Union home minister - The Sakala

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ, ଆସନ୍ତା ୪ ତାରିଖରେ ବରଗଡ଼ ଆସିବାର ଥିଲା
ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ପ୍ରସ୍ତାବିତ ଓଡ଼ିଶା ଗସ୍ତ ବାତିଲ ହୋଇଛି। ଆସନ୍ତା ୪ ତାରିଖରେ ବରଗଡ଼ ଆସିବାର କାର୍ଯ୍ୟକ୍ରମ ରହିଥିଲା। ଗସ୍ତ ବାତିଲ ହୋଇଥିବା ନେଇ ବିଜେପି ରାଜ୍ୟ ସଭାପତିଙ୍କ ସୂଚନା । ତେବେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତ ବାତିଲ କ'ଣ ପାଇଁ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।  କେବଳ ଗସ୍ତ ବାତିଲ ନେଇ ସୂଚନା ଦିଆଯାଇଛି । ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସମ୍ବଲପୁର, ବରଗଡ଼ ଏବଂ ଝାରସୁଗୁଡ଼ା ଜିଲ୍ଲାରେ ହେବାକୁ ଥିବା ତାଙ୍କର ସମସ୍ତ କାର୍ଯ୍ୟକ୍ରମକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି।

ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଶ୍ରୀ ଶାହ ଜୁଲାଇ ୪ ଏବଂ ୫ ତାରିଖରେ ବରଗଡ଼ ଓ ସମ୍ବଲପୁରଠାରେ ଦୁଇଟି ବିଶାଳ ସାଧାରଣ ସଭାକୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ଥିଲା। ଏହା ବ୍ୟତୀତ ପଶ୍ଚିମ ଓଡ଼ିଶାର ଏହି ପ୍ରମୁଖ ଜିଲ୍ଲାଗୁଡ଼ିକରେ ଦଳର ସାଙ୍ଗଠନିକ ସ୍ଥିତିକୁ ମଜବୁତ କରିବା ସହ ଜନସମ୍ପର୍କ ଅଭିଯାନରେ ସାମିଲ ହେବାର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଥିଲା।

ଜୁଲାଇ ୪ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ଜୁଲାଇ ୪ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ କାଳରେ ସେ ରାଜ୍ୟରେ ଅନେକ ସରକାରୀ ଓ ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ମିଳିଛି।

ସୂଚନା ଅନୁଯାୟୀ, ସମବାୟ ବିଭାଗ ପକ୍ଷରୁ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ସମେତ ଅନ୍ୟ କେତେକ ସରକାରୀ ପ୍ରକଳ୍ପ ଓ ସଭାରେ ଅମିତ ଶାହ ଉପସ୍ଥିତ ରହିବେ। ଏହାବ୍ୟତୀତ ସେ ଭାରତୀୟ ଜନତା ପାର୍ଟି (ବିଜେପି) ର ବିଭିନ୍ନ ସାଂଗଠନିକ ବୈଠକ ଏବଂ ସାଧାରଣ ସଭାରେ ମଧ୍ୟ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି।

ଗୃହମନ୍ତ୍ରୀ ନିଜ ଗସ୍ତ ସମୟରେ ରାଜ୍ୟର ପ୍ରମୁଖ ସାଂଗଠନିକ ପ୍ରସଙ୍ଗ ଉପରେ ଆଲୋଚନା କରିବା ସହ ରାଜ୍ୟ ବିଜେପି ନେତା ଓ କର୍ମୀ ମାନଙ୍କୁ ମାର୍ଗଦର୍ଶନ ପ୍ରଦାନ କରିବାର ସମ୍ଭାବନା ରହିଛି। ଏହି ହାଇ-ପ୍ରୋଫାଇଲ୍ ଗସ୍ତକୁ ଦୃଷ୍ଟିରେ ରଖି ଓଡ଼ିଶା ବିଜେପି ଶାଖା ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସେହିପରି ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଓଡ଼ିଶାରେ ଅମିତ ଶାହା: ଆଜି ଲିଙ୍ଗରାଜଙ୍କ ଦର୍ଶନ ପରେ କଟକ ଯିବେ
କଟକ/ଭୁବନେଶ୍ୱର,: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ୨ ଦିନିଆ ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସୋମବାର ସକାଳେ ଶ୍ରୀ ଶାହା ଭୁବନେଶ୍ୱରରେ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରି ଏହା ପରେ କଟକ ଗସ୍ତ କରିବେ। ପରେ କଟକର ଓଡ଼ିଆ ବଜାରସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବା ସହିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହା ପରେ କଟକ ଇଣ୍ଡୋର ଷ୍ଟାଡିୟମଠାରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ତଥା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଡ. ହରେକୃଷ୍ଣ ମହତାବଙ୍କ ଦ୍ୱାରା ସ୍ଥାପିତ ସମ୍ବାଦପତ୍ର ‘ପ୍ରଜାତନ୍ତ୍ର’ର ୭୫ ତମ ବାର୍ଷିକ ଉତ୍ସବ “ପ୍ରଜାତନ୍ତ୍ରର ଅମୃତ ଉତ୍ସବ” କାର୍ଯ୍ୟକ୍ରମରେ ଯୋଗ ଦେବେ।

ଏହି କାର୍ଯ୍ୟକ୍ରମରେ ଗୃହମନ୍ତ୍ରୀଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶିଷ୍ଟ ସାହିତ୍ୟିକା ତଥା ପଦ୍ମଭୂଷଣ ପ୍ରତିଭା ରାୟ ପ୍ରମୁଖ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ଣରେ ଶ୍ରୀ ଶାହା ଭୁବନେଶ୍ୱରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରମୁଖ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ। ଏହା ପରେ ଅପରାହ୍ଣ୍ନ ୫ଟାରେ “ମୋଦି ଅ ୨୦” ପୁସ୍ତକର ବୁକ୍‍ ରିଡିଂ କାର୍ଯ୍ୟକ୍ରମରେ ଯୋଗଦେଇ ସନ୍ଧ୍ୟାରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ। ଶ୍ରୀ ଶାହ ଓ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କମିସନରେଟ୍‍ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଭୁବନେଶ୍ୱରରେ ୨୧ ପ୍ଲାଟୁନ୍‍ ପୁଲିସ ଫୋର୍ସ ମୁତୟନ ହେବା ସହ କଟକରେ ୩୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ। ଶାହାଙ୍କ ରବିବାର ସିଆର୍‍ପିଏଫ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଇଛି।