Pramila Mallik - The Sakala

ପ୍ରମିଳା ମଲ୍ଲିକଙ୍କ ଇସ୍ତଫା, ସୁଦାମ ମାର୍ଣ୍ଡିଙ୍କୁ ମିଳିଲା ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ୱର : ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଗୁରୁବାର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି। ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ଦାୟିତ୍ୱ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁଦାମ ମାର୍ଣ୍ଡି କୃତଜ୍ଞତା ଜଣାଇଛନ୍ତି। ସୂଚନା ଯୋଗ୍ୟ, ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ଗୁରୁବାର ପ୍ରମିଳା ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି।

ସୂଚନାଥାଉ କି, ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ, ଆସନ୍ତାକାଲି ହେବ ବାଚସ୍ପତି ନିର୍ବାଚନ । ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକ । ପ୍ରମିଳାଙ୍କୁ ଗତକାଲି ଦଳ ପକ୍ଷରୁ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣଶ କରାଯାଇଥିଲା । ନାମାଙ୍କନ ପତ୍ର ଭରିବା ପୂର୍ବରୁ ପ୍ରମିଳା ତାଙ୍କ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।

ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କଲା ବିଜେଡି, ଆସନ୍ତାକାଲି ଦାଖଲ କରିବେ ପ୍ରାର୍ଥିପତ୍ର
ଭୁବନେଶ୍ବର : ପ୍ରମିଳା ମଲ୍ଲିକ ହେଲେ ବିଜୁ ଜନତା ଦଳର ବାଚସ୍ପତି ପ୍ରାର୍ଥୀ। ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି ଶାସକ ବିଜେଡି। ଆସନ୍ତାକାଲି ବାଚସ୍ପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ପ୍ରମିଳା ମଲ୍ଲିକ। ୨୨ ତାରିଖ ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ପ୍ରମିଳା ମଲ୍ଲିକ ବାଚସ୍ପତି ଭାବେ ନିର୍ବାଚିତ ହେବା ଏକ ପ୍ରକାର ନିଶ୍ଚିତ ହୋଇଥିବା ବେଳେ ସେ ରାଜ୍ୟର ପ୍ରଥମ ମହିଳା ବାଚସ୍ପତି ହେବେ। କାରଣ ଏହା ପୂର୍ବରୁ ରାଜ୍ୟ ବିଧାନସଭାରେ କୌଣସି ମହିଳା ବାଚସ୍ପତି ପଦରେ ବସିନାହାନ୍ତି।

୨୧ ତାରିଖରେ ବାଚସ୍ପତି ନିର୍ବାଚନ ପାତଁ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୨୨ ତାରିଖ ସକାଳ ୯.୩୦ରେ ନିର୍ବାଚନ ହେବ। ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହିଦିନ ସକାଳ ୯ଟା ୩୦ରେ ବାଚସ୍ପତି ନିର୍ବାଚନ ହେବ।ଏହାପରେ ବିଧାନସଭା ଅଧିବେଶନ ଆରମ୍ଭ ହେବ ବୋଲି ଜଣାପଡ଼ିଛି। ମେ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେବା ପରଠାରୁ ଖାଲି ରହିଛି ବିଧାନସଭାର ବାଚସ୍ପତି ପଦବୀ।

ବିଜୁ ଜନତା ଦଳର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇସାରିଛନ୍ତି। ସେହିଭଳି ବିଜେଡି ସରକାରରେ ଏକାଧିକ ବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ରହିଛନ୍ତି।୧୯୯୦ ମସିହାରୁ ଓଡ଼ିଶାବିଧାନ ସଭାକୁ ନିର୍ବାଚତ ହୋଇଆସୁଛନ୍ତି ପ୍ରମିଳା ମଲ୍ଲିକ।ପ୍ରମିଳା ମଲ୍ଲିକ ପ୍ରଥମେ ଜନତା ଦଳ ସହ ରାଜନୀତିରେ ସକ୍ରିୟ ଥିଲେ । ସେ ୧୯୯୦ ନିର୍ବାଚନରେ ପ୍ରଥମ ପାଇଁ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଜନତା ଦଳର ପ୍ରତିନିଧି ଭାବରେ ସେ ବିଞ୍ଝାରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ଏହପରେ ସେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ । ୨୦୦୦ ମସିହାରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ପୁଣିଥରେ ବିଞ୍ଝାରପୁରରୁ ନିର୍ବାଚନ ଲଢ଼ିଥିଲେ ଏବଂ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାକୁ, ୨୦୦୯ ମସିହାରେ ୧୪ଶ ଓଡ଼ିଶା ବିଧାନ ସଭାକୁ ଏବଂ ୨୦୧୪ ମସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚିତ ହୋଇଥିଲେ । ଏହାପରେ ପୁଣି ୨୦୧୯ରେ ୧୬ଶ ଓଡ଼ିଶା ବିଧାନ ସଭାକୁ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ଟିକେଟରେ ବିଜୟୀ ହୋଇଥିଲେ ପ୍ରମିଳା।

