corona india - The Sakala
ଅଯଥା ଭ୍ରମଣ କରନ୍ତୁ ନାହିଁ, ପର୍ଯ୍ୟଟକଙ୍କ ଭିଡ ସଂକ୍ରମଣ ବ୍ୟାପିବାରେ ସହାୟକ ହେବ- ଆଇସିଏମ୍ଆର୍
ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ସକ୍ରିୟ ରୋଗୀସଂଖ୍ୟା ୨୦୨୦ ମାର୍ଚ୍ଚ ପରଠାରୁ ସବୁଠାରୁ କମ୍ ରହିଛି । ମହାମାରୀ ପ୍ରଭାବ ହ୍ରାସ ପାଉଥିବ ଦେଖ୍ ଲୋକେ କଟକଣା ପାଳନ କରିବାରେ ଅବହେଳା କରୁଛନ୍ତି। ଏହାକୁ ନେଇ ବିଶେଷଜ୍ଞମାନେ ଚିନ୍ତା ପ୍ରକଟ ଫେବୃଆରୀ ଓ ମାର୍ଚ୍ଚରେ ଶୀର୍ଷ କରିଛନ୍ତି। ଏବେ ଇଣ୍ଡିଆନ ଛୁଇଁପାରେ ସଂକ୍ରମଣ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ତୃତୀୟ ଲହରକୁ ନେଇ ଚେତାବନୀ ଜାରି କରିଛି। ଆଇସିଏମଆର ଏବଂ ଲଣ୍ଡନ ଇମ୍ପେରିଆଲ କଲେଜ ମିଳିତ ଭାବେ ଏକ ଅଧ୍ୟୟନ କରିଛନ୍ତି। ଏହା ଅନୁଯାୟୀ ଅଯଥା ଯାତ୍ରା କରିବା ଦ୍ବାରା ଭାରତରେ ତୃତୀୟ ଲହରର ସ୍ଥିତି ଅଧିକ ଖରାପ ହୋଇପାରେ। ଆସନ୍ତା ବର୍ଷ ଫେବୃଆରୀ ଏବଂ ମାର୍ଜ ମଧ୍ୟରେ ସଂକ୍ରମଣ ଶୀର୍ଷ ଛୁଇଁପାରେ । ଦେଢ ବର୍ଷ ହେଲା ଘରେ ବନ୍ଦୀ ହୋଇ ରହିଥିବା ଲୋକେ ଏବେ ଯାତ୍ରା କରିବା ପାଇଁ ବାହାରିଛନ୍ତି। ସେମାନେ ଅଯଥା ଯାତ୍ରାରୁ ନିବୃତ ରହିବା ଦରକାର। ପର୍ଯ୍ୟଟକଙ୍କ ଭିଡ ସଂକ୍ରମଣ ବ୍ୟାପିବାରେ ସହାୟକ ହେବ। ପର୍ଯ୍ୟଟକଙ୍କ ବ୍ୟତୀତ ସ୍ଥାନୀୟ ଅଧ୍ୟାବାସୀ ଏବଂ କର୍ତ୍ତୃପକ୍ଷ ଏହା ବୁଝିବା ଦରକାର। ଲୋକେ କରୋନା କଟକଣା ପାଳନ କରିବା ଉଚିତ । ଏଥିରେ ଅବହେଳା କଲେ ପୁଣି ଲକଡାଉନ ଲାଗିପାରେ।
ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୮୨ ହଜାର ୩୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ୩, ୭୮୦ ମୃତ
ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ୟୁ ସଂଖ୍ୟା ମଧ୍ୟ ଚିନ୍ତା ବଢ଼ାଇଛି। ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଆଉ ୩ ଲକ୍ଷ ୮୨ ହଜାର ୩୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩, ୭୮୦ ଆକ୍ରାନ୍ତଙ୍କ  ମୃତ୍ୟୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୨୬ ହଜାର ୧୮୮ରେ ପହଞ୍ଚିଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୨ କୋଟି ୬ ଲକ୍ଷ ୬୫ ହଜାର ୧୪୮କୁ ବୃଦ୍ଧି ଘଟିଛି। ସେହିପରି ଦେଶରେ ମୋଟ ୧ କୋଟି ୬୯ ଲକ୍ଷ ୫୧ ହଜାର ୭୩୧ ଜଣ ସୁସ୍ଥ ହୋଇସାରିଲେଣି। ୩୪ ଲକ୍ଷ ୮୭ ହଜାର ୨୨୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ନୂଆଦିଲ୍ଲୀ: ଦେଶରେ କରୋନା ମାମଲା ବୃଦ୍ଧି ପାଉଛି। କରୋନାକୁ ହରାଇବା ପାଇଁ ଯୁଦ୍ଧ ମଧ୍ଯ ଆରମ୍ଭ ହୋଇଯାଇଛି। ଏହି ମଧ୍ଯରେ ବିଭିନ୍ନ ଦେଶ ଭାରତକୁ ସହଯୋଗର ହାତ ବଢ଼ାଇଛନ୍ତି। ବିଶ୍ୱର ସର୍ବୋଚ୍ଚ ସୋୖଧ ଭାବରେ ପରିଗଣିତ ଦୁବାଇର ବୁର୍ଜ ଖଲିଫା ରବିବାର ରାତିରେ ଭାରତର ଜାତୀୟ ପତାକାରେ ଆଲୋକିତ କରିଛି। ଏହା ସହ  ‘ଭାରତ ମଜଭୁତ ରୁହ’ (ଷ୍ଟେ ଷ୍ଟ୍ରଙ୍ଗ ଇଣ୍ଡିଆ) ବୋଲି ସେଠାରେ ଆଲୋକରେ ଲେଖାଯାଇଥିଲା। ଏହା ସହ ଆବୁ ଧାବିର ନ୍ୟାଶନାଲ ଅଏଲ କମ୍ପାନୀର ମୁଖ୍ୟାଳୟରେ ମଧ୍ୟ ଭାରତୀୟ ପତକା ପ୍ରଦର୍ଶନ କରି ଭାରତ ସାହସ ରଖର ବାର୍ତ୍ତା ଦିଆଯାଇଛି।ଏଭଳି ଜଟିଳ ସମୟରେ ୟୁଏଇର ଦୃଢ ସମର୍ଥନ ପାଇଁ ଭାରତ ୟୁଏଇକୁ ସାଧୁବାଦ ଜଣାଇଛି।
