ୨୦୦୩ରେ ଏହି ବିଶ୍ବ ଦୌଡ଼କୁଦ ପ୍ରତିଯୋଗିତାରେ ଲଙ୍ଗ୍‌ ଜମ୍ପ୍‌ରେ ଭାରତୀୟ ଖେଳାଳି ଅଞ୍ଜୁବବି ଜର୍ଜ କାଂସ୍ୟ ପଦକ ହାସଲ କରିଥିଲେ।