ଅନ୍ୟପଟେ ବିଜୁ ଜନତା ଦଳର ପକ୍ଷରୁ ବାଚସ୍ପତି ପ୍ରାର୍ଥୀ ହେବା ପରେ ଖୁସି ବ୍ୟକ୍ତ କରିଛନ୍ତି ପ୍ରମିଳା ମଲ୍ଲିକ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି। ପ୍ରମିଳା ଆହୁରି ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ସର୍ବଦା ତାଙ୍କ ଉପରେ ଭରସା କରିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଏହି ଭରସାକୁ ନିଷ୍ଠାର ସହ ପାଳନ କରିବି ବୋଲି କହିଛନ୍ତି।

ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟା ମୁକାବିଲା ପାଇଁ ରାଜ୍ୟସରକାରଙ୍କ ଆଗୁଆ ପ୍ରସ୍ତୁତି
ଭୁବନେଶ୍ବର: ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟାର ମୁକାବିଲା ପାଇଁ ନେବାକୁ ଥିବା ପଦେକ୍ଷପ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତି ବର୍ଷ ଲଗାତାର ମେ ମାସରେ ଖରା ଦିନିଆ ଝଡ ବାତ୍ୟା ଆସୁଛି ଏଥିରୁ ପ୍ରସ୍ତୁତ ରହିବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଛି । ପାରାଦୀପ ଓ ଗୋପାଳପୁରରେ ଡୋପଲର ରାଡାର କାର୍ଯ୍ୟ କରୁଛି । ଯାହା ସାଇକ୍ଲୋନନ୍ ଟ୍ରାକିଂ ଏବଂ ପାଣିପାଗ ପୂର୍ବାନୁମାନ କରିବାରେ ସାହାଯ୍ୟ କରିବ । ସାଇକ୍ଲୋନ ପରିସ୍ଥିତିରେ ଟେଲିକମ୍ ସିଷ୍ଟମକୁ କାର୍ଯ୍ୟକ୍ଷମ ରଖିବା ପାଇଁ ବିଏସ୍ଏନ୍ଏଲ୍ ଏବଂ ଟେଲିକମ୍ ସେବା ପ୍ରଦାନକାରୀଙ୍କ ଦ୍ୱାରା ଆପଦକାଳୀନ ବ୍ୟବସ୍ଥା କରାଯାଇଛି।

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସମ୍ବେଦନଶୀଳ ସ୍ଥାନ ମାନଙ୍କରେ ଆଗୁଆ ମୋବାଇଲ୍ ଟାୱାରଗୁଡିକୁ ନିୟୋଜିତ କରିବା ପାଇଁ ଯୋଜନା କରାଯାଇଅଛି । ସମ୍ଭାବ୍ୟ ବାତ୍ୟା ପ୍ରବଣ ଅଞ୍ଚଳର ସମସ୍ତ ସେଲ ଫୋନ୍ ଗ୍ରାହକଙ୍କୁ ଭଏସ୍ ମେସେଜ୍ ସହିତ SMS ମାଧ୍ୟମରେ ସାଇକ୍ଲୋନନ୍ ଚେତାବନୀ ଏବଂ IMD ର ଆଲର୍ଟ ମେସେଜ୍ ପଠାଇବାକୁ BSNL କୁ ନିର୍ଦ୍ଦେଶ ଦିଆଯାଇଛି । ମେ’ ମାସ ୧ ତାରିଖରୁ ବିଭାଗ ଓ ଜିଲ୍ଲାମାନଙ୍କରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଚାଲୁ କରିବା ପାଇଁ ନିଷ୍ପତ୍ତି ନିଆଯାଇଅଛି । ଏହି କଣ୍ଟ୍ରୋଲ୍ ରୁମ୍ ଦାୟିତ୍ୱରେ ଜଣେ ପ୍ରଥମ ଶ୍ରେଣୀ ଅଧିକାରୀ ରହିବେ ।

