Athagarh - The Sakala
କୋଇଲା ବୋଝେଇ ଟ୍ରେନରୁ ପାଲ ଚୋରୀ କରୁଥିଲେ, ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯୁବକ ଜୀବନ୍ତ ଦଗ୍ଧ
ଆଠଗଡ଼: ଗୁରୁଡ଼ିଝାଟିଆ ରେଳ ଷ୍ଟେସନରେ ଅଘଟଣ । ଟ୍ରେନ୍‌ ଉପରେ ଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜିଅଁନ୍ତା ଜଳିଗଲେ ଯୁବକ । ରେଳ ଷ୍ଟେସନରେ ଛିଡା ହୋଇଥିବା କୋଇଲା ବୋଝେଇ ଟ୍ରେନରୁ ପାଲ ଚୋରୀ କରୁଥିବା ସମୟରେ ହାଇ-ଭୋଲଟେଜ୍ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ହୁତ୍ ହୁତ୍ ହୋଇ ଜଳିଗଲେ ଯୁବକ । ଘଟଣା ସ୍ଥଳରେ ଯୁବକ ଜଣକ ଜୀବନ୍ତ ଦଗ୍ଧ ହୋଇଯାଇଥିବା ଜଣାପଡିଛି । ତେବେ ଯୁବକ ଜଣଙ୍କ କିପରି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲେ ଜଣାପଡ଼ି ନାହିଁ । । ଯୁବକ ଜଣଙ୍କ ଛଗାଁ ଅଞ୍ଚଳର ବୋଲି ସନ୍ଦେହ । ଘଟଣା ସ୍ଥଳରେ ରେଳ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ।
ସୂଚନା ଅନୁସାରେ ଆଠଗଡ଼ ଅଞ୍ଚଳର ଗୁରୁଡିଝାଟିଆ ରେଳ ଷ୍ଟେସନ ପାର୍କିଂରେ ଏକ ମାଲବାହୀ ଟ୍ରେନ ଅଟକି ରହିଥିଲା । ଏହି ସମୟରେ କୋଇଲା ଉପରେ ଆଚ୍ଛାଦିତ ପାଲ ଚୋରି କରିବା ପାଇଁ ଯୁବକ ଜଣକ ମାଲବାହୀ ଟ୍ରେନର ଗୋଟିଏ ୱାଗନ ଉପରେ ଚଢ଼ିଥିଲେ। ଏହି ସମୟରେ ଯୁବକ ହାଇ-ଭୋଲଟେଜ୍ ବୈଦ୍ୟୁତିକ ତାର ସଂସ୍ପର୍ଶରେ ଆସିଥିଲେ । ଫଳରେ ନିଆଁ ଲାଗି ତାଙ୍କ ଶରୀର ସମ୍ପୂର୍ଣ୍ଣ ଭାବ ଜଳିଯାଇଛି । ଏ ସମ୍ପର୍କରେ ସୂଚନା ପାଇ ରେଳବାଇ ପୋଲିସ ଏବଂ ରେଳ ବିଭାଗର ଅଧିକାରୀମାନେ ଘଟଣାସ୍ଥଳକୁ ପହଁଞ୍ଚି ମାମଲାରେ ତଦନ୍ତ ଆରମ୍ଭ କରିଛି ।
ଆଠଗଡ଼ ବନଖଣ୍ଡ ଅଧିନରେ ଥିବା ପାଞ୍ଚଟି ରେଞ୍ଜରେ ଚାଲିଛି ହାତୀ ଗଣନା
ଆଠଗଡ଼: ଆରମ୍ଭ ହୋଇଛି ଆଠଗଡ଼ ବନଖଣ୍ଡ ଅଧିନରେ ଥିବା ପାଞ୍ଚଟି ରେଞ୍ଜରେ ହାତୀ ଗଣନା। ପ୍ରତି ରେଞ୍ଜରେ ୩ ଜଣିଆ ଟିମ୍ ଲାଗିଛନ୍ତି ଏହି ଗଣନା କାର୍ଯ୍ୟରେ। ଆଠଗଡ଼ରେଞ୍ଜ, ଖୁଣ୍ଟୁଣୀ, ବଡ଼ମ୍ବା, ନରସିଂହପୁର ପୂର୍ବ ଓ ନରସିଂହପୁର ପଶ୍ଚିମ ରେଞ୍ଜର ନିଜ ନିଜର କ୍ଷେତ୍ରରେ ରହିଥିବା ବିଭିନ୍ନ ସ୍ଥାନରେ ବୁଲି ହାତୀ ମାନଙ୍କ ଗଣନା ଚାଲିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଶୀତକାଳୀନ ଗଣନା କାର୍ଯ୍ୟରେ ଥର୍ମାଲ୍ କ୍ୟାମେରା ବ୍ଯବହାର କରାଯାଇଛି। ବର୍ଷକୁ ଦୁଇ ଥାର ଅର୍ଥାତ୍ ଗ୍ରୀଷ୍ମ ଋତୁ ଏବଂ ଶୀତ ଋତୁରେ ଏହି ଗଣନା କରାଯାଇଥାଏ । ଆସନ୍ତା ୧୭ ତାରିଖରେ ହାତୀ ଗଣନା ରିପୋର୍ଟ ଅସିବା ପରେ ଜଣା ପଡ଼ିବ ଆଠଗଡ଼ ବନଖଣ୍ଡରେ କେତେ ହାତୀ ଅଛନ୍ତି।
