Odisha MLA - The Sakala

ରାଇସିନା ହିଲ୍ସରେ ମ୍ୟାଡାମ୍‌ ପ୍ରେସିଡେଣ୍ଟଙ୍କୁ ଭେଟିଲେ ଓଡ଼ିଶା ବିଧାୟକ : ଶୁଭେଚ୍ଛା ଜଣାଇବା ସହ ରାଜ୍ୟର ବିକାଶଧାରାକୁ ଆଗକୁ ନେବାକୁ ଲୋଡ଼ିଲେ ସହଯୋଗ
ନୂଆଦିଲ୍ଲୀ : ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ବିଧାୟକ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ବିଧାୟକ ଦଳ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଇସିନା ହିଲ୍ସରେ ଭେଟି ଅଭିନନ୍ଦନ ଜଣାଇଛନ୍ତି । ଏହାସହ ମହାମହିମଙ୍କୁ ଓଡ଼ିଶା ବିଧାନସଭା ପକ୍ଷରୁ ଜଗନ୍ନାଥଙ୍କ ମହାପ୍ରସାଦ, ରୂପାର ଜଗନ୍ନାଥଙ୍କ ମୂର୍ତ୍ତି, ଓଡ଼ିଶାର କଳା ସଂସ୍କୃତି ଉପରେ ଅନେକ ଚିତ୍ର ଉପହାର ସ୍ୱରୂପ ଦିଆଯାଇଛି।

A delegation of Odisha Legislative Assembly, led by Speaker Bikram Keshari Arukha called on President Droupadi Murmu at Rashtrapati Bhavan pic.twitter.com/AQRSkzMfd5

— President of India (@rashtrapatibhvn) August 3, 2022

ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ୨୪ ଜଣିଆ ବିଧାୟକ ଦଳ ଗତକାଲିଠୁ ଦିଲ୍ଲୀ ଯାଇଛନ୍ତି । ଏହି ଟିମରେ ବିଜେଡିର ୧୫, ବିଜେପିର ୬, କଂଗ୍ରେସର ୩ ଓ ସିପିଆଇଏମର ଜଣେ ବିଧାୟକ ସାମିଲ ହୋଇଛନ୍ତି। ପୂର୍ବରୁ ଓଡ଼ିଶା ବିଧାନସଭାର ସଦସ୍ୟ ଥିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଗୃହରେ ମନ୍ତ୍ରୀ ଭାବେ ମଧ୍ୟ ନିଜର ଦକ୍ଷତା ଦେଖାଇ ସାରିଛନ୍ତି ଦ୍ରୌପଦୀ ମୁର୍ମୁ । ବର୍ତ୍ତମାନ ଦେଶର ସବୋର୍ଚ୍ଚ ପଦରେ ଅଧିଷ୍ଠିତ ହେବା ପରେ ତାଙ୍କୁ ରାଷ୍ଟ୍ରପତି ଭବନରେ ଭେଟି ଶୁଭେଚ୍ଚା ଜଣାଇବା ସହ ଓଡ଼ିଶା ବିକାଶଧାରାକୁ ଆଗକୁ ନେବାକୁ ସହଯୋଗ ଲୋଡ଼ିଛନ୍ତି ବିଧାୟକ।

ଏହି ପ୍ରତିନିଧି ଦଳରେ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ସମେତ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ, ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ବିରୋଧୀ ମୁଖ୍ୟ ସଚେତକ ମୋହନ ମାଝୀ, ବିଧାୟକ ଦେବୀ ମିଶ୍ର, ସୁଦାମ ମାର୍ଣ୍ଡି, ଶାରଦା ପ୍ରସାଦ ନାୟକ, ସ୍ନେହାଙ୍ଗିନୀ ଛୁରିଆ, ଚନ୍ଦ୍ରସାରଥୀ ବେହେରା, ପଦ୍ମିନୀ ଦିଆନ ପ୍ରମୁଖ ରହିଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ କଂଗ୍ରେସ ମୁଖ୍ୟ ସଚେତକ ତାରା ପ୍ରସାଦ ବାହିନୀପତି, ବିଧାୟକ ସନ୍ତୋଷ ସିଂ ସାଲୁଜା, ସୁବାସ ପାଣିଗ୍ରାହୀ, ନିତ୍ୟାନନ୍ଦ ଗଣ୍ଡ, ସୁଧୀର ସାମଲ, ମନୋହର ରନ୍ଧାରୀ, ରାଜେନ୍ଦ୍ର ସାହୁ, ରାଜ କିଶୋର ଦାସ, ଅନନ୍ତ ନାରାୟଣ ଜେନା, ରମେଶ ଚନ୍ଦ୍ର ବେହେରା, ନାଉରୀ ନାଏକ ଏବଂ କୁସୁମ ଟେଟେ ପ୍ରମୁଖ ସାମିଲ ଅଛନ୍ତି। ଏଥି ସହିତ ବିଧାନସଭା ସଚିବାଳୟ ପକ୍ଷରୁ ସଚିବ ଦାଶରଥୀ ଶତପଥୀ, ବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ଦୀନକୃଷ୍ଣ କର, ଓଏସ୍‍ଡି ବିଜୟ କୁମାର ସାହୁ ଏବଂ ସେକ୍ସନ ଅଫିସର ବିଭୂତି ଭୂଷଣ ପଟ୍ଟନାୟକ ମଧ୍ୟ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି।

ବିଧାୟକଙ୍କ ଦରମା ବୃଦ୍ଧି ନେଇ କମିଟି ଗଠନ କଲେ ବାଚସ୍ପତି
ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଏକ କମିଟି ଗଠନ କରିଛନ୍ତି । ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଥିବାବେଳେ ଏଥିରେ କଂଗ୍ରେସ ଓ ବିଜେପିର ସଦସ୍ୟ ଅଛନ୍ତି। ଦରମା ଓ ଭତ୍ତା ବୃଦ୍ଧି ନେଇ କମିଟି ଅନୁଧ୍ୟାନ କରି ରିପୋର୍ଟ ଦେବ। ସୂଚନା ମୁତାବକ ଗତମାସ ୩୦ ତାରିଖରେ ବିଧାନସଭାରେ ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉଠିଥିଲା । ଶୂନ୍ୟକାଳରେ ବିଜେପି, କଂଗ୍ରେସ ଓ ବିଜେଡି ସଦସ୍ୟ ପ୍ରସଙ୍ଗ ଉଠାଇଥିଲେ ।