#WATCH | United Arab Emirates: Burj Khalifa lights up with tricolour, to show support to India, amid the prevailing COVID19 situation in the country
(Video source: Embassy of India, Abu Dhabi, UAE) pic.twitter.com/Btk2eLhAzy
— ANI (@ANI) April 25, 2021
ସୂଚନା ଅନୁଯାୟୀ, ଭାରତରେ ଅକ୍ସିଜେନ ଅଭାବକୁ ଦୃଷ୍ଟିରେ ରଖି ସାଉଦି ଆରବରୁ ୮୦ ମେଟ୍ରିକ୍ ଟନ୍ ଅମ୍ଳଜାନ ଗ୍ୟାସ ଅଣାଯାଉଛି ।
ଦେଶରେ ୩ ହଜାର ମୁହାଁ ଦୈନିକ କରୋନା ମୃତ୍ଯୁ ସଂଖ୍ଯା, ୨୪ ଘଣ୍ଟାରେ ୨, ୮୧୨ ଆକ୍ରାନ୍ତଙ୍କ ମୃତ୍ଯୁ
ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ଯା ୩ ଲକ୍ଷ ଟପିଲାଣି। ଗତ ୨୪ ଘଣ୍ଟାରେ ଆଉ ୩ ଲକ୍ଷ ୫୨ ହଜାର ୯୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨,୮୧୨ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୯୫ ହଜାର ୧୨୩ରେ ପହଞ୍ଚିଛି। ସେହିପରି ଦେଶରେ ମୋଟ  ୧ କୋଟି ୪୩ ଲକ୍ଷ ୪  ହଜାର ୩୮୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୮ ଲକ୍ଷ ୧୩ ହଜାର ୬୫୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
କରୋନା ଯନ୍ତ୍ରଣା: ବେଡ୍ ନାହିଁ, ଫେରାଇଦେଉଛନ୍ତି ହସ୍ପିଟାଲ
ଅହମଦାବାଦ: ଗୁଜରାଟରେ କରୋନା ପ୍ରତ୍ୟେକ ଦିନ ନୂଆ ନୂଆ ରେକର୍ଡ ସୃଷ୍ଟି କରୁଛି। ସୋମବାର ୧୧୪୦୩ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୧୭ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। କରୋନା ମାମଲା ଅହେତୁକ ବୃଦ୍ଧି ପାଇଥିବାରୁ ହସ୍ପିଟାଲରେ ବେଡ ଅଭାବ ଦେଖାଦେଇଛି। ରୋଗୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଉନାହିଁ। ଅହମଦାବାଦର ହସ୍ପିଟାଲ ବାହାରେ ରୋଗୀଙ୍କ ଲମ୍ବା ଲାଇନ ଲାଗିଛି। ଘଣ୍ଟା ଘଣ୍ଟା ଅପେକ୍ଷା କରିବା ପରେ ଆମ୍ବୁଲାନ୍ସରେ ରୋଗୀଙ୍କ ଜୀବନ ଯାଉଛି। ତେବେ ସହରର କୋଭିଡ ହସ୍ପିଟାଲ ଗୁଡିକରେ ୧୪ ପ୍ରତିଶତ ବେଡ ଖାଲିଅଛି ବୋଲି ସରକାର ଦାବି କରୁଛନ୍ତି। କିନ୍ତୁ ସ୍ଥିତି ଆଉ କିଛି ଜଣାଇ ଦେଉଛି। ସୂଚନା ଅନୁଯାୟୀ ବିଶ୍ରମାପୁରର ଶୁକ୍ଳା ପରିବାର ୧୨୦୦ ବେଡ ବିଶିଷ୍ଟ କୋଭିଡ ସିଭିଲ ହସ୍ପିଟାଲ ବାହାରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଅପେକ୍ଷା କରିଥିଲେ। ସେ ନିଜ ୩୫ ବର୍ଷୀୟ ପୁଅ ସହ କାରରେ ପହଞ୍ଚିଥିଲେ। ହସ୍ପିଟାଲରେ ତାଙ୍କୁ ବେଡ ମିଳିନଥିଲା। ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ କାର ଭିତରେ ତାଙ୍କୁ ଅମ୍ଳଜାନ ଦିଆଯାଇଥିଲା। ଏପରି ଅନେକ ରୋଗୀ ବେଡ ପାଇଁ ହସ୍ପିଟାଲ ବାହାରେ ଅପେକ୍ଷା କରି ରହିଛନ୍ତି।