ଗିରଫ ହେଲେ କୋଟିପତି ବିଡିଓ ପ୍ରଦୀପ କୁମାର ସାହୁ
କଟକ: ଗିରଫ ହେଲେ କଟକ ଆଠଗଡ ବିଡିଓ ପ୍ରଦୀପ କୁମାର ସାହୁ। ଆଜି ବିଡିଓଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଭିଜିଲାନ୍ସର ୮ ଜଣିଆ ଟିମ୍ ବିଡିଓଙ୍କ ମୋଟ ୮ଟି ସ୍ଥାନରେ ଚଢାଉ ଆରମ୍ଭ କରିଥିଲା। ଏହା ସହିତ ଆଜି ଭୁବନେଶ୍ବର ଏସବିଆଇ ମୁଖ୍ୟ ଶାଖାରେ ଥିବା ତାଙ୍କର ଲକରକୁ ମଧ୍ୟ ଯାଞ୍ଚ କରିଥିଲା । ଏହା ପରେ ବିଡିଓଙ୍କୁ ବାନ୍ଧିଛି ଭିଜିଲାନ୍ସ ।
ଆଠଗଡ ବିଡିଓ ପ୍ରଦୀପଙ୍କ ବିରୁଦ୍ଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଫଳରେ ଭିଜିଲାନ୍ସ ବୁଧବାର ବିଡିଓଙ୍କ ସ୍ତାବରଅସ୍ତାବର ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା । ଭିଜିଲାନ୍ସ ଚଢାଉ ପରେ ଆଠଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ର ୮ଟି ସ୍ଥାନରେ ବୁଧବାର ଚଢ଼ାଉ କରିବା ବେଳେ ୨ଟି କୋଠା, ୩ ପ୍ଲଟ୍‌, ଭୁବନେଶ୍ୱରରେ ଗୋଟିଏ ଫ୍ଲାଟ୍‌, ୪୭ ଲକ୍ଷ ଟଙ୍କାର ଜମା ଟଙ୍କା, ନଗଦ ୬.୧୧ ଲକ୍ଷ ଟଙ୍କା, ଦାମୀ ଡାଏମଣ୍ଡ ନେକ୍‌ଲେସ୍‌, ପ୍ରାୟ ୩୦୦ ଗ୍ରାମ୍‌ର ସୁନା, ଦୁଇଟି ୪ ଚକିଆ ଗାଡ଼ି ଆଦି ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରାଯାଇଛି। ଏହା ସହିତ ଖୋର୍ଦ୍ଧାର ଭାଲିବଡ଼ିରେ ଗୋଟିଏ କୋଠା, ନୟାଗଡ଼ର ରାଜସୁନାଖଳାରେ ପୈତୃକ ବାସଗୃହ ଗୋଟିଏ ତିନିମହଲା କୋଠା, ୩ଟି ପ୍ଲଟ୍‌, ଭୁବନେଶ୍ୱର ଗୌତମ ନଗରରେ ୨ ବିଏଚ୍‌କେ ଫ୍ଲାଟ୍‌ ରହିଛି।
ଜଙ୍ଗଲରେ କାଠ ସଂଗ୍ରହ କରୁଥିବା ବେଳେ ବୃଦ୍ଧଙ୍କୁ ଦଳିଦେଲା ହାତୀ
ଆଠଗଡ଼: ଜଙ୍ଗଲରେ କାଠ ସଂଗ୍ରହ କରୁଥିବା ବେଳେ ବୃଦ୍ଧଙ୍କୁ ଦଳିଦେଲା ହାତୀ। ଆଠଗଡ଼ ରେଞ୍ଜ ତିଗିରିଆ ନିଜିଗଡ ସଂରକ୍ଷିତ ଜଙ୍ଗଲରେ ଦିନ ଦ୍ୱିପ୍ରହରରେ ବୃଦ୍ଧଙ୍କୁ ଦଳିଦେଲା ହାତୀ । ମୃତକ ଜଣଙ୍କ ହେଲେ ତିଗିରିଆ ଥାନା ବାଲିପୁଟ ଗାଁର ୭୫ ବର୍ଷୀୟ ବସନ୍ତ ଦେହୁରୀ । ଘଟଣା ସ୍ଥଳରେ ଆଠଗଡ଼ ବନ ବିଭାଗ ପହଞ୍ଚି ମୃତଦେହକୁ ଜବତକରି ତିଗିରିଆ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛି।