ଜୁନ୍ ୧୮ ଓ ୧୯ ତାରିଖରେ ପ୍ରତ୍ୟେକ ବର୍ଷ ଭଳି ସମସ୍ତ ଜିଲ୍ଲା ସଦର ମହକୁମା, ବନ୍ୟା/ ବାତ୍ୟା ଆଶ୍ରୟସ୍ଥଳୀ, ବ୍ଲକ ସ୍ତରରେ Table Top Exercise ଓ ବାତ୍ୟା Mock Drill ଅନୁଷ୍ଠିତ ହେବ । ୩୧୭ ଟି ଫାୟାର ଷ୍ଟେସନଗୁଡିକରେ ଆବଶ୍ୟକୟ ସନ୍ଧାନ ଓ ଉଦ୍ଧାର ଉପକରଣ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ତାଲିମପ୍ରାପ୍ତ ଅଧିକାରୀମାନେ ଅବସ୍ଥାନ କରିଛନ୍ତି।  ରାଜ୍ୟରେ ୩୪୨ ଆଞ୍ଚଳିକ ଅଗ୍ନୀଶମସେବା ବାହିନୀ ଯେକୌଣସି ଆପଦକାଳୀନ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ଅଛନ୍ତି । NDRF ତୃତୀୟ ବାଟାଲିୟନରେ ୧୭ ଟି ଟିମ୍ ସନ୍ଧାନ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇ ରହିଛନ୍ତି । ୧୬ ଟି ଟିମ ମୁଣ୍ଡଳୀଠାରେ ଏବଂ ଗୋଟିଏ ଟିମ ବାଲେଶ୍ୱର ଠାରେ ଅବସ୍ଥାପିତ ଅଛନ୍ତି । ଏହି NDRF ଟିମ୍ OSDMA ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସହ ସମନ୍ୱୟ ରଖି କାର୍ଯ୍ୟ କରୁଛନ୍ତି। ୮୭୯ ଟି ବହୁମୁଖୀ ବାତ୍ୟା / ବନ୍ୟା ଆଶ୍ରୟସ୍ଥଳୀ ସମ୍ଭାବ୍ୟ ବାତ୍ୟା ପୂର୍ବରୁ ସ୍ଥାନାନ୍ତରିତ ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ବ୍ୟବହାର କରାଯାଉଅଛି। ଆଶ୍ରୟସ୍ଥଳୀ ମାନଙ୍କରେ ଥିବା ଟାୱାର ଲାଇଟ୍ ର କାର୍ଯ୍ୟକ୍ଷମ ଉପରେ ଯାଞ୍ଚ କରି ସଚଳ ଟାୱାର ଲାଇଟ୍ ଗୁଡିକର ତାଲିକା ପ୍ରସ୍ତୁତ କରିବା ପାଇଁ OSDMA କୁ ନିର୍ଦ୍ଦେଶ ଦିଆଯାଇଅଛି ।

ଜଳ ସମ୍ପଦ ବିଭାଗ ଠିକ୍ ସମୟରେ ବନ୍ୟାର ପୂର୍ବାନୁମାନ, ବିଭିନ୍ନ ନଦୀ ପ୍ରଣାଳୀର ଜଳସ୍ତର ଏବଂ ଜଳ ପ୍ରବାହ ଏବଂ ଜଳଭଣ୍ଡାରର ସୁପରିଚାଳନାକୁ ନିଶ୍ଚିତ କରିବେ। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ସ୍ୱଛତା ଏବଂ ପରିମଳ ଉପରେ ଆବଶ୍ୟକୀୟ ପଦେକ୍ଷପ ନେବା ପାଇଁ ଜରୁରୀକାଳୀନ ଯୋଜନା ପ୍ରସ୍ତୁତ କରିବେ । ରାଜ୍ୟ ଓ ଜିଲ୍ଲା ସ୍ତରରେ ପର୍ଯ୍ୟାପ୍ତ ପରିମାଣର ବ୍ଲିଚିଂ ପାଉଡର, କ୍ଲୋରିନ୍ ଟାବଲେଟ୍, ଚୂନ ପାଉଡର ଇତ୍ୟାଦି ମହଜୁଦ୍ ରଖିବେ । ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗଙ୍କ ପାଖରେ ୧୦ଟି Mobile Treatment Plant ମହଜୁଦ୍ ଅଛି । ପାଣି ଟ୍ୟାଙ୍କର ମାଧ୍ୟମରେ ମଧ୍ୟ ପାନୀୟ ଜଳ ପ୍ରଭାବିତ ଅଞ୍ଚଳକୁ ଯୋଗାଇ ଦିଆଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଅଛି । ବାତ୍ୟା ପରବର୍ତ୍ତୀ ସମୟରେ କ୍ଷତିଗ୍ରସ୍ତ ହୋଇଥିବା ଜଳଯୋଗାଣ ପ୍ରକଳ୍ପ କୁ ତୁରନ୍ତ ପୁନଃରୁଦ୍ଧାର କରି କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଅଛି ।