ଦେଶରେ ୩ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୨ ଲକ୍ଷ ୭୩ ହଜାର ୮୧୦ ନୂଆ କରୋନା ଆକ୍ରାନ୍ତ, ୧୬୧୯ ମୃତ
ନୂଆଦିଲ୍ଲୀ: ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଦେଶରେ ୩ ଲକ୍ଷ ମୁହାଁ ହେଲଣି ସଂକ୍ରମିତଙ୍କ ସଂଖ୍ଯା। ଭାରତରେ ୨୪ ଘଣ୍ଟାରେ ଆଉ ୨ ଲକ୍ଷ ୭୩ ହଜାର ୮୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୧୯ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୭୮ ହଜାର ୭୬୯ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୫୦ ଲକ୍ଷ ୬୧ ହଜାର ୯୧୯ରେ ପହଞ୍ଚିଛି। ସେହିପରି ମୋଟ ୧ କୋଟି ୨୯ ଲକ୍ଷ ୫୩  ହଜାର ୮୨୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯ଲକ୍ଷ ୨୯ ହଜାର ୩୨୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୮୪ ହଜାର ୩୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧,୦୨୭ ମୃତ
ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୮୪ ହଜାର ୩୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧,୦୨୭ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୭୨ ହଜାର ୦୮୫ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୮ ଲକ୍ଷ ୭୩ ହଜାର ୮୨୫ ରେ ପହଞ୍ଚିଛି। ସେହିପରି ମୋଟ  ୧ କୋଟି ୨୩ ଲକ୍ଷ ୩୬ ହଜାର ୦୩୬ ଜଣ  ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୩ ଲକ୍ଷ ୬୫ ହଜାର ୭୦୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୬୧ ହଜାର ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୮୭୯ ମୃତ
ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୬୧ ହଜାର ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୭୯ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୭୧ ହଜାର ୦୫୮ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୬ ଲକ୍ଷ ୮୯ ହଜାର ୪୫୩ ରେ ପହଞ୍ଚିଛି। ସେହିପରି ମୋଟ  ୧ କୋଟି ୨୨ ଲକ୍ଷ ୫୨ ହଜାର ୬୯୭ ଜଣ  ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨ ଲକ୍ଷ ୬୪ ହଜାର ୬୯୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୬୮ ହଜାର ୯୧୨ ନୂଆ କରୋନା ଆକ୍ରାନ୍ତ, ୯୦୪ମୃତ
ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୬୮ହଜାର ୯୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୦୪ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୭୦ ହଜାର ୧୭୯ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୫ ଲକ୍ଷ ୨୭ ହଜାର ୭୧୭ ରେ ପହଞ୍ଚିଛି। ସେହିପରି ମୋଟ  ୧ କୋଟି ୨୧ ଲକ୍ଷ ୫୬ ହଜାର ୫୨୯ ଜଣ  ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨ ଲକ୍ଷ ୦୧ ହଜାର ୦୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ଘାତକ ହେଉଛି କିଲର ଭାଇରସ୍ : ୨୪ ଘଣ୍ଟାରେ ଦେଢ ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା, ୮୩୯ ମୃତ‌