ମଦ ମାଫିଆକୁ ଗିରଫ ବେଳେ ଉତ୍ତେଜନା; ଅବକାରୀ ଟିମ୍‌କୁ ଆକ୍ରମଣ, ଗାଡ଼ି ଭଙ୍ଗାରୁଜା
ଆଠଗଡ଼: ମଦ ମାଫିଆକୁ ଗିରଫ ବେଳେ ଅବକାରୀ ଟିମ୍‌କୁ ଆକ୍ରମଣ କରିବା ସହ ଗାଡ଼ି ଭଙ୍ଗାରୁଜା କରିଛନ୍ତି ମାଫିଆମାନେ । କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଡାଳୁଆ ଗ୍ରାମ‌ରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ମାଫିଆକୁ ଧରିବା ବେଳେ ଅବକାରୀ ବିଭାଗ କର୍ମଚାରୀମାନେ ଆକ୍ରମଣର ଶିକାର ହୋଇଛନ୍ତି। ଏପରିକି ମାଫିଆମାନେ ବିଭାଗୀୟ ଗାଡ଼ିକୁ ଭଙ୍ଗାରୁଜା କରିଥିବା ଜଣାପଡ଼ିଛି। କଟକ ଜିଲ୍ଲା ଅବକାରୀ ମୋବାଇଲ ସ୍କ୍ୱାଡ୍‌ ଓ ଆଠଗଡ଼ ଅବକାରୀ ବିଭାଗ ଚୋରାମଦ କାରବାର ଚାଲୁଥିବା ଅଭିଯୋଗ ପାଇ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଡାଳୁଆ ସଂରକ୍ଷିତ ଜଙ୍ଗଲରେ ଚଢ଼ଉ କରିଥିଲା। ଚଢ଼ଉ ସମୟରେ ୯ ହଜାର ୫୫୫ ଲିଟର ଗୁଡ଼ ପୋଚ ଏବଂ ୨୧୭୦ ଲିଟର ଚୋରା ଦେଶୀ ରନ୍ଧା ମଦ ଜବତ ହେବା ସହ ସେଠାରେ ନଷ୍ଟ କରାଯାଇଥିଲା। ଏହାପରେ କର୍ମଚାରୀମାନେ ଡାଳୁଆ ଗ୍ରାମର ଦେଶୀମଦ ମାଫିଆ ରବୀନ୍ଦ୍ର ସ୍ୱାଇଁ ଓରଫ୍‌‌ ଭୁଟୁରୀଙ୍କୁ ଗିରଫ କରିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ମାଫିଆ ଓ ସେମାନଙ୍କ ପ୍ରରୋଚନାରେ କିଛି ଦୁର୍ବୃତ୍ତ ଅବକାରୀ ଟିମ୍‌କୁ ଆକ୍ରମଣ କରିଥିଲେ। ଏ ସମ୍ପର୍କରେ ୧୦ଜଣ ମାଫିଆଙ୍କ ନାମରେ ଅବକାରୀ ବିଭାଗ ପକ୍ଷରୁ ଖୁଣ୍ଟୁଣୀ ଥାନାରେ ଅଭିଯୋଗ ହୋଇଛି।
ସୂଚନାଯୋଗ୍ୟ, ଗତ ୨୦୨୩ ମସିହା ଜୁଲାଇ ୨୮ ତାରିଖରେ ଅବକାରୀ ବିଭାଗ ଡାଳୁଆ ଗ୍ରାମରେ ଚଢ଼ଉ କରୁଥିବା ସମୟରେ ଦେଶୀମଦ ମାଫିଆମାନେ ଆକ୍ରମଣ କରିଥିଲେ। ଏଥିରେ ଅବକାରୀ ବିଭାଗର ୬ଟି ଗାଡ଼ି ଭଙ୍ଗାରୁଜା କରିବା ସହ ୪ଜଣ ଅବକାରୀ କର୍ମଚାରୀ ଆହତ ହୋଇଥିଲେ। ସେତେବେଳେ ଅବକାରୀ ବିଭାଗ ୨୯ ଜଣଙ୍କ ନାମରେ ଖୁଣ୍ଟୁଣୀ ଥାନାରେ ଏତଲା କରିଥିଲେ। ଖୁଣ୍ଟୁଣୀ ପୁଲିସ କେବଳ ୪ ଜଣଙ୍କୁ ଗିରଫ କରିଥିଲା। ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବାରେ ବିଫଳ ହୋଇଥିଲା। ମୁଖ୍ୟ ଅଭିଯୁକ୍ତ ରବୀନ୍ଦ୍ର ସ୍ୱାଇଁ ଓରଫ ଭୁଟୁରୀ ଖୁଲମ୍‌ଖୁଲା ବୁଲିବା ସହ ଦେଶୀମଦ ବେପାର ଚଳାଇଥିଲା। ଆଜି ଅବକାରୀ ବିଭାଗ ଉକ୍ତ ଗ୍ରାମରେ ଚଢ଼ଉ କରି ଭୁଟୁରୀକୁ ଗିରଫ କରି ଆଣୁଥିବା ସମୟରେ ଭୁଟୁରୀର ପରିବାରଲୋକ ଅବକାରୀ ବିଭାଗ ଉପରେ ଆକ୍ରମଣ କରିବା ସହ ଗାଡ଼ିକୁ ଭଙ୍ଗାରୁଜା କରିଥିଲେ। ପରେ ରାସ୍ତା ଅବରୋଧ କରି ଅବକାରୀ ବିଭାଗର କର୍ମଚାରୀମାନଙ୍କୁ ଅଟକ ରଖିଥିଲେ। ଖବର ପାଇ ଖୁଣ୍ଟୁଣୀ ପୁଲିସ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଅବରୋଧ ହଟାଇବା ସହ ଅବକାରୀ କର୍ମଚାରୀଙ୍କୁ ଉଦ୍ଧାର କରିଥିଲେ। ଏହି ଘଟଣାରେ ଦୁଇଜଣ କର୍ମଚାରୀ ଆହତ ହୋଇଥିବା ନେଇ କଟକ ଅବକାରୀ ଅଧୀକ୍ଷକ ଦେବାଶିଷ ପଟେଲ ସୂଚନା ଦେଇଛନ୍ତି। ଅପରାହ୍ଣରେ ସ୍ଥାନୀୟ ଅଞ୍ଚଳର ଶତାଧିକ ମହିଳା ଏବଂ ପୁରୁଷ ଆଠଗଡ଼ ଅବକାରୀ ବିଭାଗ କାର୍ଯ୍ୟାଳୟ ଘେରାଉ କରିବା ସହ ଧାରଣା ଦେଇଥିଲେ। ଆଠଗଡ଼ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ରବୀନ୍ଦ୍ର କୁମାର ମଲ୍ଲିକ, ଥାନା ଅଧିକାରୀ ଅନିରୁଦ୍ଧ ମୁଦୁଲି ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ଧାରଣା ହଟିଥିଲା।
ଚଢ଼ଉରେ ଅବକାରୀ ଅଧୀକ୍ଷକ ଦେବାଶିଷ ପଟେଲଙ୍କ ସହିତ ଉପଅଧୀକ୍ଷକ ନିମାଇଁ ଚରଣ ସ୍ୱାଇଁ, ଅରୂପ ପାଣିଗ୍ରାହୀ, ଅବକାରୀ ନିରୀକ୍ଷକ ହେମନ୍ତ ମହାନନ୍ଦ, ଅଭିରାମ ସାହୁ, କମଳଲୋଚନ ପାଇକରାୟ, ରଙ୍କନିଧି ମଲ୍ଲିକ, ସବ୍‌‌ ଇନ୍ସପେକ୍ଟର ସୌମ୍ୟରଞ୍ଜନ ମାଝୀ, ଅଜିତ୍‌‌ କୁମାର ପାତ୍ର, ଜ୍ୟୋତିର୍ମୟୀ ଦାସଙ୍କ ସହିତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀମାନେ ସାମିଲ ହୋଇଥିଲେ।
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ; ଟ୍ରାକ୍ଟର ଚଢ଼ାଇ ଯୁବକଙ୍କୁ ହତ୍ୟା
ଆଠଗଡ଼: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଖୁଣ୍ଟୁଣୀ ଥାନା ରାଧାକୃଷ୍ଣପୁର ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଗଣ୍ଡଗୋଳରେ ଜଣେ ଯୁବକଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା କରାଯାଇଛି। ଏହି ଘଟଣା ପରେ ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ଉତ୍ତ୍ୟକ୍ତ ଲୋକେ ଅଭିଯୁକ୍ତର କୁକୁଡ଼ା ଫାର୍ମ ଓ ୪ଟି ଗାଡ଼ିକୁ ନିଆଁ ଲଗାଇ ଜାଳିଦେଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ବୁଧବାର କୁଲାଇଲୋ ପଞ୍ଚାୟତ ରାଧାକୃଷ୍ଣପୁର ଗ୍ରାମ (ଅଡାଳ)ର ବ୍ରଜବନ୍ଧୁ ସ୍ୱାଇଁଙ୍କ ପୁଅର ତଳଗଡ଼ସ୍ଥିତ ଶିବ ମନ୍ଦିରରେ ମୁଦିପିନ୍ଧା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସେଠାରୁ ଫେରିବା ବେଳେ ଗାଁ ସ୍କୁଲ ପାଖ କଲଭର୍ଟ ନିକଟରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଉଭୟ ପକ୍ଷଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଗୋଟିଏ ଗୋଷ୍ଠୀର ନିରାକାର ସ୍ୱାଇଁ ଅପର ଗୋଷ୍ଠୀର ସୁଶାନ୍ତ ରଣା (୫୦) ଓ ତାଙ୍କ ଭାଇ ସନ୍ତୋଷ ରଣାଙ୍କ ଉପରେ ଟ୍ରାକ୍ଟର ଚଢ଼ାଇ ଦେଇଥିଲେ। ଫଳରେ ସନ୍ତୋଷ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ସୁଶାନ୍ତଙ୍କ ମୃତ୍ୟୁ ଘଟିଥିଲା। ଖବର ପ୍ରଚାରିତ ହେବା ପରେ ଉତ୍ତ୍ୟକ୍ତ ଲୋକେ ଅଭିଯୁକ୍ତର କୁକୁଡ଼ା ଫାର୍ମରେ ନିଅାଁ ଲଗାଇବା ସହ ଟ୍ରାକ୍ଟର, କାର୍‌‌ ଓ ଦୁଇଟି ମଟରସାଇକଲରେ ନିଅାଁ ଲଗାଇ ଦେଇଥିଲେ। ଖବର ପାଇଁ ଘଟଣାସ୍ଥଳକୁ ଅଗ୍ନିଶମ ବାହିନୀର କର୍ମଚାରୀ ଓ ଗାଡ଼ି ଯାଇଥିଲେ ମଧ୍ୟ ଉତ୍ତ୍ୟକ୍ତ ଲୋକ ଅଗ୍ନିଶମ କର୍ମଚାରୀଙ୍କୁ ଗାଁ ଭିତରକୁ ଛାଡ଼ି ନ ଥିଲେ। ଫଳରେ କୁକୁଡ଼ା ଫାର୍ମ ଓ ଗାଡ଼ିଗୁଡ଼ିକ ସମ୍ପୂର୍ଣ୍ଣ ଜଳିଯାଇଥିଲା। ସୁଶାନ୍ତଙ୍କ ମୃତଦେହକୁ ଉଦ୍ଧାର କରାଯାଇ ଢେଙ୍କାନାଳ ଜିଲ୍ଲା ଡାକ୍ତରଖାନାରେ ରଖା ଯାଇଥିବା ବେଳେ ଆସନ୍ତାକାଲି ଶବ ବ୍ୟବଚ୍ଛେଦ ହେବ ବୋଲି ପୁଲିସ ସୂଚନା ଦେଇଛି।
ଦଶମ ଶ୍ରେଣୀ ଛାତ୍ରର ବେକ କାଟି ଦୁର୍ବୃତ୍ତ ଫେରାର୍‌
ଆଠଗଡ଼: ଦଶମ ଶ୍ରେଣୀ ଛାତ୍ରର ବେକ କାଟି ଦୁର୍ବୃତ୍ତ ଫେରାର୍‌। ଛାତ୍ର ଜଣକ ହେଲେ ଆଠଗଡ଼ ଥାନା ଅନ୍ତର୍ଗତ ଉଦେଇପୁର ଗାଁର ମହେନ୍ଦ୍ର ଦାସଙ୍କ ପୁଅ ସୂର୍ଯ୍ୟ ନାରାୟଣ ଦାସ।  ଟିୟୁସନରୁ ଫେରିବା ବାଟରେ କଳା ପଲସର୍ ଗାଡ଼ିରେ ଦୁଇ ଜଣ ଦୁର୍ବୃତ୍ତ ଆସି ସୂର୍ଯ୍ୟ ନାରାୟଣକୁ ଛୁରା ମାଡ଼ କରିଥିଲେ। ସୂର୍ଯ୍ୟଙ୍କ ବେକରେ ଆଘତ ଲାଗିଥିଲା । ଗୁରୁତ ଅବସ୍ଥାରେ ଛାତ୍ର ସୂର୍ଯ୍ୟଙ୍କୁ ଉଦ୍ଧାର କରାଯାଇ ଆଠଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଏ ନେଇ ପରିବାରୁ ପକ୍ଷରୁ ଥାନାର ଏତଲା ଦିଆଯାଇଛି।