ଏହି ବିଭାଗମାନେ ବାତ୍ୟା ପୂର୍ବରୁ ଆବଶ୍ୟକୀୟ ମାନବ ସମ୍ବଳ, ଯନ୍ତ୍ରପାତି ଆଗୁଆ ନିୟୋଜିତ କରିବା ପାଇଁ ବ୍ୟବସ୍ଥା କରିବେ । ସମ୍ଭାବ୍ୟ ବାତ୍ୟା ପ୍ରଭାବିତ ଅଞ୍ଚଳରେ ବାତ୍ୟା ପରବର୍ତ୍ତୀ ସମୟରେ ଖୁବ୍ କମ୍ ସମୟ ମଧ୍ୟରେ ରିଲିଫ୍ ଲାଇନ କ୍ଲିୟରାନ୍ସ ପାଇଁ ସମସ୍ତ ଆବଶ୍ୟକୀୟ ବ୍ୟବସ୍ଥା / କ୍ଷତିଗ୍ରସ୍ତ ରାସ୍ତାର ତୁରନ୍ତ ପୁନଃରୁଦ୍ଧାର ପାଇଁ ବ୍ୟବସ୍ଥା କରିବେ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବନ୍ୟା ସମ୍ବନ୍ଧୀୟ ରୋଗ ପାଇଁ ଆବଶ୍ୟକୀୟ ଔଷଧ, ଜଳ ବିଶୋଧକ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସାପକାମୁଡା ଇଞ୍ଜେକ୍ସନ ମହଜୁଦ୍ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଅଛି। ମୌସୁମୀ ପୂର୍ବରୁ ପଶୁ ଚିକିତ୍ସାଳୟରେ ଆବଶ୍ୟକୀୟ ପଶୁ ଔଷଧ ମହଜୁଦ୍ ରଖିବା ଏବଂ ଗୋରୁଗାଈ ମାନଙ୍କ ଟୀକାକରଣ ଉପରେ ଆଗୁଆ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଅଛି। ଶକ୍ତି ବିଭାଗ ବିଦ୍ୟୁତ୍ ବିତରଣ କମ୍ପାନୀଗୁଡିକୁ ସେମାନଙ୍କର ବିପର୍ଯ୍ୟୟ ପରିଚାଳନା ଯୋଜନା ସମୀକ୍ଷା କରି କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେବେ । ବାତ୍ୟା ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ୍ ଯୋଗାଣର ଶୀଘ୍ର ପୁନରୁଦ୍ଧାର ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବେ । ଖାଦ୍ୟ ଯୋଗାଣ ଓ ଖାଉଟୀ ବିଭାଗ ବର୍ଷା ଋତୁ ପୂର୍ବରୁ ଦୁର୍ଗମ ଓ ଅପହଞ୍ଚ ଅଞ୍ଚଳରେ ଆଗୁଆ ଖାଦ୍ୟ ସାମଗ୍ରୀ ଏବଂ PDS ଦ୍ରବ୍ୟ ମହଜୁଦ୍ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଅଛି। ପେଟ୍ରୋଲ ପମ୍ପ ଗୁଡିକରେ ପର୍ଯ୍ୟାପ୍ତ ପରିମାଣର ପେଟ୍ରୋଲ / ଡିଜେଲ ମହଜୁଦ୍ ରଖିବା ପାଇଁ ପଦକ୍ଷେପ ନେବେ। ବିଭିନ୍ନ ବିଭାଗମାନେ ସେମାନଙ୍କର ନୋଡାଲ ଅଫିସର ମାନଙ୍କର ମୋବାଇଲ୍ ନମ୍ବର, ହ୍ୱାଟ୍ସଆପ୍ ନମ୍ବର ଓ ଟେଲିଫୋନ୍ ନମ୍ବର ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟଳୟକୁ ଏପ୍ରିଲ୍ ମାସ ୩୦ ତାରିଖ ସୁଦ୍ଧା ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଅଛି ।

