OJEE 2022 Results - The Sakala

ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଧନ୍ଦାମୂଳକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଓଜେଇଇ(ଓଡ଼ିଶା ଯୁଗ୍ମ ପ୍ରବେଶିକା) ଫଳ ଆଜି ପ୍ରକାଶ ପାଇବ। ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରିତି ରଞ୍ଜନ ଘଡ଼େଇ ପୂର୍ବାହ୍ନ ୧୧ଟା ୩୦ରେ ରେଜଲ୍ଟ ପ୍ରକାଶ କରିବାକୁ ଥିବାବେଳେ ପରୀକ୍ଷା ଫଳ ଏହି ସମୟରେ ଓଜେଇଇ ୱେବ ସାଇଟରେ ମଧ୍ୟ ପ୍ରକାଶ ପାଇବ। ଛାତ୍ରଛାତ୍ରୀ ସେମାନଙ୍କ ପଞ୍ଜୀକରଣ ଆଇଡି ଓ ପାସୱାର୍ଡ଼ ମାଧ୍ୟମରେ ରେଜଲ୍ଟ ପାଇ ପାରିବେ। ତେବେ ଚଳିତ ବର୍ଷ ରାଜ୍ୟର ୬୧ଟି ଓ ରାଜ୍ୟ ବାହାରେ ୪ଟି ପରୀକ୍ଷାକେନ୍ଦ୍ରରେ ୫୭ ହଜାରରରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ପ୍ରବେଶିକା ଜୁଲାଇ ୪ରୁ ୮ ତାରିଖରେ ଅନୁଷ୍ଠିତ ହୋଇଥିଲା। ଛାତ୍ରଛାତ୍ରୀ www.ojee.nic.in ମାଧ୍ୟମରେ ପାଇ ପାରିବେ ବୋଲି ଓଜେଇଇ ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତାକାଲି ଦିନ ସାଢ଼େ ୧୧ଟା’ରେ ପ୍ରକାଶ ପାଇବ ଓଜେଇଇ ୨୦୨୨ ରେଜଲ୍ଟ
ଭୁବନେଶ୍ବର : ଆସନ୍ତାକାଲି (ବୁଧବାର) ପ୍ରକାଶ ପାଇବ ଓଜେଇଇ(ଓଡ଼ିଶା ଯୁଗ୍ମ ପ୍ରବେଶିକା) ପରୀକ୍ଷା ରେଜଲ୍ଟ। ଆସନ୍ତାକାଲି ୧୧:୩୦ ରେ ପ୍ରକାଶ ପାଇବ ଫଳାଫଳ । ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ ଆସନ୍ତାକାଲି ଫଳାଫଳ ଘୋଷଣା କରିବେ । ଫଳାଫଳ ଘୋଷଣା ପରେ ପରୀକ୍ଷାର୍ଥୀ ଓଜେଇଇ ର ଅଫିସିଆଲ ୱେବସାଇଟରେ ନିଜର ରେଜଲ୍ଟ ଦେଖିପାରିବେ। ଓଜେଇଇ ଦେଇଥିବା ଛାତ୍ରଛାତ୍ରୀମାନେ ojee.nic.in ରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ।

ସୂଚନାଯୋଗ୍ୟ, ଜୁଲାଇ ୪ ତାରଖରୁ ୮ ତାରିଖ ପର୍ଯ୍ୟନ୍ତ ଓଜେଇଇ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଲାଟେରାଲ ଏଣ୍ଟ୍ରିରୁ ବିଟେକ୍ ପାଇଁ ୨୦ହଜାର ୧୬୮ ଜଣ ଛାତ୍ର ଆବେଦନ କରିଥିବାବେଳେ ବି ଫାର୍ମା ପାଇଁ ୧୨ହଜାର ୨୨୯ ଜଣ ପରୀକ୍ଷାର୍ଥୀ ଆବେଦନ କରିଥିଲେ । ସେହିପରି ଏମବିଏ ପାଇଁ ୧୦ ହଜାର ବିଦ୍ୟାର୍ଥୀ ଆବେଦନ କରିଥିଲେ । ରାଜ୍ୟର ୬୧ଟି ଓ ରାଜ୍ୟ ବାହାରେ ୪ଟି ପରୀକ୍ଷାକେନ୍ଦ୍ରରେ ପରୀକ୍ଷା ହୋଇଥିଲା। ଓଜେଇଇ ପାଇଁ ରାଜ୍ୟର ୬୫ ହଜାର ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫୭ ହଜାର ୯୧୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବା ଲାଗି ଯୋଗ୍ୟ ବିବେଚିତ ହୋଇଥିଲେ।