ଆଜି ବଡ଼ଓଷା: ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର
ଆଠଗଡ଼: ଆଜି ପଞ୍ଚୁକର ତୃତୀୟ ଦିନ । ମହାକାର୍ତ୍ତିକ ମାସର ଆଜି ବଡ ପର୍ବ ବଡ଼ ଓଷା। ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର। ଆଜି ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀ ର ସନ୍ଧିକ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଲାଗିହେବ ଗଜଭୋଗ ଓ ତରଣ। ବଡ଼ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦ୍ଯାପନ କରିଥାନ୍ତି। ସେଥିପାଇଁ ଆଜି ରାତି ୩ଟାରେ ଦ୍ଵାର ଫିଟାଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ, ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ନୀତିକାନ୍ତି ପରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ମଧ୍ୟ ରାତ୍ରରେ ଗଜ ଭୋଗ ଲାଗି ହେବା ପରେ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ବିତରଣ କରାଯିବ।
ସକାଳୁ ନୀତିକାନ୍ତି ପରେ ମୁଖ୍ୟ ଦ୍ବାର ଭାଙ୍ଗି ଧବଳେଶ୍ବରଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ। ଗତକାଲି ପୂଜକ ସମିତି ଧାରଣା ଦେବା ଯୋଗୁ ଦର୍ଶନରୁ ବଞ୍ଚିତ ଥିଲେ ଶ୍ରଦ୍ଧାଳୁ। ରାତି ତମାମ ଆଲୋଚନା ପରେ ମଧ୍ୟ କୌଣସି ସମାଧାନ ହୋଇନଥିଲା। ଆଉ ଆଜି ମୁଖ୍ୟ ଦ୍ବାର ଭାଙ୍ଗି ଧବଳେଶ୍ବରଙ୍କୁ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ।
ସେପଟେ ସୁରକ୍ଷା ସହ ଶାନ୍ତିଶୃଙ୍ଖଳା ର ସହ ଦର୍ଶନ ପାଇଁ ବ୍ୟାପକ ପୋଲିସ, ନଦୀ ଘାଟରେ ଓଡ୍ରାଫ, ଅଗ୍ନିଶମ ବାହିନୀ, ମେଡିକାଲ ଟିମ ମୃତ୍ତୟନ ହେବା ସହ ପୀଠରେ ଆଠଗଡ ଉପଜିଲ୍ଲାପାଳ ଓ କଟକ ଗ୍ରାମାଞ୍ଚଳ ଏସ୍‌ପି ଉପସ୍ଥିତ ରହି ତଦାରଖ କରୁଛନ୍ତି । ସକାଳୁ ସକାଳୁ ଲମ୍ବାଧାଡିରେ ବାବାଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ ।
ଆଠଗଡ଼ରେ ଟଙ୍କା ଭର୍ତ୍ତି ଭ୍ୟାନ୍ ଲୁଟ୍ ଘଟଣାରେ ସିକ୍ୟୁରିଟି ଗାର୍ଡ ଅଟକ; ୫ଟି ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢାଉ ଜାରି
ଆଠଗଡ଼: ଆଠଗଡ଼ରେ ବନ୍ଧୁକ ମୁନରେ ATM ଟଙ୍କା ଭର୍ତି ଭ୍ୟାନ ଲୁଟ୍ ଘଟଣା । ପାଞ୍ଚଟି ସ୍ଵତନ୍ତ୍ର ଟିମ୍ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢାଉ ଜାରି । ଗତକାଲିଠାରୁ ବିଭିନ୍ନ ସନ୍ଦେହଜନକ ସ୍ଥାନରେ ଚଢାଉ ଜାରି ରଖିଛି ପୋଲିସ । ଏହି ସଂସ୍ଥାରେ ପୂର୍ବରୁ କାର୍ଯ୍ୟରତ ସିକ୍ୟୁରିଟି ଗାଡ଼କୁ ସନ୍ଦେହରେ ତିଗିରିଆ ଥାନାକୁ ଉଠାଇ ଆଣିଛି ପୋଲିସ୍ । ସିକ୍ୟୁରିଟି ଗାର୍ଡକୁ ଅଟକ ରଖି ପଚରାଉଚରା ଜାରି ରହିଛି । ଏପର୍ଯ୍ୟନ୍ତ ଲୁଟେରାଙ୍କ ଟେର ପାଇ ନାହିଁ ପୁଲିସ୍।
ସୂଚନାଯୋଗ୍ୟ, ଗତକାଲି ବନ୍ଧୁକ ଦେଖାଇ ଏଟିଏମରେ ଟଙ୍କା ଭର୍ତ୍ତି କରିବାକୁ ଯାଉଥିବା ଗାଡିକୁ ଅଟକାଇ ଦେଢ କୋଟିରୁ ଅଧିକ ଟଙ୍କା ଲୁଟ କରିନେଇଥିଲେ ମୁଖାପିନ୍ଧା କିଛି ଦୁର୍ବୃତ୍ତ । ସ୍କୁଟି ଓ ସ୍କର୍ପିଓରେ ଆସିଥିଲେ ୫ରୁ ୬ ମୁଖାପିନ୍ଧା ଲୁଟେରା । ପ୍ରଥମେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଭ୍ୟାନକୁ ଅଟକାଇବା ପରେ ଲୁଟ୍ ପାଟ କରିଥିଲେ ।
ଆଠଗଡ଼: ସାବତ ମା’ଙ୍କ ମାଡ଼ରେ ଦୁଇ ଶିଶୁ ଗୁରୁତର। ସ୍ଥାନୀୟ ଲୋକଙ୍କ ଦ୍ୱାରା ଦୁଇ ଶିଶୁ ଉଦ୍ଧାର ହୋଇଛନ୍ତି । ଗୁରୁତର ଭାବରେ ଆଠଗଡ଼ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ଦୁଇ ଶିଶୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଆଠଗଡ଼ ଥାନା ଅନ୍ତର୍ଗତ ଅଶୋକ ନଗର ଅଞ୍ଚଳରେ। ଶିଶୁ ଦୁଇ ଜଣଙ୍କୁ ଅତି ନିର୍ମମ ଭାବରେ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ରଶିରେ ବାନ୍ଧି ବାଡିରେ ମାରିଥିବା ଅଭିଯୋଗ ଆଣିଲେ ଶିଶୁ। ଶିଶୁଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ରହିଥିବା ଜଣାପଡିଛି ।
ଥାନାରୁ ଚମ୍ପଟ ମାରିଲା ଅଭିଯୁକ୍ତ, ବୋମାମାଡ଼ ଘଟଣାରେ ଗତକାଲି ଗିରଫ କରିଥିଲା ପୋଲିସ