ଗ୍ରୀଷ୍ମ ପ୍ରବାହର ମୁକାବିଲା ଓ ସତର୍କତାମୂଳକ ପଦକ୍ଷେପ ଜନିତ ସମୀକ୍ଷା ବୈଠକ
ଭୁବନେଶ୍ୱର:  ମାନ୍ୟବର ରାଜସ୍ୱ ଓ ବିପର୍ଯ୍ଯୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରାଜ୍ୟରେ ଅନୁଭୂତ ହେଉଥିବା ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବିଭିନ୍ନ ବିଭାଗମାନଙ୍କ ସହ ଏକ ସମୀକ୍ଷା ବୈଠକ କରିଥିଲେ । ଏହି ବୈଠକରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଆଞ୍ଚଳିକପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ କ୍ଷେତ୍ରୀୟ ସ୍ତରରେ ବ୍ୟାପକ ବ୍ୟବସ୍ଥା କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ସେହିପରି ଅଂଶୁଘାତଜନିତ ମୃତ୍ୟୁକୁ ରୋକିବା ପାଇଁ ଜନସାଧାରଣମାନେ ଆବଶ୍ୟକୀୟ ସତର୍କତାମୂଳକ ପଦକ୍ଷେପ ଗ୍ରହଣ ପାଇଁ ବ୍ୟାପକ ସଚେତନତା ସୃଷ୍ଟି କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।

ବୈଠକର ନିଷ୍ପତ୍ତି ଅନୁଯାୟୀ, ବିଭିନ୍ନ ପଦକ୍ଷେପମାନ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରାମଞ୍ଚଳ ଏବଂ ସହରାଞ୍ଚଳର ସମସ୍ତ ବଜାର, ବସ୍‌ଷ୍ଟାଣ୍ଡ ଓ ଜନଗହଳିପୂର୍ଣ୍ଣ ସ୍ଥାନମାନଙ୍କରେ ପାନୀୟଜଳ ସେବାକେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ଏତଦ୍‌ବ୍ୟତୀତ ଜଳକ୍ଳିଷ୍ଟ ଅଞ୍ଚଳମାନଙ୍କରେ ଟ୍ୟାଙ୍କର ମାଧ୍ୟମରେ ପାନୀୟଜଳ ଯୋଗାଣର ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ନଳକୂପ ଏବଂ ପାଇପ୍‌ ଯୋଗେ ଜଳ ଯୋଗାଣ ବ୍ୟବସ୍ଥାଗୁଡ଼ିକର ତୁରନ୍ତ ମରାମତି କରି ସେଗୁଡ଼ିକୁ ଶତ ପ୍ରତିଶତ କାର୍ଯ୍ଯକ୍ଷମ କରିବା ପାଇଁ ପଞ୍ଚାୟତିରାଜ ଓ ପାନୀୟଜଳଯୋଗଣ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟକେନ୍ଦ୍ର ଓ ଚିକିତ୍ସାଳୟରେ ଯଥେଷ୍ଟ ପରିମାଣରଜୀବନରକ୍ଷକ ଔଷଧ, ସାଲାଇନ୍‌ ଓ ଓଆର୍‌ଏସ୍‌ ମହଜୁଦ ରଖିବା ସଙ୍ଗେ ସଙ୍ଗେ ଅଂଶୁଘାତରେ ଶିକାର ହୋଇଥିବାରୋଗୀମାନଙ୍କର ଚିକିତ୍ସା ପାଇଁ ସ୍ୱତନ୍ତ୍ର ବେଡ୍‌ର ବ୍ୟବସ୍ଥା କରାଯାଇଛି ।