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ବିସ୍ଫୋରକ ରୂପ ନେଇଛି। ଦୈନିକ ସଂକ୍ରମଣ ଅନିୟନ୍ତ୍ରିତ ଭାବେ ବଢ଼ି ଚାଲିଥିବାରୁ ଦେଶବ୍ୟାପୀ କୋଭିଡ୍‌ ହସ୍ପିଟାଲଗୁଡ଼ିକରେ ଶଯ୍ୟା ଅଭାବ ଦେଖିବାକୁ ମିଳିଛି। ଏହାରି ମଧ୍ୟରେ ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଦେଢ ଲକ୍ଷ ଟପିଯାଇଛି।  ବିଗତ ୨୪ ଘଣ୍ଟ‌ା ମଧ୍ୟରେ ପୁଣି ଦେଶରେ ୧ ଲକ୍ଷ ୫୨ହଜାର ୮୭୯ ନୂଆ ମାମଲା ଚିହ୍ନଟ ହୋଇଛି ଏବଂ ୮୩୯ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ଏହି ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡକୁ ଭାଙ୍ଗିଛି। ଲଗାତାର ୫ ଦିନ ଧରି ଦେଶରେ ସଂକ୍ରମଣ ମାମଲା ୧ ଲକ୍ଷରୁ ଅଧିକ ରହିଛି ଏବଂ ୩୧ ଦିନ ଧରି ଦେଶରେ ସକ୍ରିୟ ମାମଲା ବଢ଼ିଚାଲିଛି। ଦେଶରେ ସକ୍ରିୟ ମାମଲା ୧୦ ଲକ୍ଷ ଟପି ସାରିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
India reports 1,52,879 new #COVID19 cases, 90,584 discharges, and 839 deaths in the last 24 hours, as per Union Health Ministry
Total cases: 1,33,58,805
Total recoveries: 1,20,81,443
Active cases: 11,08,087
Death toll: 1,69,275
Total vaccination: 10,15,95,147 pic.twitter.com/fIaVAfpviB
— ANI (@ANI) April 11, 2021
ସୂଚନାଯୋଗ୍ୟ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ  ଚିହ୍ନଟ ହୋଇଥିବା ୧ ଲକ୍ଷ ୫୨ହଜାର ୮୭୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩୩ ଲକ୍ଷ ୫୮ହଜାର ୮୦୫ ରେ ପହଞ୍ଚିଛି। ଏଥି ସହିତ ଗତ ୨୪ ଘଣ୍ଟାରେ ହୋଇଥିବା ୮୩୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୯ ହଜାର ୨୭୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୦ ଲକ୍ଷ ୮୧ ହଜାର ୪୪୩ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୧ ଲକ୍ଷ ୮ ହଜାର ୮୭ ରହିଛି ।
ଦେଶରେ କରୋନା ସ୍ଥିତି ସାଂଘାତିକ : ୨୪ ଘଣ୍ଟାରେ ୧.୧୫ ଲକ୍ଷ ନୂଆ ମାମଲା, ୬୩୦ ମୃତ
