MLA salary - The Sakala

ବଢିବନି ବିଧାୟକଙ୍କ ଦରମା ! ବିଲ୍ ପ୍ରତ୍ୟାହାର କରିବାକୁ ନୋଟିସ ଆଣିଲେ ବିଧାନସଭା ସଚିବ
ଭୁବନେଶ୍ୱର: ବଢିବନି ବିଧାୟକଙ୍କ ଦରମା । ବର୍ଦ୍ଧିତ ଦରମା ବିଲ୍ ପ୍ରତ୍ୟାହାର କରିବାକୁ ନୋଟିସ ଆଣିଲେ ବିଧାନସଭା ସଚିବ। ବିଧାୟକ, ମନ୍ତ୍ରୀ ଏବଂ ବାଚସ୍ପତିଙ୍କ ଦରମା ଓ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍‌କୁ ପ୍ରତ୍ୟାହାର କରିବା ପାଇଁ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି କରାଯାଇଛି । ସଂସଦୀୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଠାରୁ ଏନେଇ ନୋଟିସ୍‌ ଆସିଥିବା ଜଣାଇଲେ ବିଧାନସଭା ସଚିବ । ଏ ସମ୍ପର୍କିତ ବିଲ୍‌ ପ୍ରତ୍ୟାହାର ପାଇଁ ସଂସଦୀୟ ମନ୍ତ୍ରୀ ଚାହିଁଥିବା ଅବଗତ କରିଛନ୍ତି ।

ଗତ ବର୍ଷ ବର୍ଦ୍ଧିତ ଦରମା ବିଲ୍ ଆଗତ କରି ବାଚସ୍ପତି, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିଧାୟକଙ୍କ ଦରମା ବୃଦ୍ଧି କରାଯାଇଥିଲା । ପ୍ରାୟ ତିନି ଗୁଣା ବଢିଥିଲା ଦରମା । ବିଲ୍ ବିଧାନସଭାରେ ପାସ୍ ହେବା ପରେ ଦରମା ଓ ଆନୁସଙ୍ଗିକ ଭତ୍ତା ବାବଦକୁ ଓଡ଼ିଶାର ବିଧାୟକମାନଙ୍କୁ ମିଳିଥାନ୍ତା ୩ ଲକ୍ଷ ୪୫ ହଜାର ଟଙ୍କା । ସେହିପରି ମୁଖ୍ୟମନ୍ତ୍ରୀଙ୍କୁ ଦରମା ଓ ଅନ୍ୟ ଭତ୍ତା ମିଶାଇ ପାଖାପାଖି ୩ ଲକ୍ଷ ୭୪ ହଜାର ଟଙ୍କା ପାଇଥାନ୍ତେ । କ୍ୟାବନେଟ୍ ମନ୍ତ୍ରୀ ଏବଂ ରାଷ୍ଟ୍ରମନ୍ତ୍ରୀଙ୍କୁ ମୂଳ ଦରମା ସହିତ ଭତ୍ତାକୁ ମିଶାଇ ୩ ଲକ୍ଷ ୬୦ ହଜାର ଟଙ୍କା ମିଳିବାର ଥିଲା ।

ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜେଡ଼ି
ଭୁବନେଶ୍ୱର: ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର ହେଉ। ନିଷ୍ପତ୍ତିର ପୁର୍ନବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜେଡ଼ି । ବିଧାନସଭାରେ ବିଲ୍ କୁ ସମର୍ଥନ କରିଥିଲେ ବି ଜନ ଅସନ୍ତୋଷକୁ ଦେଖି ଏହାର ପୁର୍ନବିଚାର କରିବା ପାଇଁ ଦାବି କରୁଥିବା କହିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ଉପମୁଖ୍ୟ ସଚେତକ ପ୍ରତାପ ଦେବ। ।

ବିଧାନସଭାରେ ୯ ତାରିଖରେ ବିଧାୟକମାନଙ୍କ ଦରମା, ଭତ୍ତା ଓ ପେନସନକୁ ନେଇ ବିଲ ପାରିତ ହୋଇଛି । କିନ୍ତୁ ଓଡ଼ିଶା ଜନ ସାଧାରଣ ଏହାକୁ ବିରୋଧ କରୁଛନ୍ତି । ଜନମତ ଏହି ବିଲ ବିରୋଧରେ ଯାଉଛି । ତେଣୁ ବିରୋଧୀ ଦଳ ନେତା ବର୍ଦ୍ଧିତ ଦରମା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ମନା କରିଥିଲେ । ବିରୋଧୀ ଦଳ ନେତା ଆଜି ପର୍ଯ୍ୟନ୍ତ ତାଙ୍କ ଦରମା କେବେ ବି ନେଇ ନାହାନ୍ତି, ତାହା ସାଧାରଣ ଲୋକଙ୍କ କାମରେ ଲଗାଯାଏ । ଆମ ଦଳର ସଭାପତିଙ୍କ ନିର୍ଦ୍ଦେଶରେ ଆମେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖୁଛୁ କି ଏହି ବିଲର ସେ ପୁର୍ନବିଚାର କରନ୍ତୁ ।

ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର
ଭୁବନେଶ୍ୱର: ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ବୃଦ୍ଧି ପାଇଁ କମିଟି ଗଠନ କରାଯାଇଛି । ଉପଦେଷ୍ଟା କମିଟି ଗଠନ ନେଇ ଘୋଷଣା କଲେ ବାଚସ୍ପତି ସୁରମା ପାଢୀ। ବିଧାୟକ ଭାସ୍କର ମଢ଼େଇଙ୍କ ଅଧ୍ୟକ୍ଷତାରେ ଉପଦେଷ୍ଟା କମିଟି ଗଠନ ହୋଇଛି । ଦରମା ଓ ପେନସନ୍ ବୃଦ୍ଧି ନେଇ କମିଟି ରିପୋର୍ଟ ପ୍ରଦାନ କରିବ । ଏହି ଉପଦେଷ୍ଟା କମିଟିରେ ସଦସ୍ୟ ଭାବେ ରାମ କାଡାମ, ପ୍ରମିଳା ମଲ୍ଲିକ, ପ୍ରତାପ ଦେବ, ତାରା ବାହିନୀପତି, ଲକ୍ଷ୍ମଣ ମୁଣ୍ଡା, ପ୍ରକାଶ ସୋରେନ, ନିହାର ମହାନନ୍ଦ, ପୂର୍ଣ୍ଣ ସେଠୀ ରହିଛନ୍ତି। ଆଜି ଶୂନ୍ୟକାଳରେ ଆଲୋଚନା ସମୟରେ ବିଧାୟକ ମାନଙ୍କର ଦରମା ଏବଂ ପୂର୍ବତନ ବିଧାୟକ ମାନଙ୍କର ପେନସନ ବୃଦ୍ଧି ପାଇଁ ଦାବି ଉଠିଥିଲା।

ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଥିଲେ ଯେ, ବଜାର ଦରଦାମ କେତେ, ସ୍ବାସ୍ଥ୍ୟ ଖର୍ଚ୍ଚ କେତେ ହେଉଛି ଅନୁଭବ କରିପାରୁଥିବେ । ତେଣୁ ପୂର୍ବତନ ବିଧାୟକ ମାନଙ୍କ ପେନସନ ବୃଦ୍ଧି କରାଯାଉ । ଏଥିପାଇଁ ପୂର୍ବରୁ ଏକ କମିଟି ମଧ୍ୟ ହୋଇଥିଲା । ତେଣୁ ପେନସନ ସହ ବିଧାୟକ ମାନଙ୍କର ଦରମା ବଢ଼ାଇବାକୁ ଦାବି କରିଥିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ।

ବିଧାନସଭାରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ ବିଜେପି,କଂଗ୍ରେସ ଓ ବିଜେଡି
ଭୁବନେଶ୍ବର : ବିଧାନସଭାରେ ଉଠିଲା ବିଧାୟକ ମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ । ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ ବିଜେପି,କଂଗ୍ରେସ ଓ ବିଜେଡି । ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ ପ୍ରସଙ୍ଗ ଉଠାଇ କହିଛନ୍ତି ଶେଷ ଥର ପାଇଁ ୧୩.୦୯.୨୦୧୭ ରେ ବିଧାୟକ ମାନଙ୍କ ଗସ୍ତ ଖର୍ଚ୍ଚ ଓ ଦରମା ବଢିଥିଲା । ଆଉ ଏବେ ସବୁ ରେଟ ବି ବଢିଛି ତେଣୁ ବିଧାୟକ ମାନଙ୍କ ଦରମା ଓ ଗସ୍ତ ଖର୍ଚ୍ଚ ବଢ଼ାଇବାକୁ ଦାବି କରିଛନ୍ତି ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ।

ଅନ୍ୟ ରାଜ୍ୟର ବିଧାୟକ ମାନେ ଅଧିକ ଟଙ୍କା ଦରମା ପାଉଥିବା ବେଳେ ଆମ ରାଜ୍ୟରେ ତାହା ବହୁତ କମ ରହିଛି । ଓଡ଼ିଶାରେ ବିଧାୟକ ମାନଙ୍କ ଦରମା ଓ ଗସ୍ତ ଖର୍ଚ୍ଚ କୁ ମିଶାଇ ମୋଟ ୯୯ ହଜାର ୮୦୦ ଟଙ୍କା ରହିଛି ତେଣୁ ତାକୁ ବଢାଯାଉ । ସେହିପରି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହୀନିପତି ମଧ୍ୟ ଦରମା ବଢ଼ାଇକୁ ଦାବି କରିଛନ୍ତି । ଅନେକ ସୋସିଆଲ କାର୍ଯ୍ୟକ୍ରମକୁ ଯାଉଛନ୍ତି ତେଣୁ ଖର୍ଚ୍ଚ ବଢୁଛି । ଏହା ସହ ପୂର୍ବତନ ବିଧାୟକ ମାନେ ପେନସନ ମାତ୍ର ୩୦ ହଜାର ପାଉଛନ୍ତି ତେଣୁ ଉଭୟ ପୂର୍ବତନ ବିଧାୟକଙ୍କ ପେନସନ ଏବଂ ବିଧାୟକ ମାନଙ୍କ ଦରମା ବଢ଼ାଇବାକୁ ଦାବି କରିଛନ୍ତି ତାରା । ଅନ୍ୟପଟେ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ ମଧ୍ୟ କହିଛନ୍ତି ଦରମା, ପେନସନ ଏବଂ ମେଡ଼ିକାଲ ଆଲାଉନସ୍ ବଢ଼ାଇବାକୁ ଦାବି କରିଛନ୍ତି । ସେହିପରି ସ୍ଵାଧୀନ ବିଧାୟକ ମକରନ୍ଦ ମୁଦୁଲି ମଧ୍ୟ ବିଧାୟକ ମାନଙ୍କ ଦରମା ବଢ଼ାଇବାକୁ ଦାବି କରିଛନ୍ତି ।