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମୟରେ ବସ୍‌ ଓ ଅନ୍ୟାନ୍ୟ ଯାତ୍ରୀବାହୀ ଯାନଗୁଡ଼ିକର ଯାତାୟତ ସମୟ ନିର୍ଘଣ୍ଟରେ ପରିବର୍ତ୍ତନ  ପୂର୍ବକ ଖରାବେଳେ ଯାତ୍ରୀବାହୀ ଯାନ ଚଳାଚଳ ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସଂପ୍ରତି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ରମାନଙ୍କୁ ଆସନ୍ତା ୧୬ ତାରିଖ ପର୍ଯ୍ଯନ୍ତ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଶ୍ରମିକମାନଙ୍କର କାର୍ଯ୍ଯ ସମୟ ନିର୍ଘଣ୍ଟରେ ପରିବର୍ତ୍ତନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମପ୍ରବାହ ଯୋଗୁଁ ସର୍ବାଧିକ ଉତ୍ତାପ ଥିବା ସମୟରେ ଶ୍ରମିକମାନଙ୍କୁ କୌଣସି କାର୍ଯ୍ଯରେନିୟୋଜିତ ନ କରାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଏତଦ୍‌ବ୍ୟତୀତ କାର୍ୟ୍ୟସ୍ଥଳୀମାନଙ୍କରେ ବିଶ୍ରାମ ନେବା ପାଇଁ ଅସ୍ଥାୟୀ ଆଶ୍ରୟସ୍ଥଳୀ ସହିତ ଯଥେଷ୍ଟ ପରିମାଣର ଥଣ୍ଡା ପାନୀୟ ଜଳ ଏବଂ ଓଆର୍‌ଏସ୍‌ ପ୍ୟାକେଟ୍‌ ମହଜୁଦ ରଖିବା ପାଇଁ ସଂପୃକ୍ତ ଠିକାଦାରମାନଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଗୃହପାଳିତ ପଶୁପକ୍ଷୀ ଓ ବନ୍ୟଜନ୍ତୁମାନଙ୍କ ପାଇଁ ସ୍ୱତନ୍ତ୍ର ଜଳପୂର୍ଣ୍ଣ ପାତ୍ର / କୁଣ୍ଡର ବ୍ୟବସ୍ଥା ନିମନ୍ତେ ସଂପୃକ୍ତ ବିଭାଗମାନଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶ ଦିଆଯାଇଛି । ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ସଠିକ୍‌ ଭାବେ କାର୍ୟ୍ୟ କରିବା ପାଇଁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟର କୌଣସି ଅଞ୍ଚଳରୁ ଅଂଶୁଘାତଜନିତ ମୃତ୍ୟୁର ଅଭିଯୋଗ ଆସିଲେ ଏହାର ଯୁଗ୍ମ ତଦନ୍ତ କରି ୪୮ ଘଣ୍ଟା ମଧ୍ୟରେ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ଯଳୟକୁ ରିପୋର୍ଟ କରିବାକୁ ନିର୍ଦ୍ଦେଶ