ନୂଆଦିଲ୍ଲୀ : ଭାରତରେ କରୋନା ଭାଇରସ ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ପ୍ରଥମ ଲହର ଅପେକ୍ଷା କରୋନା ଦ୍ବିତୀୟ ଲହର ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ତେଣୁ ଆଗାମୀ ୪ ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଦେଶରେ ଦିନକୁ ଦିନ ରେକର୍ଡ କରିବାରେ ଲାଗିଛି ମହାମାରୀ । ଦିନକୁ ଦିନ ଅଧିକରୁ ଅଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ନୂଆ ମାମଲା ସାମ୍ନାକୁ ଆସିଛି । ଆଜି ୧ ଲକ୍ଷ ୧୫ ହଜାର ୭୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ରବିବାର ୧.୩ ଲକ୍ଷରୁ ଅଧିକ ମାମଲା ଥିଲା । ହେଲେ ଏବେ ସବୁ ରେକର୍ଡ ପାର୍ କରିଛି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୨, ୭୯୯, ୭୪୬ ରହିଛି ।
India reports 1,15,736 new #COVID19 cases, 59,856 discharges, and 630 deaths in the last 24 hours, as per the Union Health Ministry
Total cases: 1,28,01,785
Total recoveries: 1,17,92,135
Active cases: 8,43,473
Death toll: 1,66,177
Total vaccination: 8,70,77,474 pic.twitter.com/ugUgrvvy67
— ANI (@ANI) April 7, 2021
ଫଳରେ ସକ୍ରିୟ ମାମଲା ୮୦୦, ୦୦୦ ପାର୍ କରିଛି । ଭାରତରେ ଆକ୍ଟିଭ କେସ ଅନୁଯାୟୀ ଭାରତ ଚତୁର୍ଥ ସ୍ଥାନରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩୧ ଜଣଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଫଳରେ ମୋଟ୍ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୬, ୨୦୮ରେ ପହଞ୍ଚିଛି । ବିଶେଷଜ୍ଞଙ୍କ ମତରେ କରୋନାର ୨ୟ ଲହର ପ୍ରଥମ ଲହର ତୁଳନାରେ ଅଧିକ ଭୟାବହ ହେଉଛି । ମହାମାରୀରେ ମହାରାଷ୍ଟ୍ର, କେରଳ, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ଭଳି ୫ ରାଜ୍ୟ ସବୁଠୁ ଅଧିକ ପ୍ରଭାବିତ ହୋଇଛି । ଚିନ୍ତାଜନକ ବିଷୟ ଲଗାତାର ମହାରାଷ୍ଟ୍ରରେ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟାରେ ୫୫,୦୦୦ ନୂଆ ମାମଲା ସହ ମୁମ୍ୱାଇରେ ୧୦,୦୦୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ରାଜଧାନୀ ଦିଲ୍ଲୀରେ ବି ଭୟଙ୍କର ରୂପ ନେଉଛି ଭୂତାଣୁ । ଏଠାରେ ଦିନକରେ ୫ ହଜାର ପାର କରିଛି ଅଙ୍କ । ୨୦୨୦ ସେପ୍ଟେମ୍ୱର ପରେ ପ୍ରଥମ ଥର ପାଇଁ ଏଭଳି ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଦେଶରେ ୨୪ ଘଣ୍ଟାରେ ୯୬ ହଜାର ୯୮୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪୪୬ ମୃତ
ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୯୬ ହଜାର ୯୮୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୬ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୫ ହଜାର ୫୪୭କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା  ୧ କୋଟି ୨୬ ଲକ୍ଷ ୮୬ ହଜାର ୪୯ରେ ପହଞ୍ଚିଛି। ସେହିପରି ମୋଟ  ୧ କୋଟି ୧୭ ଲକ୍ଷ ୩୨ ହଜାର ୨୭୯ ଜଣ  ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭ ଲକ୍ଷ ୮୮ ହଜାର ୨୨୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।