ଆଠଗଡ଼: ଆଠଗଡ଼ ଥାନାରୁ ଚମ୍ପଟ ମାରିଲା ଅଭିଯୁକ୍ତ । କିଛି ଦିନ ତଳେ ବହୁ ଚର୍ଚ୍ଚିତ ଆମ୍ବୃତ ମଣୋହି ପାଟଣା ଗ୍ରାମ ବୋମା ମାଡ଼ ଘଟଣାରେ ଫେରାର ରହିଥିଲା ଏହି ଆସାମୀ। ଖବର ପାଇ ଗତକାଲି ବିଳମ୍ବିତ ରାତିରେ ଉଠାଇ ଆଣିଥିଲା ଆଠଗଡ଼ ପୋଲିସ୍। ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ହୋଇଥିବା ଏହି ବୋମାମାଡ଼ ଘଟଣାରେ ଉଭୟ ପକ୍ଷଙ୍କ ତରଫରୁ ଦୁଇଟି ଏତଲା ଦାଏର ହୋଇଥିଲା। ଆଠଗଡ଼ ଥାନା ପୋଲିସ ପୂର୍ବରୁ ଉଭୟ ପକ୍ଷର ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଶୁକ୍ରବାର ଅନ୍ୟତମ ଅଭିଯୁକ୍ତ ବିରଞ୍ଚି ମନ୍ତ୍ରୀଙ୍କୁ ଗିରଫ କରି ପଚରାଉଚୁରା କରୁଥିଲା। ଆଜି ତାକୁ କୋର୍ଟ ଚାଲାଣ କରିବାକୁ ଥିବାବେଳେ ଭୋର୍ ସାଢେ ପାଞ୍ଚଟା ସମୟରେ ଅଭିଯୁକ୍ତ ବିରଞ୍ଚି ମନ୍ତ୍ରୀ ଶୌଚ ହେବାପାଇଁ କହି ଥାନା ହାଜତରୁ ଫେରାର ହୋଇ ଯାଇଥିବା ଜଣାପଡିଛି। ସେପଟେ ପୋଲିସ୍ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଥିବା ବେଳେ କଏଦୀଙ୍କ ପତ୍ତା ମିଳୁ ନଥିବା ଜଣା ପଡିଛି। ଆଠଗଡ଼ SDPO ଓ ଥାନା ଅଧିକାରୀ ବିଭିନ୍ନ ସ୍ଥାନରେ ଚଢାଉ କରୁଥିବା ସୂଚନା ରହିଛି।
ଅଟୋ-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା; ଦୁଇ ମୃତ, ୪ ଗୁରୁତର
ଆଠଗଡ: ଅଟୋ-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ମର୍ମନ୍ତୁଦ ସଡକ ଦୁର୍ଘଟଣା ଦୁଇ ଜଣ ମୃତ୍ୟୁବରଣ କରିଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଆଜି ସକାଳେ ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚଗାଁ ପଞ୍ଚାୟତ ଭାରତ ଗ୍ୟାସ୍ ପାଖ ଖୁଣ୍ଟୁଣୀ ନରସିଂହପୁର ୬୫ ନଂ ରାଜ୍ଯ ରାଜପଥରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଗୁରୁତରଙ୍କୁ କଟକ ବଡ଼ ଡ଼ାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।
ସୂଚନା ଅନୁସାରେ, ଆଜି ସକାଳେ ଏକ ଅଟୋରେ ଡ୍ରାଇଭାର ସମେତ ୭ଜଣ ଅଟୋରେ ଯାଉଥିଲେ। ଏହି ସମୟରେ ପାଞ୍ଚଗାଁ ରାସ୍ତାରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହ ଅଟୋର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ଅଟୋଟି ରାସ୍ତା କଡ଼କୁ ଓଲଟି ପଡ଼ିବା ସହ ରାସ୍ତା କଡ଼ରେ ମାଛ ବିକ୍ରି କରୁଥିବା ଜଣେ ବ୍ୟବସାୟୀଙ୍କ ଉପରେ ପଡ଼ିଥିଲା। ମାଛ ବ୍ୟବସାୟୀ ମଧ୍ୟ ଦୁର୍ଘଟଣାରେ ଆହତ ହୋଇଥିଲେ।