Hirakus Dam - The Sakala

ଖୋଲିଲା ହୀରାକୁଦ ଡ୍ୟାମ୍‍ର ଆଉ ୪ ଗେଟ୍‌, ମୋଟ ୨୪ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ
ସମ୍ବଲପୁର: ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍ । ଡ୍ୟାମ୍‌ରୁ ବର୍ତ୍ତମାନ ମୋଟ ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମପାର୍ଶ୍ୱରୁ ୧୬ଟି ଗେଟ୍‌ ଖୋଲାଯାଇଥିବାବେଳେ ଡାହାଣ ପାର୍ଶ୍ୱରୁ ୮ଟି ଗେଟ୍‌ ଖୋଲାଯାଇଛି। ବର୍ତ୍ତମାନ ଜଳସ୍ତର ରହିଛି ୬୧୬.୯୧ ଫୁଟ । ପ୍ରବେଶ କରୁଛି ୪ଲକ୍ଷ ୩୫ ହଜାର ୩୦୩ କ୍ୟୁସେକ୍ ଜଳ ।ନିଷ୍କାସିତ ହେଉଛି ୩ ଲକ୍ଷ ୪୯ ହଜାର ୩୦୩ କ୍ୟୁସେକ୍ ଜଳ ।

ହୀରାକୁଦ ଜଳ ଭଣ୍ଡାରର ଗେଟ୍ ଖୋଲିବା ପରେ ମହାନଦୀର ତଳମୁଣ୍ଡରେ ଜଳସ୍ତର ବଢ଼ିବାରେ ଲାଗିଛି । ଗତ କାଲି ଅପେକ୍ଷା ଆଜି ନରାଜ ନିକଟରେ ଜଳସ୍ତର ବୃଦ୍ଧି ପାଇଛି । ଲଘୁଚାପ ଜନିତ ବର୍ଷା ହେଲେ ଜଳସ୍ତର ଆହୁରି ବଢ଼ିବାର ଆଶଙ୍କା ରହିଛି । ଜଳସ୍ତର ବଢ଼ିଲେ ତଳିଆ ଅଂଚଳକୁ ବନ୍ୟା ବିପଦ ଥିବାରୁ ସଜାଗ ରହିବାକୁ କୁହାଯାଇଛି ।