ଦିଆଯାଇଛି ।

ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ ଆସିଲେ ତାହା ଜିଲ୍ଲା ପ୍ରଶାସନ ସ୍ତରରେ ତୁରନ୍ତ ତଦନ୍ତ କରାଯାଇ ବିପର୍ଯ୍ଯୟ ସହାୟତା ପାଣ୍ଠିରୁ ଅନୁକମ୍ପାମୂଳକ ସହାୟତା ରାଶି ୫୦,୦୦୦/- ଟଙ୍କା ମୃତ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ଦେବା ପାଇଁ ବ୍ୟବସ୍ଥା କରାଯାଇଛି । ରାଜ୍ୟରେ ଗ୍ରୀଷ୍ମର ପ୍ରକୋପକୁ ଦୃଷ୍ଟିରେ ରଖି ଏହାର ନିରାକରଣ ନିମନ୍ତେ ରାଜ୍ୟ ଓ ଜିଲ୍ଲାସ୍ତରରେ ଓରଚ୍ଚଟ୍ଟ ଅମଟ୍ଟସଞ୍ଚଦ୍ଭ ଚଝଚ୍ଚଦ୍ଭ ପ୍ରସ୍ତୁତ କରାଯାଇଛି । ଜନସାଧାରଣଙ୍କ ସଚେତନତା ପାଇଁ ଗ୍ରୀଷ୍ମ ପ୍ରବାହ ଜନିତ ସୁରକ୍ଷା ସମ୍ବନ୍ଧୀୟ ପୋଷ୍ଟରମାନ ପ୍ରସ୍ତୁତ କରାଯାଇ ଜିଲ୍ଲା ସ୍ତରରେ ବଣ୍ଟନ କରାଯାଉଛି । ଏହା ବ୍ୟତୀତ ଚଳିତ ବର୍ଷ ବିଭିନ୍ନ ଇଲେକ୍‌ଟ୍ରୋନିକ ଗଣମାଧ୍ୟମ ଓ ସମ୍ବାଦପତ୍ର ମାଧ୍ୟମରେ ଗ୍ରୀଷ୍ମପ୍ରବାହରୁ ସୁରକ୍ଷା ସମ୍ବନ୍ଧୀୟ ସୂଚନା ଲୋକମାନଙ୍କ ନିକଟରେ ପହଞ୍ଚାଇବାର କାର୍ଯ୍ଯକ୍ରମ କରାଯାଉଛି । ଏତଦ୍‌ବ୍ୟତୀତ ଆଗାମୀ ଦିନରେ ଅଂଶୁଘାତ ଓ ଗ୍ରୀଷ୍ମପ୍ରବାହର ମୁକାବିଲା ନିମନ୍ତେ ସମସ୍ତ ଜିଲ୍ଲାପାଳ ଏବଂ ବିଭାଗମାନଙ୍କୁ ଆବଶ୍ୟକୀୟ ପଦକ୍ଷେପମାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି ।

ବିଜେପି ସ୍ବପ୍ନ ଦେଖୁଛି ହେଲେ ସ୍ବପ୍ନ ପୂରଣ ହେବନି : ଆଗାମୀ ସାଧାରଣ ନିର୍ବାଚନର ସଫା ହୋଇଯିବେ
ଭୁବନେଶ୍ବର : ୨୦୨୪ ରେ ବିରୋଧୀ ଶୁନ୍ୟ ହେବ ଓଡ଼ିଶା। ବିଜେଡି ୧୪୭ ବିଧାୟକ ଓ ୨୧ ସାଂସଦ ପଦ ହାତେଇବ। ବିଜେଡି ସଙ୍ଗଠନ ତୃନମୂଳ ସ୍ତରରେ ସୁଦୃଢ ହୋଇଛି,ଲୋକଙ୍କ ସମସ୍ୟା ସହ ଯୋଡ଼ି ହୋଇଛି ବିଜେଡି। ବିରୋଧୀଙ୍କ କିଛି ହାୱା କାମ ଦେବନି। ୨୦୨୪ରେ ଲୋକମାନେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବକୁ ଆହୁରୀ ଅଧିକ ସମର୍ଥନ କରିବେ ଏବଂ ବିରୋଧୀ ମୂଳପୋଛ ହୋଇଯିବେ।  ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଥିବା ସର୍ଭେକୁ ନେଇ ଏମିତି କିଛି ପ୍ରତିକ୍ରିୟା ରଖିଛନ୍ତି ରାଜସ୍ଵ ମନ୍ତ୍ରୀ ତଥା ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକ।

ଜାତୀୟ ଗଣମାଧ୍ୟମ ସର୍ଭେର ରିପୋର୍ଟକୁ ନେଇ ପ୍ରଶ୍ନର ଉତ୍ତର ରଖି ରାଜସ୍ଵ ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି, ବିଜେପି ସ୍ୱପ୍ନ ଦେଖୁଛି ହେଲେ ସେ ସ୍ୱପ୍ନ କେବେ ପୂରଣ ହେବନି । ପଞ୍ଚାୟତ ଓ ପୌର ନିର୍ବାଚନରେ ସଫା ହୋଇଗଲେ । ଆଗକୁ ସାଧାରଣ ନିର୍ବାଚନର ବି ସଫା ହୋଇଯିବେ । ଓଡ଼ିଆ ଝିଅକୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା କାରଣରୁ ଦ୍ରୌପଦୀଙ୍କୁ ବିଜେଡି ସମର୍ଥନ ଦେଲା। ଏହାକୁ ନେଇ ବିଜେପି ଶକ୍ତି ବୃଦ୍ଧି ପାଇବ ବୋଲି ଭାବିବା ଭୁଲ୍ ବୋଲି ପ୍ରମିଳା ଉତ୍ତର ରଖିଛନ୍ତି । ତା ସହିତ ରାଜ୍ୟରେ କଂଗ୍ରେସ ବିଜେପି ଏକ ହୋଇଯାଇଛନ୍ତି । ବିଜେଡି ଯେତିକି ଭୋଟ୍ ପାଇଥିଲା ତାହା ବଢ଼ିଛି କିନ୍ତୁ କଂଗ୍ରେସ ଭୋଟ୍ ବିଜେପିକୁ ଯାଇଛି । କଂଗ୍ରେସ ଲଢ଼ିବା ଅବସ୍ଥାରେ ନାହିଁ। ତାଙ୍କ ପୂରୁଣା ଭୋଟ ଫେରାଇ ଆଣିବା ପାଇଁ କଂଗ୍ରେସ ଲାଗୁ ବୋଲି ପ୍ରମିଳା ମଲ୍ଲିକ କହିଛନ୍ତି।

ଏଥି ସହିତ ସେ ଆହୁରି ମଧ୍ୟ କହିଛନ୍ତି ଯେ କେନ୍ଦ୍ରମନ୍ତ୍ରୀ ମାନେ ଘନ ଘନ ଓଡ଼ିଶାଗସ୍ତ କରୁଛନ୍ତି, ଏହାର ପ୍ରଭାବ ରାଜ୍ୟ ରାଜନୀତି ଉପରେ ପଡ଼ିବ କି ବୋଲି ପ୍ରଶ୍ନରେ ଉତ୍ତର ଦେଇ ପ୍ରମିଳା କହିଛନ୍ତି, କେନ୍ଦ୍ରମନ୍ତ୍ରୀ ଡେରା ପକାଇଲେ କିଛି ଅସୁବିଧା ନାହିଁ । ଏହାର କିଛି ପ୍ରଭାବ ପଡ଼ିବନି। ସେମାନେ ଆସି ଲୋକଙ୍କ ସମସ୍ୟା ସମାଧାନ କରୁନାହାନ୍ତି ବରଂ ଅଧିକ ସମସ୍ୟା ସୃଷ୍ଟି କରୁଛନ୍ତି ।

ସୂଚନାଯୋଗ୍ୟ ଯେ, ଦ୍ରୌପଦୀଙ୍କୁ ରାଷ୍ଟ୍ରପତି କରିବା ପରେ ଓଡିଶାରେ ବିଜେପିକୁ ବଡ ସଫଳତା ମିଳିପାରେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ଆସନ୍ତା ସାଧାରଣ ନିର୍ବାଚନରେ ବିଜେପିକୁ ଅଧିକ ସିଟ୍ ମିଳିବ ବୋଲି କିଛି ଗଣମାଧ୍ୟମ ସଂସ୍ଥା ଅନୁମାନ କରିଛନ୍ତି।ଇଣ୍ଡିଆ ଟିଭି-ମ୍ୟାଟେରିଜ୍ ସର୍ଭେ ଅନୁଯାୟୀ, ଯଦି ଆଜି ନିର୍ବାଚନ ଅନୁଷ୍ଠିତ ହୁଏ, ତେବେ ୨୧ଟି ଲୋକସଭା ଆସନ ମଧ୍ୟରୁ ୧୧ଟି ଆସନ ବିଜେପି ଜିତିପାରେ । ଅନ୍ୟପକ୍ଷରେ ବିଜୁ ଜନତା ଦଳ ୮ଟି ଆସନ ଜିତିବ ବୋଲି ଅନୁମାନ କରାଯାଇଛି । ଅନ୍ୟପଟେ କଂଗ୍ରେସ ୨ଟି ଆସନ ହାସଲ କରିପାରେ ବୋଲି ସର୍ଭେରେ ଅନୁମାନ କରାଯାଇଛି। କନ୍ତୁ ଏହା କେବଳ ଏକ ସର୍ଭେ। ଓଡ଼ିଶାର ଜନତା ବିକାଶକୁ ଭଲ ପାଆନ୍ତି ଏବଂ ନବୀନ ବାବୁଙ୍କ ବିକାଶ ସହ ଓଡ଼ିଶାବାସୀ ଅଛନ୍ତି ଏଣୁ ୨୦୨୪ରେ ବିଜେଡି ୨୦୧୯ ଅପେକ୍ଷା ଭଲ ରେଜଲ୍ଟ କରିବ ବୋଲି ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି।