IndependenceDay - The Sakala

ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ୭୯ ତମ ସ୍ବାଧୀନତା ଦିବସ ପାଳିତ
ଭୁବନେଶ୍ବର: ଦେଶ ପାଳୁଛି ୭୯ ତମ ସ୍ବାଧୀନତା ଦିବସ । ପଲ୍ଲୀରୁ ଦିଲ୍ଲୀ ସବୁଠି ଦେଶାତ୍ମବୋଧର ମାହୋଲ ଥିବା ବେଳେ, ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ଉଡିଛି ତ୍ରିରଙ୍ଗା । ବିଜେଡି ଉପସଭାପତି ତଥା ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର ଆଜି ପତାକା ଉତ୍ତୋଳନ କରିଛନ୍ତି। ଭୁବନେଶ୍ବର ଜିଲ୍ଲା ସଭାପତି ଅଶୋକ ପଣ୍ଡା, ଦଳର ବରିଷ୍ଠ ନେତା ପ୍ରତାପ ଜେନା, ବିଧାୟକ ସୁଶାନ୍ତ ରାଉତ ,ବିଧାୟକ ଅନନ୍ତ ନାରାୟଣ ଜେନା, ମେୟର ସୁଲୋଚନା ଦାସଙ୍କ ସମେତ ଶତାଧିକା ବିଜେଡି ନେତା ଓ କର୍ମୀ ଉପସ୍ଥିତ ରହିଥିଲେ । ୨୪ ବର୍ଷ ଭିତରେ ନବୀନ ପଟ୍ଟନାୟକ ଓଡ଼ିଶା ପାଇଁ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ ବୋଲି ନେତାମାନେ ମତ ରଖିଥିଲେ ।

ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ: ୭୭ ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ବୀର ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପ୍ରଧାନମନ୍ତ୍ରୀ ଏଥର ଦେଶବାସୀଙ୍କୁ ପରିବାନ ଜନ କହି ସମ୍ୱୋଧିତ କରି କହିଛନ୍ତି, ବିଶ୍ୱର ସର୍ବବୃହତ ଗଣତନ୍ତ୍ର ରାଷ୍ଟ୍ର ଏବେ ଜନସଂଖ୍ୟା କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ଦେଶ। ଏତେ ବଡ ଦେଶ, ମୋ ପରିବାରର ୧୪୦ କୋଟି ସଦସ୍ୟ ଆଜି ସ୍ୱାଧୀନତା ଦିବସ ପାଳନ କରୁଛନ୍ତି।

ସେପଟେ ଲାଲକିଲାରେ ସମଗ୍ର ବିଶ୍ୱରୁ ୧୮ଶହ ସ୍ୱତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସ୍ୱାଧୀନତା ଦିବସ ପାଇଁ ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଲାଲକିଲା ଆଖପାଖରେ ୧୦ହଜାରରୁ ଅଧିକ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି । ଏହାସହ ୧ହଜାର କ୍ୟାମେରା, ଆଂଟି-ଡ୍ରୋନ୍ ସିଷ୍ଟମ ଲଗାଯାଇଛି । ଛୋଟ ଛୋଟ ଡ୍ରୋନ୍ ସାହାଯ୍ୟରେ ଆକ୍ରମଣ ଆଶଙ୍କା ଥିବାରୁ ଏହାର ମୁକାବିଲା କରିବାକୁ ଡିଆରଡିଓ ପକ୍ଷରୁ ବିକଶିତ କାଉଂଟର ଡ୍ରୋନ ସିଷ୍ଟମକୁ ଲାଲକିଲ୍ଲା ନିକଟରେ ମୁତୟନ କରାଯାଇଛି । ପ୍ରଧାନମନ୍ତ୍ରୀ ଓ ଅନ୍ୟ ଭିଭିଆଇପି ଅତିଥିଙ୍କ ସୁରକ୍ଷା ପାଇଁ ସ୍ନାଇପର୍ସ, ସ୍ୱତନ୍ତ୍ର ସ୍ୱାଟ୍ କମାଣ୍ଡୋ ଓ ଶାର୍ପଶୁଟର ମୁତୟନ କରାଯାଇଛି ।

ଗିନିଜ ୱାର୍ଲଡ ରେକର୍ଡ: ୭୦୦୦ ଛାତ୍ରଙ୍କୁ ନେଇ ମାନବ ତ୍ରିରଙ୍ଗା
ଚଣ୍ଡିଗଡ: ରାତିପାହିଲେ ଅଗଷ୍ଟ ୧୫। ଦେଶ ପାଳନ କରିବ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି। ଏହା ପୂର୍ବରୁ ଶନିବାର ଠାରୁ ଆରମ୍ଭ ହୋଇଯାଇଛି ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ। ଚଳିତ ବର୍ଷ କେନ୍ଦ୍ର ସରକାରଙ୍କ ଏକ ଅଭିଯାନ ସ୍ବରୂପ ସାରା ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହି ଅବସରରେ ଦେଶର ବିଭିନ୍ନ ଭାଗରେ ନାନାଦି କାର୍ଯ୍ୟକ୍ରମ ପ୍ରସ୍ତୁତ ହେଉଛି। ଏହିକ୍ରମରେ ଚଣ୍ଡିଗଡରେ ତ୍ରିରଙ୍ଗାକୁ ନେଇ ବିଶ୍ବସ୍ତରୀୟ ରେକର୍ଡ ପ୍ରତିଷ୍ଠା କରାଯାଇଛି। ଏଠାକାର ଏକ ଷ୍ଟାଡିୟମରେ ମାନବ ତ୍ରିରଙ୍ଗା କାର୍ଯ୍ୟକ୍ରମରେ ୭ ହଜାର ସ୍କୁଲ ଛାତ୍ର ହ୍ୟୁମନ ଚେନ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। କେନ୍ଦ୍ର ସଂସ୍କୃତି ରାଷ୍ଟ୍ର ମନ୍ତ୍ରୀ ମୀନାକ୍ଷୀ ଲେଖୀ ଚଣ୍ଡିଗଡର ପ୍ରଶାସକ ୱାନବାରୀଲାଲ ପୁରୋହିତ ଏବଂ ଅଲିମ୍ପିଆନ ଯୋଗେଶ୍ୱର ଦତ୍ତ ଏମଆଇଡି ଫାଉଣ୍ଡେସନ ଏବଂ ଚଣ୍ଡିଗଡ ବିଶ୍ୱ ବିଦ୍ୟାଳୟ ଦ୍ୱାରା ଆୟୋଜିତ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ସମସ୍ତେ ହର ଘର ତ୍ରିରଙ୍ଗା ଅଭିଯାନରେ ସାମିଲ ହେବାକୁ ଆହ୍ବାନ ଦେଇଥÒଲେ। ଚଣ୍ଡିଗଡ ଛାତ୍ରଛାତ୍ରୀଙ୍କ ଏହି ଉପଲବ୍ଧିରେ ସମସ୍ତେ ବେଶ ଖୁସି ପ୍ରକାଶ କରିଥିଲେ। ଏହା ପୂର୍ବରୁ ୟୁଏଇ ୨୦୧୭ରେ ୪୧୩୦ ଜଣଙ୍କ ସହ ମାନବ ରାଷ୍ଟ୍ରୀୟ ପତାକାର ବିଶ୍ୱ ରେକର୍ଡ କରିଥିଲେ ।